ଭାରତ-ଆମେରିକା ସହଭାଗିତାକୁ ଆହୁରି ଆଗକୁ ନେବାକୁ ମୁଁ ପ୍ରତିଶ୍ରୁତିବଦ୍ଧ: ବାଇଡେନ୍
ଟୋକିଓ,୨୪।୫: : ଜାପାନରେ ବିଶ୍ୱର ୪ ପ୍ରମୁଖ ରାଷ୍ଟ୍ରଙ୍କୁ ନେଇ କ୍ୱାଡ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଭାରତ ସମେତ ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆର ରାଷ୍ଟ୍ର ମୁଖ୍ୟଙ୍କ ମଧ୍ୟରେ ବୈଠକ ହୋଇଛି। କ୍ୱାଡ୍ ସମ୍ମିଳନୀର କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ସରପଞ୍ଚ ହତ୍ୟା ଘଟଣାରେ ସମ୍ପୃକ୍ତ ୫ ଆତଙ୍କବାଦୀ ଗିରଫ
ଶ୍ରୀନଗର,୨୪।୫: ଜମ୍ମୁ-କଶ୍ମୀର ପୋଲିସ ଲଶ୍କର-ଇ-ତୋଏବାର ୫ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ୩ଜଣ ଆତଙ୍କବାଦୀ ବାରମୁଳା ଜିଲା ସରପଞ୍ଚ ହତ୍ୟା କାଣ୍ଡରେ ସମ୍ପୃକ୍ତ ଥିଲେ ବୋଲି ପୋଲିସ ସୁଚନା ଦେଇଛି। ମଙ୍ଗଳବାର ସ୍ବତନ୍ତ୍ର ଅପରେଶନ୍ ଦ୍ୱାରା ବାରମୁଳାରୁ ୩ ଏବଂ ଶ୍ରୀନଗରରୁ…
ନିର୍ବାଚନ ଡ୍ୟୁଟି କରୁଛନ୍ତି କି ଧୋନୀ? ଲୋକଙ୍କ ଭିଡ ପରେ ଜଣାପଡିଲା ପ୍ରକୃତ ରହସ୍ୟ
ରାଞ୍ଚି,୨୪।୫:ଆଇପିଏଲ୍ ୨୦୨୨ରେ ଚେନ୍ନାଇ ସୁପର୍ କିଙ୍ଗ୍ସ(ସିଏସ୍କେ)ର ଯାତ୍ରା ସମାପ୍ତ ହୋଇଛି। ଚଳିତ ସିଜିନ୍ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ସିଏସ୍କେ ପଏଣ୍ଟ ଟେବୁଲରେ ନବମ ସ୍ଥାନ ଅଧିକାର କରିଥିଲା। ଧୋନୀ ଝାଡଖଣ୍ଡର ରାଜଧାନୀ ରାଞ୍ଚିରୁ ଆସିଛନ୍ତି। ଏବେ ଝାଡଖଣ୍ଡରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ…
ଏମାର ମଠର ଖନନ ସ୍ଥଳରେ ଚାଲିଛି ସର୍ଭେ
ପୁରୀ ଅଫିସ୍,୨୪।୫: ଏମାର ମଠର ଖନନ ସ୍ଥଳରେ ମଙ୍ଗଳବାର ଜିପିଆରଏସ୍ ସର୍ଭେ କରାଯାଇଛି। ଗୁଜୁରାଟ ଆଇଆଇଟି ସଂସ୍ଥା ପକ୍ଷରୁ ଏହି ସର୍ଭେ କରାଯାଉଛି। ଏଥିସହିତ ଏମାର ମଠ ଜାଗାରେ ମଧ୍ୟ ସର୍ଭେ କରୁଥିବା ଦେଖିବାକୁ ମିଳିଛି। ଯେଉଁ ମେଶିିନ ଜରିଆରେ ସର୍ଭେ…
ଦଳୀୟ ପାର୍ଥିନୀଙ୍କ ସହ ପ୍ରଚାରରେ ବାହାରିଲେ କେନ୍ଦ୍ରମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଝାରସୁଗୁଡାରେ ପହଞ୍ଚିଛନ୍ତି। କେନ୍ଦ୍ରମନ୍ତ୍ରୀ ଦଳୀୟ ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ସହ ନିର୍ବାଚନୀ…
୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଗଠନ ହେଲା ଟାସ୍କ ଫୋର୍ସ
ନୂଆଦିଲ୍ଲୀ,୨୪।୫: ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏବେଠାରୁ ନିଜର ରଣନୀତି ପ୍ରସ୍ତୁତ କରିବାକୁ ଲାଗିପଡ଼ିଲାଣି। ମଙ୍ଗଳବାର ଦଳର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ କଂଗ୍ରେସରେ ଆଠ ଜଣିଆ ସଦସ୍ୟ ବିଶିଷ୍ଟ ରାଜନୈତିକ ବ୍ୟାପାର କମିଟି ଏବଂ ୨୦୨୪…
ଆଜି ପ୍ଲେ ଅଫ୍ରେ ଗୁଜରାଟ-ରାଜସ୍ଥାନ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍
କୋଲକତା,୨୪।୫:ଆଇପିଏଲ ୨୦୨୨ର ପ୍ଲେ ଅଫ ମ୍ୟାଚ୍ ଆଜିଠୁ ଆରମ୍ଭ ହେବ। କୋଲକାତାରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଲିଫାୟର୍-୧ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଗୁଜରାଟ ଟାଇଟାନ୍ସକୁ ଭେଟିବ। କ୍ୱାଲିଫାୟର ୧ର ବିଜେତା ଦଳ ଆଇପିଏଲ ୨୦୨୨ର ଫାଇନାଲ ପାଇଁ ଟିକେଟ ପାଇବ। ତେଣୁ…
ସମବାୟ ନିର୍ବାଚନ ପାଇଁ ବିଜେଡିର ରଣନୀତି ଆରମ୍ଭ
ସୁନ୍ଦରଗଡ଼,୨୪।୫(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଗାମୀ ସମବାୟ ନିର୍ବାଚନ ପାଇଁ ସୁନ୍ଦରଗଡ଼ ସାଙ୍ଗଠନିକ ଜିଲା ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ରଘୁନାଥପାଲି ବିଧାୟକ ସୁବ୍ରତ ତରାଇଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ପୂର୍ବତନ…
ଚାପ ଖେଳ ବେଳେ ବୁଡିଗଲେ ଲଡୁବାବା
ନୟାଗଡ଼ ଅଫିସ,୨୪।୫: ନୟାଗଡ଼ ଜିଲା ଶରଣକୂଳସ୍ଥିତ ଶୈବପୀଠ ଲଡୁବାବାଙ୍କର ଚାପ ଖେଳ ବେଳେ ସୋମବାର ରାତିରେ ଡଙ୍ଗା ଓଲଟି ପଡିଛି। ଡଙ୍ଗା ଓଲଟି ପଡିବାରୁ ଲଡୁବାବାଙ୍କ ଚଳନ୍ତୀ ପ୍ରତିମା ଚନ୍ଦ୍ରଶେଖରଙ୍କ ସହ ପାର୍ବତୀ, ଲଡୁବାବାଙ୍କ ମନ୍ଦିରର ଲକ୍ଷ୍ମୀନାରାୟଣ, ନିକଟସ୍ଥ ହରିହରପୁରର ଦଧିବାମନ…
ଶାନ୍ତି ପାଇଁ କ୍ୱାଡର ଭୂମିକା ଗୁରୁତ୍ୱପୂର୍ଣ୍ଣ : ମୋଦି
ଟୋକିଓ,୨୪।୫: ଭାରତ -ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ଶାନ୍ତି ପାଇଁ କ୍ୱାର୍ଡର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଟୋକିଓରେ ଅନୁଷ୍ଠିତ କ୍ୱାର୍ଡ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। କୋଭିଡ-୧୯ ଭଳି ବିପରୀତ ପରିସ୍ଥିତି ସତ୍ତ୍ୱେ ଭାରତ ଟିକା ବିତରଣ, ଜଳବାୟୁ, ବିପର୍ଯ୍ୟୟ…
ମାଛ ଧରିବା ବେଳେ ମିଳିଲା ନରକଙ୍କାଳ
ସୋହେଲା,୨୪।୫ (ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ଗର୍ଭଣା ଗ୍ରାମର ଭଙ୍ଗାକଟା(ପୋଖରୀ)ରେ ମଙ୍ଗଳବାର ମତ୍ସଜୀବୀମାନେ ମାଛ ଧରୁଥିବା ବେଳେ ଏକ ବୁଦା ମୂଳରେ ନରକଙ୍କାଳ ପଡିଥିବାର ଦେଖିବାକୁ ପାଇଥିଲେ। ଏନେଇ ସେମାନେ ସୋହେଲା ଥାନା ପୋଲିସକୁ ଖବର ଦେଇଥିଲେ। ଏହାପରେ…
ରକ୍ତ ଜୁଡ଼ୁବୁଡ଼ୁ କୁରାଢ଼ି ଧରି ଥାନାରେ ପହଞ୍ଚିଲେ କକା
ଲକ୍ଷ୍ନୌ,୨୪।୫: ଉତ୍ତର ପ୍ରଦେଶର କନ୍ନୌଜରେ ଏକ ବିବତ୍ସ ହତ୍ୟାକାଣ୍ଡ ଘଟିଛି। ସୁରଜ ପାଲ୍ ନାମକ ଜଣେ ବ୍ୟକ୍ତି ତାଙ୍କର ୩୨ବର୍ଷୀୟ ପୁତୁରାଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ରକ୍ତଲଗା ମାରଣାସ୍ତ୍ର ଧରି ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଛନ୍ତି। ସୂଚନା ଯୋଗ୍ୟ,…
Archives


