Home Left

ବାଜପେୟୀଙ୍କ ବାୟୋପିକରେ ମୁଖ୍ୟ ଭୂମିକାରେ ନଜର ଆସିବେ ଏହି ଅଭିନେତା

ମୁମ୍ବାଇ: ବଲିଉଡରେ ପ୍ରତିବର୍ଷ ନିର୍ମାଣ ହେଉଛି ଜଣେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ବାୟୋପିକ୍ । ତେବେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରି ବାଜପେୟୀଙ୍କ ଉପରେ ଏକ ବାୟୋପିକ ନିର୍ମାଣ ନେଇ ପୂର୍ବରୁ ଘୋଷଣା ହୋଇସାରିଥିଲେ ବି ଏବେ ପର୍ଯ୍ୟନ୍ତ ଏଥିପାଇଁ…

୩ ଭାଜପା ଏମ୍‌ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ନୂଆଦିଲ୍ଲୀ,୯ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ପ୍ରସ୍ତୁତ ଜାଲ୍‌ ତଥା ବିକୃତ ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରି ଭାଜପା ଏମ୍‌ପି ରାଜ୍ୟବର୍ଦ୍ଧନ ସିଂ ରାଠୋର, ସୁବ୍ରତ ପାଠକ ଏବଂ ଭୋଳା ସିଂ ଅଡୁଆରେ ପଡ଼ିଛନ୍ତି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଆରମ୍ଭ ହେଲା ପହଣ୍ଡି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଠାକୁରଙ୍କ ନୀତିକାନ୍ତି ସମାପନ ପରେ ବର୍ତ୍ତମାନ ଆରମ୍ଭ ହୋଇଛି ପହଣ୍ଡି ବିଜେ। ସୁଦର୍ଶନ,ବଳଭଦ୍ର,ସୁଭଦ୍ରାଙ୍କ ପରେ କାଳିଆ ସାଆନ୍ତଙ୍କ…

ନବରଙ୍ଗପୁରରେ କଂଗ୍ରେସର ଜନସମ୍ପର୍କ ପଦଯାତ୍ରା

ଉମରକୋଟ/ରାଇଘର, ୯।୭(ସ୍ବ.ପ୍ର./ଡି.ଏନ୍‌.ଏ.): ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ନବରଙ୍ଗପୁର ଗ୍ରସ୍ତ କରି ରାଇଘରରେ ଏକ ସଂକଳ୍ପ ସମାବେଶ ଓ ମହାମିଶ୍ରଣ ପର୍ବରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ନବରଙ୍ଗପୁର ଜିଲା କଂଗ୍ରେସ କମିଟି ଆୟୋଜନ କରିଥିବା…

ଜମ୍ମୁ-କଶ୍ମୀରରେ ଭୂକମ୍ପ

ଜମ୍ମୁ,୯ ।୭: ଜମ୍ମୁ-କଶ୍ମୀରରେ ପ୍ରକୃତିର ତାଣ୍ଡବ ଜାରି ରହିଛି । ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା ପରେ ଏବେ ସେଠାରେ ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି…

ସୀତାରାମନ, ଗୋୟଲଙ୍କ ସମେତ ୨୭ ରାଜ୍ୟ ସଭା ସଦସ୍ୟ ଶପଥ ନେଲେ

ନୂଆଦିଲ୍ଲୀ,୯ା୭ :କେନ୍ଦ୍ର ମନ୍ତ୍ରୀ ନିର୍ମଳା ସୀତାରାମନ, ପୀୟୂଷ ଗୋୟଲ, ବିଜେଡି ନେତା ମାନସ ମଙ୍ଗରାଜ ଏବଂ ସୁଲତା ଦେଓଙ୍କ ସମେତ ୨୭ ଜଣ ନବନିର୍ବାଚିତ ରାଜ ସଭ୍ୟ ସଦସ୍ୟ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା…

ଧାରଣା ଭାଙ୍ଗିବାକୁ ପୋଲିସର ବଳପ୍ରୟୋଗ

ଭୁବନେଶ୍ୱର,୯।୭ (ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ଶୁକ୍ରବାର ୭ ଦିନ ବିତିଛି। ଘଟଣା ପରଠାରୁ ନ୍ୟାୟ ଦାବିରେ ବିଭିନ୍ନ ଛାତ୍ର ସଙ୍ଗଠନ ସଦସ୍ୟଙ୍କ ସହ ରୁଚିକାଙ୍କ ପରିବାର ଲୋକ କଲେଜ ଫାଟକ ସମ୍ମୁଖରେ…

ଧବଳେଶ୍ୱର ପୀଠକୁ ଆହୁରି ଆକର୍ଷଣୀୟ କରାଯିବ

ଭୁବନେଶ୍ୱର,୯।୭(ବ୍ୟୁରୋ): ପ୍ରଭୁ ଶ୍ରୀଧବଳେଶ୍ୱର ପୀଠରେ ଭକ୍ତ ଓ ଦର୍ଶନାର୍ଥୀଙ୍କ ସୁବିଧା ନିମନ୍ତେ କରାଯାଉଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଥିଲା। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…

୯ ଛୁଆ ଜନ୍ମ ଦେଲା ଆନାକୋଣ୍ଡା

ବାରଙ୍ଗ,୯।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପାଇଁ ପୁଣି ଖୁସି ଖବର। ନନ୍ଦନକାନନରେ ପ୍ରଥମ କରି ଗୁରୁବାର ଗୋଟିଏ ଛୁଆ ଜନ୍ମଦେଇ ଚର୍ଚ୍ଚାରେ ରହିଥିବା ଆନାକୋଣ୍ଡା ପୁଣି ଶୁକ୍ରବାର ୯ଟି ଛୁଆକୁ ଜନ୍ମଦେଇଛି। ଗୁରୁବାର ଗୋଟିଏ ଛୁଆ ଜନ୍ମ ଦେଇସାରିବା ପରେ ଏହି…

ମହାପ୍ରଭୁଙ୍କ ପାଇଁ ଗଢ଼ାସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୯ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ଶୁକ୍ଳ ଦଶମୀ ତିଥି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏକାଦଶୀ ତିଥିରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଓ…

ରୋହିତଙ୍କ ବିରୋଧରେ ହେବନି କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୭: ଘରୋଇ ଟିଭି ଚ୍ୟାନେଲ ଆଙ୍କର ରୋହିତ ରଞ୍ଜନଙ୍କ ବିରୋଧରେ କୌଣସି ରାଜ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ନ ନେବାକୁ ଶୁକ୍ରବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ୍‌ ଇନ୍ଦ୍ରାଣୀ ବାନାର୍ଜୀ, ଜେ.କେ ମାହେଶ୍ୱରୀଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏହି ଶୁଣାଣି କରିଛନ୍ତି।…

ଶ୍ରୀଗୁଣ୍ଡିଚା ମନ୍ଦିରକୁ ଗଲା ୩ ଆଖଡ଼ାର ନିଶାନ

ପୁରୀ ଅଫିସ, ୯ା୭: ଆଷାଢ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ୩ ଆଖଡ଼ାର ନିଶାନ ଶୋଭାଯାତ୍ରା ସମ୍ପନ୍ନ ହୋଇଛି। ବଡ଼ ଆଖଡ଼ା, ହାତୀ ଆଖଡ଼ା ଏବଂ ନିର୍ମାହୀ ଆଖଡ଼ା ପକ୍ଷରୁ ନିଶାନ ସହ ମଠର ମହନ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri