ଫିଫା ବିଶ୍ୱକପ୍ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…
ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ବିଶ୍ୱକପ୍ରେ କେଉଁ ଦଳ ଗ୍ରୁପ୍ ପର୍ଯ୍ୟାୟରେ କେବେ କାହାକୁ ଭେଟିବ, ତାହା ସ୍ପଷ୍ଟ ହୋଇଛି।…
ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜନୈକ ହିତାଧିକାରୀଙ୍କ ଏମ୍ଜିଏନ୍ଆରଇଜିଏ ଯୋଜନାର କାର୍ଯ୍ୟ କୋଡ୍ ସୃଷ୍ଟି କରିବା ନିମନ୍ତେ ୨୫…
ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର
ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପ୍ରଦାନ କରାଯାଇଛି। ଏନେଇ ଏକ ଶୋଭାଯାତ୍ରା ଉପଜିଲାପାଳ କାର୍ଯ୍ୟାଳୟକୁ ଯାଇଥିଲା।…
ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍
ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ମ୍ୟାଚ୍କୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ଓଡ଼ିଶାର କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା…
ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମଣ: ଏବେ ଆସିଲା ବଡ଼ ରାୟ
ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ କରିଥିଲେ। ଅପରାହ୍ନରେ କୋର୍ଟ ଚାଲାଣ କରିବା ପରେ ଥାନା ମାମଲା ନଂ.୩୯୬/୨୫ ଅନୁଯାୟୀ ଜାମିନ…
ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର: ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…
ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ ଚିକିତ୍ସା କରାଯାଇଛି। ମୋଟ ୨୨୨ଜଣ ଛାତ୍ରୀଛାତ୍ର ନିଜ ନାମ ପଞ୍ଜିକରଣ କରି ଚକ୍ଷୁ ପରୀକ୍ଷା…
ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….
ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ ପାଇଁ ସହଜ ହେବ। ନିର୍ମାଣ ହେବାକୁ ଥିବା ୪୬୦ ମିଟର ଲମ୍ବର ଏହି ପୋଲ…
ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…
ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ ନେବାକୁ ଆସି ବିଫଳ ହେବା ପରେ ପ୍ରେମିକ ଜଣକ ଏପରି କାଣ୍ଡ କରିଛନ୍ତି। ସୂଚନାନୁସାରେ,…
୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି। କିନ୍ତୁ ଅନେକ ଲୋକ ବର୍ତ୍ତମାନ ଧାନ ଅମଳ କରି…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…
ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର ଟିକେଟ ମୂଲ୍ୟ ଆକାଶଛୁଆଁ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ଶନିବାର ଏକ ବଡ଼…
ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍
ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ କୃଷି ଯୋଗୁ ଅଧିକାଂଶ ଉଦ୍ୟାନ ଚାଷୀ ବର୍ତ୍ତମାନ ଉପକୃତ ହେଉଛନ୍ତି। ଏଥିରେ ଉଦ୍ୟାନ ଚାଷୀଙ୍କୁ…
ବିଜେଡିକୁ ଶକ୍ତ ଝଟ୍କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ
ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ। ପ୍ରୟାସକାନ୍ତି ସାମଲ, ପ୍ରଣିତକାନ୍ତି ସାମଲ ଭାଜପାରେ ଯୋଗ ଦେଇଛନ୍ତି। ଅନେକ ସରପଞ୍ଚ ଓ…
Archives


