Home Left

ଏ.ଆର. ରହମାନଙ୍କ ପ୍ରଥମ ଫିଲ୍ମ ‘ଲେ ମସ୍କ’ର କାନ ଏକ୍ସଆରରେ ହେବ ପ୍ରିମିୟର

ମୁମ୍ବାଇ: ଗ୍ରାମୀ ବିଜେତା ଭାରତୀୟ ସଙ୍ଗିତକାର ଏ.ଆର. ରେହମାନଙ୍କ ପ୍ରଥମ ଫିଲ୍ମ ‘ଲେ ମସ୍କ’ର କାନ ଫିଲ୍ମ ମାର୍କେଟରେ କାନ ଏକ୍ସଆର ପ୍ରୋଗ୍ରାମରେ ୱାର୍ଲଡ ପ୍ରିମିୟର ହେବ । ୩୬ ମିନିଟର ଏହି ଫିଲ୍ମ ଏକ ସିନେମାଟିକ୍ ସମ୍ବେଦନଶୀଳ ଅନୁଭୁତି ପାଇଁ…

ଭାରତୀୟ କୃଷକ ସଂଗଠନରୁ ବିଦା ହେଲେ ରାକେଶ ଟିକାଏତ

ନୂଆଦିଲ୍ଲୀ,୧୫।୫: ବିବାଦୀୟ କୃଷି ଆଇନ ବିରୋଧରେ ଦୀର୍ଘ ଦିନ ଧରି ଚାଷୀଙ୍କ ଆନ୍ଦୋଳନର ସ୍ଥାପତ୍ୟ ରହିଆସିଥିବା ଭାରତୀୟ କୃଷକ ସଂଗଠନରେ ଫାଟ ଦେଖାଦେଇଛି। ଦେଶର ଏହି ବଡ କୃଷକ ସଂଗଠନ ଏବେ ଦୁଇ ଭାଗ ହୋଇଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…

ଆତ୍ମହତ୍ୟା କଲେ ଅଭିନେତ୍ରୀ

ବଙ୍ଗଳା ଟେଲିଭିଜନ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତ୍ରୀ ପଲ୍ଲବୀ ଦେ’ ଆତ୍ମହତ୍ୟା କରିଛନ୍ତି। କୋଲକତାର ଗାରଫାସ୍ଥିତ ଫ୍ଲାଟରେ ସେ ଫ୍ୟାନ୍‌ରେ ଝୁଲୁଥିବା ଦେଖିବାକୁ ମିଳିଛି। ବଙ୍ଗଳା ଟିଭି ଧାରାବାହିକ ‘ମୋନ ମାନେ ନା’ରେ ମୁଖ୍ୟ ଭୂମିକାରେ ଅଭିନୟ କରୁଥିବା ପଲ୍ଲବୀ କ’ଣ ପାଇଁ…

ଗୁଜରାଟ ଆଗରେ ୧୩୪ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୫।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୨ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ଗୁଜରାଟ ଟାଇଟନ୍ସ ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ।…

ଜନ୍ମଦିନରେ ମାନୁଷିଙ୍କ ପାଇଁ ବିଶେଷ ଉପହାର ପଠାଇଲେ ପୃଥ୍ୱିରାଜର ନିର୍ମାତା-ନିର୍ଦ୍ଦେଶକ

ମୁମ୍ବାଇ: ୟଶରାଜ ଫିଲ୍ମସର ଆଗାମୀ ଫିଲ୍ମ ‘ପୃଥ୍ୱିରାଜ’ ଖୁବଶୀଘ୍ର ରିଲିଜ ହେବାକୁ ଯାଉଛି । ଏହି ଫିଲ୍ମରେ ସଂୟୋଗିତା ଭୂମିକାରେ ନଜର ଆସିବେ ପୂର୍ବତନ ବିଶ୍ୱ ସୁନ୍ଦରୀ ମାନୁଷି ଛିଲ୍ଲର । ଏହା ତାଙ୍କର ଡେବ୍ୟୁ ଫିଲ୍ମ । ଏବେ ଏବେ…

ବ୍ରଜରାଜନଗର ଉପନିର୍ବାଚନ: ଭାଜପାର ପ୍ରଚାରକ ତାଲିକାରେ ୫ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୫।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ପୂର୍ବରୁ ପ୍ରଚାରକ ତାଲିକା ଜାରି କରିଥିବା ବେଳେ ରବିବାର ଭାଜପା ୪୦ ଜଣିଆ ପ୍ରଚାରକ ତାଲିକା ଜାରି କରିଛି। ଏଥିରେ ଭାଜପା ୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାମିଲ କରିଛି। ବ୍ରଜରାଜନଗର…

ଅକ୍ଟୋବର-୨ରୁ ଭାରତ ଯୋଡୋ ଯାତ୍ରା

ଜୟପୁର,୧୫।୫: ରାଜସ୍ଥାନର ଉଦୟପୁରରେ ଚାଲିଥିବା କଂଗ୍ରେସର ଚିନ୍ତନ ଶିବିରର ଶେଷ ଦିନରେ ଦଳର ଜାତୀୟ ସଭାପତି ସୋନିଆ ଗାନ୍ଧୀ ନେତାମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ଏହି ଶିବିରରେ ଅଂଶଗ୍ରହଣ କରିଥିବା ଦଳର ନେତାମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥି ସହିତ ସୋନିଆ କହିଛନ୍ତି,…

ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୋଦି: ବିଜେତା ଦଳକୁ ମିଳିବ ୧ କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲରେ ଶକ୍ତିଶାଳୀ ଇଣ୍ଡୋନେସିଆ ଦଳକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତିଛି। ଏହି ବିଜୟ ପରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରୁଷ…

ମୁକେଶ ଅମ୍ବାନୀଙ୍କ ପାଇଁ ପ୍ରତିବନ୍ଧକ ସାଜିଛନ୍ତି ଦୁଇ ଭାଇ

ନୂଆଦିଲ୍ଲୀ: ବ୍ରିଟିଶ କମ୍ପାନୀ ବୁଟ୍ସ କାରବାର ପାଇଁ ପ୍ରାୟ ୬୫,୮୬୫ କୋଟି ଟଙ୍କା (୮.୫ ବିଲିୟନ ଡଲାର)ର ମୂଲ୍ୟ ରଖାଯାଇଛି। ଏହି ଡିଲ୍‌ ଦୁନିଆର ସବୁଠୁ ବଡ଼ ବ୍ୟବସାୟ ହେବାକୁ ଯାଉଛି। ଏହି କାରଣରୁ ମୁକେଶ ଅମ୍ବାନୀଙ୍କ ପରି ଅନେକ ଭେଟେରାନ…

ଗୁଣିଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ବାନ୍ଧି ବାଡ଼େଇଲେ ଗ୍ରାମବାସୀ, ଭାଙ୍ଗିଦେଲେ ଦାନ୍ତ

ଗଞ୍ଜାମ,୧୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନ ଗଡ଼ହୁମାରେ ରବିବାର ଗୁଣିଗାରେଡ଼ି ସନ୍ଦେହରେ ଗ୍ରାମବାସୀ ଦୁଇଜଣଙ୍କୁ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗି ଦେବା ଘଟଣା ସହରରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ସୂଚନାନୁଯାୟୀ, ଶନିବାର ରାତିରେ ଦେବୀମନ୍ଦିରରେ ତାନ୍ତ୍ରିକ ପୂଜାପାଠ…

କାର୍‌ରେ କଳା କାଚ ଲଗାଇଲେ ଗଣିବେ ତଣ୍ଡ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜଧାନୀରେ କଳା କାଚ ଥିବା କାର୍‌ ଦେଖିଲେ ପୋଲିସ ନେବ ଜରିମାନା। ଅପରାଧ ରୋକିବାକୁ କମିଶନରେଟ ପୋଲିସ ଏପରି ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। କାର୍‌ରେ ଯଦି କଳା କାଚ ଲାଗିଥାଏ, ତେବେ ମାଲିକ ୫୦୦ ଟଙ୍କା ତଣ୍ଡ ଗଣିବେ।…

ବଡ଼ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନଭାଇ

କେସିଙ୍ଗା,୧୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧିନସ୍ଥ କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ପଣ୍ଡି ଗାଁରେ ରବିବାର ଅଭାବନୀୟ କାଣ୍ଡ ଘଟିଛି। ପ୍ରକାଶ ଯେ, ରବିବାର ସକାଳୁ ପଣ୍ଡି ଗାଁର ବଡ଼ ବାପାଙ୍କ ପୁଅ ଘାସିରାମ ଟାକରିଆ ଓ ମାରାଦେଭ ଟାକରିଆଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri