ଗୁଜରାଟରେ ମହିଳା ଶ୍ରମିକଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ମା’
ବରଗଡ଼ ଅଫିସ,୨୨।୫: ବରଗଡ଼ ଜିଲା ବରପାଲିରୁ ଗୁଜରାଟ ରାଜକୋଟକୁ ସ୍ବାମୀଙ୍କ ସହିତ କାମ ଅନ୍ବେଷଣରେ ଯାଇଥିବା ଜଣେ ମହିଳା ଶ୍ରମିକଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ, ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଲିମପଡ଼ା ନିବାସୀ ସୁଶାନ୍ତ…
‘ମୁଁ ରାଗିବା ସ୍ଥିତିରେ ନାହିଁ’
ଲକ୍ଷ୍ନୌ,୨୨।୫: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ତଥା ରାମପୁର ବିଧାୟକ ନିକଟରେ ଜାମିନ ପାଇ ଜେଲ୍ରୁ ମୁକୁଳିଛନ୍ତି। ଦଳର ସୁପ୍ରିମୋ ଅଖିଳେଶ ଯାଦବ ତଥା ଦଳ ଉପରେ ଅସନ୍ତୋଷ ବିଷୟରେ ରବିବାର ଆଜାମ ଖାନ୍ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୁଁ…
୮ ଘଣ୍ଟାର ପରିଶ୍ରମ ବେକାର: ୩୦୦ ଫୁଟ ବୋରଓ୍ବେଲ୍ରୁ ଉଦ୍ଧାର ଶିଶୁର ଚାଲିଗଲା ଜୀବନ
ଅମୃତସର,୨୨ା୫: ପଞ୍ଜାବର ହୋଶିଆରପୁର ଜିଲା ଗାଡ଼ିୱାଲା ଅଞ୍ଚଳର ବାଇରାମପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ୩୦୦ ଫୁଟ ଗଭୀର ବୋରୱେଲ୍ରେ ପଡ଼ି ଜଣେ ୬ ବର୍ଷର ଶିଶୁଙ୍କର ମୃତ୍ୟୁ ଘଟିଛି। ଶିଶୁର ନାମ ହ୍ରିତିକ। ୮ ଘଣ୍ଟାର ସଂଘର୍ଷ ପରେ…
ସ୍କୁଲ ଛାତ୍ରୀଙ୍କୁ ମାଡ଼ମାରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ରାଞ୍ଚି,୨୨ା୫: ଝାଡ଼ଖଣ୍ଡର ପାକୁରରେ ଜଣେ ସ୍କୁଲ ଛାତ୍ରୀଙ୍କୁ ଜନୈକ ଯୁବକ ଗୋଡ଼ାଇ ଗୋଡ଼ାଇ ପିଟୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି। ଏହି ଭିଡିଓ ଭାଇରାଲ୍ ହେବା ପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ବିଷୟକୁ…
ମାଉସୀ ମା’ ମନ୍ଦିର ପାଇଁ ଜମି ଦାନ କଲେ ଶିକ୍ଷାବିତ୍
କୋକସରା,୨୨।୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ମାଉସୀ ମା’ ମନ୍ଦିର ନିର୍ମାଣ ପାଇଁ ରବିବାର ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମାଉସୀ ମା’ ମନ୍ଦିର ପାଇଁ ଲଡୁଗାଁ ସହରର ଶିକ୍ଷାବିତ୍ ବନମାଳୀ ମାଝୀ ୭ ଡେସିମିଲ ଜମିଦାନ କରିଛନ୍ତି। ଲକ୍ଷ୍ମଣ…
ସାଇକେଲରେ ଭାରତ ଭ୍ରମଣ
କୋକସରା,୨୨ା୫(ଡି.ଏନ୍.ଏ.) ଖରା, ବର୍ଷା, ଶୀତ କାକରକୁ ଖାତିର ନ କରି ବର୍ଷେ ହେଲା ସାଇକେଲ ଯୋଗେ ଭାରତ ଭ୍ରମଣରେ ବାହାରି ଲୋକଙ୍କୁ ପରିବେଶ ସୁରକ୍ଷା ଉପରେ ସଚେତନ କରୁଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ସିଲିଗୁଡିର ଶ୍ୟାମ ବିଶ୍ୱାସ(୩୫)। ଶ୍ୟାମ ଗତ ମାର୍ଚ୍ଚ…
ଶେଷ ଲିଗ୍ ମ୍ୟାଚ୍ରେ ଟସ୍ ଜିତିଲା ହାଇଦ୍ରାବାଦ
ମୁମ୍ବାଇ,୨୨।୫: ଆଇପିଏଲ ୨୦୨୨ର ଶେଷ ଲିଗ ମ୍ୟାଚ ଅର୍ଥାତ୍ ୭୦ ତମ ମ୍ୟାଚ ଖେଳାଯାଉଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ପଞ୍ଜାବ କିଙ୍ଗସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍ରେ ହାଇଦ୍ରାବାଦ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି।…
ବୁଲୁଛି ଦନ୍ତା ଲୋକେ ଭୟଭୀତ
ଭଦ୍ରକ ଅଫିସ,୨୨ା୫: ଭଦ୍ରକ ଜିଲା ଆଗରପଡା ଅଞ୍ଚଳରେ ଏକ ଦନ୍ତା ହାତୀ ବୁଲୁଥିବାରୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଗତ ୪ ବର୍ଷ ଧରି ଜ୍ୟେଷ୍ଠ ମାସରେ ଆମ୍ବ ପଣସ ଅମଳ ସମୟରେ ଦନ୍ତାଟି ଆଗରପଡା ଅଞ୍ଚଳର ପାଟକନା, ରାଉତରାପୁର, ମହାନ୍ତିପଡା…
‘ଧନ୍ୟବାଦ୍ ମୁମ୍ବାଇ ଇଣ୍ଡିଆନ୍ସ, ଆମେ ଏହାକୁ ମନେ ରଖିବୁ’
ମୁମ୍ବାଇ,୨୨।୫: ‘ଧନ୍ୟବାଦ୍ ମୁମ୍ବାଇ। ଆମେ ଏହି ସାହାଯ୍ୟକୁ ମନେ ରଖିବୁ’ ବୋଲି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଚଳିତ ଆଇପିଏଲ୍ ପ୍ଲେଅଫ୍ରେ ପ୍ରବେଶ କରିବା ପରେ ବିରାଟ କୋହଲି କହିଛନ୍ତି। ଶନିବାର ଖେଳାଯାଇଥିବା ଆଇପିଏଲ୍ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସକୁ…
ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍:ଭାରତୀୟ ଦଳ ଘୋଷଣା
ମୁମ୍ବାଇ,୨୨।୫: ଆସନ୍ତା ମାସରେ ଦକ୍ଷିଣ ଆଫ୍ରିକା ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଏବଂ ଜୁଲାଇରେ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ଟି-୨୦ ସିରିଜ ପାଇଁ କେ.ଏଲ ରାହୁଲଙ୍କୁ ଅଧିନାୟକ କରାଯାଇଛି। ଅଧିନାୟକ…
ବନ୍ୟା ନେଲାଣି ୧୮ ଜୀବନ, ୮ଲକ୍ଷ ଲୋକ ପ୍ରଭାବିତ
ଗୁଆହାଟୀ,୨୨।୫: ବନ୍ୟା ଯୋଗୁ ଆସାମରେ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ବନ୍ୟାରେ ରବିବାର ଆଉ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ସେହିପରି ବନ୍ୟା ଯୋଗୁ ୩୧ଟି ଜିଲା ପ୍ରଭାବିତ…
ୟୁନିଫର୍ମ ସିଭିଲ କୋଡ୍ ଆଇନ ଆଣିବାକୁ ମୋଦିଙ୍କୁ ଅନୁରୋଧ କଲେ ରାଜ୍ ଠାକ୍ରେ
ପୁଣେ,୨୨।୫: ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁନିଫର୍ମ ସିଭିଲ କୋଡ ଏବଂ ଜନସଂଖ୍ୟା ନିୟନ୍ତ୍ରଣ ଉପରେ ଏକ ଆଇନ ଆଣିବାକୁ ଅନୁରୋଧ କରିଛନ୍ତି। ତାଙ୍କ ଅଯୋଧ୍ୟା ଯାତ୍ରା ବାତିଲ କରିବା ପରେ ପୁଣେରେ…
Archives


