Home Left

ମଙ୍କିଫକ୍ସ ରୂପ ବଦଳାଇବା ପ୍ରମାଣ ନାହିଁ

ଜେନେଭା,୨୪।୫: ମଙ୍କିପକ୍ସ ଏବେ ୧୨ରୁ ଅଧିକ ଦେଶକୁ ସଂକ୍ରମିତ ହୋଇଥିବାବେଳେ ଏହି ଭୂତାଣୁ ରୂପ ବଦଳାଇବାର କୌଣସି ପ୍ରମାଣ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପାଖରେ ନାହିଁ। ପଶ୍ଚିମ ଓ କେନ୍ଦ୍ରୀୟ ଆଫ୍ରିକାରେ ସଂକ୍ରମିତ ହେଉଥିବା ଏହି ଭୂତାଣୁରେ ପରିବର୍ତ୍ତନର ଲକ୍ଷଣ…

‘ମୁଁ ଜଣେ ହିନ୍ଦୁ, ଚାହିଁଲେ ଗୋମାଂସ ଖାଇପାରିବି’

ବେଙ୍ଗାଲୁରୁ,୨୪।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ସିଦ୍ଧରମୈୟା ଗୋମାଂସ ନିଷେଧ ବିବାଦକୁ ପୁଣି ତାଜା କରିଦେଇଛନ୍ତି। ସେ କହିଛନ୍ତି, ମୁଁ ଜଣେ ହିନ୍ଦୁ ଏବଂ ଏପର୍ଯ୍ୟନ୍ତ ଗୋମାଂସ ଖାଇ ନାହିଁ, କିନ୍ତୁ ମୁଁ ଚାହିଁଲେ ନିଶ୍ଚିତ ଭାବରେ ଏହାକୁ…

ଆଜି ଦଳୀୟ ପାର୍ଥିନୀଙ୍କ ସହ ମିଶି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍‌ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କ ସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ଦଳୀୟ ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ପାଇଁ…

ଯୁଦ୍ଧ ଶେଷ କରିବାକୁ ପୁଟିନଙ୍କ ବ୍ୟତୀତ ରୁଷିଆର ଅନ୍ୟ ନେତାଙ୍କ ସହ କଥା ହେବାର କୌଣସି ସୁଫଳ ନାହିଁ: ଜେଲେନ୍‌ସ୍କି

କ୍ୱିଭ,୨୪ ।୫: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୩ ମାସ ହୋଇ ଗଲାଣି । ହେଲେ ଏପର୍ଯ୍ୟନ୍ତ କେହି ମୁଣ୍ଡ ନୁଆଁଇଁବାକୁ ରାଜି ନୁହଁନ୍ତି । ଇତିମଧ୍ୟରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି କହିଛନ୍ତି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆର ଏକମାତ୍ର ବ୍ୟକ୍ତି ଯିଏକି…

ରାଜ୍ୟ ସଭା ନିର୍ବାଚନ: ଆଜିଠୁ ନାମାଙ୍କନ ଦାଖଲ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ମଙ୍ଗଳବାରଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ୩ ଆସନ ପାଇଁ ହେବ ନାମାଙ୍କନ । ତେବେ ମୁଖ୍ୟମନ୍ତ୍ରୀ କେଉଁ ୩ ଜଣଙ୍କୁ ଦିଲ୍ଲୀ ପଠାଇବେ ସେନେଇ ଚର୍ଚ୍ଚା ହେଉଛି। ଯୁବ, ମହିଳା ଓ…

କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୦୨୨ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ଟ୍ରକକୁ ପିଟିଲା କେଦାରନାଥ ଯାତ୍ରୀଙ୍କୁ ନେଇ ଯାଉଥିବା ସ୍କର୍ପିଓ, ଗୋଟିଏ ପରିବାରର ୫ ମୃତ

ବୁଲନ୍ଦସହର,୨୪ ।୫: ଉତ୍ତର ପ୍ରଦେଶ ବୁଲନ୍ଦସହରରେ ଏକ ବଡ ଧରଣର ଦୁର୍ଘଟଣା ହୋଇଛି । କେଦାରନାଥ ଦର୍ଶନ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କ ଏକ ସ୍କର୍ପିଓ ରାସ୍ତା କଡରେ ଠିଆ ହୋଇଥିବା ଏକ ଟ୍ରକକୁ ପିଟିବା ଫଳରେ ଗୋଟିଏ ପରିବାରର ୫ ଜଣଙ୍କର…

ଘର ଘର ବୁଲି ମନ୍ତ୍ରୀଙ୍କ ଭୋଟ ଭିକ୍ଷା

ବ୍ରଜରାଜନଗର,୨୪ା୫(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନେତାମାନଙ୍କ ପ୍ରଚାର ସେତିକି ଜମିବାରେ ଲାଗିଛି। ସୋମବାର ମନ୍ତ୍ରୀ ପ୍ରତାପ ଜେନା ବ୍ରଜରାଜନଗର ପୌରାଞ୍ଚଳର ୧୫ନଂ. ୱାର୍ଡରେ ଘର ଘର ବୁଲି ଭୋଟ ଭିକ୍ଷା କରିଥିଲେ। ପରେ ମହିଳାମାନଙ୍କୁ ଏକାଠିକରି ସେ ମୁଖ୍ୟମନ୍ତ୍ରୀ…

କେଦାରନାଥ ଯାତ୍ରା ବନ୍ଦ ଯୋଗୁ ଫସିଲେ ୧୦ ହଜାର ଶ୍ରଦ୍ଧାଳୁ

ଡେରାଡୁନ,୨୪ ।୫: କେଦାରନାଥରେ ପ୍ରବଳ ବର୍ଷା ଓ ଘନ କୁହୁଡି ଯୋଗୁ ପ୍ରଶାସନ ପକ୍ଷରୁ ତୁରନ୍ତ କେଦାରନାଥ ଯାତ୍ରାକୁ ବନ୍ଦ କରି ଦିଆଯାଇଛି । ଏହି ସମୟରେ ରୁଦ୍ରପ୍ରୟାଗରୁ ଗୁପ୍ତକାଶୀ ପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ୫ ହଜାର ଯାତ୍ରୀଙ୍କୁ ଅଟକାଇ ଦିଆଯାଇଛି…

ପୁଣି ଦୀପିକାଙ୍କ ଜଲଓ୍ବା

ଫ୍ରାନ୍ସରେ ଚାଲିଥିବା ଫିଲ୍ମର ସବୁଠୁ ବଡ ଇଭେଣ୍ଟ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ପୁଣି ଜଲଓ୍ବା ଦେଖାଇଛନ୍ତି ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ। କଳା ଗାଉନରେ ରେଡ୍‌ କାର୍ପେଟରେ ଏଣ୍ଟ୍ରି କରିଥିଲେ ସେ। ଦୀପିକାଙ୍କ ସୁନ୍ଦର ଅନ୍ଦାଜ୍‌ ସମସ୍ତଙ୍କୁ ଆକର୍ଷିତ କରିଥିଲା। ତେବେ…

କଂଗ୍ରେସର ରୋଡ୍‌ ଶୋ: ଷ୍ଟାର ପ୍ରଚାରକ ସାମିଲ

ଝାରସୁଗୁଡ଼ା ଅଫିସ,୨୪ା୫: ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ବିଭିନ୍ନ ଦଳର ପ୍ରଚାର ସେତିକି ଜୋର ଧରିବାରେ ଲାଗିଛି। କଂଗ୍ରେସର ଷ୍ଟାର ପ୍ରଚାରକମାନେ ଦଳୀୟ ପ୍ରାର୍ଥୀ ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲଙ୍କୁ ସାଙ୍ଗରେ ଧରି ପ୍ରଚାର ଚଳାଇଛନ୍ତି। ନେତୃବୃନ୍ଦ ସୋମବାର…

ଉଦୟନିଧିଙ୍କ ସିନେମାକୁ ନେଇ ଏଆଇଏଡିଏମ୍‌କେ-ଡିଏମ୍‌କେ ମୁହାଁମୁହିଁ

ପଣ୍ଡିଚେରି,୨୪।୫ : ଜାତି ବିରୋଧୀ ବିଷୟବସ୍ତୁକୁ ନେଇ ନିର୍ମିତ ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଚଳଚ୍ଚିତ୍ର ‘ନେଞ୍ଜୁକୁ ନିଧି’କୁ ଟିକସ ଛାଡ଼ ପାଇଁ ପଣ୍ଡିଚେରି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯିବା ପରେ ଏହାକୁ ନେଇ ପଣ୍ଡିଚେରିରେ ଡିଏମ୍‌କେ ଏବଂ ଏଆଇଏଡିଏମ୍‌କେ ମଧ୍ୟରେ ବାକ୍‌ଯୁଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri