Home Left

ଇସ୍ତଫା ଦିଅନ୍ତୁ ନୀତୀଶ: ସୁଶୀଲ ମୋଦି

ପାଟନା,୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମର୍ଥକଭାବେ ଜଣାଶୁଣା ଅତ୍ୟନ୍ତ ପଛୁଆ ବର୍ଗ (ଇବିସି)ଙ୍କ ପ୍ରତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅଣଦେଖା କରୁଥିବା ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ଅଭିଯୋଗ କରିଛନ୍ତି। ପୌର ନିର୍ବାଚନରେ…

ଦଶହରା ଛୁଟିରେ ଆସିଥିଲେ ମାମୁଘର: ଚାଲିଗଲା ଜୀବନ

ଏମ୍‌ଭି ୭୯,୯ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ମାଲଭାରମ ପଞ୍ଚାୟତ ସାଡ଼ବାନପାଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବିଜୟ ମାଡ଼କାମୀ। ମିଳିଥିବା ସୂଚନା ମୁତାବକ, ତାଣ୍ଡବାଇ ପଞ୍ଚାୟତ କାଟନପାଲି ଗ୍ରାମର ଜଗା ମାଡ଼କାମୀଙ୍କ ପୁଅ…

ଆରଜେଡି ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ହଙ୍ଗାମା

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀରେ ଆରଜେଡିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ହଙ୍ଗାମା ସୃଷ୍ଟି ହୋଇଛି। ରବିବାର ଆରଜେଡି ନେତା ତଥା ବିହାର ମନ୍ତ୍ରୀ ତେଜ ପ୍ରତାପ ଯାଦବ ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକରୁ ରାଗି ପଳାଯାଇଛନ୍ତି। ଦଳର ବରିଷ୍ଠ ନେତା ଶ୍ୟାମ ରାଜକ ତାଙ୍କ…

ବିବାହର ୪ ମାସ ପରେ ଯମଜ ସନ୍ତାନର ମା’ ହେଲେ ନୟନତାରା

ସାଉଥ ସୁପରଷ୍ଟାର ନୟନତାରା ଏବଂ ବିଗ୍ନେଶ ଶିବନ ବିବାହର ମାତ୍ର ୪ ମାସ ପରେ ଯମଜ ସନ୍ତାନର ମାତା-ପିତା ହୋଇଛନ୍ତି। ଏହି ଦମ୍ପତି ସରୋଗେସି ମାଧ୍ୟମରେ ସେମାନଙ୍କର ଯମଜ ଶିଶୁଙ୍କୁ ଏହି ଦୁନିଆକୁ ସ୍ବାଗତ କରିଛନ୍ତି। ଉଭୟ ସୋସିଆଲ ମିଡିଆ ମାଧ୍ୟମରେ…

କୁମାରପୂର୍ଣ୍ଣିମାରେ ରାଜରାଜେଶ୍ୱରୀ ବେଶରେ ଦର୍ଶନ ହେଲେ ମା’ସମଲେଇ

ସମ୍ବଲପୁର,୯।୧୦(ବ୍ୟୁରୋ): କୁମାରପୂର୍ଣ୍ଣିମାରେ ଇଷ୍ଟଦେବୀ ମା’ ସମଲେଇ ରାଜରାଜେଶ୍ୱରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପରମ୍ପରା ଓ ରୀତିନୀତି ଅନୁସାରେ ଭୋର ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ମନ୍ଦିର ଦ୍ୱାର ଫିଠା ହୋଇଥିଲା । ପୂର୍ବାହ୍ନ ୧୧ଟା ୪୫ମିନିଟରୁ ଅପରାହ୍ନ ସାଢ଼େ…

ଜାତି ନ ଦେଖି ଗୁଜରାଟବାସୀ ମୋତେ ନିର୍ବାଚନ ଜିତାଇଛନ୍ତି: ମୋଦି

ଗାନ୍ଧିନଗର,୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୁଜରାଟର ମେହସାନାର ମୋଢେରା ଗାଁରେ ପହଞ୍ଚିଛନ୍ତି। ଏଠାରେ ପ୍ରଧାନମନ୍ତ୍ରୀ ମୋଦି ଅନେକ ପକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ମୋଡେରାକୁ ଭାରତର ପ୍ରଥମ ସୌର ଚାଳିତ ଗ୍ରାମ…

ଫୁଟବଲ ଖେଳବେଳେ ପଡ଼ିଆରେ ବଜ୍ରପାତ: ଚାଲିଗଲା ୨ ଖେଳାଳିଙ୍କ ଜୀବନ

ସୁନ୍ଦରଗଡ଼/ନୂଆଗାଁ,୯।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅଧୀନ କନ୍ଦରକେଲା ପଞ୍ଚାୟତ ବନେଇଲତା ଗ୍ରାମରେ ରବିବାର ଅପରାହ୍ନରେ ଫୁଟବଲ ଟୁର୍ନାମେଣ୍ଟ ଚାଲିଥିବାବେଳେ ବଜ୍ରପାତ ଘଟି ୨ ଖେଳାଳିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ବେଳେ ଅନ୍ୟଜଣେ ଯୁବକ ଅଛନ୍ତି।…

‘ରାହୁଲ ଅର୍ଥ ଭାରତ, ଭାରତ ଅର୍ଥ ରାହୁଲ’

ଲକ୍ଷ୍ନୌ,୯।୧୦: କଂଗ୍ରେସର ଉତ୍ତରପ୍ରଦେଶ ୟୁନିଟର ନବନିଯୁକ୍ତ ସଭାପତି ବ୍ରିଜଲାଲ ଖାବ୍ରି ଦଳର ‘ଭାରତ ଯୋଡୋ ଯାତ୍ରା’କୁ ନେଇ ଖୁସି ବ୍ୟକ୍ତ କରିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରି ସେ କହିଛନ୍ତି, ରାହୁଲ ଅର୍ଥ ଭାରତ ଏବଂ ଭାରତର ଅର୍ଥ…

କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତାଙ୍କ ଗାଡ଼ିକୁ ଅଣ୍ଡାମାଡ଼, କଳାପତାକା ପ୍ରଦର୍ଶନ

ରାଉରକେଲା ଅଫିସ,୯।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପମାନଜନକ ଶବ୍ଦ ପ୍ରୟୋଗ କରିଥିବାରୁ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ଡ. ଉଦିତରାଜଙ୍କୁ ବିରୋଧ ବଢିବାରେ ଲାଗିଛି। ଅଣସଙ୍ଗଠିତ ଶ୍ରମିକ ଓ କର୍ମଚାରୀ କଂଗ୍ରେସ ପକ୍ଷରୁ ରାଜ୍ୟସ୍ତରୀୟ କନ୍‌ଭେନଶନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଡ.…

ଲଲିପପ୍‌ ଖାଇ ଚାଲିଗଲା ନାବାଳକଙ୍କ ଜୀବନ, ଦୋକାନୀ ଅଟକ

ପାରଳାଖେମୁଣ୍ଡି,୯ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଡିମ୍ବିରିଝୁଳି ଗାଁରେ ଅଘଟଣ ଘଟିଛି। ଏକ ଦୋକାନରୁ ଲଲିପପ୍‌ ଖାଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳକ ହେଲେ ଡିମ୍ବିରିଝୁଳି ଗାଁର ବାସୁଦେବ ଶବରଙ୍କ ପୁଅ ବୈକୁଣ୍ଠ(୧୦)। ଏନେଇ ପୋଲିସ ଏକ ମାମଲା(ନଂ.…

ଗଞ୍ଜାମରେ ମା’ ଗଜଲକ୍ଷ୍ମୀ ପୂଜା: ବର୍ଷାରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ଗଞ୍ଜାମ,୯।୧୦(ଡି.ଏନ୍‌.ଏ.): ପ୍ରତିବର୍ଷ ଭଳି ଚଳିତ ବର୍ଷ କୁମାରପୂର୍ଣ୍ଣିମା ଉପଲକ୍ଷେ ଗଞ୍ଜାମ ସହର ବଡ଼ ବଜାରଠାରେ ମା’ଗଜଲକ୍ଷ୍ମୀଙ୍କ ପୂଜା ରବିବାର ଆରମ୍ଭ ହୋଇଛି। ବଜାର ବଣିକ ସଂଘ ପକ୍ଷରୁ ପୂଜାର ଆୟୋଜନ କରାଯାଇଛି। ପ୍ରବଳ ବର୍ଷା ସତ୍ତ୍ୱେ ଅସ୍ଥାୟୀ ମଣ୍ଡପରେ ପୂଜା ପାଉଛନ୍ତି…

ଭାରତକୁ ୨୭୯ ରନ୍‌ ବିଜୟଲକ୍ଷ୍ୟ ଦେଲା ଦକ୍ଷିଣ ଆଫ୍ରିକା

ରାଞ୍ଚି,୯।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ରାଞ୍ଚିରେ ଖେଳାଯାଉଛି। ଦ୍ୱିତୀୟ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୭ ଉଇକେଟ ହରାଇ ୨୭୮ ରନ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?