Home Left

‘ମୋ ଚିନ୍ତା କର ନାହିଁ, ଭାରତ ପାଇଁ ଭଲ ଖେଳ..’, କାହିଁକି ଏମିତି ମେସେଜ ଲେଖିଲେ କ୍ରିକେଟର ଆକାଶ ଦୀପଙ୍କ ଭଉଣୀ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୭।୭: ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପଙ୍କ ଭଉଣୀ ଅଖଣ୍ଡ ଜ୍ୟୋତି ସିଂହ ଏଜବାଷ୍ଟନରେ ତାଙ୍କ ଭାଇଙ୍କ ପ୍ରଦର୍ଶନ ଦେଖି ଭାବପ୍ରବଣ ହୋଇଯାଇଛନ୍ତି। ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚକୁ ଟିମ ଇଣ୍ଡିଆ...

ଚାଷ କରିବା ବେଳେ ଆକାଶରୁ ଖସିଲା ବଜ୍ରାଘାତ; ୨ ଭଇ ମୃତ

ଭଦ୍ରକ,୭।୭: ଭଦ୍ରକ ଜିଲାର ତିହିଡି ବ୍ଲକ ଅନ୍ତର୍ଗତ ହରସିଂହପୁର ପଞ୍ଚାୟତର ଚଣ୍ଡିସାହି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଚାଷ କରୁଥିବା ବେଳେ ବଜ୍ରାଘାତରେ ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି, ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,...

ଚାଇନାକୁ ଲାଗିଲା ଆଉ ଏକ ଝଟକା, ଦଲାଇ ଲାମାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, ଚାଇନା କହିଲା…

ନୂଆଦିଲ୍ଲୀ/ବେଜିଂ,୭।୭: ଚାଇନାକୁ ପୁଣିଥରେ ବଡ଼ ଝଟକା ଲାଗିଛି। ସୋମବାର ଚାଇନା କହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମାଙ୍କୁ ତାଙ୍କ ୯୦ତମ ଜନ୍ମଦିନରେ ଶୁଭେଚ୍ଛା ଜଣାଇବା ଏବଂ ଉତ୍ସବରେ ଭାରତୀୟ ଅଧିକାରୀଙ୍କ ଉପସ୍ଥିତିକୁ ନେଇ ଭାରତ...

ଏତିକି ଟଙ୍କାରେ ବିକ୍ରି ହେଲେ କୋହଲିଙ୍କ ଭଣଜା: DPL 2025ରେ ଦେଖାଇବେ ଜଲଓ୍ବା

ନୂଆଦିଲ୍ଳୀ,୭।୭: ଦିଲ୍ଲୀ ପ୍ରିମିୟର ଲିଗ ୨୦୨୫ ଅଗଷ୍ଟ ପ୍ରଥମ ସପ୍ତାହରେ ଆରମ୍ଭ ହେବ। ଏହାର ପ୍ରାୟ ଗୋଟିଏ ମାସ ପୂର୍ବରୁ ନିଲାମ ହୋଇଥିଲା। ଯେଉଁଥିରେ ଈଶାନ୍ତ ଶର୍ମା, ରିଷଭ ପନ୍ତ ଏବଂ IPL 2025 ଷ୍ଟାର ଖେଳାଳି ଦିଗବେଶ ରାଠି...

ଭିଜିଲାନ୍ସ ଜାଲରେ ରେଢ଼ାଖୋଲ ଉପଖଣ୍ଡର BVO, PA; ଟଙ୍କା ୫ ହଜାର ପାଇଁ…

ସମ୍ବଲପୁର,୭।୭: ରେଢ଼ାଖୋଲ ଉପଖଣ୍ଡରେ ସମ୍ବଲପୁର ଭିଜିଲାନ୍ସ ଟିମ୍‌ ଏକ ବଡ଼ ଧରଣର ଅଭିଯାନ ଚଳାଇ ବ୍ଲକ ଭେଟନାରୀ ଅଫିସର (BVO) ଡା. ସୁବାସ ପ୍ରକାଶ ସୋରେନ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ (PA) ମହେଶ୍ୱର ସାହୁଙ୍କୁ ୫ ହଜାର ଟଙ୍କା ଲାଞ୍ଚ...

ଐତିହାସିକ ବିଜୟ ପରେ ପ୍ରିୟ ସାମ୍ବାଦିକଙ୍କୁ ଖୋଜିଲେ ଶୁମବନ ଗିଲ୍‌: ଜାଣନ୍ତୁ କାହିଁକି

ବର୍ମିଂହାମ,୭।୭: ଏଜବାଷ୍ଟନରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଶୁବମନ ଗିଲ କେବଳ ପ୍ରଥମ ଭାରତୀୟ ନୁହଁନ୍ତି ବରଂ ପ୍ରଥମ ଏସୀୟ ଅଧିନାୟକ ଯିଏ ଏଜବାଷ୍ଟନରେ ବିଜୟର ସ୍ବାଦ ଚାଖିଛନ୍ତି। ଏଜବାଷ୍ଟନରେ ଟିମ ଇଣ୍ଡିଆ ଜିତିବା ମାତ୍ରେ ଭାରତୀୟ ଅଧିନାୟକ...

ବାପା ଚାହୁଁ ନ ଥିଲେ ପୁଅ ହୁଅନ୍ତୁ କ୍ରିକେଟର, ଶିକ୍ଷାଗତ ଯୋଗ୍ୟତା ଦ୍ୱାଦଶ, ଏବେ ଚମକିଲା ଭାଗ୍ୟ

ନୂଆଦିଲ୍ଲୀ,୭।୭: ଆକାଶଦୀପ ଏବେ ଟିମ୍‌ ଇଣ୍ଡିଆ ଭାରତ ପାଇଁ ଟେଷ୍ଟ କ୍ରିକେଟ ଖେଳୁଛନ୍ତି ଏବଂ ଏହା ପରେ ସାରା ଦେଶରେ ତାଙ୍କର ଚର୍ଚ୍ଚା ହେଉଛି। କାରଣ ତାଙ୍କର ଚମତ୍କାର ପ୍ରଦର୍ଶନ, ଯାହା ଇଂଲଣ୍ଡ ବିପକ୍ଷରେ ଏଜବାଷ୍ଟନ ଟେଷ୍ଟରେ ଇତିହାସ ସୃଷ୍ଟି...

ଜିମ୍ବାବେ ବିପକ୍ଷରେ ଦକ୍ଷିଣ ଆଫ୍ରିକାର ୱିଆନ ମୁଲଡରଙ୍କ ରେକର୍ଡ ତ୍ରିଶତକ

ନୂଆଦିଲ୍ଲୀ,୭।୭: ଦକ୍ଷିଣ ଆଫ୍ରିକାର ଅଲରାଉଣ୍ଡର ୱିଆନ ମୁଲଡର ଜିମ୍ବାବେ ବିପକ୍ଷରେ ଦ୍ୱିତୀୟ ଓ ଶେଷ ଟେଷ୍ଟ ମ୍ୟାଚରେ ଟେଷ୍ଟ କ୍ରିକେଟ ଇତିହାସର ଦ୍ୱିତୀୟ ତ୍ରିଶତକ ରନ୍ ହାସଲ କରି ଇତିହାସ ରଚିଛନ୍ତି। ଏଥିସହିତ ପ୍ରଥମ ଅଧିନାୟକ ଭାବେ ଏହି ଅସାଧାରଣ...

ଶାଶୁଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ଇଞ୍ଜିନିୟର୍‌ ବୋହୂ: ଶ୍ୱଶୁର କହିଲେ ଭିତିରି କଥା

ଗାଜିଆବାଦ,୭।୭:ଉତ୍ତର ପ୍ରଦେଶର ଗାଜିଆବାଦରେ, ଜଣେ ସଫ୍ଟୱେର୍‌ ଇଞ୍ଜିନିୟର ବୋହୂ ତାଙ୍କ ଶାଶୁଙ୍କୁ ନିର୍ମମ ଭାବରେ ପିଟିଛନ୍ତି। ଏହି ଘଟଣାଟି ଗାଜିଆବାଦର ଗୋବିନ୍ଦପୁରମ ପୋଲିସ ଷ୍ଟେଶନ ଅଞ୍ଚଳର। ଘଟଣାର ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସିସିଟିଭି ଫୁଟେଜ ଭାଇରାଲ...

ବିଭିନ୍ନ ଉନ୍ନତିମୂଳକ କାମ ଠପ୍‌ ପ୍ରସଙ୍ଗ:ଲଗାଣ ବର୍ଷା ସତ୍ତ୍ୱେ ସମିତି ସଭ୍ୟାସଭ୍ୟଙ୍କ ଧାରଣା ଜାରି

ପାଟଣାଗଡ଼ ୭/୭ (ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକରେ ସମିତି ସଭ୍ୟସଭ୍ୟା ଓ ଏନଏସି ରେ କାଉନସିଲର ମାନଙ୍କ ଆନ୍ଦୋଳନ ଆଜି ଦଶ ଦିନରେ ପହଞ୍ଚିଛି । ଏହି ଆନ୍ଦୋଳନ ଧିରେ ଧିରେ ଉଗ୍ରରୂପ ନେଉଛି । ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ...

ଟ୍ରମ୍ପଙ୍କ ଧମକକୁ ନେଇ ବର୍ଷିଲା ଚାଇନା କହିଲା, ଟାରିଫରେ କାହାର ଲାଭ ହେଉନାହିଁ, ଏହା କେବଳ…

ବେଜିଂ,୭।୭: ବ୍ରିକ୍ସ ଦେଶଗୁଡ଼ିକ ଉପରେ ୧୦% ଅତିରିକ୍ତ ଶୁଳ୍କ ଲାଗୁ କରିବାକୁ ଟ୍ରମ୍ପଙ୍କ ଧମକକୁ ଚାଇନା ନିନ୍ଦା କରିଛି। ଚାଇନାର ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ଶୁଳ୍କ କାହାକୁ ଲାଭ ଦିଏ ନାହିଁ। ଏହା କେବଳ ଅନ୍ୟ ଦେଶଗୁଡ଼ିକ ଉପରେ...

୨ ମହିଳାଙ୍କ ସମେତ ୩ ମାଓବାଦୀଙ୍କ ଆତ୍ମସମର୍ପଣ

ଫୁଲବାଣୀ, ୭।୭(ରାକେଶ କୁମାର ରାଉତ): କନ୍ଧମାଳ ପୋଲିସ ପାଖରେ ୩ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୨ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ସେମାନେ ହେଲେ ଛତିଶଗଡର ଚମ୍ପା, ମଞ୍ଜୁ ଏବଂ ଅଜୟ। ଚମ୍ପା ବିଜିଏନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri