ଥଟ୍ଟା କରିବାରୁ ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ
ସମ୍ବଲପୁର,୨୪ା୫(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କେଶାପାଲି ଗ୍ରାମରେ ଥଟ୍ଟା କରିବାକୁ ନେଇ ମାରପିଟ ହୋଇଛି। ଉଭୟ ପକ୍ଷଙ୍କ ଅଭିଯୋଗ କ୍ରମେ ଥାନାରେ ୭୯/୨୨ ଏବଂ ୮୦/୨୨ ୨ଟି ମାମଲା ରୁଜୁ ହୋଇଛି। ପୋଲିସ ସୂଚନା ଅନୁଯାୟୀ ଗତ ଶନିବାର କେଶାପାଲିରେ…
ପାକିସ୍ତାନରେ ବଢୁଛି ଆର୍ଥତ୍କ ସଙ୍କଟ:ପେଟ୍ରୋଲ ଏବଂ ଡିଜେଲ ବଞ୍ଚାଇବା ପାଇଁ ଆସିବ ନୂଆ ଯୋଜନା
ଇସଲାମାବାଦ୍,୨୪।୫: ଗତ ବର୍ଷେ ହେବ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ସମସ୍ୟା ନୂଆ ସରକାର ଆସିବା ପରେ ମଧ୍ୟ ସୁଧୁରିବାର ନାଁ ଧରୁନି। ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ଆର୍ଥିକ ସମସ୍ୟାକୁ ଆହୁରି ବଢାଇ ଦେଇଛି। ଏହି…
ଅକ୍ଷୟଙ୍କ ସହ ରୋମାଣ୍ଟିକ୍ ହେଲେ ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତା ଅକ୍ଷୟ କୁମାର ତାଙ୍କର ଆଗାମୀ ଫିଲ୍ମ ‘ପୃଥୀରାଜ’ ରିଲିଜ ନେଇ ବ୍ୟସ୍ତ ଅଛନ୍ତି। ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନୟ କରୁଥିବା ଅକ୍ଷୟଙ୍କର ଆଉ ଏକ ଗୀତ ଟିଜର ରିଲିଜ ହୋଇଛି। ‘ମଖମଲୀ’ ଭଳି ଏକ ରୋମାଣ୍ଟିକ ଗୀତ ଟିଜରରେ…
ଆଜି ଏହି ସବୁ ଜିଲାରେ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪।୫(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି। ସୋମବାର ରାଜଧାନୀ ଭୁବନେଶ୍ୱରରେ…
ମଙ୍କିଫକ୍ସ ରୂପ ବଦଳାଇବା ପ୍ରମାଣ ନାହିଁ
ଜେନେଭା,୨୪।୫: ମଙ୍କିପକ୍ସ ଏବେ ୧୨ରୁ ଅଧିକ ଦେଶକୁ ସଂକ୍ରମିତ ହୋଇଥିବାବେଳେ ଏହି ଭୂତାଣୁ ରୂପ ବଦଳାଇବାର କୌଣସି ପ୍ରମାଣ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପାଖରେ ନାହିଁ। ପଶ୍ଚିମ ଓ କେନ୍ଦ୍ରୀୟ ଆଫ୍ରିକାରେ ସଂକ୍ରମିତ ହେଉଥିବା ଏହି ଭୂତାଣୁରେ ପରିବର୍ତ୍ତନର ଲକ୍ଷଣ…
‘ମୁଁ ଜଣେ ହିନ୍ଦୁ, ଚାହିଁଲେ ଗୋମାଂସ ଖାଇପାରିବି’
ବେଙ୍ଗାଲୁରୁ,୨୪।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ସିଦ୍ଧରମୈୟା ଗୋମାଂସ ନିଷେଧ ବିବାଦକୁ ପୁଣି ତାଜା କରିଦେଇଛନ୍ତି। ସେ କହିଛନ୍ତି, ମୁଁ ଜଣେ ହିନ୍ଦୁ ଏବଂ ଏପର୍ଯ୍ୟନ୍ତ ଗୋମାଂସ ଖାଇ ନାହିଁ, କିନ୍ତୁ ମୁଁ ଚାହିଁଲେ ନିଶ୍ଚିତ ଭାବରେ ଏହାକୁ…
ଆଜି ଦଳୀୟ ପାର୍ଥିନୀଙ୍କ ସହ ମିଶି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କ ସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ଦଳୀୟ ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ପାଇଁ…
ଯୁଦ୍ଧ ଶେଷ କରିବାକୁ ପୁଟିନଙ୍କ ବ୍ୟତୀତ ରୁଷିଆର ଅନ୍ୟ ନେତାଙ୍କ ସହ କଥା ହେବାର କୌଣସି ସୁଫଳ ନାହିଁ: ଜେଲେନ୍ସ୍କି
କ୍ୱିଭ,୨୪ ।୫: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୩ ମାସ ହୋଇ ଗଲାଣି । ହେଲେ ଏପର୍ଯ୍ୟନ୍ତ କେହି ମୁଣ୍ଡ ନୁଆଁଇଁବାକୁ ରାଜି ନୁହଁନ୍ତି । ଇତିମଧ୍ୟରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି କହିଛନ୍ତି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆର ଏକମାତ୍ର ବ୍ୟକ୍ତି ଯିଏକି…
ରାଜ୍ୟ ସଭା ନିର୍ବାଚନ: ଆଜିଠୁ ନାମାଙ୍କନ ଦାଖଲ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ମଙ୍ଗଳବାରଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ୩ ଆସନ ପାଇଁ ହେବ ନାମାଙ୍କନ । ତେବେ ମୁଖ୍ୟମନ୍ତ୍ରୀ କେଉଁ ୩ ଜଣଙ୍କୁ ଦିଲ୍ଲୀ ପଠାଇବେ ସେନେଇ ଚର୍ଚ୍ଚା ହେଉଛି। ଯୁବ, ମହିଳା ଓ…
କମୁନି ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୦୨୨ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…
ଟ୍ରକକୁ ପିଟିଲା କେଦାରନାଥ ଯାତ୍ରୀଙ୍କୁ ନେଇ ଯାଉଥିବା ସ୍କର୍ପିଓ, ଗୋଟିଏ ପରିବାରର ୫ ମୃତ
ବୁଲନ୍ଦସହର,୨୪ ।୫: ଉତ୍ତର ପ୍ରଦେଶ ବୁଲନ୍ଦସହରରେ ଏକ ବଡ ଧରଣର ଦୁର୍ଘଟଣା ହୋଇଛି । କେଦାରନାଥ ଦର୍ଶନ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କ ଏକ ସ୍କର୍ପିଓ ରାସ୍ତା କଡରେ ଠିଆ ହୋଇଥିବା ଏକ ଟ୍ରକକୁ ପିଟିବା ଫଳରେ ଗୋଟିଏ ପରିବାରର ୫ ଜଣଙ୍କର…
ଘର ଘର ବୁଲି ମନ୍ତ୍ରୀଙ୍କ ଭୋଟ ଭିକ୍ଷା
ବ୍ରଜରାଜନଗର,୨୪ା୫(ଡି.ଏନ୍.ଏ.): ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନେତାମାନଙ୍କ ପ୍ରଚାର ସେତିକି ଜମିବାରେ ଲାଗିଛି। ସୋମବାର ମନ୍ତ୍ରୀ ପ୍ରତାପ ଜେନା ବ୍ରଜରାଜନଗର ପୌରାଞ୍ଚଳର ୧୫ନଂ. ୱାର୍ଡରେ ଘର ଘର ବୁଲି ଭୋଟ ଭିକ୍ଷା କରିଥିଲେ। ପରେ ମହିଳାମାନଙ୍କୁ ଏକାଠିକରି ସେ ମୁଖ୍ୟମନ୍ତ୍ରୀ…
Archives


