ପୁଣି ଡରାଇଲା କରୋନା: ରାଜ୍ୟରେ ୩୪୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୦୨ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୪…
ବିବାହ, ଅଭିନୟ ଜୀବନର ବଡ ଭୁଲ: ଆୟୁଷ୍ମାନ
ମୁମ୍ବାଇ: ରେଡିଓ ଜକି, ଟେଲିଭିଜନ ହୋଷ୍ଟ, ସିଙ୍ଗର ଓ ହ୍ୟାଣ୍ଡସମ ହଙ୍କ ଆୟୁଷ୍ମାନ ଖୁରାନା ତାଙ୍କ ମନକଥା ଖୋଲି କହିଛନ୍ତି । ସେ ତାଙ୍କ ଜୀବନରେ କରିଥିବା ସବୁଠାରୁ ବଡ ୩ଟି ଭୁଲ ସମ୍ପର୍କରେ ଖୋଲାଖୋଲି କଥା ହୋଇଛନ୍ତି । ଯାହାକୁ…
ବାଘକୁ ଡରାଇ ଦେଉଛି ଠେକୁଆ, ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ମୁସଲମାନ ଫେରିବାଲାଠାରୁ ଜିନିଷ କିଣିଲେ ୫୧୦୦ ଟଙ୍କା ଜରିମାନା!
ଅହମଦାବାଦ,୩ ।୭: ଉଦୟପୁରରେ ଟେଲରଙ୍କ ହତ୍ୟାକୁ ବିରୋଧ କରି ଗୁଜରାଟ ବନାସକାଣ୍ଠାରେ ମସଲମାନ ଫେରିବାଲାଙ୍କ ଠାରୁ ଜିନିଷ କ୍ରୟ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ଏହାକୁ ନେଇ ଶନିବାର ବନାସକାଣ୍ଠା ପ୍ରଶାସନର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ପ୍ରଶାସନ…
ସୁସ୍ଥ ହେଲେ କ୍ୟାପ୍ଟେନ୍
ବର୍ମିଂହାମ,୩।୭: ଭାରତୀୟ କ୍ରିକେଟ ଟିମ୍ର ଅଧିନାୟକ ରୋହିତ ଶର୍ମା କରୋନା ସଂକ୍ରମିତ ହୋଇଥିଲେ। ଏଥିଲାଗି ସେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୫ମ ଟେଷ୍ଟ ମ୍ୟାଚ୍ ଲାଗି ଉପଲବ୍ଧ ନଥିଲେ। ତାଙ୍କ ସ୍ଥାନରେ ଜସପ୍ରିତ ବୁମ୍ରା ଦଳର ନେତୃତ୍ୱ ସମ୍ଭାଳୁଛନ୍ତି। ଏପରି…
ଦୁଇ ବର୍ଷ ପରେ…
ଦୀର୍ଘ ଦୁଇ ବର୍ଷ ପରେ ପୁଣି ବଡ଼ଦାଣ୍ଡରେ ଭକ୍ତ ଆଉ ଭଗବାନ୍ ହେଲେ ଏକାଠି। ରଥାରୂଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ଆଉ ରଥଦଉଡ଼ି ଟାଣିବାକୁ ନେଇ ଥିବା ଅପେକ୍ଷାର ଘଟିଲା ଅନ୍ତ। ପୁଣି ରଥ ଚାରିପଟେ ଜମିଲା ବିଶାଳ ଜନସମୁଦ୍ର। ଆଖି…
କାମରେ ଲାଗୁନି ସମ୍ପଦ କେନ୍ଦ୍ର
ଯାଜପୁର ରୋଡ୍, ୩।୭ (ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ପୌର ପାଳିକାର ସମ୍ପଦ କେନ୍ଦ୍ର (ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର) କାମରେ ଲାଗୁନାହଁି। ସହରରୁ ସଂଗୃହିତ ବର୍ଜ୍ୟବସ୍ତୁ ବ୍ୟାସ ସରୋବର ନିକଟସ୍ଥ ରେଲୱେ ଲାଇନ କଡ଼ ଏବଂ ବନୀକରଣ ଅଞ୍ଚଳରେ ପାହାଡ ଭଳି…
ସ୍କୁଲ ରୂପାନ୍ତରୀକରଣ କାମରେ ଦୁର୍ନୀତି
ଡେରାବିଶ,୩।୭(ସ୍ବ.ପ୍ର.): ଛାତ୍ରୀଛାତ୍ରଙ୍କ ଉନ୍ନତ ଶିକ୍ଷାଦାନ ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକର ରୁପାନ୍ତରିକରଣ କାମ କରୁଛନ୍ତି ା ତେବେ ଡେରାବିଶ ବ୍ଳକ ଅଧୀନରେ ସମୁଦାୟ ୨ ପର୍ଯ୍ୟାୟରେ ୧୩ ବିଦ୍ୟାଳୟକୁ ଏହି ଯୋଜନାରେ ସାମିଲ କରାଯାଇଛି ା ପ୍ରଥମ ପର୍ଯ୍ୟାୟରେ…
ବଚସାରୁ ଯୁବକଙ୍କୁ ଗୋଡ଼ାଇ ହାଣିଲେ
ଖୋର୍ଦ୍ଧା ଅଫିସ,୩।୭: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଚତରାଶଙ୍ଖ ନିକଟରେ ଶନିବାର ଅପରାହ୍ନରେ ସାମାନ୍ୟ ବଚସାରୁ ଦୁଇ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ କ୍ରୋଧାନ୍ବିତ ହୋଇ ଜଣେ ଅନ୍ୟ ଜଣେ ଯୁବକଙ୍କୁ କଟୁରିରେ ଗୋଡ଼ାଇ ହାଣିଥିଲେ। ତାଙ୍କ ଶରୀରର…
୬ ମାସ ନ ପୂରୁଣୁ ଛାତରୁ ଗଳୁଛି ପାଣି
ନରସିଂହପୁର,୩।୭( ସ୍ବ.ପ୍ର.): ରାଜ୍ୟ ସରକାର ବିଦ୍ୟାଳୟ ରୂପାନ୍ତରଣ ଯୋଜନାରେ କଟକ ଜିଲା ନରସିଂହପୁର ଅଞ୍ଚଳର ପୁରାତନ ଅନନ୍ତ ନାରାୟଣ ହାଇସ୍କୁଲ ସାମିଲ ହୋଇଛି। ୨୦୨୧ ନଭେମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଏହାକୁ ଉଦ୍ଘାଟନ କରିଥିଲେ। କିନ୍ତୁ ୬ ନ…
ମସ୍କ, ବେଜୋସଙ୍କ ସମେତ କମିଲା କେତେକ ଅରବପତିଙ୍କ ସମ୍ପତି
ୱାଶିଂଟନ,୩ ।୭: ସାରା ବିଶ୍ୱକୁ ଗ୍ରାସ କରିଥିବା କରୋନା ମହାମାରୀର ପ୍ରଭାବ ସବୁ କ୍ଷେତ୍ରରେ ଦେଖିବାକୁ ମିଳିଛି । ବିଶ୍ୱର ସବୁଠାରୁ ଧନି ବ୍ୟକ୍ତି ଏଲନ ମସ୍କଙ୍କ ସମ୍ପତି ପାଖାପାଖି ୬୨ ଅରବ ଡଲାର ତଳକୁ ଖସି ଆସିଛି । ସେହିପରି…
ନ୍ୟାୟ ଅପେକ୍ଷାରେ ଏସିଏଫ୍ ସୌମ୍ୟରଞ୍ଜନଙ୍କ ପରିବାର
ଖଇରା, ୩।୭(ଡି.ଏନ.ଏ.): ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ବର୍ଷେ ପୂରିବା ପରିପ୍ରେକ୍ଷୀରେ ମା’ ବାପା ଶନିବାର ସକାଳେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବାପା ଅଭିରାମ ମହାପାତ୍ର ହିନ୍ଦୁ ରୀତିନୀତିରେ ଖଇରା ବ୍ଲକ ଅଧୀନ ବେଗୁନିଆ ଗ୍ରାମରେ ପୁଅକୁ ଶ୍ରାଦ୍ଧ…
Archives


