Home Left

ରାଜଧାନୀରେ କମୁଛି କରୋନା ମାମଲା

ନୂଆଦିଲ୍ଲୀ,୧୬।୫: ରାଜଧାନୀ ଦିଲ୍ଲୀରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଗତ କିଛି ଦିନରୁ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୭୭ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାଜନିତ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୯୧୦…

ଲକ୍ଷ୍ନୌରେ ପହଞ୍ଚିଲେ ମୋଦି

ଲକ୍ଷ୍ନୌ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉତ୍ତରପ୍ରଦେଶ ଗସ୍ତ କରିଛନ୍ତି। ସନ୍ଧ୍ୟାରେ କୁଶୀନଗରରୁ ପ୍ରଧାନମନ୍ତ୍ରୀ ମୋଦି ଲକ୍ଷ୍ନୌ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସେ ସିଧାସଳଖ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନକୁ ଯିବେ। ସେଠାରେ ମୋଦି ଯୋଗୀ ସରକାରଙ୍କ ମନ୍ତ୍ରୀମାନଙ୍କ…

ମିଳିଲା ନାହିଁ ସହାୟତା , ପୋଖରୀ ଖୋଳିଲେ ମହିଳା

ବଡ଼ଗାଁ, ୧୬।୫(ଡି.ଏନ୍‌.ଏ.): ସରକାରଙ୍କ ପକ୍ଷରୁ ମିଳିଲା ନାହିଁ ସହାୟତା , ଜନପ୍ରତିନିଧି ଓ ଦଳୀୟ ନେତାମାନେ ମଧ୍ୟ ଦୃଷ୍ଟି ଦେଲେନି। ଶେଷରେ ଗାଧୋଇବା ସମସ୍ୟାର ଦୂରୀକରଣ ପାଇଁ ଅଣ୍ଟା ଭିଡିଲେ ମହିଳା ଗୋଷ୍ଠୀ। ପୋଖରୀର ଉନ୍ନତିକରଣ କରି ଦେଖାଇଦେଲେ। ଏଭଳି ଏକ…

ଗୁଣି ସନ୍ଦେହରେ ମାଡ଼ ଘଟଣା: ଥାନାରେ ଭଉଣୀଙ୍କ ଅଭିଯୋଗ

ଗଞ୍ଜାମ,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଗଡ଼ ହୁମ୍ମା ଗ୍ରାମରେ ଦୁଇ ଜଣଙ୍କୁ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗିବା ଘଟଣାରେ ସୋମବାର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଆହତ କିଶୋର ଦାସଙ୍କ ଭଉଣୀ ସୋମବାର ଥାନାରେ ଲିଖିତ…

ଗିରଫ ଭୟରେ ମାଟିଖାଲ ଗାଁ ପୁରୁଷଶୂନ୍ୟ

ମାଲକାନଗିରି,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ପୋଲିସକୁ ଆକ୍ରମଣ ଘଟଣାରେ ମାଟିଖାଲ ଗ୍ରାମ ଉପରେ ପୋଲିସ ସୋମବାର ଚଢ଼ାଉ କରିଛି। କୋରାପୁଟ, ଲମତାପୁଟ ଏବଂ ମାଛକୁଣ୍ଡର ୫ ପ୍ଲାଟୁନ ପୋଲିସ ମିଳିତ ଭାବରେ ଚଢ଼ାଉ କରିବାରୁ ଗ୍ରାମ ପୁରୁଷଶୂନ୍ୟ ହୋଇଯାଇଛି। ଏଯାବତ୍‌ କାହାକୁ ଗିରଫ କରା…

ଟସ୍‌ ଜିତି ପଞ୍ଜାବର ବୋଲିଂ ନିଷ୍ପତ୍ତି

ମୁମ୍ବାଇ,୧୬।୫: ମୁମ୍ବାଇର ଡି ଓ୍ବାଇ ପାଟିଲ ସ୍ପୋଟର୍‌ସ ଏକାଡେମୀରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୪ତମ ମ୍ୟାଚ ପଞ୍ଜାବ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ପଞ୍ଜାବ କିଙ୍ଗ୍ସ ଅଧିନାୟକ ମୟାଙ୍କ ଅଗ୍ରଓ୍ବାଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି…

କାଳବୈଶାଖୀରେ ଉଡ଼ିଲା ଆଜ୍‌ବେଷ୍ଟସ୍‌

କ.ନୂଆଗାଁ,୧୬।୫(ଡି.ଏନ.ଏ.): କାଳବୈଶାଖୀ ପ୍ରଭାବରେ କନ୍ଧମାଳ କ.ନୂଆଗାଁ ବ୍ଲକ ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହା ଗ୍ରାମରେ ବ୍ୟାପକ କ୍ଷତି ହୋଇଛି। ପ୍ରବଳ ବର୍ଷା ପବନ ହେବାରୁ ଗ୍ରାମର ୧୫ରୁ ଉଦ୍ଧର୍‌ବ ଲୋକଙ୍କ ଘର ଆଜ୍‌ବେଷ୍ଟସ୍‌ ଉଡ଼ିଯାଇଛି l ଛପର ଉଡିଯିବା ଫଳରେ ଘରେ ଥିବା…

ବିକାଶ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୋଲସରା,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ କଳମ୍ବ ଗ୍ରାମରେ ଶନିବାର ସାମାନ୍ୟ ବଚସାରୁ ବିକାଶ ସାହୁ ଓରଫ କାଉ(୨୮)ଙ୍କୁ ହତ୍ୟା କରାଯାଇଥିଲା। ଏନେଇ ପୋଲସରା ଥାନାରେ ଏକ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହତ୍ୟା ମାମଲା…

ଆଜି ବି କଶ୍ମୀରରେ ପଣ୍ଡିତ ସୁରକ୍ଷିତ ନାହାନ୍ତି

ନୂଆଦିଲ୍ଲୀ,୧୬।୫: କଶ୍ମୀର ପଣ୍ଡିତଙ୍କ ହତ୍ୟା ସମ୍ପର୍କରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଛି ଦିନ ପୂର୍ବରୁ କଶ୍ମୀରରେ ଜଣେ ସରକାରୀ କର୍ମଚାରୀ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ଭାରତୀୟ ସେନା ମଧ୍ୟ…

ରାଜ୍ୟରୁ ସୁସ୍ଥ ହେଲେ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ହଜାର୦୧୭ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଅବହେଳାରୁ ଆଶ୍ରମ ସ୍କୁଲ ଛାତ୍ରଙ୍କ ମୃତ୍ୟୁ

ମାଲକାନଗିରି,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ନନ୍ଦିନୀଗୁଡା ଆଶ୍ରମ ବିଦ୍ୟାଳୟରେ ଚିକିତ୍ସା ଅବହେଳାରୁ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତ ଛାତ୍ର ଜଣକ ହେଲେ ନାକାମାମୁ ପଞ୍ଚାୟତ ନିଳାପାରି ଗ୍ରାମର ରାଜୁ…

ବିବାଦରେ କମେଡି କୁଇନ୍‌

ଅଢୁଆରେ କମେଡି କୁଇନ୍‌ ଭାରତୀ ସିଂହ। ଜୋକ କରିବା ତାଙ୍କୁ ମହଙ୍ଗା ପଡିଛି। ଦାଢି ନିଶକୁ ନେଇ କମେଡି କରିବାରୁ ବିବାଦ ସୃଷ୍ଟି ହୋଇଛି। ନିକଟରେ ଭାରତୀ ନିଜର ଏକ ଶୋ’ରେ ନିଶ ଦାଢିକୁ ନେଇ ଏକ ଜୋକ କରିଥିଲେ। ଯାହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri