Home Left

ଜୈବବିବିଧତା କ୍ଷେତ୍ରରେ ଟିଏସ୍‌ଏମ୍‌ଏଲ୍‌ ସମ୍ମାନିତ

ଭୁବନେଶ୍ୱର,୧୧।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଟାଟା ଷ୍ଟିଲ ମାଇନିଂ ଲିମିଟେଡ଼ (ଟିଏସ୍‌ଏମ୍‌ଏଲ୍‌)କୁ ‘ଗ୍ରୋ ଉଇଥ୍‌ ନେଚର’ ଏବଂ ‘ନେଚର ଆଣ୍ଡ ୱାଇଲ୍ଡ ଲାଇଫ୍‌ କଞ୍ଜରଭେଶନ୍‌ ସୋସାଇଟି ଅଫ୍‌ ଓଡ଼ିଶା’ (ଏନ୍‌ଡବ୍ଲ୍ୟସିଏସ୍‌ଓ) ପକ୍ଷରୁ ସମ୍ମାନିତ କରାଯାଇଛି। ବିଶେଷକରି ଜୈବବିବିଧତାର ସଂରକ୍ଷଣ ଦିଗରେ…

ମହାନଦୀ ଗିଳୁଛି ବହାକୁଦ କାଜୁ ଜଙ୍ଗଲ

ମହାକାଳପଡା,୧୧ା୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବହାକୁଦ ଗଁା ସଂଲଗ୍ନ ମହାନଦୀର ପଠାରେ ଥିବା କାଜୁ ଜଙ୍ଗଲ ଧ୍ୱଂସହେବାରେ ଲାଗିଛି। ଶତାଧିକ କାଜୁ ଗଛ ସମୁଦ୍ର ଜୁଆର ମାଡ଼ରେ ଭାସି ଯାଉଥିବା ଦେଖିବାକୁ ମିଳୁଛି। ଏହି କାଜୁ ଜଙ୍ଗଲ…

ସେନ୍‌ସେକ୍ସରେ ୨୦୦ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ,୧୦।୧୦: ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି କ୍ରମାଗତ ଭାବେ ଷ୍ଟକ୍‌ ବଜାରର କାରବାର ଉପର ତଳ ରହିବା ଏବଂ ଅନ୍ତଜାର୍ତୀୟ ଘଟଣା ଯୋଗୁ ଦଲାଲ ଷ୍ଟ୍ରିଟ୍‌ର କାରବାର ମଧ୍ୟ…

ମାୟା ଜାଲରେ ଫସିଥିବା ବଡ଼ବଡ଼ିଆ ଚୁପ୍‌

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କୁ ନେଇ ଚର୍ଚ୍ଚା ଥମୁନାହିଁ। ହେଲେ ଅର୍ଚ୍ଚନାଙ୍କ ମାୟା ଜାଲରେ ଫସିଥିବା ବିଭିନ୍ନ ରାଜନୈତିକ ଦଳର ବରିଷ୍ଠ…

ୟୁକ୍ରେନ ଉପରେ ରୁଷିଆର ମିଶାଇଲ ମାଡକୁ ନିନ୍ଦା କଲେ ବାଇଡେନ

ୱାଶିଂଟନ,୧୧ ।୧୦: ଏବେ ସବୁଠି ଚର୍ଚ୍ଚାରେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ । କଛିଦିନ ଏହା ନରମ ପଡିଯାଇଥିବା ବେଳେ ଏବେ ଦୁଇ ଦିନ ହେବ ପୁଣି ଆକ୍ରମକ ହୋଇଉଠିଛି ରୁଷିଆ । କ୍ରିମିଆ ବ୍ରିଜ ବିସ୍ଫୋରଣ ପରେ ଅଧିକ ଆକ୍ରମକ ହୋଇ ରୁଷିଆ…

ଜାରିହେଲା ନିର୍ଦ୍ଦେଶନାମା, ଏଣିକି ଜରିମାନା

ଭୁବନେଶ୍ୱର, ୧୧।୧୦ (ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଅଧିକ ପରିଷ୍କାର ରଖିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ଏହାକୁ ସଫଳ କରିବା ପାଇଁ କମିଶନର ନିଜେ ଉଦ୍ୟମ ଆରମ୍ଭ କରିଛନ୍ତି। ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ମୋଟା ଅଙ୍କର…

ନବରାତ୍ରରେ ରିଟେଲ ଭେହିକିଲ ବିକ୍ରି ୫୭% ବୃଦ୍ଧି

ନୂଆଦିଲ୍ଲୀ,୧୧।୧୦: ଚଳିତ ବର୍ଷ ନବରାତ୍ରରେ ରିଟେଲ ଭେହିକିଲ ବିକ୍ରି ପ୍ରାୟ ୫୭% ବୃଦ୍ଧି ସହ ୫୩୯,୨୨୭ ୟୁନିଟ୍‌ରେ ପହଞ୍ଚତ୍ଛି। ଏପରିକି ଅଟୋମୋବାଇଲ କ୍ଷେତ୍ର ବର୍ତ୍ତମାନ ଏକ ବଡ଼ ଅଭିବୃଦ୍ଧି ଏବଂ ପୁନରୁଦ୍ଧାରର ସଙ୍କେତରେ ରହିଛି। ବିଶେଷକରି ଗତ ବର୍ଷ ଏହି ସମୟ(୨୦୨୧-୨୨)…

ଆଜି କଂଗ୍ରେସ, ୧୨ରେ ବିଜେଡିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର,୧୧ା୧୦ (ବ୍ୟୁରୋ):ବିରୋଧୀ ଦଳ ଉପନେତା ତଥା ଭାଜପା ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଧାମନଗର ଉପ ନିର୍ବାଚନ ପାଇଁ ସୂର୍ଯ୍ୟବଂଶୀ ସୁରଜ୍‌ଙ୍କୁ ଭାଜପା ପ୍ରାର୍ଥୀ କରିଛି। ମଙ୍ଗଳବାର ଭାଜପା ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବାକୁ ଯାଉଥିବା ବେଳେ କଂଗ୍ରେସ…

ୟୁକ୍ରେନ ସୀମାରେ ବେଲାରୁଷ ସୈନ୍ୟ

କିଭ୍‌,୧୧ା୧୦: ରୁଷିଆ ସହଯୋଗୀ ରାଷ୍ଟ୍ର ବେଲାରୁଷ ରାଷ୍ଟ୍ରପତି ଆଲେକ୍‌ଜାଣ୍ଡର ଲୁକାଶେଙ୍କୋ ସୋମବାର ନିଜ ସୈନ୍ୟଙ୍କୁ ୟୁକ୍ରେନ୍‌ ସୀମା ନିକଟରେ ମୁତୟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କିଭ୍‌ ଏବଂ ଏହାର ସହଯୋଗୀ ତଥା ପାଶ୍ଚାତ୍ୟ ଦେଶଗୁଡ଼ିକ ପକ୍ଷରୁ ବେଲାରୁଷ ପାଇଁ ବିପଦ ବଢ଼ୁଥିବାରୁ…

ହବିଷିଆଳିଙ୍କୁ ଶାଲ୍‌ ଉପହାର ଦେବେ ସରକାର

ପୁରୀ ସହର,୧୧ା୧୦: ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ଅର୍ନ୍ତଭୂକ୍ତ ବୃନ୍ଦାବତୀ ନିବାସକୁ ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିବା ସହ କାର୍ତ୍ତିକ ହବିଷିଆଳି ବ୍ରତ-୨୦୨୨ର ଶୁଭାରମ୍ଭ କରିଛନ୍ତି। ୧୧୮ଟି କୋଠରି ଥିବା ଆଠମହଲା ବିଶିଷ୍ଟ…

ଦେଖିବାକୁ ମିଳୁନି ବିଜୁ ଗାଁ ଗାଡ଼ି

କଟକ ଅଫିସ, ୧୧।୧୦: ରାଜ୍ୟର ଗ୍ରାମାଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳରେ ରହୁଥିବା ଲୋକଙ୍କ ପାଇଁ ଗମନାଗମନ ସୁବିଧା କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ୨୦୧୪ ଫେବୃୟାରୀରେ ବିଜୁ ଗଁା ଗାଡ଼ି ଯୋଜନା ଆରମ୍ଭ କରିଥିଲେ। ବିଶେଷକରି ରାଜ୍ୟର ଉପାନ୍ତ ଅଞ୍ଚଳର ଅର୍ଥନୈତିକ…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଭୁବନେଶ୍ୱର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ସୋମବାର ଭିଜିଲାନ୍ସ ଜାଲରେ ଫସିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ମାନସଙ୍କ ଭୁବନେଶ୍ୱରସ୍ଥିତ ସରକାରୀ କାର୍ଯ୍ୟାଳୟ, ଜଗତ୍‌ସିଂହପୁର ଜିଲା କୁଜଙ୍ଗ ନିକଟ ଗାଣ୍ଡିକାପୁରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?