Home Left

ପାର୍ବଣରେ ବନ୍ଧା ହେଲେଣି ୮୮୨ ଜୁଆଡି

ଛତ୍ରପୁର,୧୦ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପୂଜା ପାର୍ବଣ ଋତୁ ଆସିଲେ ଜୁଆଖେଳ ଆସର ଜମିଥାଏ। ଦଶହରା ପୂର୍ବରୁ ଆରମ୍ଭ ହୋଇ କୁମାର ପୂର୍ଣ୍ଣିମା ଓ କାଜୀପୂଜା ପର୍ଯ୍ୟନ୍ତ ଏହି ଖେଳ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥାଏ । ଉଭୟ ପୁରୁଷ, ମହିଳା, ଯୁବକ…

ଭତ୍ତା, ରାଶନ ପାଇଁ ବୃଦ୍ଧ ମା’ବାପାଙ୍କୁ ବାନ୍ଧି ନିର୍ଯାତନା

ବାଲେଶ୍ୱର ଅଫିସ, ୧୦।୧୦-ଭତ୍ତା, ରାଶନ କାର୍ଡ ପାଇଁ ଏକ ବୃଦ୍ଧ ଦମ୍ପତିଙ୍କୁ ତାଙ୍କ ପୁଅ ଘରେ ବାନ୍ଧି ୮ ମାସ ହେଲା ନିର୍ଯାତନା ଦେବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି। ସୋମବାର ଜିଲାପାଳଙ୍କଠାରେ ଅଭିଯୋଗ ହେବା ପରେ ଘଟଣା ପଦାକୁ…

ଧକ୍କା ଦେଲା ସରକାରୀ ଗାଡ଼ି: ୫ ଗୁରୁତର

ଭବାନୀପାଟଣା,୧୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆଠାରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଜଳ ସମ୍ପଦ ବିଭାଗର ଏକ ସରକାରୀ ଗାଡ଼ି ବାଇକ୍‌ରେ ଯାଉଥିବା ଲୋକଙ୍କୁ ପଛକୁ ପଛ ଧକ୍କା ଦେଇଛି। ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ…

ପୈତୃକ ଗ୍ରାମରେ ପହଞ୍ଚିଲା ମୁଲାୟମଙ୍କ ପାର୍ଥିବ ଶରୀର: ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦।୧୦: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି(ଏସ୍‌ପି)ର ପ୍ରତିଷ୍ଠାତା ମୁଲାୟମ୍‌ ସିଂହ ଯାଦବଙ୍କ ସୋମବାର ସକାଳେ ପରଲୋକ ଘଟିଛି। ଅପରାହ୍ନରେ ତାଙ୍କର ପାର୍ଥିବ ଶରୀର ପୈତୃକ ଗ୍ରାମ ଉତ୍ତରପ୍ରଦେଶର ସୈଫଇରେ ପହଞ୍ଚିଛି। ଅନ୍ତିମ ଦର୍ଶନ ପାଇଁ ତାଙ୍କ ବାସଭବନରେ ହଜାର…

ଶ୍ରମିକଙ୍କ ଗୋଡ଼ ହାତ କଟା ଘଟଣା: ଥାନାରେ ରୁଜୁ ହେଲା ମାମଲା

ଆର୍‌.ଉଦୟଗିରି,୧୦।୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଏକ ମାମଲା ରୁଜୁ କରିଛି। ଶାଙ୍କଙ୍କ ସ୍ତ୍ରୀ ସୁଶୀଳା ମୁର୍ମୁଙ୍କ ଏତଲାକୁ ଭିତ୍ତିକରି ଅଡ଼ବା ପୋଲିସ…

ହଠାତ୍‌ ଟୁଇଟର୍‌ ଛାଡିଲେ କରଣ ଜୋହର

ବଲିଉଡର ପ୍ରସିଦ୍ଧ ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହର ହଠାତ୍‌ ଟୁଇଟର୍‌କୁ ଅଲବିଦା କହିଛନ୍ତି। ସେ ଏକ ଟୁଇଟ୍‌ କରି ଟୁଇଟର୍‌ରୁ ବିଦାୟ ନେଇଛନ୍ତି। ସେ ତାଙ୍କର ଶେଷ ଟୁଇଟ୍‌ରେ ଲେଖିଛନ୍ତି, ମୁଁ ଆହୁରି ସକରାତ୍ମକ ଶକ୍ତି ପାଇଁ ସ୍ଥାନ ପ୍ରସ୍ତୁତ…

‘ଜଣେ ବ୍ୟକ୍ତି କଶ୍ମୀର ସମସ୍ୟାର ସମାଧାନ କରିପାରିଲେ ନାହିଁ’ ନାମ ନ ନେଇ ନେହେରୁଙ୍କୁ ଟାର୍ଗେଟ କଲେ ମୋଦି

ଅହମଦାବାଦ,୧୦ ।୧୦: ତିନି ଦିନିଆ ଗୁଜରାଟ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସେ ଭରୁଚ ଜିଲାର ଆମୋଦରେ ୮ହଜାର କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପରିଯୋଜନା ସମର୍ପିତ କରିଛନ୍ତି । ଏହାସହ ଦେଶର ପ୍ରଥମ ବଲ୍କ ଡ୍ରଗ ପାର୍କର…

ଦୁୁର୍ଘଟଣା ପରେ ବଦଳିଗଲା ଚେହେରା

ମୁମ୍ବାଇ: ଏମିତି ସମୟ ଥିଲା ଯେତେବେଳେ ଅଭିନେତ୍ରୀ ଅନୁ ଅଗ୍ରୱାଲ ନିଜ ଅଭିନୟ ଯାଦୁରେ ଦର୍ଶକଙ୍କୁ ମତୁଆଲା କରୁଥିଲେ । ଫିଲ୍ମ ‘ଆଶିକି’ରେ କାମ କରି ଅନୁ ରାତାରାତି ଷ୍ଟାର ପାଲଟି ଯାଇଥିଲେ । ହେଲେ ଏକ ଦୁର୍ଘଟଣା ଅନୁଙ୍କ ଜୀବନକୁ…

ପ୍ରଥମ ଅଭ୍ୟାସ ମ୍ୟାଚ୍‌ ଜିତିଲା ଭାରତ

ପର୍ଥ,୧୦।୧୦: ଅଷ୍ଟ୍ରେଲିଆରେ ୨୦୨୨ ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ ହେଉଥିବା ଭାରତ ସୋମବାର ପର୍ଥରେ ପଶ୍ଚିମ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଅଭ୍ୟାସ ମ୍ୟାଚ ଖେଳିଛି। ଏହି ମ୍ୟାଚରେ ଭାରତ ପଶ୍ଚିମ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କରିଛି। ସୁର୍ଯ୍ୟକୁମାର ଯାଦବ ଏବଂ…

ଉତ୍ତରପ୍ରଦେଶରେ ବନ୍ୟା, ଗଲାଣି ୩୪ ଜୀବନ

ଲକ୍ଷ୍ନୌ,୧୦।୧୦: ଲଗାଣ ବର୍ଷା ଯୋଗୁ ଉତ୍ତରପ୍ରଦେଶରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ରାଜଧାନୀ ଲକ୍ଷ୍ନୌ ସମେତ ୪୫ ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ…

ସଞ୍ଜୟ ରାଉତଙ୍କୁ ଆଶ୍ୱସ୍ତି ନାହିଁ

ମୁମ୍ବାଇ,୧୦।୧୦: ପାତ୍ରା ଚୌଲ ଜମି ଦୁର୍ନୀତି ମାମଲାରେ ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ କୋର୍ଟରୁ ଝଟ୍‌କା ମିଳିଛି। ସଞ୍ଜୟଙ୍କ ନ୍ୟାୟିକ ହେପାଜତକୁ କୋର୍ଟ ଅକ୍ଟୋବର ୧୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସେହି ଦିନ ତାଙ୍କ ଜାମିନ ଆବେଦନ ମଧ୍ୟ ଶୁଣାଣି ହେବ।…

ଏଭରେଷ୍ଟ ଚଢିଲେ ବିଗ ବି!

ମୁମ୍ବାଇ: ବଲିଉଡର ମେଗାଷ୍ଟାର ବିଗ ବି ଅଭିତାଭ ବଚ୍ଚନ ମଙ୍ଗଳବାର ପାଳନ କରୁଛନ୍ତି ତାଙ୍କର ୮୦ ତମ ଜନ୍ମଦିନ । ତାଙ୍କର ଏହି ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ସାମ୍ନାକୁ ଆସିଛି ତାଙ୍କ ଅଭିନୀତ ଫିଲ୍ମ ‘ଉଁଚାଇ’ର ଫାଷ୍ଟ ଲୁକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?