Home Left

ଅନୁଭୂତିଭିତ୍ତିକ ଶିକ୍ଷା ବ୍ୟବସ୍ଥା

ପିଲାମାନେ ବିଭିନ୍ନ ମାଧ୍ୟମରେ ଶିଖନ୍ତି ଓ ବୁଝନ୍ତି। ଗାର୍ଡନରଙ୍କ ବହୁବିଧ ବୁଦ୍ଧିମତ୍ତା ତତ୍ତ୍ୱ ଅନୁଯାୟୀ, ସେମାନଙ୍କର ଦକ୍ଷତା ମଧ୍ୟ ପରସ୍ପରଠାରୁ ଭିନ୍ନ ହୋଇଥାଏ। କିଛି ବିଦ୍ୟାର୍ଥୀ ଚାକ୍ଷୁଷ ଶିକ୍ଷାକୁ ପସନ୍ଦ କରନ୍ତି, ଯେଉଁମାନେ ଜଣଙ୍କୁ ଦେଖି ବା ଅନୁକରଣ କରି ଶିଖନ୍ତି;…

ଯୋଗ୍ୟଙ୍କୁ ଖୋଜାଚାଲିଛି

ଏବେ କ୍ଷମତା ପରିସରରେ ପୁନର୍ବାର ଯେଉଁ ଗୁଞ୍ଜରଣ ଉଠିଛି ତାହା ଟିକସ ଓ ବଜେଟକୁ ନେଇ ନୁହେଁ। କିଏ ବୃହତ୍‌ ନିୟାମକ ସେବିକୁ ନିୟନ୍ତ୍ରଣ କରିବେ ତା’ଉପରେ ଏବେ ସମସ୍ତଙ୍କ ନଜର । ସରକାର ବର୍ତ୍ତମାନ ପୁଞ୍ଜିବଜାରର ସଂସ୍ଥା ସେବି ପାଇଁ…

ବାପା, ପ୍ରେମିକ ସହ ମିଶି ଯୁବକଙ୍କୁ ହତ୍ୟା କଲେ ପ୍ରେମିକା! ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ…  

ମାଲକାନଗିରି,୧୮ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା କତାପାଲ୍ଲୀ ପଞ୍ଚାୟତ ବଡାଗୁଡା ଗ୍ରାମ ନିକଟ କ୍ରସର ନିକଟ ଏକ ପୋଖରୀରୁ ଉଦ୍ଧାର ହୋଇଥିବା ମୃତଦେହ ଘଟଣାରେ ୩ଜଣଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ବିନୋଦ କୁମାର, ଶଙ୍କର ଇଣ୍ଡିଆ, ସାଗର…

ନୂଆପଡ଼ା ଉପନିର୍ବାଚନ: କିଏ ଜିତିବ ବାଜି, ପ୍ରମୁଖ ଦଳ ପାଇଁ ଅଗ୍ନିପରୀକ୍ଷା

ନୂଆପଡ଼ା,୧୮ା୧୦ (ମକାରୁ ବେମାଲ):ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ୩ ଦଳର ପ୍ରାର୍ଥୀ ଘୋଷଣା ସରିଛି। ପ୍ରଥମେ ଜାତୀୟ କଂଗ୍ରେସ ଆଦିବାସୀ ନେତା ଘାସିରାମ ମାଝିଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଳମ୍ବରେ ଭାଜପା ଜୟ ଢୋଲକିଆ ଓ ବିଜେଡି…

ନୂଆପଡ଼ା ଉପନିର୍ବାଚନ: ଆଜି ନାମାଙ୍କନ ଭରିବେ ଢୋଲକିଆ, ଘାସିରାମ ମାଝୀ

ଭୁବନେଶ୍ୱର,୧୮।୧୦: ଆଜି ନୂଆପଡ଼ାରେ ପ୍ରାର୍ଥିପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ। ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ। ଗତ ୧୧ ତାରିଖରେଜୟ ଢୋଲକିଆ ଭାଜପାରେ ସାମିଲ ହୋଇଥିଲେ । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ମଧ୍ୟ ଆଜି…

ଦୀପାବଳି ଛୁଟି ୨୦ ନା ୨୧: ସରକାରଙ୍କ ପକ୍ଷରୁ ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୧୮ା୧୦(ରବିନାରାୟଣ ଜେନା):ଚଳିତବର୍ଷ ଦୀପାବଳି ପାଇଁ ସରକାରୀ ଛୁଟିର ତାରିଖ ପରିବର୍ତ୍ତନ ହୋଇପାରେ। ଏସଂକ୍ରାନ୍ତରେ ଏକ ଫାଇଲ ରାଜସ୍ବ ବିଭାଗ ପକ୍ଷରୁ ସରକାରଙ୍କ ଅନୁମୋଦନ ପାଇଁ ପଠାଯାଇଛି। ସରକାରଙ୍କ ଅନୁମୋଦନ ପରେ ଦୀପାବଳି ଛୁଟି ସେପ୍ଟେମ୍ବର ୨୧(ମଙ୍ଗଳବାର) ପରିବର୍ତ୍ତେ ୨୦ ତାରିଖ(ସୋମବାର)କୁ ଘୋଷଣା…

୨୦୨୭ ବିଶ୍ୱକପକୁ ନେଇ ବଡ଼ ଖୁଲାସା କଲେ ରୋହିତ ଶର୍ମା, ଅଧୁରା ସ୍ବପ୍ନ ପୂରଣ କରିବାକୁ…

ନୂଆଦିଲ୍ଲୀ,୧୮।୧୦: ରୋହିତ ଶର୍ମା ୨୦୨୭ ଦିନିକିଆ ବିଶ୍ୱକପ ଖେଳିବା ନେଇ ନିଜର ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ସେ ୨୦୨୭ ବିଶ୍ୱକପ ଖେଳିବାକୁ ଚାହାଁନ୍ତି। ରୋହିତ ବର୍ତ୍ତମାନ ଅଷ୍ଟ୍ରେଲିଆରେ ଅଛନ୍ତି, ଯେଉଁଠାରେ ଭାରତୀୟ ଦଳ ଅକ୍ଟୋବର ୧୯ରୁ ଅଷ୍ଟ୍ରେଲିଆ…

ଭୋଟ ଚୋରି ପରେ ପ୍ରାର୍ଥୀ ଚୋରି କରୁଛି ଭାଜପା: ଭକ୍ତଙ୍କ ବସ୍ଫୋରକ ବୟାନ ପରେ…

ନୂଆପଡ଼ା,୧୮ା୧୦ (ମକାରୁ ବେମାଲ): ଭାଜପା ପ୍ରଥମେ ଭୋଟ ଚୋରି କରୁଥିଲା, ଏବେ ପ୍ରାର୍ଥୀ ଚୋରି କରୁଛି ବୋଲି ସ୍ଥାନୀୟ ଖୁଣ୍ଟିଆ ସମ୍ମିଳନୀ କକ୍ଷରେ ଗୁରୁବାର ସନ୍ଧ୍ୟାରେ ଆୟୋଜିତ ମିଶ୍ରଣ ପର୍ବରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ସେ ଆହୁରି…

ମା’ ମନସାଙ୍କ ବ ପୂଜା

ମୋରଡ଼ା,୧୭ା୧୦(ସ୍ମାରକ ମାଜୀ ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁ ପଞ୍ଚାୟତର ଫୁଲଝରି ଗ୍ରାମରେ ଥିବା ମା’ ମନସାଙ୍କ ମନ୍ଦିରରେ ଗୁରୁବାର ଅପରାହ୍ନରେ ବଡ଼ପୂଜା ଓ ବାର୍ଷିକ ଘଟଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ନିକଟରେ ଥିବା ଏକ ପୋଖରୀରୁ ୩୦୦ରୁ…

ବନ୍ଦ ହୋଇଯିବ Messenger App, ଏହି ତାରିଖ ପରେ କରିପାରିବେ ନାହିଁ ବ୍ୟବହାର 

ନୂଆଦିଲ୍ଲୀ,୧୭।୧୦: ଯଦି ଆପଣ ମେଟା କମ୍ପାନୀର ମେସେଞ୍ଜର ଆପ ବ୍ୟବହାର କରୁଛନ୍ତି, ତେବେ ଆଜିର ଏହି ଖବର ଆପଣଙ୍କ ପାଇଁ ବିଶେଷ। କମ୍ପାନୀ ନିକଟରେ ଘୋଷଣା କରିଛି ଯେ ମେସେଞ୍ଜର ଆପ୍‌ ଶୀଘ୍ର ବନ୍ଦ ହେବାକୁ ଯାଉଛି। ଉପଭୋକ୍ତାମାନଙ୍କୁ ସତର୍କ କରିବା…

କଂଗ୍ରେସ ଷ୍ଟାର୍‌ ପ୍ରଚାରକ ତାଲିକା : ସଚିନ ପାଇଲଟଙ୍କ ସହ ଆସୁଛନ୍ତି କହ୍ନେୟା

ନୂଆପଡ଼ା,୧୭।୧୦(ମକାରୁ ବେମଲ): ନୂଆପଡ଼ା ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ମାହୋଲ ସେତିକି ସରଗରମ ହେଉଛି। ବିଜେଡି ଆଜି ତାର ଷ୍ଟାର୍‌ ପ୍ରଚାରକ ତାଲିକା ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଷ୍ଟାର୍‌ ପ୍ରଚାରକ ତାଲିକା ଘୋଷଣା କରିଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri