Home Left

ଚନ୍ଦ୍ର ଅଭିଯାନର ବର୍ଷ

ମହାକାଶ ଅଭିଯାନ କ୍ଷେତ୍ରରେ ୨୦୨୧ ମସିହାରେ ମଙ୍ଗଳ ଗ୍ରହର ପ୍ରାଧାନ୍ୟ ରହିଥିଲା। ସେହିବର୍ଷ ଫେବୃୟାରୀରେ ସଂଯୁକ୍ତ ଆରବ ରାଷ୍ଟ୍ରର ହୋପ୍‌ ଯାନ ମଙ୍ଗଳ କକ୍ଷରେ ଏବଂ ଚାଇନାର ଟିଆନଓ୍ବେନ୍‌-୧ ଓ ଯୁକ୍ତରାଷ୍ଟ୍ର ଆମେରିକା ମାର୍କ ପର୍ଜଭେରନ୍‌ସ ଯାନ ମଙ୍ଗଳ ପୃଷ୍ଠରେ ପହଞ୍ଚତ୍ଥିଲା।…

ପରିବାରକୁ ବନ୍ଧକ ରଖି ନିଜକୁ ଗୁଳି କଲେ ସିଆର୍‌ପିଏଫ୍‌ ଯବାନ

ଜୟପୁର,୧୧।୭: ରାଜସ୍ଥାନର ଯୋଧପୁର ସିଆର୍‌ପିଏଫ୍‌ ତାଲିମ କେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୱାର୍ଟରରେ ପରିବାରକୁ ବନ୍ଧକ ରଖି ନିଜକୁ ଗୁଳି ମାରିଛନ୍ତି ଜଣେ ଯବାନ। ପୋଲିସ କମିଶନର ରବିଦତ୍ତ ଗୌଡ ଏନେଇ ସୂଚନା ଦେଇଛନ୍ତି। ଯବାନ ଜଣଙ୍କ ପାଖାପାଖି ୧୮…

କ୍ରସ୍‌ ଭୋଟିଂ ରୋକିବା ନେଇ କସରତ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ପ୍ରତିଦ୍ୱନ୍ଦ୍ୱିତା ମୁଖ୍ୟତଃ ୨ ଜଣଙ୍କ ମଧ୍ୟରେ ହେବ। ଭାଜପା ସମର୍ଥିତ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଥିବାବେଳେ ତାଙ୍କ ବିପକ୍ଷରେ ବିରୋଧୀ ମେଣ୍ଟ ପ୍ରାର୍ଥୀ…

ସ୍ତ୍ରୀ ଖୋଜୁଛନ୍ତି ମନ୍ତ୍ରୀ, ସୋସିଆଲ ମିଡିଆରେ ଭାଇରାଲ ହେଉଛି ଟୁଇଟ୍‌

କୋହିମା,୧୧।୭: ନାଗାଲାଣ୍ଡର ଉଚ୍ଚଶିକ୍ଷା ଏବଂ ଆଦିବାସୀ ବ୍ୟାପାର ମନ୍ତ୍ରୀ ତଥା ଭାଜପା ନେତା ତେମଜେନ ଇମ୍‌ନା ଆଲଙ୍ଗଙ୍କ ଏକ ଟୁଇଟ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଆଲଙ୍ଗ ଗୁଗଲ ସର୍ଚ୍ଚର ଏକ ସ୍କ୍ରିନ୍‌ସର୍ଟ ଟୁଇଟର୍‌ରେ ଶେୟାର କରିଛନ୍ତି। ସେ ଗୁଗଲରେ…

ରୁଚିକାଙ୍କ ମା’ଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ନ୍ୟାୟ ପାଇଁ କଲେଜ ସମ୍ମୁଖରେ ଧାରଣାରେ ବସିଥିବା ରୁଚିକାଙ୍କ ମା’ଙ୍କୁ ଧାରଣାସ୍ଥଳରୁ ଉଠାଇ ନେଇଛି ପୋଲିସ। ଆନ୍ଦୋଳନରତ ଛାତ୍ର ସଙ୍ଗଠନ ସଦସ୍ୟଙ୍କୁ ମଧ୍ୟ ପୋଲିସ ଉଠାଇ ନେଇଛି।। ସୂଚନାଯୋଗ୍ୟ, ରୁଚିକା…

ନୈନିତାଲରେ ଆମେରିକା ସ୍କୁଟରରେ ପୋଲିସ ପାଟ୍ରୋଲିଂ, ଦାମ୍‌ ୨ ଲକ୍ଷ…

ନୈନିତାଲ,୧୧।୭ : ସ୍ମାର୍ଟ ପୋଲିସ ହେବା ଲାଗି ଉତ୍ତରାଖଣ୍ଡ ପୋଲିସ ପଦକ୍ଷେପ ଗ୍ରହଣ କରିଛି। ଏହି ମର୍ମରେ ନୈନିତାଲରେ ପୋଲିସକୁ ଏଣିକି ଏକ ଭିନ୍ନ ଢଙ୍ଗରେ ପାଟ୍ରୋଲିଂ କରୁଥିବାର ଦେଖିବାକୁ ମିଳିବ। ସହରର ପଥଚାରୀ ରାସ୍ତାରେ, ବର୍ତ୍ତମାନ ଆମେରିକୀୟ ସ୍କୁଟର ସିଗୱେରେ…

ୱେବ୍‌ ମିଡିଆ ଉପରେ ଦୋଷ ଲଦିଲେ ମନ୍ତ୍ରୀ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ସ୍କୁଲ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ କରାଯିବା ନିଷ୍ପତ୍ତିକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ରାଜନୈତିକ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକେ ବି ଏହା ନିନ୍ଦନୀୟ ବୋଲି କହୁଛନ୍ତି। ସେପଟେ ଏ ପ୍ରସଙ୍ଗରେ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା…

କୋହଲିଙ୍କ ଖରାପ ଫର୍ମକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା

ଲଣ୍ଡନ,୧୧।୭: ଇଂଲଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ୧୭ ରନ୍‌ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ କିନ୍ତୁ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ୨-୧ରେ ଜିତିବାରେ ସଫଳ ହୋଇଥିଲା। ଏହା ସତ୍ତ୍ୱେ ବିରାଟ କୋହଲି…

ଭିଜିଲାନ୍ସ ଜାଲରେ ଆଇଆଇସି

ଉମରକୋଟ,୧୧ା୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନାର ଅତିରିକ୍ତ ଥାନାଧିକାରୀ (ଆଇଆଇସି) ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅତିରିକ୍ତ ଥାନାଧିକାରୀ ଲିମରାଜ ପ୍ରଧାନ ଏକ ପୁରୁଣା କେସ୍‌କୁ କୋହଳ କରିବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୨୦…

ଜୋକୋଭିଚ୍‌ଙ୍କୁ ୭ମ ଓ୍ବିମ୍ବେଲଡନ ଟାଇଟଲ

ଓ୍ବିମ୍ବେଲଡନ, ୧୧ା୭: ଓ୍ବମ୍ବେଲଡନ ଓପନ ଟେନିସ୍‌ ପୁରୁଷ ସିଙ୍ଗଲ୍ସ ଚାମ୍ପିଅନ୍‌ ହୋଇଛନ୍ତି ସର୍ବୀୟ ଟେନିସ୍‌ ଷ୍ଟାର ନୋଭାକ୍‌ ଜୋକୋଭିଚ୍‌। ରବିବାର ଫାଇନାଲରେ ସେ ଅଷ୍ଟ୍ରେଲିଆର ନିକ୍‌ କିର୍ଗିଓସ୍‌ଙ୍କୁ ୪-୬, ୬-୩, ୬-୪, ୭-୬ (୩) ସେଟ୍‌ରେ ହରାଇ ଦେଇଛନ୍ତି। ଫଳରେ ସେ…

‘ପ୍ରତିଦ୍ୱନ୍ଦ୍ୱିତା ପାଇଁ ରଣନୀତି ଆବଶ୍ୟକ’

ଭୁବନେଶ୍ୱର,୧୧।୭(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି)-୨୦୨୧ର ସିଭିଲ ସର୍ଭିସ ପରୀକ୍ଷାରେ ଶ୍ରୁତି ଶର୍ମା ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଥିଲେ। ୨୫ ବର୍ଷୀୟା ଶ୍ରୁତି ଦ୍ୱିତୀୟ ଥର ପ୍ରଚେଷ୍ଟାରେ ଏହି ସଫଳତା ପାଇଥିଲେ। ଉତ୍ତରପ୍ରଦେଶର ବିଜନୋର ଜିଲାରେ ଜନ୍ମଗ୍ରହଣ କରିଥିବା ଶ୍ରୁତି ଦିଲ୍ଲୀରେ…

ମା’ ହେବା ପରେ ଫିଲ୍ମ ପରଦାକୁ ଦୂରେଇ ଯିବେ କି ଆଲିଆ

ବଲିଉଡ ସୁପରଷ୍ଟାର ରଣବୀର କପୁର ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ଶମଶେରା’ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଫିଲ୍ମକୁ ସହ ସେ ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାରେ ଅଛନ୍ତି। ଖୁବ୍‌ଶୀଘ୍ର ସେ ବାପା ହେବାକୁ ଯାଉଛନ୍ତି। ଏଥିପାଇଁ ରଣବୀୟ ବେଶ୍‌ ଖୁସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri