ମୁମ୍ବାଇ ଫେରିଲେ ଐଶ୍ୱର୍ଯ୍ୟା
ମୁମ୍ବାଇ: କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଯୋଗଦେବା ପରେ ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଭାରତ ଫେରିଛନ୍ତି। ଶନିବାର ରାତିରେ ସ୍ବାମୀ ଅଭିଷେକ, ଝିଅ ଆରାଧ୍ୟାଙ୍କ ସହ ଐଶ୍ୱର୍ଯ୍ୟାଙ୍କୁ ଏକାଠି ମୁମ୍ବାଇ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ଐଶ୍ୱର୍ଯ୍ୟା ଏକ କଳା ରଙ୍ଗର ଟି-ଶର୍ଟ…
ବିମାନବନ୍ଦର କନ୍ଭେୟର ବେଲ୍ଟରେ ଅଜବ ଜିନିଷ ଦେଖି ଯାତ୍ରୀ ଆଶ୍ଚର୍ଯ୍ୟ, ସତ ଜଣାପଡ଼ିବା ପରେ…
ଯଦି କେବେ ବିମାନବନ୍ଦର ଯାଇଥିବେ, ତେବେ ନିଶ୍ଚିତ ଭାବରେ କନ୍ଭେୟର ବେଲ୍ଟ ଦେଖିଥିବେ। ବିମାନ ବନ୍ଦର ଭିତରେ, ଏହି ବେଲ୍ଟ ସାହାଯ୍ୟରେ ଯାତ୍ରୀମାନେ ସେମାନଙ୍କର ଲଗେଜ ନେଇଥାନ୍ତି। ବିମାନ ଅବତରଣ କରିବା ପରେ ଲଗେଜଗୁଡ଼ିକ ବେଲ୍ଟରେ ରଖାଯାଏ ଏବଂ ଏହା ଧୀରେ…
ଖର୍ଚ୍ଚ କମାଉଥିବା ମନିପର୍ସ
ପାଖରେ ପଇସା ଥିଲେ କିଛି ଲୋକ ଅନାବଶ୍ୟକ ଖର୍ଚ୍ଚ କରିବସନ୍ତି। ଯଦ୍ଦ୍ବାରା ପରବର୍ତ୍ତୀ ସମୟରେ ତାଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ। ଖାସ୍ ଏହି କାରଣ ପାଇଁ ଏକ ଜାପାନୀ କମ୍ପାନୀ ଏମିତି ଏକ ମନିପର୍ସ ତିଆରି କରିଛି, ଯାହା…
ବହିର ଗାଁ: ଯୁଆଡ଼େ ଚାହିଁବେ ସେଠି କେବଳ ବହି
ମହାରାଷ୍ଟ୍ରର ସତାରା ଜିଲାରେ ରହିଛି ଭିଲାର ନାମକ ଏକ ଗାଁ। ଏହି ଗାଁ ବହିର ଗାଁ ଭାବେ ଏବେ ବେଶ୍ ଲୋକପ୍ରିୟ। କାରଣ ଏଠାରେ ଯୁଆଡ଼େ ଚାହିଁବେ ସେଠି ଆପଣଙ୍କୁ କେବଳ ବହି ହିଁ ବହି ଦେଖାଯିବ। ଅର୍ଥାତ୍ ସ୍ଥାନୀୟ ଅଞ୍ଚଳର…
ପ୍ରେରଣା ଦିଏ ଜନଜାତିଙ୍କ ଜୀବନଶୈଳୀ: ଦେବାଶିଷ ପାତ୍ର
ଆଦିବାସୀଙ୍କ ଜୀବନଶୈଳୀ ସମ୍ପର୍କରେ ଗଳ୍ପ, ପ୍ରବନ୍ଧ, ସଂସ୍କୃତିକୁ ନେଇ ତାଙ୍କର ଦୁନିଆ ଓ ସ୍ବପ୍ନ। ଓଡ଼ିଆ ଜନଜାତି ସାହିତ୍ୟ କ୍ଷେତ୍ରରେ ତାଙ୍କ ରଚନାର ଭିନ୍ନ ପରିଚୟ ମିଳେ। ଦୀର୍ଘ ୨ଦଶନ୍ଧି ଧରି ଆଦିବାସୀମାନଙ୍କ ଜନଜୀବନ, ଲୋକଭାଷା, ଲୋକସଂସ୍କୃତି, ଲୋକସାହିତ୍ୟର ବିଚାର ସମ୍ପର୍କରେ…
ଲାଞ୍ଚ ନେଇ ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ
ପାଟଣାଗଡ଼,୨୨ା୫(ଡି.ଏନ୍.ଏ.): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରେଞ୍ଜ ଲରମ୍ଭା ସେକ୍ସନର ଜଙ୍ଗଲ ବିଭାଗ ଫରେଷ୍ଟର ଭାଗବତ ଦାସ ଓ ଫରେଷ୍ଟ ଗାର୍ଡ ଗୋପାଳ ଗଡ଼ତ୍ୟାକୁ ବଲାଙ୍ଗୀର ଡିଏଫ୍ଓ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାରୁ ପ୍ରକାଶ ଯେ, ଲରମ୍ଭା ଫରେଷ୍ଟ…
ଟିଭି ଆଗରେ ନାଚିଲେ କୋହଲି
ମୁମ୍ବାଇ,୨୨।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଆଇପିଏଲ ୨୦୨୨ର ପ୍ଲେ ଅଫରେ ନିଜ ସ୍ଥାନ ସୁରକ୍ଷିତ କରିଛି। ଟି -୨୦ ଲିଗର ୬୯ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀ ୫ ଉଇକେଟରେ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଆରସିବି ଦଳ ପ୍ଲେ ଅଫରେ…
ରୋଷେଇ ଘରର ଔଷଧ
ଆପଣ ଜାଣନ୍ତି କି ରୋଷେଇ ଘରେ ନିତ୍ୟ ବ୍ୟବହୃତ ହେଉଥିବା ଏଭଳି କେତେକ ଖାଦ୍ୟଦ୍ରବ୍ୟ ରହିଛି, ଯାହା ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। ଏଥିରେ ଥିବା ଔଷଧୀୟ ଗୁଣ ପାଇଁ ଏହା ଆମର ଅନେକ ଉପକାରରେ ଆସିଥାଏ। ଯେମିତି କି:…
ଘରୁ ସୁଖଶାନ୍ତି ହଜିଛି କି ? ଜାଣନ୍ତୁ କ’ଣ କୁହେ ବାସ୍ତୁ…
ଅନେକ ସମୟରେ ଦେଖାଯାଏ, କିଛି ବିଶେଷ କାରଣ ନଥାଇ ବି ଛୋଟ ଛୋଟ କଥାକୁ ନେଇ ଘରେ ଝଗଡ଼ା ଲାଗେ, କ୍ରମେ ସମ୍ପର୍କରେ ଫାଟ ସୃଷ୍ଟି ହୁଏ। ଘରୁ ସୁଖଶାନ୍ତି କୁଆଡ଼େ ହଜିଗଲା ଭଳି ଅନୁଭବ ହୁଏ। ଏ କ୍ଷେତ୍ରରେ ଘରେ…
ଏସ୍ପିଙ୍କ ନିକଟରେ ମାଓବାଦୀଙ୍କ ଆତ୍ମସମର୍ପଣ
ଫୁଲବାଣୀ ଅଫିସ,୨୨।୫: କନ୍ଧମାଳ ଏସ୍ପି ଭିନୀତ ଅଗ୍ରୱାଲଙ୍କ ନିକଟରେ ଜଣେ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ଅଶୋକ ପୁନେ। ତାଙ୍କ ଘର ଛତିଶଗଡ଼ ବିଜାପୁର ଜିଲା ମାଲିପଦ ପଞ୍ଚାୟତ ଦଲା ଗ୍ରାମରେ। ଅଶୋକ ଦୀର୍ଘ ୬/୭ ବର୍ଷ ହେବ…
ସଲମାନଙ୍କ ଫିଲ୍ମରେ କାମ କରିବାକୁ ମନା କଲେ ଭିଣୋଇ
ବମ୍ବେ: ଦବଙ୍ଗ ଖାନ ସଲମାନଙ୍କ ଫିଲ୍ମ ‘କଭି ଇଦ କଭି ଦିଓ୍ବାଲି’ରୁ ବାହାର ହୋଇଛନ୍ତି ତାଙ୍କ ଭିଣୋଇ ଆୟୁଷ ଶର୍ମା। ରଚନାତ୍ମକ ମତଭେଦ କାରଣରୁ ସେ ପ୍ରୋଜେକ୍ଟରୁ ଅଲଗା ହୋଇଛନ୍ତି। ତାଙ୍କ ବ୍ୟତିତ ଜହିର ଇକବାଲ ମଧ୍ୟ ଫିଲ୍ମ ଛାଡ଼ି ଦେଇଛନ୍ତି।…
ହାଇଓ୍ବେରେ ଓଲଟିଲା ଖାଇବା ତେଲ ବୋଝେଇ ଟ୍ୟାଙ୍କର୍ , ବାସନ କୁସନରେ ବୋହି ନେଲେ ଲୋକେ…
ପାଲଘର, ୨୨।୫ : ମହାରାଷ୍ଟ୍ରର ବ୍ୟସ୍ତବହୁଳ ମୁମ୍ବାଇ-ଅହମ୍ମଦାବାଦ ରାଜପଥରେ ଖାଇବା ତେଲ ନେଇଥିବା ଏକ ଟ୍ୟାଙ୍କର୍ ଓଲଟି ପଡିଥିଲା। ଯେଉଁଥିପାଇଁ ପ୍ରାୟ ତିନି ଘଣ୍ଟା ଧରି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ରବିବାର ପୋଲିସ ଏ ସମ୍ପର୍କରେ ସୂଚନା ଦେଇଛି। ପୋଲିସ…
Archives


