Home Left

ସମାଜସେବାରେ ବ୍ରତୀ ଅଙ୍କିତା

ଢେଙ୍କାନାଳ ଜିଲା କାବେରା ପଞ୍ଚାୟତ ଦଧିସିଂଗା ଗ୍ରାମର ରଞ୍ଜିତା ଏବଂ ବିଷ୍ଣୁ ଚରଣ ସାହୁଙ୍କ ଜ୍ୟେଷ୍ଠା କନ୍ୟା ଅଙ୍କିତା। ଯେଉଁ ବୟସରେ ପିଲାମାନେ ରଙ୍ଗିନ ସ୍ବପ୍ନ ଦେଖିବାରେ ବିଭୋର ସେହି ବୟସରେ ଅଙ୍କିତା, ସମସ୍ତ ସାମାଜିକ ପ୍ରତିବନ୍ଧକ ଓ ପ୍ରତିକୂଳ ପରିସ୍ଥିତିକୁ…

ପୁଇଁତୋଳାରେ ଲକ୍ଷ୍ମୀପୂଜା: ବୁଧବାର ମା’ଙ୍କ ଭସାଣି

ଗଞ୍ଜାମ,୧୧।୧୦(ଡି.ଏନ୍‌.ଏ.): ଚଳିତବର୍ଷ ପ୍ରଥମ ଥର ପାଇଁ ପୁଇଁତୋଳା ସାନସାହିରେ କୁମାରପୂର୍ଣ୍ଣିମା ଉପଲକ୍ଷେ ମା’ଲକ୍ଷ୍ମୀଙ୍କ ପୂଜା ଧୁମ୍‌ଧାମରେ ପାଳିତ ହେଉଛି। ଏଥିପାଇଁ ରବିବାର କଳସ ଯାତ୍ରା ହୋଇଥିଲା । ସାହିର ୫୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ କଳସ ଯାତ୍ରାରେ ସାମିଲ ହୋଇଥିଲେ…

ଦେଶରେ ୧,୯୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୫୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୮ ଜଣଙ୍କ ମୃତ୍ୟୁ ଘଟଥିବା ଜଣାପଡିଛି। ନୂତନ ମାମଲା…

ବର୍ଷାରେ ଭୁଶୁଡ଼ିଲା କାନ୍ଥ

ପାରଳାଖେମୁଣ୍ଡି,୧୧ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଅଞ୍ଚଳରେ ଲଗାଣ ବର୍ଷାରେ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିଛି। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କୁସୁମପଲ୍ଲୀ ଗାଁର ଲିଙ୍ଗରାଜ ନାୟକ ତାଙ୍କ ପରିବାର ସହ ଘରେ ଶୋଇଥିବା…

ରାଜପଥରେ ଗାଡ଼ି ଧକ୍କାରେ ୨ଗାଈ ମୃତ, ୫ ଗୁରୁତର

ଗଞ୍ଜାମ,୧୧।୧୦: ଗଞ୍ଜାମ ଏନ୍‌ଏସି ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ସୋମବାର ବିଳମ୍ବିତ ରାତିରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ୨ଟି ଗାଈର ମୃତ୍ୟୁ ଘଟିଥିବା ବେଳେ ୫ଟି ଗାଈ ଗୁରୁତର ଆହତ ହୋଇଛନ୍ତି। ମଙ୍ଗଳବାର ଭୋରୁ ଗାଈଗୁଡ଼ିକ ଗୁରୁତର…

ଚିକିତ୍ସାରେ ଅବହେଳାରୁ ଶିଶୁଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲରେ ଉତ୍ତେଜନା

ଗଜପତି,୧୧।୧୦: ଗଜପତି ଜିଲା ପାରଳାଖେମୁଣ୍ଡି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଏନେଇ ହସ୍ପିଟାଲରେ ପରିସରରେ ଉତ୍ତେଜନା ପରିସ୍ଥତି ସୃଷ୍ଟି ହୋଇଛି। ଡାକ୍ତର ନ ଥିବାରୁ ନର୍ସଙ୍କ ଦ୍ବାରା ଶିଶୁଙ୍କୁ ଚିକିତ୍ସା କରାଯାଇଥିଲା। ଫଳରେ…

ମନ୍ଦିରରେ ରହୁଥିବା ‘ଶାକାହାରୀ କୁମ୍ଭୀର’ର ମୃତ୍ୟୁ

ଥିରୁଭାନନ୍ତପୁରମ,୧୦।୧୦: କେରଳର ଶ୍ରୀ ଅନନ୍ତପଦ୍ମନାବା ସ୍ବାମୀ ମନ୍ଦିରରେ ରହୁଥିବା ‘ଶାକାହାରୀ କୁମ୍ଭୀର’ ଦେହାନ୍ତ ହୋଇଛି। ‘ବାବିଆ’ ଭାବରେ ଜଣାଶୁଣା ଏହି କୁମ୍ଭୀରଟି ଗତ ୭୦ ବର୍ଷ ଧରି ମନ୍ଦିରର ହ୍ରଦରେ ରହୁଥିଲା। ଏହି କୁମ୍ଭୀର ବିଷୟରେ ସବୁଠାରୁ ବିଶେଷ କଥା ହେଲା…

ପରମ୍ପରା, ଭାଇଚାରା ବଜାୟ ରଖିବାକୁ ଗୁରୁତ୍ୱ

ସୋନପୁର,୧୧।୧୦(ନି.ପ୍ର): ସୁବର୍ଣ୍ଣପୁର ଜିଲା କୈବର୍ତ୍ତ ସମାଜ ପକ୍ଷରୁ କାର୍ତ୍ତିକ କୃଷ୍ଣପକ୍ଷ ପ୍ରତିପଦା ଅବସରରେ ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ବାର୍ଷିକ ମହାପୂଜା ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ଜୁଗାର ଯାତ୍ରା ଆୟୋଜିତ ହୋଇଥିଲା। ଶତାଧିକ ମହିଳା ଓ ପୁରୁଷ ଏଥିରେ…

ଚାଲିଗଲେ ଶିଶୁ କଳାକାର ରାହୁଲ କୋଲି

ଗୁଜରାଟୀ ଫିଲ୍ମ ‘ଛେଲୋ ଶୋ’ର ଶିଶୁ କଳାକାର ରାହୁଲ କୋଲିଙ୍କ କ୍ୟାନସର୍‌ରେ ଦେହାନ୍ତ ହୋଇଛି। ଚଳିତ ବର୍ଷର ଓସ୍କାରରେ ‘ଛେଲୋ ଶୋ’ ପ୍ରବେଶ କରିଛି। ଏହି ଫିଲ୍ମଟି ଅକ୍ଟୋବର ୧୪ରେ ରିଲିଜ ହେବାକୁ ଯାଉଛି। ଫିଲ୍ମ ରିଲିଜ ହେବା ପୂର୍ବରୁ ମଧ୍ୟ…

ଚମକ ଭରିଛି ଚାନ୍ଦିମେଢ଼

ଢେଙ୍କାନାଳ ଅଫିସ, ୧୧।୧୦ (ରତନ ନାୟାର): ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ପବିତ୍ର କୁମାରପୂର୍ଣ୍ଣିମା ରାତିରେ ଧରାବତରଣ କରିଛନ୍ତି ଧନଦାତ୍ରୀ। ବେଦମନ୍ତ୍ର ଧ୍ୱନିରେ ମଣ୍ଡପରେ ପାରମ୍ପରିକ ନୀତିକାନ୍ତି ଅନୁଯାୟୀ ପୂଜାର୍ଚ୍ଚନା ଆରମ୍ଭ ହୋଇଥିବାବେଳେ ଆକର୍ଷଣ ସାଜିଛି ମା’ଙ୍କ ସୁବର୍ଣ୍ଣ ଆଭୂଷଣ।…

ଅମିତାଭଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୧୦: ବଲିଉଡ ମହାନାୟକ ଅମିତାଭ ବଚ୍ଚନ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ମହାନାୟକଙ୍କ ଲମ୍ବା ଏବଂ ସୁସ୍ଥ ଜୀବନ ପ୍ରାର୍ଥନା କରିଛନ୍ତି। ସେ ଟୁଇଟ୍‌ ଯୋଗେ ଲେଖିଛନ୍ତି,…

ମେଶିନ କରିବ ସହର ସଫେଇ

ଅନୁଗୋଳ ଅଫିସ, ୧୧ା୧୦: ଅନୁଗୋଳ ସହର ପ୍ରଦୂଷଣ ବଳୟ ଭିତରେ ରହୁଛି। ବିଭିନ୍ନ ସମୟରେ ଏହି ପ୍ରଦୂଷଣ ପାଇଁ ସହରୀ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି। ତେଣୁ ଅନୁଗୋଳ ସହର ସଫେଇ ପାଇଁ ଝାଡ଼ୁ ମାରୁଥିବା ଗାଡ଼ି ଅଣାଯାଇଛି। ସୋମବାର ପୂର୍ବାହ୍ନରେ ଗାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?