Home Left

କଣାସାଲୁ ଜଙ୍ଗଲରେ କମ୍ବିଂ ଅପରେଶନ ଜୋରଦାର: ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ

ଫୁଲବାଣୀ ଅଫିସ, ୧୬।୧୦: କନ୍ଧମାଳ ଓ କଳାହାଣ୍ଡି ଜିଲା ସୀମାନ୍ତ ବାଲିଗୁଡ଼ା ଥାନା ସୁଡ୍ରା ନିକଟସ୍ଥ କଣାସାଲୁ ଜଙ୍ଗଲରେ ଗତ ୯ ତାରିଖରୁ କମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି। ସର୍ଚ୍ଚ ଅପରେସନ ବେଳେ ଏକ ସ୍ଥାନରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ…

ଶ୍ରୀଲଙ୍କା ବ୍ୟାଟିଂ ଲାଇନ ଫେଲ୍‌, ୫୫ ରନ୍‌ରେ ନାମ୍ବିଆ ବିଜୟୀ…

ଗିଲୋଙ୍ଗ,୧୬।୧୦ : ଟି -୨୦ ବିଶ୍ୱକପର ଶ୍ରୀଲଙ୍କା ଏବଂ ନାମ୍ବିଆ ମଧ୍ୟରେ ରବିବାର ଖେଳା ଯାଉଥିବା ପ୍ରଥମ ମ୍ୟାଚରେ ନାମ୍ବିଆ ୫୫ ରନ୍‌ରେ ବିଜୟୀ ହୋଇଛି। ଅଷ୍ଟ୍ରେଲିଆର ଗିଲୋଙ୍ଗର ସାଇମୋଣ୍ଡସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଶ୍ରୀଲଙ୍କା ଦଳ ଟସ ଜିତି…

କ୍ରିକେଟ ପଡ଼ିଆ ପରେ ଏବେ ଫିଲ୍ମ ଦୁନିଆରେ ପାଦ ଦେବେ ଧୋନୀ…

ନୂଆଦିଲ୍ଲୀ,୧୬।୧୦ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି! କ୍ରିକେଟ ପଡ଼ିଆରେ ନିଜର ସଫଳତା ଦେଖାଇବା ପରେ ବର୍ତ୍ତମାନ କ୍ୟାପଟେନ କୁଲ ଅଭିନୟ ଜଗତରେ ପାଦ ଦେବାକୁ ଯାଉଛନ୍ତି।…

ୱିଣ୍ଡଫଲ୍‌ ଟ୍ୟାକ୍ସ ବଢ଼ାଇଲା କେନ୍ଦ୍ର

ନୂଆଦିଲ୍ଲୀ,୧୬।୧୦: ଘରୋଇ ଉତ୍ପାଦିତ ଅଶୋଧିତ ତୈଳ ତଥା ଆଭିଏସନ ଟର୍ବାଇନ ଇନ୍ଧନ ଏବଂ ଡିଜେଲ ରପ୍ତାନି ଉପରେ କେନ୍ଦ୍ର ସରକାର ଅତିରିକ୍ତ ଏକ୍ସାଇଜ୍‌ ଡ୍ୟୁଟି ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ରପ୍ତାନି କରୁଥିବା ଦେଶ ତଥା ସହଯୋଗୀ ତେଲ ଉତ୍ପାଦନ ସଙ୍ଗଠନ (ଓପେକ+)…

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୪…

ଗିଲୋଙ୍ଗ,୧୬।୧୦ : ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚ ଶ୍ରୀଲଙ୍କା ଏବଂ ନାମ୍ବିଆ ମଧ୍ୟରେ ରବିବାର ଖେଳା ଯାଉଛି। ଅଷ୍ଟ୍ରେଲିଆର ଗିଲୋଙ୍ଗର ସାଇମୋଣ୍ଡସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଶ୍ରୀଲଙ୍କା ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।…

୪ ଖାଦ୍ୟ ପ୍ଲେଟ୍‌ ମଧ୍ୟରୁ କିଏ ଅସଲି କିଏ ନକଲି, ଚିହ୍ନିଲେ ଦେଖି…

ଅନେକ ଲୋକ ଚିତ୍ର ଆଙ୍କିବାକୁ ପସନ୍ଦ କରନ୍ତି। କିନ୍ତୁ ସମସ୍ତେ ଭଲ ଚିତ୍ର ଆଙ୍କିବାରେ ସକ୍ଷମ ହୋଇପାରନ୍ତି ନାହିଁ। ପେଣ୍ଟିଂ ହେଉଛି ଏପରି ଏକ କଳା ଯେଉଁଥିରେ ବୟସ, ଲିଙ୍ଗ, ରଙ୍ଗ କିଛି କାମ କରେ ନାହିଁ। ଜଣେ ଛୋଟ ପିଲା…

ଶଙ୍କରାଚାର୍ଯ୍ୟ ଭାବେ ଅଭିମୁକ୍ତେଶ୍ୱରାନନ୍ଦଙ୍କ ଅଭିଷେକକୁ ରୋକିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୧୦(ପି.ଟି.): ଉତ୍ତରାଖଣ୍ଡ ଜ୍ୟୋତିପୀଠର ନୂଆ ଶଙ୍କରାଚାର୍ଯ୍ୟ ଭାବେ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀଙ୍କ ଅଭିଷେକକୁ ସୁପ୍ରିମକୋର୍ଟ ବନ୍ଦ ରଖିଛନ୍ତି। ନୂଆ ଶଙ୍କରାଚାର୍ଯ୍ୟ ଭାବେ ଅଭିମୁକ୍ତେଶ୍ୱରାନନ୍ଦଙ୍କ ନିଯୁକ୍ତି ପ୍ରତି ଆନୁଷ୍ଠାନିକ ସମର୍ଥନ ନ ଥିବା ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ଏକ ସତ୍ୟପାଠ ଜରିଆରେ…

ସୀମାରେ ଅଟକିଛି ଶତାଧିକ କୋଇଲା ଟ୍ରକ୍‌

ଝାରସୁଗୁଡ଼ା ଅଫିସ/ସୁନ୍ଦରଗଡ଼/ହେମଗିର,୧୬ା୧୦(ଡି.ଏନ୍‌.ଏ.): କୋଇଲା ପରିବହନ ଭଡ଼ା ଓ ଲୋଡିଂ କ୍ଷେତ୍ରରେ ଛତିଶଗଡ଼ ରାୟଗଡ଼ ଅଞ୍ଚଳର କୋଇଲା ଟ୍ରକ୍‌ଗୁଡିକୁ ପାତରଅନ୍ତର କରାଯାଉଥିବା ଅଭିଯୋଗ କରାଯାଇଛି। ଏହି ପରିପ୍ରେକ୍ଷୀରେ ଛତିଶଗଡ଼ ରାୟଗଡ଼ର ଟ୍ରେଲର ଆସୋସିଏଶନ ତରଫରୁ ଗତ ଶୁକ୍ରବାର ମଧ୍ୟାହ୍ନ ୧୨ଟାରୁ ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ…

କାର୍ତ୍ତିକରେ ପରିବା ଦର ଆକାଶଛୁଆଁ

ଭାପୁର,୧୬ା୧୦(ଡି.ଏନ.ଏ.): ସେପ୍ଟେମ୍ବର ଓ ଅକ୍ଟୋବରରେ ହେଉଥିବା ଲଘୁଚାପ ଜନିତ ବର୍ଷା ଓ ମହାନଦୀରେ ବନ୍ୟା ଫଳରେ ନୟାଗଡ଼ ଜିଲାର ଭାପୁର ବ୍ଲକ୍‌ର ପନିପରିବା ଚାଷ ପ୍ରଭାବିତ ହୋଇଛି। ଚାଷୀଙ୍କ ଉତ୍ପାଦନ କମିଛି । ଜିଲା ବାହାରୁ ଆବଶ୍ୟକ ପରିମାଣର ପରିବା ଆସୁନାହିଁ…

ଦୁର୍ଘଟଣାରେ ଗୁରୁତରଙ୍କୁ ଡାକ୍ତରଖାନା ପଠାଇଲେ ବିଧାୟକ

ଲୋଇସିଂହା,୧୬।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ପୁଟାପାଲି କୁସଙ୍ଗାଇ ପୋଲ ନିକଟରେ ଏକ ବୋଲେରୋ ପିକଅପ୍‌(ଓଡ଼ି ୧୫ ଇ ୪୨୬୩)ଗାଡ଼ି ଏକ ଫାଇନାନ୍ସ କର୍ମଚାରୀଙ୍କ ବାଇକ୍‌(ସିଜି ୦୬ ଜିୟୁ ୪୨୪୯)କୁ ଶନିବାର ସାରେ ଧକ୍କା ଦେଇଥିଲା।…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୨ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୭ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ୍‌ ବୋଲି ଜଣାପଡ଼ିଛି।…

ବାଲିଯାତ୍ରା: ୮ ଦିନରେ ୮୬୮ ପ୍ଲଟ୍‌ ପଞ୍ଜୀକରଣ

କଟକ ଅଫିସ,୧୬ା୧୦: ଓଡ଼ିଶାର ଐତିହ୍ୟ ସହ ଜଡ଼ିତ ବାଲିଯାତ୍ରା ଏବେ ବ୍ୟବସାୟ ତଥା ମନୋରଞ୍ଜନର ଭିତ୍ତିଭୂମି ପାଲଟିଛି। ଚଳିତବର୍ଷ ବାଲିଯାତ୍ରାରୁ ଜିଲା ପ୍ରଶାସନ ରେକର୍ଡ ପରିମାଣର ଆୟ ବୃଦ୍ଧି ନିମନ୍ତେ ଲକ୍ଷ୍ୟ ରଖିଛି। ଯାହାକି ଅନ୍‌ଲାଇନ୍‌ ମାଧ୍ୟମରେ ବାଲିଯାତ୍ରା ପଡ଼ିଆର ପ୍ଲଟ୍‌ଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?