ଭୁବନେଶ୍ୱରରେ ପହଞ୍ଚିଲେ ସୌରଭ ଗାଙ୍ଗୁଲି
ଭୁବନେଶ୍ୱର,୧୨।୫(ବ୍ୟୁରୋ): ବିସିସିଆଇ ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବାରବାଟୀ ମ୍ୟାଚ୍ ଦେଖିବା ପାଇଁ ଭୁବନେଶ୍ୱରରେ ପହଞ୍ଚିି ସାରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ସୌରଭ ଗାଙ୍ଗୁଲିଙ୍କୁ ହୋଟେଲ ନିଆଯାଇଛି। ସେଠାରୁ ସେ ବାଟବାଟୀ ଷ୍ଟାଡିୟମକୁ ଯିବେ।…
ପରିବାର ସହ ଦିଲ୍ଲୀ ଛାଡିଲେ ନବୀନ ଜିନ୍ଦଲ
ନୂଆଦିଲ୍ଲୀ,୧୨ ।୬: ଭାରତୀୟ ଜନତା ପାର୍ଟି(ଭାଜପା)ରୁ ବହିସ୍କୃତ ହୋଇଥିବା ନେତା ନବୀନ ଜିନ୍ଦଲ ପରିବାର ସହ ରବିବାର ଦିଲ୍ଲୀ ଛାଡିଛନ୍ତି । ତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ମିଳିବା ପରେ ସେ ତାଙ୍କ ପରିବାର ସହ ଦିଲ୍ଲୀ ଛାଡିଛନ୍ତି ।…
ମନ୍ତ୍ରୀଙ୍କ ପୁଅ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ଯୁବତୀଙ୍କ ଉପରେ କାଳିମାଡ
ନୂଆଦିଲ୍ଲୀ,୧୨।୬: ରାଜସ୍ଥାନରେ ଅଶୋକ ଗେହଲୋଟ ସରକାରର ମନ୍ତ୍ରୀ ମହେଶ ଯୋଶୀଙ୍କ ପୁଅ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ପୀଡିତାଙ୍କ ଉପରେ କାଳିମାଡ କରାଯାଇଛି। ଶନିବାର ରାତିରେ ଦିଲ୍ଲୀର ଶାହିନ ବାଗ ପୋଲିସ ଷ୍ଟେଶନ ଅଞ୍ଚଳରେ ଦୁଇଜଣ ଯୁବକ ପୀଡିତାଙ୍କ ଉପରେ ରାସାୟନିକ…
ଡ୍ରାମା କୁଇନ୍ଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ହ୍ୟାକ୍ କଲେ ପୂର୍ବତନ ସ୍ବାମୀ!
ମୁମ୍ବାଇ: ଡ୍ରାମା କୁଇନ୍ ରାଖୀ ସାଓ୍ବନ୍ତ ଏକ୍ସ-ହଜ୍ବ୍ୟାଣ୍ଡ ରିତେଶଙ୍କଠାରୁ ଅଲଗା ହେବା ପରେ ପୁଣି ଥରେ ପ୍ରେମିକ ଆଦିଲ ଖାନ୍ଙ୍କ ପ୍ରେମରେ ପଡ଼ିଛନ୍ତି। ପ୍ରେମିକ ତାଙ୍କ ମୁହଁରେ ହସ ଆଣି ଦେଇଥିବା ବେଳେ ଗତକାଲି ଯାହା ଘଟିଲା ଏହା ପରେ ରାଖୀ…
ମାଳଦ୍ୱୀପରେ ଛୁଟି କାଟୁଛନ୍ତି ଅନୁଷ୍କା
ଦୀର୍ଘ ୫ ବର୍ଷର ବିରତି ପରେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ବଡ ପରଦାରେ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି। ତାଙ୍କ ଅଭିନୀତ ଫିଲ୍ମ ‘ଚକଡା ଏକ୍ସପ୍ରେସ’ ଖୁବ ଶୀଘ୍ର ରିଲିଜ ହେବ। ଏହାପୂର୍ବରୁ ଅନୁଷ୍କା ଆଜିକାଲି ସ୍ବାମୀ ବିରାଟ କୋହଲି ଏବଂ…
ତାପସୀ ଶେୟାର କଲେ ନୂଆ ଫିଲ୍ମର ଟିଜର
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ମୁଭି ‘ସାବାସ ମିଠୁ’କୁ ନେଇ ଅଛନ୍ତି ଖୁବ୍ ଚର୍ଚ୍ଚାରେ । ମୁଭିରେ ତାପସୀ ଇଣ୍ଡିଆନ କ୍ରିକେଟ ଟିମ୍ର ଖେଳାଳୀ ମିତାଲି ରାଜଙ୍କ ଭୂମିକାରେ ନଜର ଆସିବେ । ଆଉ ଏହି ଚରିତ୍ରକୁ ନେଇ ଖୁବ୍…
କେସିଙ୍ଗାରେ କେନ୍ଦ୍ରମନ୍ତ୍ରୀ
କେସିଙ୍ଗା,୧୨ା୬(ଡି.ଏନ୍.ଏ.): କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜ୍ଜୁନ ମୁଣ୍ଡା ରବିବାର କେସିଙ୍ଗା ପରିଦର୍ଶନରେ ଆସିଛନ୍ତି। ମନ୍ତ୍ରୀ ଉତ୍କେଲା ଏରୋଡ୍ରମ ଫିଲ୍ଡ ପଡ଼ିଆରେ ଓହ୍ଲାଇ ଏକ କାର୍ରେ ପ୍ରଥମେ କେସିଙ୍ଗାସ୍ଥିତ ଆଦର୍ଶ କଲୋନୀ ପରିଦର୍ଶନରେ ଯାଇଥିଲେ। କଲୋନୀବାସୀ କଳସ ସ୍ଥାପନ କରି ସ୍ବାଗତ…
କୁନି ଝିଅର କୁମ୍ଭୀର ସାଥୀ
ପୋଷା ଜୀବଜନ୍ତୁ ରଖିବାକୁ ଅନେକେ ଭଲ ପାଆନ୍ତି। କିଏ କୁକୁର, ବିଲେଇ ତ କିଏ ଶୁଆ, ସାରୀ ପରି ଚଢେଇ ରଖନ୍ତି। ହେଲେ ନିକଟରେ ଏକ କୁନି ଝିଅ ନିଜ ପେଟ୍ର ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିବା ପରେ ଚର୍ଚ୍ଚା…
ପ୍ରୟାଗରାଜ ହିଂସା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଘରେ ଚଢିଲା ବୁଲ୍ଡୋଜର୍
ପ୍ରୟାଗରାଜ,୧୨।୬: ପ୍ରୟାଗରାଜ ହିଂସା ଘଟଣାରେ ଯୋଗୀ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଜାଭେଦ ପମ୍ପଙ୍କ ଘରେ ବୁଲଡୋଜର ଚଢିଛି। ଜାଭେଦଙ୍କ ବିଳାସପୂର୍ଣ୍ଣ ବଙ୍ଗଳା ଅଳ୍ପ ସମୟ ମଧ୍ୟରେ ମାଟିରେ ମିଶିଯାଇଛି। ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ…
ରଶି ଲଗାଇ ଝୁଲି ପଡ଼ିଲେ ନବବଧୂ, ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ
ଖଇରା,୧୨ା୬(ଡି.ଏନ୍.ଏ.): ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ଉଗ୍ର ରୂପ ନେବାରୁ ସ୍ତ୍ରୀ ଜୀବନ ହାରିଥିବା ବେଳେ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରି ଏବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ରଇଁତରା…
ବାସ୍ତୁ ଅନୁସାରେ ଘରେ ରଖନ୍ତୁ ଏଭଳି ହାତୀ ମୂର୍ତ୍ତି
ବାସ୍ତୁଶାସ୍ତ୍ର ଅନୁସାରେ ଘରେ ହାତୀଙ୍କ ମୂର୍ତ୍ତି କିମ୍ବା ଫଟୋ ରଖିଲେ କ’ଣ ସବୁ ଉପକାର ହୋଇଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ… * ଶୟନକକ୍ଷରେ ଯୋଡ଼ା ହାତୀଙ୍କ ମୂର୍ତ୍ତି କିମ୍ବା ଫଟୋ ରଖିଲେ ପତ୍ନୀପତିଙ୍କ ମଧ୍ୟରେ ଭଲପାଇବା ବୃଦ୍ଧି ପାଇବା ସହ…
ସମୁଦ୍ରରେ ଭାସିଗଲେ ଯୁବକ
ପୁରୀ ଅଫିସ,୧୨ା୬: ଗାଧୋଉଥିବା ବେଳେ ସମୁଦ୍ରରେ ଭାସି ଯାଇଛନ୍ତି ଜଣେ ଯୁବକ। ନିଖୋଜ ଯୁବକ ହେଉଛନ୍ତି ପଶ୍ଚିମବଙ୍ଗ ଚବିଶ ପ୍ରଗଣାର ଉଜ୍ବଳ ଦାସ। ଲାଇଫ୍ ଗାର୍ଡଙ୍କ ଦ୍ୱାରା ଏବେବି ଉଦ୍ଧାର କାର୍ଯ୍ୟ ଜାରିରହିଛି। ଖବର ଅନୁଯାୟୀ, ରବିବାର ସକାଳେ ଉଜ୍ବଳ ପୁରୀ…
Archives


