Home Left

ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ରାୟଗଡ଼ା ଅଫିସ,୯।୭: ରାୟଗଡ଼ା ବାରିଝୋଲାସ୍ଥିତ ଜନ ସ୍ବାସ୍ଥ୍ୟ ଅଧିକାରୀ (ସିଡିଏମ୍‌ଓ)ଙ୍କ କାର୍ଯ୍ୟାଳୟରେ ଶନିବାର ଅଗ୍ନିକାଣ୍ଡ ଘଟିଛି । ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ରେକର୍ଡ ଓ କାଗଜପତ୍ର ପୋଡି ନଷ୍ଟ ହୋଇଯାଇଛି । ଅଗ୍ନିଶମ ବିଭାଗ ପହଞ୍ଚିି ନିଆଁକୁ ଆୟତ୍ତ କରିଛନ୍ତି। ଶର୍ଟସର୍କିଟ…

ଏଣିକି ମାସ୍କ ନ ପିନ୍ଧିଲେ ୫୦୦ଟଙ୍କା ଜରିମାନା

ଭୁବନେଶ୍ୱର,୯।୭(ବ୍ୟୁରୋ): ଏଣିକି ମାସ୍କ ନ ପିନ୍ଧିଲେ କଟିବ ଚାଲାଣ। ରାଜଧାନୀରେ କରୋନା ସଂକ୍ରମଣ ବଢୁଥିବାରୁ ବିମ୍‌ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ମାସ୍କ ନ ପିନ୍ଧିଲେ ୫ ଶହ ଟଙ୍କା ଜରିମାନା ହେବ ବୋଲି ରାଜଧାନୀବାସୀଙ୍କୁ ମେୟର ସୁଲୋଚନା ଦାସ ତାଗିଦ…

ଦୌଡ଼ିବାକୁ ପଡିବନି କାର୍ଯ୍ୟାଳୟ: ପୁରସ୍କାର ପାଇଁ ଅନ୍‌ଲାଇନରେ କରିବେ ଆବେଦନ

ନୂଆଦିଲ୍ଲୀ,୯ା୭: କ୍ରୀଡାବିତ୍‌ଙ୍କ ସୁବିଧା ପାଇଁ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ନୂତନ ପୋର୍ଟାଲ ଲଞ୍ଚ ହୋଇଛି। ଯୋଗ୍ୟ କ୍ରୀଡାବିତ୍‌ ଏହି ପୋର୍ଟାଲ ଜରିଆରେ ପୁରସ୍କାର ରାଶି ପାଇଁ ଅନଲାଇନରେ ଆବେଦନ କରିପାରିବେ। କେନ୍ଦ୍ର କ୍ରୀଡ଼ା ଓ…

ବର ପ୍ରଶେସନ ଗାଡ଼ିରେ ଲାଗିଗଲା ବିଦ୍ୟୁତ୍‌ ତାର

କେନ୍ଦୁଝର,୯।୭(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଆଟପୁର ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାହାଘର ଶୋଭାଯାତ୍ରା ଯାଉଥିଲା। ଏହି ସମୟରେ ବରଗାଡ଼ି ଆଗରେ ଯାଉଥିବା ଏକ ଡିଜେ ଗାଡ଼ିର କର୍ମଚାରୀଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ଶିବାନନ୍ଦ ନାୟକ…

ଆରମ୍ଭ ହେଲା ଛେରାପହଁରା

ପୁରୀ ଅଫିସ, ୯ା୭: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପୂର୍ବ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହା ସମାପନ ପରେ ଠାକୁରଙ୍କ ପହଣ୍ଡିବିଜେ ଆରମ୍ଭ ହୋଇଥିଲା। ପରେ…

ରୋହିତଙ୍କ ବିଶ୍ୱ ରେକର୍ଡ: ୨୦୨୧ରୁ ଗୋଟିଏ ବି ମ୍ୟାଚ ହାରିନି ଦଳ

ସାଉଥାମ୍ପଟନ୍‌,୯ା୭: ଅଧିନାୟକ ଭାବରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି ରୋହିତ ଶର୍ମା। ବିରାଟ କୋହଲିଙ୍କ ପରେ ଭାରତୀୟ ଦଳର ଦାୟିତ୍ୱ ସମ୍ଭାଳିଥିବା ରୋହିତଙ୍କ ନେତୃତ୍ୱରେ ଭାରତ ନ୍ୟୁଜିଲାଣ୍ଡ, ଓ୍ବେଷ୍ଟଇଣ୍ଡିଜ ଏବଂ ଶ୍ରୀଲଙ୍କାକୁ ପରାସ୍ତ କରିଥିବା ବେଳେ ବର୍ତ୍ତମାନ ଇଂଲଣ୍ଡ ବିପକ୍ଷ…

କର୍ନାଟକରେ ଭୂକମ୍ପ ଝଟକା

ବେଙ୍ଗାଲୁରୁ,୯।୭: କର୍ନାଟକର ବିଜୟପୁର ଓ ବାଗଲକୋଟ ଜିଲାରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୬ ରେକର୍ଡ କରାଯାଇଛି। ବିଜୟପୁର ଅଞ୍ଚଳରେ ଭୂମିକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ତଳେ ଥିବା ଚିହ୍ନଟ ହୋଇଛି। ତେବେ ଭୂକମ୍ପର ବର୍ତ୍ତମାନ…

୫ ମାସ ପରେ ଦଳକୁ ଫେରିଲେ କୋହଲି

ବର୍ମିଂହାମ,୯ା୭: ଖରାପ ଫର୍ମ ଦେଇ ଗତି କରୁଥିବା ବିରାଟ କୋହଲି ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି। ଦୀର୍ଘ ୫ ମାସର ବିରତି ପରେ ଟି-୨୦କୁ ଫେରୁଥିବା କୋହଲିଙ୍କ ପାଇଁ ଏବେ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅନ୍ୟପକ୍ଷେ କୋହଲିଙ୍କ ସ୍ଥାନରେ ଯୁବ ଖେଳାଳି…

ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି: ପିଲାଙ୍କୁ ନିସ୍ତୁକ ମାଡ଼

ମାଲକାନଗିରି, ୯ା୭ (ଡି.ଏନ.ଏ.): ସରକାରୀ ବିଦ୍ୟାଳୟରେ ପାଠ ପଢାଉଛନ୍ତି ଜଣେ ମାନସିକ ବିକାରଗ୍ରସ୍ତ ଶିକ୍ଷୟିତ୍ରୀ। ଶ୍ରେଣୀଗୃହରେ ମନ ଇଚ୍ଛା ପାଠ ପଢାଉଛନ୍ତି। ଯେତିକି ପାଠ ପଢାଉ ନାହାନ୍ତି ଛାତ୍ରୀଛାତ୍ରଙ୍କୁ ତାହାଠୁ ଅଧିକ ମାଡ ମାରୁଛନ୍ତି। ମାଲକାନଗିରି ଜିଲା ଚମ୍ପାନଗର ପ୍ରାଥମିକ ବିଦ୍ୟାଳୟରେ…

ଇନ୍‌ଷ୍ଟାଗ୍ରାମରୁ ଚେନ୍ନାଇ ସୁପର କିଙ୍ଗ୍ସର ଫଟୋ ହଟାଇଲେ ଜାଡେଜା

ମୁମ୍ବାଇ ୯।୭ : ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରୁ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ ୨୦୨୧-୨୦୨୨ର ସମସ୍ତ ପୋଷ୍ଟକୁ ହଟେଇ ଦେଇଛନ୍ତି। ଯାହାକୁ ନେଇ ଜାଡେଜା ଚେନ୍ନାଇ ଛାଡିବା ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ସୋସିଆଲ ମିଡିଆରେ…

ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଏବେ ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ।…

ପାଚେରି ଭିତରେ ଘୋଡ଼ାକୁ ଏମିିତି ଗେଲ କରୁଛି କୁକୁର

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri