ସାମାନ୍ୟ ବଢ଼ିଲା କରୋନା ସଂକ୍ରମଣ : ଆଜି ୧୫ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
ଉଦୀୟମାନ କଳାକାର
କାହାର ଅଭିନୟ ତ ଆଉ କାହାର ଗୀତ ଗାଇବାରେ ରୁଚି। ହେଲେ ଆଗକୁ ବଢ଼ିବାକୁ କେବେ ସୁଯୋଗ ପୁଣି କେବେ ମାର୍ଗଦର୍ଶନ ସାଙ୍ଗକୁ ପ୍ରୋତ୍ସାହନର ଅଭାବ। ତଥାପି ନିଜକୁ ପ୍ରତିଷ୍ଠିତ କରାଇବାକୁ ଇଚ୍ଛା ବି ଢେର୍। ଏମିତିରେ ଥରେ ଯଦି ନିଜ…
ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସକୁ ପିଟିଲେ
ବାଲିପାଟଣା,୨୨।୫(ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ କୃଷ୍ଣପୁର ମେଳଣ ପଡ଼ିଆରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ସ୍ପେଶାଲ ସ୍କ୍ବାଡ୍ ଟିମ୍ ଚଢ଼ାଉ ବେଳେ ଆକ୍ରମଣର ଶିକାର ହୋଇଛି। ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଭୟଭୀତ ହୋଇ ପୋଲିସ କର୍ମଚାରୀ ଗାଡ଼ି ଛାଡି ପଳାଇଥିଲେ।…
ଜୁନ ୮ରେ ଗୋଆରେ ନିର୍ବନ୍ଧ
ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଟେଲି ଅଭିନେତା ମନିଷ ନାଗଦେବ। ଖୁବ୍ଶୀଘ୍ର ସେ ପ୍ରେମିକା ମଲିକା ଜୁନେଜାଙ୍କ ସହ ଆଉ ପାଦେ ଆଗକୁ ବଢ଼ିବେ। ଜୁନ ୮ରେ ଏହି ଯୋଡ଼ି ଗୋଆରେ ନିର୍ବନ୍ଧ କରିବାକୁ ଯାଉଛନ୍ତି। ଏଥିପାଇଁ ସରିଛି ସମସ୍ତ…
ବିନା ଟେଣ୍ଡରରେ ଚାଲିଛି ସରକାରୀ କାମ
ନାଉଗାଁ,୨୧ା୫(ସ୍ବ.ପ୍ର): ନାଉଗାଁ ବ୍ଲକରେ ଜଗତ୍ସିଂହପୁର ପୂର୍ତ୍ତ ବିଭାଗ ତରଫରୁ ବିଭିନ୍ନ ରାସ୍ତା ମରାମତି, ଗାଡ୍ଓ୍ବାଲ ନିର୍ମାଣ କାର୍ଯ୍ୟ ଚାଲିଛି। ଏସବୁ କାର୍ଯ୍ୟ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି। ମାତ୍ର କିଛି କାର୍ଯ୍ୟ ପାଇଁ ଟେଣ୍ଡର ପରେ ଚୁକ୍ତିନାମା ହୋଇ ନ…
ଅନିଶ୍ଚିତତାରେ ଶୀତଳଭଣ୍ଡାର: ଚିନ୍ତାରେ ଚାଷୀ
ଜଗତ୍ସିଂହପୁର ଅଫିସ, ୨୨।୫ : ଜଗତ୍ସିଂହପୁର ଏକ କୃଷି ପ୍ରଧାନ ଜିଲା। କିନ୍ତୁ ଦୀର୍ଘ ବର୍ଷ ଧରି ଜିଲାରେ ଶୀତଳ ଭଣ୍ଡାରଟିଏ ହୋଇପାରିଲା ନାହିଁ। ଯେଉଁ କାରଣରୁ ଚାଷୀଙ୍କୁ ବ୍ୟାପକ କ୍ଷତି ସହିବାକୁ ପଡ଼ୁଛି। ଏହାସତ୍ତ୍ୱେ ପ୍ରତିକାର ହୋଇପାରୁନାହିଁ। ଏନେଇ ସାଧାରଣରେ…
ସଡ଼କ ସୁରକ୍ଷା ଚଳଚ୍ଚିତ୍ର ପୁରସ୍କାର ରାଶି ବୃଦ୍ଧି
ଭୁବନେଶ୍ୱର,୨୨।୫(ବ୍ୟୁରୋ): ଜାତୀୟ ସଡ଼କ ସୁରକ୍ଷା କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବର ପୁରସ୍କାର ରାଶିକୁ ବୃଦ୍ଧି କରାଯାଇଛି। ଶ୍ରେଷ୍ଠ ଚଳଚ୍ଚିତ୍ର ପାଇଁ ପୁରସ୍କାର ରାଶି ୫୦ହଜାରରୁ ୧ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ ପ୍ରଥମ ରନର୍ସ ଅପ୍ ୪୦ ହଜାରରୁ ୮୦ ହଜାର ଓ ଦ୍ୱିତୀୟ…
ଆନ୍ତଃ ରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟିରେ ନବୀନ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ଆନ୍ତଃ ରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାମିଲ କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏଥିରେ ଅଧ୍ୟକ୍ଷ ଥିବାବେଳେ ୧୩ ଜଣ ସଦସ୍ୟ ଅଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ପ୍ରକାଶିତ ଗେଜେଟ୍ ବିଜ୍ଞପ୍ତିରେ ଏ ନେଇ…
ମଙ୍କିପକ୍ସ ଲକ୍ଷଣ ଥିଲେ ପୁଣେ ପଠାଯିବ ନମୁନା
ଭୁବନେଶ୍ୱର, ୨୨।୫(ବ୍ୟୁରୋ): ଏବେ ବିଶ୍ୱରେ ମଙ୍କିପକ୍ସ ଭୂତାଣୁକୁ ନେଇ ଆତଙ୍କ ଲାଗି ରହିଛି। ଓଡ଼ିଶାରେ ମଧ୍ୟ ଛନକା ପଶିଛି। ତେବେ ଏ ସଂକ୍ରାନ୍ତରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ଏଥିପାଇଁ ଆମେ ସତର୍କ ରହିଛୁ। କେନ୍ଦ୍ର ସରକାର ସବୁ…
ପ୍ରତିଦିନ ହସ୍ପିଟାଲ ଆସୁଛନ୍ତି ଟମାଟୋ ଫ୍ଲୁ ସନ୍ଦିଗ୍ଧ
ଭୁବନେଶ୍ୱର, ୨୨।୫(ବ୍ୟୁରୋ): କରୋନା ଭୟ ନ ଯାଉଣୁ ଏବେ ଦେଶରେ ଆଉ ଏକ ସଂକ୍ରାମକ ରୋଗ ‘ଟମାଟୋ ଫ୍ଲୁ’କୁ ନେଇ ଭୟ ଘାରିଛି। ଏହା ସାଧାରଣତଃ ଶିଶୁଙ୍କଠାରେ ଦେଖିବାକୁ ମିଳୁଛି। ତେବେ ରାଜ୍ୟରେ ଏ ଯାଏ ଟମାଟୋ ଫ୍ଲୁ ରୋଗୀ ଚିହ୍ନଟ…
ଅସ୍ତବ୍ୟସ୍ତ କରୁଛି ତାତି, ଗୁଳୁଗୁଳି
ଭୁବନେଶ୍ୱର, ୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ଅସମ୍ଭାଳ ହେବାରେ ଲାଗିଛି ତାତି। ଅତ୍ୟଧିକ ତାପମାତ୍ରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରିଦେଉଛି। ସକାଳୁ ଚକ୍ଚକ୍ ଖରା ଡରାଉଥିବାବେଳେ ମଧ୍ୟାହ୍ନବେଳକୁ ରାସ୍ତାଘାଟ ଶୂନ୍ଶାନ ହୋଇପଡୁଛି। ବିଦ୍ୟୁତ୍ କଟିଲେ ଘର ଭିତରେ ବି ଲୋକେ ଛଟପଟ ହେଉଛନ୍ତି।…
ରାତି ଅଧରେ ଜିପିଆର୍ଏସ୍
ପୁରୀ ଅଫିସ୍, ୨୨।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଶ୍ରୀମନ୍ଦିର ପାର୍ଶ୍ୱରେ ଚାଲିଥିବା ନିର୍ମାଣ କାର୍ଯ୍ୟ କରିବା ପୂର୍ବରୁ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର ସର୍ଭେ(ଜିପିଆର୍ଏସ୍) କରାଯାଇ ନ ଥିବା ନେଇ ଯେଉଁ ଅଭିଯୋଗ ହେଉଥିଲା, ତାହା ଏବେ ସତ୍ୟ ପ୍ରମାଣିତ ହୋଇଛି।…
Archives


