Home Left

ଜିନ୍‌ପିଙ୍ଗ୍‌ଙ୍କ ‘ମିଶନ ତାଇଓ୍ବାନ୍‌’ ପ୍ରଘଟ

ବେଜିଂ,୨୪ା୫: ଫେବୃୟାରୀ ୨୪ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ନିଜ ସୈନ୍ୟଙ୍କୁ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ‘ସ୍ବତନ୍ତ୍ର ସାମରିକ ଅଭିଯାନ’କୁ ଆମେରିକା ସମେତ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ବିରୋଧ କରିଆସିଥିବାବେଳେ ରୁଷିଆକୁ ଚାଇନା ସମର୍ଥନ ଜାରି ରଖିଛି।…

ଓଟିଟିରେ ରିଲିଜ୍‌ ପରେ ବି ହଲ୍‌କୁ ଯାଉଛନ୍ତି ଦର୍ଶକ

ସୁପରଷ୍ଟାର ୟଶଙ୍କ ଫିଲ୍ମ ‘କେଜିଏଫ୍‌ ଚ୍ୟାପ୍ଟର ୨ ’ ରିଲିଜ୍‌ ହେବା ଠାରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ବକ୍ସ ଅଫିସରେ ୧୨୨୧କୋଟି ଟଙ୍କା ଆୟ କରିଥିବା କୁହାଯାଉଛି। ନିକଟରେ ଓଟିଟି ପ୍ଲାଟଫର୍ମରେ ରିଲିଜ୍‌ ହୋଇସାରିଥିବା ବେଳେ ଦର୍ଶକ ହଲ୍‌ରେ ଫିଲ୍ମକୁ…

ଇନ୍ଦାଳୋ ପଞ୍ଚାୟତରେ ବସୁଧା ଯୋଜନା ବିଫଳ

ଡେରାବିଶ,୨୪ା୫(ସ୍ବ.ପ୍ର.):ଡେରାବିଶ ବ୍ଲକ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ଯୋଗୁ ଗରାଏ ପାଣି ପାଇଁ ସାଧାରଣ ଲୋକ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଛତାଠାରେ ଥିବା ରାଜ୍ୟର ପ୍ରଥମ ସୋଲାର ପମ୍ପ ଅଚଳ ହୋଇପଡ଼ିଥିବା…

ଯୁଦ୍ଧ ଅପରାଧୀଙ୍କୁ ଆଜୀବନ ଜେଲ

କିଭ୍‌, ୨୪ା୫: ୟୁକ୍ରେନ୍‌ରେ ନିରୀହ ଜନସାଧାରଣଙ୍କୁ ହତ୍ୟା ଭଳି ଯୁଦ୍ଧ ଅପରାଧ ଘଟାଇଥିବା ଜଣେ ୨୧ ବର୍ଷୀୟ ରୁଷୀୟ ସୈନ୍ୟ ଭାଦିମ୍‌ ଶିଶିମାରିନଙ୍କୁ କିଭ୍‌ କୋର୍ଟ ସୋମବାର ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଗତ ଫେବୃୟାରୀ ୨୪ରେ ପଡ଼ୋଶୀ ୟୁକ୍ରେନ୍‌ ଉପରେ…

ଐତିହ୍ୟ ସଂରକ୍ଷଣ ପାଇଁ ମ୍ୟୁଜିୟମ ହେଉ

କେନ୍ଦ୍ରାପଡ଼ା ଅଫିସ, ୨୪ା୫:କେନ୍ଦ୍ରାପଡ଼ା ଜିଲାର ଆରାଧ୍ୟ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ଚାପଖେଳ ରୀତିନୀତି ଜାରି ରହିଛି। ଏହି ଅବସରରେ ଶାମଗୁଡ଼ିଆ ଗଁାର ଫକୀର ଚରଣ ବେହେରା ଏକ ଅଷ୍ଟଧାତୁ ନିର୍ମିତ ୧୦ ଇଞ୍ଚ ଉଚ୍ଚତା ବିଶିଷ୍ଟ ନାରାୟଣ ମୂର୍ତ୍ତିକୁ ଇଚ୍ଛାପୁରସ୍ଥ ଚନ୍ଦନ…

‘ଦେଶର ଜନତାଙ୍କୁ ନୂଆ ବିକଳ୍ପ ଆବଶ୍ୟକ’

ଭୁବନେଶ୍ୱର, ୨୪।୫ (ବ୍ୟୁରୋ): ଭାରତୀୟ ରାଜନୀତିରୁ ପରିବାରବାଦକୁ ସମାପ୍ତ କରିବା ପାଇଁ ଯୁବ ଚେତନା ସଂଗ୍ରାମ କରୁଛି। ଗଁା, ଗରିବ ଶ୍ରେଣୀ, ଚାଷୀ, ଶ୍ରମିକ ଏବଂ ଯୁବବର୍ଗଙ୍କ ଉତ୍‌ଥାନ ପାଇଁ ପ୍ରୟାସ ଜାରି ରଖିଛି। ଗ୍ରାମ ସ୍ତରରେ ଯୁବ ଚେତନାର ସଂଗଠନକୁ…

ବିନା କାଗଜପତ୍ରରେ ଚାଲିଛି ସଫାରି ବସ୍‌

ବାରଙ୍ଗ,୨୪।୫(ଡି.ଏନ୍‌.ଏ.):ନନ୍ଦନକାନନ କର୍ତ୍ତୃପକ୍ଷ ଅଧିକ ରାଜସ୍ବ ଆଶାରେ ପାର୍କିଂ, ସଫାରି, ବ୍ୟାଟେରିଚାଳିତ ଅଟୋ ଓ ବୋଟିଂକୁ ଘରୋଇକରଣ କରିଛନ୍ତି। ହେଲେ ଘରୋଇକରଣ ପରେ ସେଗୁଡ଼ିକ ଉପରେ କର୍ତ୍ତୃପକ୍ଷ ନଜର ଦେଇ ନ ଥିବା ଅଭିଯୋଗ ହୋଇଛି, ଯାହାର ଉଦାହରଣ ସଫାରିରେ ଚାଲିଥିବା ବସ୍‌…

ଆଗକୁ ସାଉଥ୍‌ପୋଲ୍‌ ଆଣ୍ଟାର୍କଟିକା ଚଢ଼ିବା ଲକ୍ଷ୍ୟ:ସିଦ୍ଧାର୍ଥ

ପୁରୀ ଅଫିସ, ୨୪ା୫:ଏସିଆ ମହାଦେଶର ସର୍ବୋଚ୍ଚ ଗିରିଶୃଙ୍ଗ ଆରୋହଣ କରିଥିବା ଓଡ଼ିଆ ପର୍ବତାରୋହୀ ତଥା ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ପୁଅ ସିଦ୍ଧାର୍ଥ ରାଉତରାୟ ଓଡ଼ିଶା ଫେରିବା ପରେ ସୋମବାର ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସିଦ୍ଧାର୍ଥ…

ରାଜଧାନୀରେ ଖଣ୍ଡା ବୁଲାଇ ଆତଙ୍କ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ହାତରେ ଧରିଥିଲେ ଖଣ୍ଡା ଓ ଷ୍ଟିଲ୍‌ ପାଇପ। ହାବୁଡ଼ରେ ଯାହା ପଡୁଥିଲା ହାଣୁଥିଲେ, ଭାଙ୍ଗୁ ଥିଲେ। ସ୍ଥାନୀୟ ଲୋକ ଓ କମିଶନରେଟ ପୋଲିସକୁ ଇଙ୍ଗିତ କରି ଧମକ ବି ଦେଉଥିଲେ। ଫଳରେ ଭୟରେ ପ୍ରାଣ ବିକଳରେ ବ୍ୟବସାୟୀ ଓ ଲୋକେ ଦୌଡିଥିଲେ।…

ନିର୍ବାଚିତ ହେଲେ ବିଏମ୍‌ସି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର, ୨୪।୫: (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏ୍‌ମ୍‌ସି)ର ଷ୍ଟାଣ୍ଡିଂ କମିଟି ଗଠନ ହେବାର ୨୦ଦିନ ପରେ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ସୋମବାର ବିଏମ୍‌ସି କନ୍‌ଫରେନ୍ସ ହଲ୍‌ରେ ଏହି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୧୦ କମିଟି ମଧ୍ୟରୁ ନିୟମ ଅନୁଯାୟୀ କଣ୍ଟ୍ରାକ୍ଟସ୍‌ କମିଟିର…

ବର୍ଷାଙ୍କ ଅଭିଯୋଗର ତର୍ଜମା ଚାଲିଛି: ଡିସିପି

କଟକ ଅଫିସ, ୨୪ା୫:ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ୟୁଟ୍ୟୁବ୍‌ରେ ପୋଷ୍ଟ କରିଥିବା ୨ଟି ଭିଡିଓକୁ ନେଇ ରବିବାର ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପୁରୀଘାଟ ଥାନାରେ ଅଭିଯୋଗ କରିଥିଲେ। ଉକ୍ତ ଭିଡିଓରେ ତାଙ୍କର ଚରିତ୍ର ସଂହାର ହୋଇଥିବା…

ପ୍ରେମ ବିବାହରେ ଜାତି ବାଧକ: ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା

ମାଲକାନଗିରି, ୨୪ା୫(ଡି.ଏନ.ଏ.):ପଞ୍ଚାୟତ ବୈଠକରେ ସ୍ତ୍ରୀଙ୍କୁ ଫେରି ପାଇବାର ଆଶା ହରାଇବା ପରେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ଏମଭି-୯ ଗ୍ରାମରେ। ମୃତକ ହେଲେ ସଞ୍ଜିତ ହାଲଦାର। ସଞ୍ଜିତ୍‌ ନିକଟସ୍ଥ ବୋଇଲାପାରି ଗ୍ରାମର ଗାୟତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri