Home Left

ମୁଖ୍ୟମନ୍ତ୍ରୀଙ୍କ ତାରାତାରିଣୀ ଗସ୍ତ ଆଜି

ପୁରୁଷୋତ୍ତମପୁର/ଛତ୍ରପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଯୋଗଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କର ୧ଘଣ୍ଟା ୧୦ ମିନିଟ୍‌ର ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟରରେ ଆସି ପୂର୍ବାହ୍ନ ୯ଟା ୫୦…

ସିଂହମୂର୍ତ୍ତି ଗଙ୍ଗବଂଶର ହୋଇଥାଇପାରେ

ପୁରୀ ଅଫିସ,୧୮ା୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ମିଳିଥିବା ଭଗ୍ନ ସିଂହମୂର୍ତ୍ତି ଗଙ୍ଗ ବଂଶ ରାଜତ୍ୱ ସମୟର ହୋଇଥାଇପାରେ ବୋଲି ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ (ଏଏସ୍‌ଆଇ) ଅଧୀକ୍ଷକ ଅରୁଣ ମଲ୍ଲିକ ମଙ୍ଗଳବାର କହିଛନ୍ତି।…

ବାଲେଶ୍ୱରରେ ୨୫ଶହ ବର୍ଷ ତଳର ସଭ୍ୟତା

ମାନସ ବିଶ୍ୱାଳ ବାଲେଶ୍ୱର ଅଫିସ, ୧୮ା୫: ବାଲେଶ୍ୱର ରେମୁଣା ବ୍ଲକର ଦୁର୍ଗାଦେବୀ ଅଞ୍ଚଳରେ ୨୫ଶହ ବର୍ଷ ତଳର ସଭ୍ୟତା ଥିବା ଅନୁମାନ କରାଯାଉଛି। ଭାରତୀୟ ପ୍ରନତ୍ତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ)ର ଅନୁମତିକ୍ରମେ ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଏହି ଅଞ୍ଚଳରେ ସର୍ଭେ କରାଯାଇ…

୮୨ ଜଣଙ୍କ ନାଁ ସଙ୍ଗିନ ଅପରାଧ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ବିଭିନ୍ନ ଅପରାଧରେ ସମ୍ପୃକ୍ତ ଥିବା ବ୍ୟକ୍ତି ଜନପ୍ରତିନିଧି ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଉଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ବିଜୟୀ ହୋଇ ଜନପ୍ରତିନିଧି ଭାବେ ପ୍ରଶାସନ କ୍ଷେତ୍ରରେ ସିଧାସଳଖ ସାମିଲ ହେଉଛନ୍ତି। ଗତ ଫେବୃୟାରୀରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ସତ୍ୟପାଠ ତର୍ଜମା…

କିଡ୍‌ନୀ ଦେଇ ୨ଜଣଙ୍କୁ ବଞ୍ଚାଇଲେ ‘ସିଦ୍ଧି’

ଭୁବନେଶ୍ୱର (ବ୍ୟୁରୋ) /କଟକ ଅଫିସ/ ଭଞ୍ଜନଗର (ଡି.ଏନ୍‌.ଏ.),୧୮।୫: ନିଜେ ସିନା ଚାଲିଗଲେ କିନ୍ତୁ କିଡ୍‌ନୀ ଦାନ କରି ବଞ୍ଚାଇ ଦେଲେ ଆଉ ଦୁଇଜଣଙ୍କ ଜୀବନ। ଦଶମ ଶ୍ରେଣୀର ଛାତ୍ରୀ ସିଦ୍ଧି ସମୃଦ୍ଧିଙ୍କ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଥିଲା। ଏହାପରେ…

ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): କୃଷି ଯନ୍ତ୍ରାଂଶ ସବ୍‌ସିଡି ହଡ଼ପ ଘଟଣାର ତଦନ୍ତ ପାଇଁ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି ଲୋକାୟୁକ୍ତ। ଜୁଲାଇ ୧୫ ମଧ୍ୟରେ ଆବଶ୍ୟକ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତ ଗତ ୧୩ ତାରିଖରେ ନିର୍ଦ୍ଦେଶ ଦେଇଥିବା…

ବାରବାଟୀ ମ୍ୟାଚ୍‌ ନେଇ ଅନିଶ୍ଚିତତା

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିିୟମ୍‌ରେ ଆସନ୍ତା ୧୨ତାରିଖରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ କ୍ରିକେଟ୍‌ ମ୍ୟାଚ୍‌କୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଷ୍ଟାଡିୟମ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ସମ୍ପର୍କରେ ସବିଶେଷ ତଥ୍ୟ ଦାଖଲ କରିବାକୁ ଓଡ଼ିଶା ମାନବ…

ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା

ଆସିକା/ଭଞ୍ଜନଗର,୧୮।୫ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ଅଗ୍ନିଶମ କେନ୍ଦ୍ରର ଜଣେ ଡ୍ରାଇଭର (ହାବିଲଦାର) ସୋମବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଦୟାନିଧି ମହାନ୍ତ। ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢ଼ାକେନ୍ଦୁ ଜଙ୍ଗଲରେ ବେକରେ ରଶି ଲଗାଇ ସେ ଝୁଲି ପଡ଼ିମଥିଲେ। ମଙ୍ଗଳବାର…

ବାନ୍ଧବୀଙ୍କୁ ବିବାହ କରିବେ ବିଧାୟକ ବିଜୟଶଙ୍କର

ଜଗତ୍‌ସିଂହପୁର ଅଫିସ, ୧୮।୫: ତିର୍ତ୍ତୋଲ ବିଧାୟକ ତଥା ସ୍ଥାନୀୟ ମକୁନ୍ଦପୁର ବିଜୟଶଙ୍କର ଦାସ (୩୦) ଖୁବ୍‌ଶୀଘ୍ର ତାଙ୍କ ବାନ୍ଧବୀ ତଥା ସ୍ଥାନୀୟ ଦେଉଳୀଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯)ଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏନେଇ ଉଭୟେ…

ଗଣଶିକ୍ଷା ବିଭାଗର ସ୍ପଷ୍ଟୀକରଣ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ତୃତୀୟ ଶ୍ରେଣୀର ଭାଷା ପଠନ ପୁସ୍ତିକାରେ ତ୍ରୁଟି ପରିଲକ୍ଷିତ ହୋଇଥିବା ଖବର ସୋମବାର ‘ଧରିତ୍ରୀ’ର ତୃତୀୟ ପୃଷ୍ଠାରେ ପ୍ରକାଶ ପାଇଥିଲା। ପୁସ୍ତକରେ ଇଂଲିଶ ଭାଷାକୁ ବ୍ୟବହାର କରାଯିିବା ସହ ଚିତ୍ରରେ…

ମିଳିଥିବା ଭଗ୍ନ ସିଂହ ମୂର୍ତ୍ତି ଗଙ୍ଗବଂଶର ହୋଇଥାଇପାରେ

ପୁରୀ ଅଫିସ,୧୭।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ଭଗ୍ନ ସିଂହମୂର୍ତ୍ତି ମିଳିବା ଘଟଣା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇବା ପରେ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ (ଏଏସ୍‌ଆଇ)ର ଚେତା ପଶିଛି। ମଙ୍ଗଳବାର ଏହି…

ବୁଧବାର କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନଠାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ତେବେ ନିର୍ଦ୍ଦିଷ୍ଟ ଭାବେ କେଉଁ କେଉଁ ଏଜେଣ୍ଡା କ୍ୟାବିନେଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri