Home Left

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ ବାଂଲାଦେଶ ପ୍ରିମିୟର ଲିଗ ମ୍ୟାଚ ବାତିଲ କରିଛି। ସିଲହଟ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଆଜିର…

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ପାଇଁ ଏକ ବଡ଼ ଧକ୍କା ବୋଲି ବିବେଚନା କରାଯାଉଛି। BNPର ଦୀର୍ଘକାଳୀନ ନେତା ଭାବରେ,…

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ ଏହା ସୂଚନା ଦେଇଛି ଯେ ପ୍ରଧାନମନ୍ତ୍ରୀ ବିକାଶିତ ଭାରତ ରୋଜଗାର ଯୋଜନା ଅଧୀନରେ, ସରକାର…

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ ଜଙ୍ଗଲ ବିଭାଗର କର୍ମଚାରୀମାନେ ହାତୀର ଗତିବିଧିକୁ ନଜର ରଖିଛନ୍ତି। ଆନନ୍ଦପୁର ଡିଏଫ୍‌ଓ ପ୍ରଶାନ୍ତ ପଣ୍ଡାଙ୍କ…

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ କରିଛନ୍ତି। ବିଦେଶରେ ବସବାସ କରୁଥିବା ଲୋକଙ୍କ ମଧ୍ୟରୁ ଅଧିକାଂଶ ଧନୀ ହୋଇଥିଲେ ମଧ୍ୟ ଅନେକ…

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା । ଦୁୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳ ଚିତ୍କାର ଏବଂ କାନ୍ଦବୋବାଳିରେ ଫାଟି ପଡିଥିଲା । ଖବର…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌ ଆକର୍ଷିତ କରୁଛି। ଶୀତଋତୁ ତଥା ନୂଆବର୍ଷ ଅବସରରେ ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ…

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି। ରଣବୀର ସିଂ, ଅକ୍ଷୟ ଖାନ୍ନା, ସଞ୍ଜୟ ଦତ୍ତ, ଅର୍ଜୁନ ରାମପାଲ ଏବଂ ସାରା ଅଲି…

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ ଅଧିକାର କରି ଗୌରବ ଆଣିଛନ୍ତି। ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ୩ ଦିନ ଧରି…

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି। କିନ୍ତୁ ପୃଥିବୀର ସବୁଠାରୁ ଗରମ ସ୍ଥାନ ହେଉଛି ଇଥିଓପିଆରେ ଥିବା ଏକ ଦୂରବର୍ତ୍ତୀ ଅଞ୍ଚଳ…

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅବଦାନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବାଂଲାଦେଶର ପ୍ରଥମ…

ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ

ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ । ପ୍ରେମିକା ଅଭିଭାଙ୍କ ସହ ରେହାନଙ୍କ ନିର୍ବନ୍ଧ ନିଶ୍ଚିତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ, ଉଭୟଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri