Home Left

ଟ୍ରେନ୍‌ରେ ବାଜିଥାଏ ୯ ପ୍ରକାରର ହର୍ନ, ଜାଣନ୍ତୁ କାହାର ଥାଏ କେଉଁ ଅର୍ଥ

ଭାରତର ଅଧିକାଂଶ ଲୋକ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ବସ୍‌ ଅପେକ୍ଷା ଟ୍ରେନ୍‌ ଅଧିକ ସୁବିଧାଜନକ। ଏପରିକି ବିମାନ ଅପେକ୍ଷା ଟ୍ରେନ୍‌ ଯାତ୍ରା ଶସ୍ତା ବି ହୋଇଥାଏ। ଭାରତରେ ଟ୍ରେନ୍‌ ନେଟଓ୍ବାର୍କ ଦୁର୍ଗମ ଅଞ୍ଚଳ ମଧ୍ୟ ଦେଇ ଯାଇଛି। ଏଭଳି ପରିସ୍ଥିତିରେ ଲୋକମାନେ…

ଶ୍ରାବଣୀ ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୨୨।୫(ସ୍ପୋଟ୍ସ ବ୍ୟୁରୋ): ଇଣ୍ଡିଆନ ଗ୍ରାଁ ପ୍ରି ଆଥଲେଟିକ୍ସ ଇଭେଣ୍ଟରେ ଚମକଛନ୍ତି ଓଡ଼ିଆ ଆଥଲେଟ ଶ୍ରାବଣୀ ନନ୍ଦ । ୪ ବର୍ଷ ପରେ ଶ୍ରାବଣୀ ୨୦୦ ମିଟର ରେସରେ ସ୍ବର୍ଣ୍ଣ ପଦକ ଜିତିିଛନ୍ତି। ୨୪.୦୪ ସେକଣ୍ଡରେ ସେ ଏହି ରେସ ପୂରଣ କରି…

ବ୍ରଜରାଜନଗର ଉପନିର୍ବାଚନ: ଚାଲିଛି ଜୋରଦାର ପ୍ରଚାର

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ନେଇ ପ୍ରଚାର ଜୋରଦାରା ଚାଲିଛି। ଘରକୁ ଘର ଯାଇ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ଭୋଟ ମାଗୁଛନ୍ତି । ହେଭିଓ୍ବେଟ ନିଜ ଦଳ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି । ଭୋଟରଙ୍କୁ ନିଜ ସପକ୍ଷରେ କରିବା…

ପ୍ଲେ ଅଫ୍‌ ଲଢ଼େଇ: ଜାଣନ୍ତୁ କେବେ, କିଏ, କାହାକୁ ଭେଟିବ

ମୁମ୍ବାଇ,୨୨।୫: ଆଇପିଏଲ୍‌ ୨୦୨୨ ରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ବିଜୟ ଲାଭ କରିଥିଲା। ଏଥିସହ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ରେ ପହଞ୍ଚିଥିବା ଚତୁର୍ଥ ଦଳ ସ୍ପଷ୍ଟ ହୋଇଛି। ଲିଗ୍‌ ପର୍ଯ୍ୟାୟ ଶେଷ ହେବା ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)…

ଏମିତି ରୁହନ୍ତୁ ଫିଟ୍‌

ବର୍ତ୍ତମାନର ପରିବର୍ତ୍ତିତ ଲାଇଫ୍‌ଷ୍ଟାଇଲ୍‌ ଏବଂ କାର୍ଯ୍ୟବ୍ୟସ୍ତତା ଅନେକଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜୁଛି। ତେଣୁ ଫିଟ୍‌ ରହିବା ଲାଗି ଅଳ୍ପ ବୟସରୁ ହିଁ କେତେକ କଥା ପ୍ରତି ଯନତ୍ଶୀଳ ହେବା ଆବଶ୍ୟକ। ଜାଣିରଖନ୍ତୁ ସେ ସମ୍ପର୍କରେ … ବର୍ତ୍ତମାନ ଅଧିକାଂଶଙ୍କଠାରେ…

ଆଜି ଭଉଁରୀ ଯାତ୍ରା

ପୁରୀ ଅଫିସ,୨୨।୫: ଆଜି ପବିତ୍ର ଭଉଁରୀ ଯାତ୍ରା। ରଥ ଖଳାରେ ତିନି ରଥର ଚକ ଅଖ ଡେରା ନୀତି ଅନୁଷ୍ଠିତ ହେବ । ପବିତ୍ର ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ ଆରମ୍ଭ ହୋଇଛି । ପରମ୍ପରା ଅନୁଯାୟୀ ତିନୋଟି ରଥର ଦୁଇଟି…

ପନ୍ତଙ୍କ ୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ତିଳକ

ମୁମ୍ବାଇ,୨୨।୫: ଆଇପିଏଲ୍‌ ୨୦୨୨ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ନିରାଶଜନକ ରହିଥିଲେ ହେଁ ଦଳର କିଛି ଖେଳାଳି ନିଜର ବ୍ୟକ୍ତିଗତ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେଥିରୁ ଜଣେ ହେଲେ ଯୁବ ବ୍ୟାଟ୍ସମ୍ୟାନ୍‌ ତିଳକ ବର୍ମା। ଚଳିତ ସିଜନରେ ତିଳକ ଦଳ ପାଇଁ…

ରାଜ୍ୟର ୭ ଜିଲାରେ ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସକାଳୁ କୋହଲା ପାଗ ସାଙ୍ଗକୁ କିଛି କିଛି ସ୍ଥାନରେ ସାମାନ୍ୟ ବର୍ଷା ମଧ୍ୟ ହୋଇଛି। ଦିନରେ ପ୍ରବଳ ଖରା ପରେ ଅପରାହ୍ନରେ ବିଭିନ୍ନ ସ୍ଥାନାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, କୋରାପୁଟ, ରାୟଗଡ଼ା,…

ଆଇପିଏଲ୍‌ର ୧୫ ବର୍ଷର ଇତିହାସରେ ମୁମ୍ବାଇ ଇଣ୍ଡିଆନ୍ସ ସହ ଘଟିଲା ଏପରି

ମୁମ୍ବାଇ,୨୨।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୫ତମ ସଂସ୍କରଣ ପାଞ୍ଚ ଥର ଚାମ୍ପିୟନ ହୋଇଥିବା ମୁମ୍ବାଇ ଲାଗି ନିରାଶାଜନକ ଥିଲା। ଲଗାତାର ଭାବେ ୮ ଥର ପରାଜିତ ହେବା ପରେ ଦଳ ଶେଷରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌କୁ ଜିତି ଟୁର୍ନାମେଣ୍ଟରେ ଯାତ୍ରା…

ସାମାନ୍ୟ ବଢ଼ିଲା କରୋନା ସଂକ୍ରମଣ : ଆଜି ୧୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ଉଦୀୟମାନ କଳାକାର

କାହାର ଅଭିନୟ ତ ଆଉ କାହାର ଗୀତ ଗାଇବାରେ ରୁଚି। ହେଲେ ଆଗକୁ ବଢ଼ିବାକୁ କେବେ ସୁଯୋଗ ପୁଣି କେବେ ମାର୍ଗଦର୍ଶନ ସାଙ୍ଗକୁ ପ୍ରୋତ୍ସାହନର ଅଭାବ। ତଥାପି ନିଜକୁ ପ୍ରତିଷ୍ଠିତ କରାଇବାକୁ ଇଚ୍ଛା ବି ଢେର୍‌। ଏମିତିରେ ଥରେ ଯଦି ନିଜ…

ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସକୁ ପିଟିଲେ

ବାଲିପାଟଣା,୨୨।୫(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ କୃଷ୍ଣପୁର ମେଳଣ ପଡ଼ିଆରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌ ଚଢ଼ାଉ ବେଳେ ଆକ୍ରମଣର ଶିକାର ହୋଇଛି। ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଭୟଭୀତ ହୋଇ ପୋଲିସ କର୍ମଚାରୀ ଗାଡ଼ି ଛାଡି ପଳାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri