Home Left

ମଦ ନୀତି: ଦିଲ୍ଲୀର ୨୫ରୁ ଅଧିକ ସ୍ଥାନରେ ଇଡିର ଚଢାଉ

ନୂଆଦିଲ୍ଲୀ,୧୪।୧୦: ଦିଲ୍ଲୀ ସରକାରଙ୍କ ନୂତନ ଅବକାରୀ ନୀତି ସମ୍ପର୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଇଡି ଦିଲ୍ଲୀର ୨୫ରୁ ଅଧିକ ସ୍ଥାନରେ ସର୍ଚ୍ଚ ଅପରେଶନ କରିଥିବା ଜଣାପଡିଛି। ଏପରି କି ଅଧିକାରୀମାନେ ମଦ ବ୍ୟବସାୟୀଙ୍କ ବାସଭବନରେ ମଧ୍ୟ ଚଢ଼ାଉ…

ପ୍ରଥମ ଥର ଇନ୍‌ଷ୍ଟାଗ୍ରାମରେ ସବାଙ୍କ ଫଟୋ ଶେୟାର କଲେ ହ୍ରିତିକ୍‌

ମୁମ୍ବାଇ: ଅଭିନେତା ହ୍ରିତିକ୍‌ ରୋଶନ ତାଙ୍କ ଲଭ୍‌ ଲାଇଫ୍‌କୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ସେ ଅଭିନେତ୍ରୀ ତଥା ଗାୟିକା ସବା ଆଜାଦଙ୍କ ସହ ଡେଟ୍‌ କରୁଛନ୍ତି। ଉଭୟଙ୍କୁ ଅନେକ ସମୟରେ ଏକାଠି ଦେଖିବାକୁ ମିଳେ। ନିକଟରେ ହ୍ରିତିକ୍‌-ସବା ଲଣ୍ଡନରୁ ଛୁଟି…

କୃଷି ବୀମା ସହାୟତା ଦାବି: ଟିଟିଲାଗଡ଼ରେ ଚାଷୀଙ୍କ ରେଳରୋକୋ

ଟିଟିଲାଗଡ଼,୧୪।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାର ଚାଷୀଙ୍କୁ ଫସଲ ବୀମା ସହାୟତା ପ୍ରଦାନ ଦାବିରେ ଶୁକ୍ରବାର ଟିଟିଲାଗଡ଼ ରେଳ ଷ୍ଟେଶନଠାରେ ରଳରୋକୋ ଆନ୍ଦୋଳନ ହୋଇଛି। ହଜାର ହଜାର ସଂଖ୍ୟାରେ ଚାଷୀ ସ୍ଥାନୀୟ ହାଇସ୍କୁଲ ପଡ଼ିଆରୁ ଏକ ଶୋଭାଯାତ୍ରାରେ ବାହାରି ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ…

ପୁଣି ଏକାଠି ନଜର ଆସିଲେ ସାରା-ଶୁବମନ, ଡେଟିଂକୁ ନେଇ ଚର୍ଚ୍ଚା

ମୁମ୍ବାଇ: ଖୁବ୍‌ କମ୍‌ ସମୟରେ ଲୋକପ୍ରିୟତା ହାସଲ କରିଥିବା ସାରା ଅଲି ଖାନ୍‌ଙ୍କୁ କିଏ ବା ନ ଜଣେ। ଲୁକ୍‌ ଏବଂ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ ହୃଦୟରେ ରାଜ୍‌ କରୁଛନ୍ତି। ନିକଟରେ ତାଙ୍କ ଲଭ ଲାଇଫ୍‌କୁ ନେଇ ଚର୍ଚ୍ଚା ଜୋର…

ଏକୁଟିଆ ଯାଇପାରିବେ ମହିଳା ହଜ୍‌ ଯାତ୍ରୀ, ଯୋଗାଇ ଦିଆଯିବ ସମ୍ପୂର୍ଣ୍ଣ ସୁରକ୍ଷା

ମକ୍କା,୧୪।୧୦: ହଜ୍‌ ଯାତ୍ରାରେ ଯାଉଥିବା ମହିଳା ତୀର୍ଥଯାତ୍ରୀଙ୍କ ସହ ପୁରୁଷ ଅଭିଭାବକ ଯିବା ଆଉ ଆବଶ୍ୟକ ପଡ଼ିବ ନାହିଁ। ସାଉଦି ଆରବ ଆସୁଥିବା ମହିଳାମାନେ ଏଣିକି ବିନା ପୁରୁଷ ଅଭିଭାବକରେ ହଜ୍‌ ଯାତ୍ରା କରିପାରିବେ ବୋଲି ହଜ୍‌ ମନ୍ତ୍ରୀ ତାଓ୍ବଫିକ୍‌ ବିନ୍‌…

ପୁଣିଥରେ ଏକାଠି ଆସିବେ ‘ରାମ ସେତୁ’ର ନିର୍ମାତା-ନିର୍ଦ୍ଦେଶକ

ମୁମ୍ବାଇ: ବିଗ ବଜେଟ ଫିଲ୍ମ ‘ରାମ ସେତୁ’କୁ ଏକ ଭିନ୍ନସ୍ତରକୁ ନେଇଯାଇଥିବା ନିର୍ମାତା-ନିର୍ଦ୍ଦେଶକ ଯୋଡି ମହାବୀର ଜୈନ ଓ ଅଭିଶେକ ଶର୍ମା ପୁଣିଥରେ ଆଉ ଏକ ମନ ଛୁଇଁଲା ଭଳି ପ୍ରୋଜେକ୍ଟ ନେଇ ଆସୁଥିବା ଜଣାପଡିଛି । ଏହି ପ୍ରୋଜେକ୍ଟ ସମ୍ପର୍କରେ…

ଭୁବନେଶ୍ୱରରେ ପହଞ୍ଚିଲେ ଖାର୍ଗେ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ। ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟର ବରିଷ୍ଠ ନେତା ଓ ବିଧାୟକ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି। କଂଗ୍ରେସ ସଭାପତି ନିର୍ବାଚନ ପାଇଁ ପ୍ରଚାର କରିବାକୁ ଖାର୍ଗେ ଓଡ଼ିଶା ଆସିଥିବା ସୂଚନା…

ସଂଘର୍ଷ ସମିତି ପକ୍ଷରୁ ଧାରଣା, ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବଲାଙ୍ଗୀର ଅଫିସ,୧୪।୧୦: ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖୋର୍ଦ୍ଧା ବଲାଙ୍ଗୀର ସଂଘର୍ଷ ସମିତି ପକ୍ଷରୁ ଶୁକ୍ରବାର ଧାରଣା ଦିଆଯାଇଥିଲା। ସମିତିର ଆବାହକ ଗୋପାଳଜୀ ପାଣିଗ୍ରାହୀଙ୍କ ନେତୃତ୍ୱରେ ସହରର ବିଭିନ୍ନ ସାମାଜିକ ସଂଗଠନ ଯୋଗ ଦେଇଥିଲେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବୈମାତୃକ…

ହାଇକୋର୍ଟରେ ପହଞ୍ଚିଲା ଅର୍ଚ୍ଚନା ନାଗ ମାମଲା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ହାଇକୋର୍ଟ ଗଲା ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା। ଘଟଣାର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା ପହଞ୍ଚିଛି। ଏଥିରେ କେନ୍ଦ୍ର, ରାଜ୍ୟ ସରକାର, ଇଡି, ମୁଖ୍ୟ ସଚିବ, ଗୃହ ବିଭାଗ, ପୋଲିସ ଡିଜି, ଖଣ୍ଡଗିରି ପୋଲିସ ଅଧିକାରୀ ଏବଂ…

ପୋଖରୀ ହୁଡ଼ାରେ ବିଷ ପିଇ ଜୀବନ ହାରିଲେ ମହିଳା, ପୁରୁଷ

ଲହୁଣୀପଡ଼ା,୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ବଡପୁରୁଣାପାଣି ପଞ୍ଚାୟତ ନୂଆଗାଁରେ ଥିବା ଏକ ପୋଖରୀ ହୁଡ଼ାରୁ ମହିଳା ଓ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ନୂଆଗାଁର ଯୋଗେନ୍ଦ୍ର କିଷାନ(୪୮) ଓ ଗାୟିତ୍ରୀ କିଷାନ(୪୨)। ଯୋଗେନ୍ଦ୍ର ବିବାହିତ।…

ନିକ୍‌ଙ୍କ ସହ କର୍‌ଓ୍ବାଚୌଥ୍‌ ପାଳନର ଫଟୋ ଶେୟାର କଲେ ପ୍ରିୟଙ୍କା

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ତାଙ୍କ କର୍‌ଓ୍ବାଚୌଥ ଫଟୋ ଶେୟାର କରିଛନ୍ତି। ଗୁରୁବାର ପ୍ରିୟଙ୍କା କର୍‌ଓ୍ବାଚୌଥ୍‌ ସ୍ବାମୀ ନିକ୍‌ଙ୍କ ସହ ପାଳନ କରିଥିଲେ। ତେବେ ଗତକାଲି ବଲିଉଡ୍‌ର ରବିନା ଟଣ୍ଡନ, କ୍ୟାଟ୍ରିନା କୈଫ୍‌, ମୌନୀରାୟଙ୍କ ପରି ଅନେକ ଅଭିନେତ୍ରୀ ଏହି…

ଏହି କ୍ରିକେଟର୍‌ ଥିଲେ ଧୋନୀଙ୍କ ଗୁରୁ

ଚେନ୍ନାଇ,୧୪।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିଜ ମନର କଥା ପ୍ରକାଶ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ଗୁରୁବାର ଟୁଇଟର୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ଧୋନୀ ସ୍ବୀକାର କରିଛନ୍ତି ଯେ, ସଚିନ ତେନ୍ଦୁଲକର କ୍ରିକେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?