Home Left

ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୪ା୧୦: ବାରବାଟୀ-କଟକ ବିଧାୟକ ତଥା ମେଟ୍ରୋ ବିଲ୍‌କଡର୍ସର ପରିଚାଳନା ନିର୍ଦ୍ଦେଶକ ଇଂ. ମହମ୍ମଦ ମୋକିମଙ୍କ ପକ୍ଷରୁ ନିମ୍ନ ଅଦାଲତର ଦଣ୍ଡାଦେଶ ରାୟ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଶେଷ ହୋଇଛି। ବିଚାରପତି ବିଭୁପ୍ରସାଦ ରାଉତରାୟଙ୍କ ଇଜଲାସରେ ଗୁରୁବାର ଶୁଣାଣି…

ଯୋଗ-ଆୟୁର୍ବେଦର ଅନୁସନ୍ଧାନ କ୍ଷେତ୍ରରେ ପତଞ୍ଜଳି ଶ୍ରେଷ୍ଠ

ନୂଆଦିଲ୍ଲୀ,୧୪।୧୦: ୟୁନାଇଟେଡ୍‌ ନେସନ ବା ୟୁଏନ୍‌-ଏସ୍‌ଡିଜି ପୁରସ୍କାରପ୍ରାପ୍ତ ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣାଙ୍କୁ ଆଉ ଏକ ସମ୍ମାନ ଓ ମାନ୍ୟତା ଦିଆଯାଇଛି। ଏପରିକି ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟି ଏବଂ ଏଲ୍‌ସେଭିଅର ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି, ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣା ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ…

ପରୀକ୍ଷା ଖାତାରେ ବିବାହକୁ ନେଇ ଏମିତି ଉତ୍ତର ଲେଖିଲେ ଛାତ୍ର, ଦେଖିଲେ ହସିହସି ଗଡ଼ିବେ

ପ୍ରତିଦିନ କିଛି ନା କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ବେଳେବେଳେ ଭିଡିଓରେ ଭିନ୍ନ କିଛି ଦେଖିବାକୁ ମିଳିଥାଏ। ଯାହା କି ପରବର୍ତ୍ତୀ ସମୟରେ ଟ୍ରେଣ୍ଡ ପାଲଟିଯାଏ। ଏବେ ସେମିତି ଏକ ପୋଷ୍ଟ ଭାଇରାଲ ହେଉଛି, ଯାହା ଦେଖିଲେ ହସିହସି…

ଭଙ୍ଗା ଚାଉଳ ରପ୍ତାନିକୁ କେନ୍ଦ୍ରର ଅନୁମତି

ନୂଆଦିଲ୍ଲୀ,୧୪।୧୦: ଗତ କିଛିଦିନ ହେବ ଦେଶର ପ୍ରମୁଖ ବନ୍ଦରଗୁଡିକରେ ଟନ ଟନ ଭଙ୍ଗା ଚାଉଳ (ବ୍ରୋକେନ ରାଇସ) ରପ୍ତାନି ନ ହୋଇ ପଡିରହିଛି। କାରଣ ଭାରତ ସରକାର ନିକଟରେ ବିଦେଶକୁ ଚାଉଳ ରପ୍ତାନି ନ କରିବା ଲାଗି ଏକ ନିଷେଧାଦେଶ ଜାରି…

ଅବଦୁଲ ଲତିଫ ରଶିଦ ଇରାକ ରାଷ୍ଟ୍ରପତି ନିର୍ବାଚିତ

ବାଗଦାଦ,୧୪।୧୦: ଇରାକ ପାର୍ଲାମେଣ୍ଟ ସଦସ୍ୟମାନେ କୁର୍ଦ୍ଦିଶ ନେତା ଅବଦୁଲ ଲତିଫ୍‌ ରଶିଦ୍‌ଙ୍କୁ ଦେଶର ନୂଆ ରାଷ୍ଟ୍ରପତି ନିର୍ବାଚିତ କରିଛନ୍ତି। ଫଳରେ ବର୍ଷେ ହେଲା ଲାଗିରହିଥିବା ରାଜନୈତିକ ଅଚଳାବସ୍ଥା ଦୂର ହୋଇ ନୂଆ ସରକାର ଗଠନ ଲାଗି ପଥ ପରିଷ୍କାର ହୋଇଯାଇଛି। ଗୁରୁବାର…

ଦୋଷୀଙ୍କ ମୁକ୍ତି ସପକ୍ଷରେ ଷ୍ଟାଲିନ୍‌

ଚେନ୍ନାଇ, ୧୪ା୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଦଣ୍ଡାଦେଶ ଭୋଗୁଥିବା ୨ ଜଣ ବନ୍ଦୀଙ୍କ ପିଟିଶନକୁ ତାମିଲନାଡ଼ୁର ଡିଏମ୍‌କେ ସରକାର ସମର୍ଥନ କରିଛନ୍ତି। ଦୋଷୀ ଏସ୍‌. ନଳିନୀ ଏବଂ ଆର୍‌. ପି. ରାମଚନ୍ଦ୍ରନ୍‌ଙ୍କ…

ପତିତପାବନଙ୍କୁ ଏନ୍‌ଆଇଏଲ୍‌ଡି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ

କଣ୍ଟାପଡ଼ା, ୧୪ା୧୦(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ଅଧିକାରିତା ମନ୍ତ୍ରଣାଳୟ ଅଧୀନ କଟକ ଜିଲା ଓଲଟପୁରସ୍ଥିତ ଏସ୍‌ଭି ନିର୍‌ତାରର କାର୍ଯ୍ୟକାରୀ ନିର୍ଦ୍ଦେଶକ ପ୍ରଫେସର ଡା. ପତିତପାବନ ମହାନ୍ତିଙ୍କୁ କୋଲକାତାସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଲୋକୋମୋଟର ଡିଜାବିଲିଟିଜ୍‌ (ଏନ୍‌ଆଇଏଲ୍‌ଡି)ର କାର୍ଯ୍ୟକାରୀ ନିର୍ଦ୍ଦେଶକ…

ଆଜି ଓଡ଼ିଶା ଆସୁଛନ୍ତି ଖାର୍ଗେ

ଭୁବନେଶ୍ବର,୧୪ା୧୦(ବ୍ୟୁରୋ):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଯାଉଥିବା ମଲିକାର୍ଜୁନ ଖାର୍ଗେ ଶୁକ୍ରବାର ଓଡିଶା ଗସ୍ତରେ ଆସୁଛନ୍ତି। ଖାର୍ଗେ ନିର୍ବାଚନ ପୂର୍ବରୁ ତାଙ୍କୁ ସମର୍ଥନ ଲୋଡିବା ଲାଗି ଓଡିଶା ଆସୁତିବା ଜଣାପଡିଛି। ଖାର୍ଗେ ଓଡିଶାର ବହୁ କଂଗ୍ରେସ…

ଶିକ୍ଷକଙ୍କ ମାଡ଼ରେ ୧୨ ବର୍ଷର ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୪।୧୦ (ଆଇଏଏନ୍‌ଏସ୍‌):ଶିକ୍ଷକଙ୍କ ମାଡ଼ରେ ଗୁରୁତର ଆହତ ଜଣେ ୧୨ ବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଯାଇଛି। ଉକ୍ତ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ବେଡ୍‌ ନ ମିଳିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇବାରେ ବିଳମ୍ବ ହୋଇଥିଲା। ଫଳରେ ତାଙ୍କର…

ହିଜାବ ମାମଲାରେ ବିଭାଜିତ ରାୟ

ନୂଆଦିଲ୍ଲୀ,୧୪।୧୦(ପି.ଟି.):କର୍ନାଟକର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ନିଷେଧ ମାମଲାରେ ସୁପ୍ରିମକୋର୍ଟ ଗୁରୁବାର ବିଭାଜିତ ରାୟ ପ୍ରଦାନ କରିଛନ୍ତି। ଫଳରେ ଏକ ବୃହତ୍ତର ପୀଠରେ ମାମଲାର ବିଚାର ଲାଗି ଏହାକୁ ପ୍ରଧାନ ବିଚାରପତି (ସିଜେଆଇ)ଙ୍କ ପାଖକୁ ପଠାଯାଇଛି। ବୃହତ୍ତର ପୀଠରେ ବିଚାର ଶେଷ ନ ହେବା…

କୁକୁର କାମୁଡ଼ାରେ ଶିଶୁକନ୍ୟା ମୃତ, ୧୨ ଗୁରୁତର

ବଲାଙ୍ଗୀର ଅଫିସ, ୧୪ା୧୦: ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ବାଲିପଟା ଓ ସାନକଲଙ୍ଗାପାଲି ଗଁାରେ ଗୁରୁବାର ବୁଲା କୁକୁର ଆତଙ୍କରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ବୁଲା କୁକୁର ଉଭୟ ଗଁାର ୧୩ ଜଣଙ୍କୁ କାମୁଡ଼ି ଗୁରୁତର କରିଦେଇଥିଲା। ସବୁଠୁ…

ଭିତ୍ତିଭୂମି ଉପରେ ଭବିଷ୍ୟତ

ଅନୁଗୋଳ ଅଫିସ, ୧୪ା୧୦:ମଣିଷ ମାରିଲା ବାନ୍ଧବଗଡ଼ରୁ ଆସିଥିବା ବାଘୁଣୀ ସୁନ୍ଦରୀ। ମରଣ ମୁହଁରେ ପଡ଼ିଲା ମହାବଳ ବାଘ ମହାବୀର। ବନ ବିଭାଗର ଚରମ ବିଫଳତା ପାଇଁ ବେଶ୍‌ ବଦନାମ ହୋଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ। ମହାବୀର ମରିବା ପରଠାରୁ ୨୦୧୮ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?