Home Left

ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ ହରାଇଲା ଭାରତ

ନୂଆଦିଲ୍ଲୀ,୧୦।୬: ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟିମ ଇଣ୍ଡିଆକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ଲଜ୍ଜାଜନକ ପରାଜୟ ସହିତ ଟିମ ଇଣ୍ଡିଆ ଏକ ବଡ଼ ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ…

ଭାରତୀୟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି

ନୂଆଦିଲ୍ଲୀ,୧୦।୬: ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୭ ଉଇକେଟ ନେଇ ଭାରତକୁ ପରାସ୍ତ କରିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ଚାରି ଉଇକେଟ ହରାଇ…

ଝିଟିପିଟି ସହ ବନ୍ଧୁତା କରି ଚର୍ଚ୍ଚାରେ ପୋଲିସ ଅଫିସର

ସମ୍ପର୍କ ଏମିତି ଏକ ଶବ୍ଦ ଯାହାର କଳନା ନାହିଁ। ସେ ମଣିଷ ମଣିଷ ମଧ୍ୟରେ ହେଉ କି ପଶୁ ମଣିଷ ମଧ୍ୟରେ। କେତେବେଳେ କେଉଁ ପରିସ୍ଥିତିରେ ଗଢ଼ି ଉଠେ କହି ହୁଏ ନାହିଁ। ମଣିଷ-ମଣିଷ ମଧ୍ୟରେ ସମ୍ପର୍କ ବଢ଼ିବା ସାଧାରଣ କଥା।…

ବଡ଼ପୁଟରେ କଙ୍ଗାରୁ କୋର୍ଟ

ନୟାଗଡ଼ ଅଫିସ,୧୦।୬: ନୟାଗଡ଼ ଜିଲା ଶରଣକୂଳ ଥାନା ବଡ଼ପୁଟ ଗାଁରେ ବ୍ୟକ୍ତିଗତ ଜମିରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ରାସ୍ତା ନିର୍ମାଣକୁ ବିରୋଧ କରିବାରୁ ଏକ ପରିବାରକୁ କଙ୍ଗାରୁ କୋର୍ଟରେ ଦଣ୍ଡିତ କରାଯାଇଛି ।…

୨ଦିନ କହି ସପ୍ତାହେ ବିତିଲା: ଫଳ ଶୂନ

ଡେରାବିଶ, ୧୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ ସପ୍ତାହକ ତଳେ ପାନୀୟ ଜଳ ସମସ୍ୟାକୁ ନେଇ ବ୍ଲକ ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକ ଏକ ସ୍ବତନ୍ତ୍ର ବୈଠକ ଡାକି ଏହାର ଆଶୁ ସମାଧାନ ପାଇଁ ବିଭାଗୀୟ ଯନ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ସବୁ ସମସ୍ୟା…

ଟଙ୍କା ଖର୍ଚ୍ଚ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା ଅଫିସ,୧୦ା୬: ବନ୍ୟା ମୁକାବିଲା ପାଇଁ ଜିଲାସ୍ତରୀୟ ବୈଠକ ହେଉଛି। ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ ଟଙ୍କା ଖର୍ଚ୍ଚ ସତ୍ତ୍ୱେ କେନ୍ଦ୍ରାପଡ଼ା ଜିଲାରେ ନଦୀବନ୍ଧ…

୧୩,୫୩୨ ପିଲାଙ୍କୁ ମିିଳିନି ବହି

ଜଗତ୍‌ସିଂହପୁର ଅଫିସ, ୧୦ା୬: ରାଜ୍ୟ ସରକାର ଶିକ୍ଷା ଉପରେ ପ୍ରାଧାନ୍ୟ ଦେଇ ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ ମାଧ୍ୟମରେ ପ୍ରଚୁର ଅର୍ଥ ବ୍ୟୟ କରୁଛନ୍ତି। ଖାଲି ଶିକ୍ଷକ ପଦବୀ ପୂରଣ କରି ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ସରକାରୀ ବିଦ୍ୟାଳୟ ମୁହଁା କରିବାକୁ ଉଦ୍ୟମ…

ଜବରଦଖଲରେ ଶ୍ମଶାନ ଜମି

ରସୁଲପୁର,୧୦ା୬(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ନରସିଂହପୁର ପଞ୍ଚାୟତ ଅଧୀନ ହରିପୁର ଗ୍ରାମର ଏକ ଶ୍ମଶାନ ଜମି ଜବରଦଖଲ ହୋଇଛି। ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ଉଦ୍ଦିଷ୍ଟ ଉକ୍ତ ଜମିକୁ ଗ୍ରାମର କେତେଜଣ ବ୍ୟକ୍ତି ଜୋରଜବରଦସ୍ତ ନିଜ ଅକ୍ତିଆକରକୁ ନେଇଯିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରଶାସନର ନୀରବତା…

କଲରା ଚାଷରେ ଭୁରୁଙ୍ଗା ରୋଗ

ଧର୍ମଶାଳା,୧୦ା୬(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍‌ ଅଞ୍ଚଳ ଚାଷୀଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି ଜଳବାୟୁ ପରିବର୍ତ୍ତନ। ଅନେକ ସମୟରେ ଲଗାଣ ବର୍ଷା ଓ ବନ୍ୟାରେ ଧାନ ଚାଷରେ କ୍ଷତି ସହିଥାନ୍ତି ଚାଷୀକୁଳ। ସେଥିରୁ ମୁକୁଳିବା ପାଇଁ ବିଭିନ୍ନ ପନିପରିବା ଫସଲ କରିଥାନ୍ତି। ଆଶା ଥାଏ…

ହାଇଟେକ୍‌ ସର୍ଭେରୁ ବଞ୍ଚିତ ଦର୍ପଣ ତହସିଲ

ଚଣ୍ଡିଖୋଲ,୧୦ା୬(ଡି.ଏନ.ଏ.): ରାଜ୍ୟ ସରକାର ଜମିଜମା ସଂଶୋଧନ ପାଇଁ ବନ୍ଦୋବସ୍ତ, ଚକବନ୍ଦୀ ଆଦି ପ୍ରଚଳନ କରି ସଂଶୋଧନ ପ୍ରକ୍ରିୟା କରିଥିଲେ। ହେଲେ ଇଂରେଜ ସରକାର ଅମଳରେ ହୋଇଥିବା ଭୂ ସଂଶୋଧନ ଆଜି ପର୍ଯ୍ୟନ୍ତ ବଦଳି ନାହିଁ। ଫଳରେ ଯାଜପୁର ଜିଲା ଦର୍ପଣ ତହସିଲ…

ବାରବାଟୀ ମ୍ୟାଚ୍‌: ଆଜି ପହଞ୍ଚିବେ ଦୁଇ ଟିମ୍‌

ଭୁବନେଶ୍ୱର,୧୦।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ହେବାକୁ ଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଉଭୟ ଦଳର ଖେଳାଳି ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା ୫୦ରେ…

ଜମିଦାର ପରିବାରରେ ରକ୍ତର ଛିଟା: ୪ ଦିନର ଶିଶୁକନ୍ୟା କଥା ଭାବିଲେନି, ସ୍ତ୍ରୀଙ୍କୁ ମାରିଦେଲେ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ପାରିବାରିକ କଳହକୁ ନେଇ ରାଜଧାନୀରେ ଗୋଟିଏ ପରେ ଗୋଟିଏ ଅଭାବନୀୟ ଘଟଣା ଘଟିବାରେ ଲାଗିଛି । କେଉଁଠି ବାପା ପୁଅକୁ ହତ୍ୟା କରୁଛି ତ ପୁଣି କେଉଁଠି ସ୍ବାମୀ ସ୍ତ୍ରୀକୁ , ଆଉ କେଉଁଠି ଭାଇ ଭାଇକୁ ହତ୍ୟା କରୁଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri