ପବ୍ଜି ଖେଳରୁ ଜୀବନ ହାରିଲେ କଂଗ୍ରେସ ନେତାଙ୍କ ପୁଅ
ହାଇଦ୍ରାବାଦ, ୧୨ା୬: ଆନ୍ଧ୍ରପଦେଶର କ୍ରିଷ୍ଣା ଜିଲାରେ ରବିବାର ଏକ ଦୁଖଃଦ ଘଟଣା ଘଟିଛି। ଅନ୍ଲାଇନ୍ ପବ୍ଜି ଗେମ୍ରେ ହାରିବା ପରେ ସାଙ୍ଗମାନଙ୍କ ଥଟ୍ଟା ସହି ନ ପାରି ଜଣେ ୧୬ ବର୍ଷୀୟ ନାବାଳକ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମଛଲିପଟ୍ନମ୍ର କଂଗ୍ରେସ…
ଅଂଶୁଘାତରେ ଗଲା ୫ ଭକ୍ତଙ୍କ ଜୀବନ, ସମବେଦନା ଜଣାଇଲେ ମମତା
କୋଲକାତା,୧୨ା୬: ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲା ପାଣିହାଟିଠାରେ ଦଣ୍ଡ ମହୋତ୍ସବ ଚାଲିଥିବା ବେଳେ ରବିବାର ଅଂଶୁଘାତରେ ୫ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି। କିଛି ଅସୁସ୍ଥ ହୋଇ ଚିକିତ୍ସାଧୀନ ଅଛନ୍ତି। ପାଣିହାଟିର ଇସ୍କନ ମନ୍ଦିରରେ ପ୍ରାୟ ୫ଶହ ବର୍ଷ ପୁରୁଣା…
ବାଇକ୍ ଉପରେ ମାଡ଼ିଗଲା ଲୁହା ବୋଝେଇ ଟ୍ରକ୍
ଛତ୍ରପୁର,୧୨ା୬(ଡି.ଏନ.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆର୍ଇ ଆବାସିକ କଲୋନୀ ସମ୍ମୁଖ ରାସ୍ତାରେ ରବିବାର ଲୁହା ବୋଝେଇ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି ା ସେ ହେଲେ ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ଚନ୍ଦ୍ରପଦା ଗାଁର…
ମାଓବାଦୀ କ୍ୟାମ୍ପ ଠାବ, ମିଳିଲା ଗର୍ଭ ନିରୋଧକ ବଟିକା, କିଟ୍
ବଟିକା ଫୁଲବାଣୀ ଅଫିସ,୧୨।୬: କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅନ୍ତର୍ଗତ ସଶୀକେତା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି। ଜିଲା ପୋଲିସ ଏବଂ ଯବାନମାନେ କୋମ୍ବିଂ ଅପରେଶନ ଚଳାଇଥିବା ବେଳେ ଉକ୍ତ କ୍ୟାମ୍ପ ଠାବ କରିଥିଲେ। ସେଠାରୁ ବିପୁଳ…
ଗାଙ୍ଗୁଲିଙ୍କୁ ହକି ଇଣ୍ଡିଆର ଜର୍ସି ଉପହାର ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଭେଟିଛନ୍ତି। ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ଗାଙ୍ଗୁଲି ମ୍ୟାଚ୍ ପୂର୍ବରୁ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ହକି ଇଣ୍ଡିଆର ଜର୍ସି ଦେଇ ଗାଙ୍ଗୁଲିଙ୍କୁ…
ଗୋଟିଏ ରାତିରେ ଏକାଧିକ ଦୋକାନ, ଘରୁ ଚୋରି
ବ୍ରହ୍ମପୁର ଅଫିସ,୧୨।୬: କିଛି ଦିନର ନୀରବତା ପରେ ସହରରେ ପୁଣି ଚୋରଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଏକ ଚୋର ଗ୍ୟାଙ୍ଗ ଶନିବାର ରାତିରେ ଇଞ୍ଜିନିୟରିଂ ସ୍କୁଲ ଛକଠାରେ ଥିବା ଏକାଧିକ ଦୋକାନରୁ ଚୋରି କରି ପୋଲିସକୁ ଖୋଲା ଚାଲେଞ୍ଜ ଦେଇଛନ୍ତି। ଚୋରମାନେ…
ରାଷ୍ଟ୍ରପତି ନିର୍ବାଚନ ପାଇଁ ବିପକ୍ଷ ଦଳ ସହ ଆଲୋଚନ କରିବ ଭାଜପା
ନୂଆଦିଲ୍ଲୀ,୧୨।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ଉପଯୁକ୍ତ ରାଷ୍ଟ୍ରପତି ପ୍ରାର୍ଥୀ ଚୟନ ପାଇଁ ଭାଜପା ଏନଡିଏ ସହଯୋଗୀମାନଙ୍କ ସହ କଥା ହେବ। ଏହା ବ୍ୟତୀତ ଭାଜପା ୟୁପିଏ ସମର୍ଥିତ ଦଳ ତଥା ସ୍ବାଧୀନ ନେତାଙ୍କ…
କ୍ୟାଟ୍ରିନାଙ୍କ ଏହି ଗୀତରେ କଲେ ଡ୍ୟାନ୍ସ କଲେ ବିଦେଶୀ ଯୁବକ
ସାଧାରଣତଃ ବିବାହ ପ୍ରୋସେଶନରେ ବଲିଉଡ୍ କିମ୍ବା ସାଉଥ୍ ଫିଲ୍ମର ହିଟ୍ ଗୀତ ବାଜିଥାଏ। ଏହି ଗୀତ ଯେ, କେବଳ ଆମ ଦେଶରେ ସୀମିତ ତା’ ନୁହେଁ, ବଲିଉଡ୍ ଗୀତର କ୍ରେଜ୍ ବିଦେଶୀ ବିବାହରେ ମଧ୍ୟ ଦେଖିବାକୁ ମିଳିଛି। ଏହାର ଏକ ଭିଡିଓ…
ଜିଲାପାଳଙ୍କ ଗାଈ ଅସୁସ୍ଥ: ଚିକିତ୍ସା ପାଇଁ ୭ ଡାକ୍ତରଙ୍କୁ ନିର୍ଦ୍ଦେଶ
ଫତେହପୁର,୧୨।୬: ଉତ୍ତରପ୍ରେଦଶ ଫତେହପୁର ଜିଲାପାଳ ଅପୂର୍ବ ଦୁବେଙ୍କ ଗାଈ ଅସୁସ୍ଥ ହୋଇପଡିଛି। ଅସୁସ୍ଥ ଗାଈର ଯତ୍ନ ନେବା ପାଇଁ ଜିଲ୍ଲାପାଳ ୭ ଜଣ ସରକାରୀ ଡାକ୍ତରଙ୍କୁ ନିଯୁକ୍ତ କରିଛନ୍ତି। ରବିବାର ଦିନ ସୋସିଆଲ ମିଡିଆରେ ଏହି ଚିଠି ଭାଇରାଲ ହେବା ପରେ…
ବାରବାଟୀ ଷ୍ଟାଡିୟମରେ ପହଞ୍ଚିଲେ ୨ ଦଳର ଖେଳାଳି
କଟକ ଅଫିସ୍,୧୨।୫: କଟକର ବାରବାଟୀ ଷ୍ଟାଡିୟମରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯିବ। ଏଥିପାଇଁ ଉଭୟ ଦଳର ଖେଳାଳି ମେ’ ଫେୟାର ହୋଟେଲୁ ବାହାରି ଷ୍ଟାଡିୟମରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଉଭୟ ଦଳର…
ହିଂସା ସ୍ଥଳ ପରିଦର୍ଶନ କରିବାକୁ ଶୁଭେନ୍ଦୁ ଅଧିକାରୀଙ୍କୁ ମନା
କୋଲକାତା,୧୨।୬: ପଶ୍ଚିମବଙ୍ଗ ହାଓ୍ବଡ଼ା ଜିଲାରେ ହିଂସାକାଣ୍ଡ ଘଟିଥିବା ଘଟଣାସ୍ଥଳ ପରିଦର୍ଶନ କରିବାକୁ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ମନା କରାଯାଇଛି। ଏହା ବିରୋଧରେ ଆଇନର ଆଶ୍ରୟ ନେବେ ବୋଲି ଶୁଭେନ୍ଦୁ କହିବା ସହ ପୋଲିସକୁ…
ପ୍ରକାଶ ସିଂ ବାଦଲ ଅସୁସ୍ଥ, ମୋହାଲିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି
ଚଣ୍ଡିଗଡ଼,୧୨ ।୬: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳି ଦଳର ବରିଷ୍ଠ ନେତା ପ୍ରକାଶ ସିଂ ବାଦଲ ଶନିବାର ରାତିରେ ହଠାତ୍ ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କୁ ମୋହାଲିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମିଳିଥବା…
Archives


