Home Left

ସିଆର୍‌ପିଏଫ୍‌ କନ୍‌ଷ୍ଟେବଲ ବହିଷ୍କୃତ

ଜଗତ୍‌ସିଂହପୁର ଅଫିସ, ୯।୧୦: ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେଇ ସିଆର୍‌ପିଏଫ୍‌ (ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ)ରେ କନ୍‌ଷ୍ଟେବଲ ଭାବେ ନିଯୁକ୍ତିି ପାଇଥିବା ଜଗତ୍‌ସିଂହପୁର ଜିଲାର ଜଣେ ବ୍ୟକ୍ତି ଚାକିରିରୁ ବହିଷ୍କୃତ ହୋଇଛନ୍ତି। ସେ ହେଲେ ତିର୍ତ୍ତୋଲ ଥାନା ଅନ୍ତର୍ଗତ ବେଗୁନିଆ କୋର୍କର…

୩ ମାସ ମିଳିନି କଳାକାର ଭତ୍ତା

ଭଞ୍ଜନଗର,୯।୧୦(ଡି.ଏନ.ଏ):ଗଞ୍ଜାମ ଜିଲାର ପ୍ରାୟ ୧୮ଶହ କଳାକାରଙ୍କୁ ୩ ମାସ ହେଲା କଳାକାର ଭତ୍ତା ମିଳିନାହିଁ। ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଭତ୍ତା ପାଉଥିବା ଏହି କଳାକାରମାନଙ୍କ ପରିବାର ଏବେ ଚିନ୍ତାରେ ଅଛନ୍ତି। ଗତ ଜୁଲାଇରେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ…

ମମ ଟୁ ବି: ରେଡ କଫତାନରେ ମନ କିଣିଲେ ବିପାଶା

ମୁମ୍ବାଇ: ବଲିଉଡ ନାୟିକା ଆଲିଆ ଭଟ୍ଟଙ୍କ ଭଳି ବିପାଶା ବସୁ ବି ଏବେ ତାଙ୍କ ମ୍ୟାଟରନିଟି ଷ୍ଟାଇଲକୁ ନେଇ ଆସୁଛନ୍ତି ଚର୍ଚ୍ଚାକୁ । ନିକଟରେ ମାଆ ହେବାକୁ ଯାଉଥିବା ବିପାଶା ଏବେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି ଯାହାକୁ ନେଇ…

ବ୍ଲାକ୍‌ମେଲ୍‌ ସହ ନିଶା ଲିଙ୍କ୍‌: ହୋଟେଲରେ ଡିଲ୍‌ ବେଳର ଭିଡିଓ ଭା ଇରାଲ

ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁ କେବଳ ବଡ଼ ବଡ଼ିଆ ଲୋକଙ୍କୁ ନିଜ ଜାଲରେ ଫସାଇ ବ୍ଲାକ୍‌ମେଲ୍‌ କରୁ ନ ଥିଲେ ବରଂ ନିଶା କାରବାର ମଧ୍ୟ କରୁଥିବା କୁହାଯାଉଛି। ତେଣୁ ନିଜର କଳା ସାମ୍ରାଜ୍ୟ ବିଷୟରେ କାଳେ କିଏ ଜାଣିଦେବ,…

ନର୍ଦ୍ଦମା ପାଖରେ ଖାଦ୍ୟ ପ୍ରସ୍ତୁତି

ପୁରୀ ଅଫିସ,୯।୧୦:ମଣିଷ ପାଇଁ ଖାଦ୍ୟ ଯେତେ ଜରୁରୀ, ଶରୀର ପାଇଁ ସୁଷମ ଓ ପୁଷ୍ଟିସାର ଖାଦ୍ୟ ସେତିକି ଆବଶ୍ୟକ। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ଯେଉଁଭଳି ଭାବେ ବର୍ତ୍ତମାନ ଖାଦ୍ୟର ମାନ କମିବା ସହ ନକଲି ପଦାର୍ଥରେ ଖାଦ୍ୟ ପ୍ରସ୍ତୁତି ହେଉଛି,…

ଶିବସେନା ଓ ଧନୁ-ତୀରକୁ ନେଇ ଇସିଙ୍କ ନିଷ୍ପତ୍ତିକୁ ‘ଅନ୍ୟାୟ’ ବୋଲି କହିଲେ ଠାକରେ ସେନା

ମୁମ୍ବାଇ,୯ ।୧୦: ମହାରାଷ୍ଟ୍ରର ଉଦ୍ଧବ ଠାକରେଙ୍କ ଶିବସେନା ଗ୍ରୁପ ନିର୍ବାଚନ କମିଶନଙ୍କ ଦୁଇଟି ଦଳର ନାମ ଓ ନିର୍ବାଚନ ଚିହ୍ନ ‘ଧନୁ-ତୀର’ର ବ୍ୟବହାର ଉପରେ ରୋକ ଲାଗାଇବା ନିଷ୍ପତ୍ତିକୁ ‘ଅନ୍ୟାୟ’ ବୋଲି କହିଛନ୍ତି । ଜୁନରେ ଶିବସେନା ଦୁଇଭାଗ ହେବାପରେ ଠାକରେ…

ଠେଙ୍ଗାପାଳି କରି ଚୋର ଜଗୁଛନ୍ତି ଗ୍ରାମବାସୀ

ବୋଲଗଡ଼,୯।୧୦(ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲା ବୋଲଗଡ଼ ଏବଂ ବେଗୁନିଆ ଥାନା ଅଞ୍ଚଳରେ ଚୋରି ବୃଦ୍ଧି ପାଇବାରେ ଲାଗିଛି। ବେଗୁନିଆ ଥାନା ତଥା ବୋଲଗଡ ବ୍ଲକ ଅଧୀନ ଧଳାପଥର ଫାଣ୍ଡି ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମରେ ଚୋରି ବଢ଼ିଚାଲିଥିବାରୁ ଗ୍ରାମବାସୀ ଠେଙ୍ଗାପାଳି କରି ଗ୍ରାମ ଜଗୁଥିବା ଦେଖିବାକୁ…

ହାତିଆସୁଣୀ ପୀଠର ଉନ୍ନତୀକରଣ କରାଯାଉ

ବୋଲଗଡ଼, ୯।୧୦(ଡି.ଏନ୍‌.ଏ.):ରା.େଜ୍ୟ ସରକାର ବିଭିନ୍ନ ପୀଠର ପୁନରୁଦ୍ଧାର ଏବଂ ଉନ୍ନତୀକରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍‌ ଅନ୍ତର୍ଗତ ସାଗରଗଁା ଗ୍ରାମରେ ଥିବା ହାତିଆସୁଣୀ ପୀଠ ଅବହେଳିତ ଅବସ୍ଥାରେ ରହିଛି,…

କୁଆଁର ପୂନେଇଁ ଉତ୍ସବରେ ଓଡ଼ିଆ ପରମ୍ପରାର ଝଲକ

ଭୁବନେଶ୍ୱର,୯।୧୦(ବ୍ୟୁରୋ):ଓଡ଼ିଶାର ପ୍ରଥା, ପରମ୍ପରା, ସଂସ୍କୃତିକୁ ନେଇ ନୃତ୍ୟ ମାଧ୍ୟମରେ ପାରମ୍ପରିକ ଢଙ୍ଗରେ ପାଳନ ହୋଇଛି କୁଆଁର ପୂନେଇଁ ଉତ୍ସବ। ଶନିବାର ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟାୟନ ପକ୍ଷରୁ ଏହି ଉତ୍ସବ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଓଡ଼ିଶୀ…

ଜୟନ୍ତୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୮ା୧୦(ଡି.ଏନ୍‌.ଏ.):ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା, ପୂର୍ବତନ ଏମ୍‌ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସହଧର୍ମିଣୀ ଜୟନ୍ତୀ ପଟ୍ଟନାୟକଙ୍କ ଏକାଦଶାହ ଶନିବାର ଟଙ୍କପାଣି ରୋଡ୍‌ସ୍ଥିତ ଏକ କଲ୍ୟାଣ ମଣ୍ଡପରେ ଆୟୋଜିତ ହୋଇଛି। ଏହି ଅବସରରେ ସେଠାରେ…

ବେଙ୍ଗାଲୁରୁରୁ ଓଡ଼ିଆ ସ୍ବିଗି ବୟ ଉଦ୍ଧାର

ଭୁବନେଶ୍ୱର,୯।୧୦(ବ୍ୟୁରୋ):କ୍ଷତ ବିକ୍ଷତ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ଜଣେ ସ୍ବିଗି ବୟଙ୍କୁ ଓଡ଼ିଶା ମୋ ପରିବାର ପକ୍ଷରୁ ଉଦ୍ଧାର କରାଯାଇଛି। ସେ ହେଲେ ଜଗତ୍‌ସିଂହପୁର ଜିଲା ପାଟେଣି ଗାଁର ୨୪ ବର୍ଷୀୟ ବୈକୁଣ୍ଠ କୁମାର ସାହୁ। ସେ ବେଙ୍ଗାଲୁରୁରେ ରହି ସ୍ବିଗି…

୧୪ ଯାଏ ବର୍ଷା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିବ। ବିଶେଷ କରି ଦିନରେ ଅସରାଏ ଲେଖା ବର୍ଷା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?