ଅଳକାଙ୍କୁ ଜିତାଇବା ପାଇଁ ସଂକଳ୍ପ
ବ୍ରଜରାଜନଗର,୧୮ା୫(ଡି.ଏନ.ଏ.): ବ୍ରଜରାଜନଗର ଉପର୍ନିବାଚନ ପାଖେଇ ଆସୁଥିବାବେଳେ ବିଜେଡି ପକ୍ଷରୁ ସ୍ଥାନୀୟ ମାହେଶ୍ୱରୀ ଭବନଠାରେ ମଙ୍ଗଳବାର ଏକ ନିର୍ବାଚନୀସଭା ଅନୁଷ୍ଠିତ ହୋଇଥିଲା। ଦଳର ନଗର ସଭାପତି ରାଧାକାନ୍ତ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ କୁମାର ଜେନା…
ବିଜେଡି, ଭାଜପା ପ୍ରାର୍ଥୀଙ୍କ ପ୍ରଚାର ପ୍ରତିଯୋଗିତା
ଝାରସୁଗୁଡ଼ା ଅଫିସ,୧୮ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ଓ ଭାଜପା ପ୍ରାର୍ଥତ୍ନୀ ରାଧାରାଣୀ ପଣ୍ଡା ନିଜ ସମର୍ଥକଙ୍କୁ ଧରି ଲଖନପୁର ବ୍ଲକ୍ ୧୯ଖଣ୍ଡ ମୌଜା ଅଞ୍ଚଳରେ ପ୍ରଚାର ଆରମ୍ଭ କରିଛନ୍ତି। ଏଠାରେ ଉଭୟ ପ୍ରାର୍ଥିନୀଙ୍କ ପ୍ରଚାର ପ୍ରତିଯୋଗିତା…
ଧର୍ମ ନାମରେ ଦେଶ ବିଭାଜନ ଷଡ଼ଯନ୍ତ୍ର କରୁଛି ଭାଜପା
ନୂଆଦିଲ୍ଲୀ,୧୮ା୫(ପି.ଟି.): ଧର୍ମ ନାମରେ ଲୋକଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରି ଭାଜପା ଦେଶ ବିଭାଜନ ଲାଗି ଷଡ଼ଯନ୍ତ୍ର ଚଳାଇଥିବା ମଙ୍ଗଳବାର କଂଗ୍ରେସ ଅଭିଯୋଗ କରିଛି। ଲୋକଙ୍କୁ ଏକତା ସୂତ୍ରରେ ବାନ୍ଧି ରଖିବା ଲାଗି କଂଗ୍ରେସ ସାରା ଦେଶରେ ‘ଭାରତ ଯୋଡ଼’ ଯାତ୍ରା…
ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସଆପ ଡାଉନ
ୱାଶିଂଟନ,୧୮ ।୫: ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସଆପ ଡାଉନ ଥିବା କୁହାଯାଉଥିବା ବେଳେ ଅଧିକାଂଶ ୟୁଜର୍ସଙ୍କ ପାଇଁ ଏହା ସମସ୍ୟା ହୋଇଯାଇଛି । ଡାଉନଡିଟେକ୍ଟରର ରିପୋର୍ଟ ଅନୁଯାୟୀ, ମେଟା ପ୍ଲାଟଫର୍ମସକୁ ୟୁଏସ ଓ ୟୁକେରେ ସମସ୍ୟା ହୋଇଛି । ଏପର୍ଯ୍ୟନ୍ତ ଏହି ସମସ୍ୟାର…
ମୁମ୍ବାଇ ବିସ୍ଫୋରଣ: ୪ ଆତଙ୍କବାଦୀ ଗିରଫ
ଗାନ୍ଧୀନଗର,୧୮ା୫: ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍ (ଏଟିଏସ୍) ୧୯୯୩ ମୁମ୍ବାଇ ସିରିଜ୍ ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ଅବୁ ବକର, ସୟଦ୍ କୁରେଶି, ମହମ୍ମଦ ଶୋଏବ କୁରେଶି ଏବଂ ମହମ୍ମଦ ୟୁସୁଫ…
୨ ଆଇନଜୀବୀଙ୍କୁ ୮ ଲକ୍ଷ ଟଙ୍କା ଜରିମାନା
ନୂଆଦିଲ୍ଲୀ,୧୮।୫: ଟ୍ରାଫିକ୍ ଭିଡ଼, ବାୟୁ ପ୍ରଦୂଷଣ ଓ ନିର୍ଗମନ ନିୟମ ପ୍ରସଙ୍ଗରେ ଆବେଦନ କରିଥିବା ୨ ଆଇନଜୀବୀଙ୍କ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଦୃଷ୍ଟାନ୍ତମୂଳକ ଭାବେ ୮ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି। ଜଷ୍ଟିସ ଏଲ୍. ନାଗେଶ୍ୱର ରାଓଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ…
ଚଣ୍ଡିଗଡ଼-ମୋହାଲି ସୀମାରେ ଚାଷୀଙ୍କ ଧାରଣା
ଚଣ୍ଡିଗଡ଼,୧୮।୫ (ପି.ଟି.): ଗହମ ଉପରେ ବୋନସ ସମେତ ବିଭିନ୍ନ ଦାବି ନେଇ ପଞ୍ଜାବର ଆମ୍ ଆଦ୍ମୀ ପାର୍ଟି ସରକାର ଉପରେ ଚାପ ପକାଇବାକୁ ରାଜଧାନୀ ଚଣ୍ଡିଗଡ଼ ଅଭିମୁଖେ ଯାଉଥିବା ଚାଷୀଙ୍କୁ ଅନୁମତି ନ ମିଳିବାରୁ ମଙ୍ଗଳବାର ସେମାନେ ଚଣ୍ଡିଗଡ଼-ମୋହାଲି ସୀମାରେ ଧାରଣାରେ…
ହାଇକୋର୍ଟ ମୁଖ୍ୟ ବିଚାରପତି ପଦ ପାଇଁ ୫ ନାମ ସୁପାରିସ
ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଧାନ ବିଚାରପତି ଏନ୍.ଭି. ରମନାଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ବିଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀକୁ ପଦୋନ୍ନତି ନିମନ୍ତେ ୫ ବିଚାରପତିଙ୍କ ନାମ ସୁପାରିସ କରିଛନ୍ତି। ମଙ୍ଗଳବାର କଲେଜିୟମ ବୈଠକ ବସି ଏହି ନିଷ୍ପତ୍ତି ନିଆଯିବା ସହ ପ୍ରସ୍ତାବ…
ଆସାମ ବନ୍ୟାରେ ୮ ମୃତ, ୨ ଲକ୍ଷ ପ୍ରଭାବିତ
ଗୁଆହାଟୀ,୧୮।୫: ପ୍ରାକ୍ ମୌସୁମୀ ବର୍ଷାରେ ଆସାମର ବିଭିନ୍ନ ନଦୀରେ ପ୍ରବଳ ବନ୍ୟା ଆସି ୨୪ ଜିଲା କ୍ଷତିଗ୍ରସ୍ତ ହୋଇଛି। ବନ୍ୟାଜନିତ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଚାଚରରେ ଅନ୍ୟ ୬ ଜଣ ନିଖୋଜ ଅଛନ୍ତି। ୨ ଲକ୍ଷରୁ…
ମୁହଁ ଖୋଲିଲେ ନବବିବାହିତା
ଭୁବନେଶ୍ୱର, ୧୮।୫(ବ୍ୟୁରୋ): ସର୍ବସମ୍ମୁଖରେ ସ୍ବାମୀଙ୍କୁ ଚାପୁଡା ମାରି ଭିଣୋଇଙ୍କ ସହ ଜଣେ ନବବିବାହିତା ଫେରାର ହେବା ଘଟଣା ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି। ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିବାବେଳେ ସ୍ବାମୀ ବଳରାମ ସାହୁ ସ୍ତ୍ରୀ ଓ…
କୁଆଖାଇରେ ବୃହତ୍ ଆନିକଟ ନିର୍ମାଣ ହେଉ
ଭୁବନେଶ୍ୱର, ୧୮।୫ (ବ୍ୟୁରୋ): ମିଳିତ ଜାତିସଂଘ ପକ୍ଷରୁ ୨୦୧୪-୧୫ରେ ହୋଇଥିବା ଏକ ଅଧ୍ୟୟନରୁ ଭୁବନେଶ୍ବର ଚତୁଃପାର୍ଶ୍ୱରେ ମରୁଭୂମିର ଆଭାସ ସ୍ପଷ୍ଟ ହେଉଛି। ଏଠାରେ ବର୍ଷା ଋତୁ ବ୍ୟତୀତ ଅନ୍ୟ ସମୟରେ ମାଟି ଉପରୁ ୫ରୁ ୬ଫୁଟ ତଳ ପର୍ଯ୍ୟନ୍ତ ଜଳୀୟ ଅଂଶ…
ଭିତର ସେବାୟତ ପରିବାରଙ୍କୁ ମିଳିବ ଶିକ୍ଷା, ସ୍ବାସ୍ଥ୍ୟ ସୁବିଧା
ପୁରୀ ଅଫିସ,୧୮ା୫: ଶ୍ରୀମନ୍ଦିର ଭିତର ସେବାୟତ ନିଯୋଗ ଏବଂ ହାଇଟେକ୍ ମେଡିକାଲ କଲେଜ ଓ ହସ୍ପିଟାଲ୍ ମଧ୍ୟରେ ମଙ୍ଗଳବାର ଏକ ରାଜିନାମା ସ୍ବାକ୍ଷରିତ ହୋଇଛି। ସେବାୟତ ନିଯୋଗର ପରିବାର ସଦସ୍ୟମାନଙ୍କୁ ହାଇଟେକ୍ ମେଡିକାଲ କଲେଜ ଶିକ୍ଷା ଓ ସ୍ବାସ୍ଥ୍ୟ ସୁବିଧା ଯୋଗାଇଦେବ।…
Archives


