Home Left

ପୁନଃରୁଦ୍ଧାର ହେଉଛି ଗଦଡ଼ି-କିଲୁକୁପା ଜଙ୍ଗଲ: ୫୫ ହେକ୍ଟର ଜମିରେ ୧୮ ହଜାର ଚାରା ରୋପଣ

ଦାରିଙ୍ଗବାଡ଼ି,୭।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳରେ ଜଙ୍ଗଲ ସୁରକ୍ଷା ଓ ଉଜୁଡିଯାଇଥିବା ଜଙ୍ଗଲର ପୁନଃରୁଦ୍ଧାର ପାଇଁ ବ୍ୟାପକ ପଦକ୍ଷେପ ନିଆଯାଉଛି। ଉକ୍ତ ବନାଞ୍ଚଳର ସିମନବାଡି ସେକ୍ସନର ବାଡାବାଙ୍ଗା ପଞ୍ଚାୟତ ଗଦଡ଼ି ଜଙ୍ଗଲର ଉଜୁଡିଯାଇଥିବା ୫୦ ହେକ୍ଟର ଜମି ଚି଼ହ୍ନଟ କରାଯିବା...

ସୌନ୍ଦର୍ଯ୍ୟ ହରାଉଛି କଫି ବଗିଚା ଅଞ୍ଚଳ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୭/୭ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର ପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ବେସ ପରିଚିତ। କଫି ବଗିଚା ଦାରିଙ୍ଗବାଡିକୁ ସ୍ବତନ୍ତ୍ର ପରିଚୟ ଦେଇଛି। ପର୍ଯ୍ୟଟକ କଫି ବଗିଚା ବୁଲିବାକୁ ନିୟମିତ ବର୍ଷା, ଖରା...

କାହିଁକି ନୋଟ୍‌ରେ ଥାଏ ଗାନ୍ଧୀଙ୍କ ଫଟୋ: RBI କଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୭:ଭାରତୀୟ ମୁଦ୍ରାରେ କେବଳ ମହାତ୍ମା ଗାନ୍ଧୀଙ୍କ ଫଟୋ ଥାଏ। ଭାରତ ଭଳି ଦେଶରେ ମହାନ ବ୍ୟକ୍ତିତ୍ୱଙ୍କ ଅଭାବ ନାହିଁ, କିନ୍ତୁ ଆଜି ମଧ୍ୟ ନୋଟରେ କେବଳ ବାପୁଙ୍କ ଫଟୋ କାହିଁକି ମୁଦ୍ରିତ ହୁଏ? ଏହି ଉତ୍ତର ଏବେ ଭାରତୀୟ ରିଜର୍ଭ...

କ୍ଷତିକାରକ ଧୂମପାନ

ପ୍ରଥମ ପ୍ରକାର ଧୂମ ହେଲା ଯାହା ଧୂମପାୟୀ ବ୍ୟକ୍ତିର ଶରୀରକୁ ଯାଏ। ଦ୍ୱିତୀୟ ପ୍ରକାର ଧୂମ ହେଲା ଯାହା ଧୂମପାୟୀ ବ୍ୟକ୍ତି ବାହାରକୁ ଛାଡ଼ିଥାଏ ଏବଂ ସେ ବ୍ୟବହାର କରୁଥିବା ଜଳନ୍ତା ସିଗାରେଟ୍‌ କିମ୍ବା ବିଡିର ଅଂଶରୁ ବାହାରୁଥିବା ଧୂଅଁା।...

ହାର୍ଟ ବାଇପାସ୍‌ ସର୍ଜରି

ହାର୍ଟ ହେଉଛି ମାଂସପେଶୀ ଦ୍ବାରା ଗଠିତ ଏକ ପମ୍ପ, ଯାହାକି ପ୍ରତି ମୁହୂର୍ତ୍ତରେ ଶରୀରର ସମସ୍ତ ଅଙ୍ଗକୁ ରକ୍ତ ସଞ୍ଚାଳନ କରିଥାଏ। ହାର୍ଟର ମାଂସପେଶୀଗୁଡ଼ିକୁ କାର୍ଯ୍ୟ କରିବା ପାଇଁ ଅମ୍ଳଜାନ, ଗ୍ଲୁକୋଜ ଏବଂ ଅନ୍ୟାନ୍ୟ ଖାଦ୍ୟସାର ଆବଶ୍ୟକ ହୋଇଥାଏ। ହାର୍ଟର...

ସ୍ବଚ୍ଛତା ହିଁ ଉତ୍ତମ ସ୍ବାସ୍ଥ୍ୟର ଚାବିକାଠି: ମିଳିତ ସ୍ବଚ୍ଛତା ଅଭିଯାନ ଆରମ୍ଭ

କେସିଙ୍ଗା,୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ସାମୂହିକ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇ ଯାଇଛି। ସ୍ବଚ୍ଛ ରୁହ ସୁସ୍ଥ ରୁହ, ସ୍ବଚ୍ଛତା ହିଁ ଉତ୍ତମ ସ୍ବାସ୍ଥ୍ୟର ଚାବିକାଠି ସେଥିପାଇଁ କଳାହାଣ୍ଡି ଜିଲା କେସିଙ୍ଗା...

ମୁଖ୍ୟ ରାସ୍ତା ଉପରେ ଜମୁଛି ଡ୍ରେନ ପାଣି

ପାଟଣାଗଡ ୭।୭ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ସହରର ବ୍ଳକ ଛକର ଅନତି ଦୂରରେ ମୁଖ୍ୟ ରାସ୍ତର ଦୁଇ ପାର୍ଶରେ ଡ୍ରେନ ନ ଥିବାରୁ ଦୀର୍ଘ ଦିନ ହେଲା ମୁଖ୍ୟ ରାସ୍ତା ଉପରେ ଡ୍ରେନ ପାଣି ଜମିରହୁଛି ।...

ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

ମାଲକାନଗିରି,୭ା୭: ଦୁର୍ଦ୍ଦାନ୍ତ ମାଓବାଦୀ ସୋଡ଼ି କନ୍ନା ଓରଫ ପଦନାମ ନିହତ ହୋଇଛନ୍ତି। ଛତିଶଗଡ଼ସ୍ଥିତ ବିଜାପୁର ନ୍ୟାଶନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି। ପିଏଲ୍‌ଜିଏ ବାଟାଲିଅନ ନଂ-୧ର ଡେପୁଟି କମାଣ୍ଡର ଥିଲେ। ସୋଡ଼ି କନ୍ନାଙ୍କୁ ଧରାଇଦେବାକୁ ୮ ଲକ୍ଷ...

ଦିଗପହଣ୍ଡି ବ୍ୟାପୁଛି ଝାଡାବାନ୍ତି: ୧୧ ଅସୁସ୍ଥ, ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ଦିଗପହଣ୍ଡି,୭।୬(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ପଞ୍ଚାୟତ ଜନଜାତି ବହୁଳ ଦୁର୍ଗମ ଉସ୍ତପଲ୍ଲୀ ଗ୍ରାମରେ ଗତ ପ୍ରାୟ ୫ ଦିନ ହେଲା ଝାଡାବାନ୍ତି ଲାଗିରହିଛି। ୯ ଜଣ ଆକ୍ରାନ୍ତ ହୋଇଥିବା ୨ ମହିଳା ଗୁରୁତର ହୋଇ...

ସାମାନ୍ୟ ବର୍ଷାରେ କୃତ୍ରିମ ବନ୍ୟା: ରାସ୍ତା ମରାମତି ଦାବି

କର୍ଲାମୁଣ୍ଡା,୭ା୭(ପ୍ରଦୀପ ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜର ଜାନିପଡ଼ା ପିଚୁ ରାସ୍ତାରେ ବର୍ଷା ପାଣି ଜମି ରହିଛି। ଫଳରେ ଲୋକଙ୍କୁ ଯିବା ଆସିବା କରିବାରେ ସମସ୍ୟା ସୃଷ୍ଟି ହେଉଛି। ଗତ କିଛି ମାସ ତଳେ କର୍ଲାମୁଣ୍ଡା ବ୍ଲକ ସଦର...

ପ୍ରକ୍ରିୟାକରଣ ହେବ ଷ୍ଟ୍ରବେରୀ-ହଳଦୀ-କଫି, ରାଜ୍ୟ ମିଶନ ଶକ୍ତି ନିର୍ଦ୍ଦେଶିକା ଦାରିଙ୍ଗବାଡ଼ି ଆସି…

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ରବିବାର ରାଜ୍ୟ ମିଶନ ଶକ୍ତି ନିର୍ଦ୍ଦେଶିକା ତଥା ଆଇଏଏସ୍‌ ମନିକା ପ୍ରିୟଦର୍ଶିନୀ ଦାରିଙ୍ଗବାଡ଼ି ଗସ୍ତରେ ଆସିଥିଲେ। ସେ ଶନିବାର ସନ୍ଧ୍ୟାରେ ଦାରିଙ୍ଗବାଡ଼ି ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ପହଞ୍ଚିବା ପରେ...

ସ୍କୁଲ ଖୋଲିଲେ ଏଲନ ମସ୍କ, ପଢିପାରିବେ ସାରା ବିଶ୍ୱର ପିଲା, ଘଣ୍ଟାକୁ ଫି ରହିଛି…

ଓ୍ବାଶିଂଟନ,୭।୭: ଆଜିକାଲି ସ୍କୁଲଗୁଡ଼ିକରେ ପାଠପଢ଼ା ସମ୍ପର୍କରେ ଅନେକ ପ୍ରକାରର ପରୀକ୍ଷଣ କରାଯାଉଛି। ପିଲାମାନଙ୍କୁ ପାଠପଢ଼ାରେ ଧ୍ୟାନ ଦେବା ପାଇଁ ଖେଳ ଏବଂ ମଜା ଭଳି ଉପାଦାନ ଯୋଡାଯାଉଛି। ଏହା ସହିତ, ବର୍ତ୍ତମାନ ତତ୍ତ୍ୱ ଶିକ୍ଷା ଅପେକ୍ଷା ବ୍ୟବହାରିକ ଶିକ୍ଷା ଉପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri