Home Left

ବ୍ରଏଲର କୁକୁଡ଼ା ଚାଷୀ ପ୍ରତିନିଧି, ଇଣ୍ଟିଗ୍ରେଟର କମ୍ପାନୀ ଆଲୋଚନା ସ୍ଥଗିତ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ବ୍ରଏଲର କୁକୁଡ଼ା ଚାଷୀଙ୍କ ପ୍ରତିନିଧି ଏବଂ ଇଣ୍ଟିଗ୍ରେଟର କମ୍ପାନୀ ପ୍ରତିନିଧିଙ୍କ ସହିତ ଅକ୍ଟୋବର ୧୦ରେ କୃଷି ଭବନଠାରେ ହେବାକୁ ଥିବା ଆଲୋଚନାକୁ ସ୍ଥଗିତ ରଖାଯାଇଛି। ଏ ନେଇ କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୧ ତାରିଖରେ…

ଅବହେଳିତ ଜୈନ କୀର୍ତ୍ତିରାଜି ଚିହ୍ନଟ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରାଚୀନ କାଳରୁ ବିଭିନ୍ନ ସମ୍ପ୍ରଦାୟର ରାଜାଙ୍କ ଶାସନ ଚାଲିଆସୁଥିବା ବେଳେ ଅନେକ କୀର୍ତ୍ତିରାଜିର ଛାପ ଛାଡ଼ିଯାଇଛନ୍ତି। ସେହି କୀର୍ତ୍ତିରାଜିଗୁଡ଼ିକ ଏବେ ବି ଓଡ଼ିଶାର ବିଭିନ୍ନ ସ୍ଥାନରେ ଲୁକ୍କାୟିତ ଭାବେ ରହିଛି। ସେଥିମଧ୍ୟରୁ ଅନେକ କୀର୍ତ୍ତିରାଜି ଓ ପ୍ରତିମୂର୍ତ୍ତି ଭାଙ୍ଗିରୁଜି…

କଂଗ୍ରେସ ବିଧାୟକ ଅନନ୍ତ ପଟେଲଙ୍କ ଉପରେ ଆକ୍ରମଣ

ଅହମଦାବାଦ,୯ ।୧୦: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । କଂଗ୍ରେସ ଦଳ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟକ୍କର ଦେବାକୁ ଖୁବ୍ ପ୍ରଚାର କଲାଣି । ଏହାସହ ଉଭୟ ଦଳ ପରସ୍ପରକୁ ଟାର୍ଗେଟ କରିବାକୁ ବି ଭୁଲୁ…

ଓସିଏସ୍‌ ପାଇଲେ କିସ୍‌ର ୪ ଛାତ୍ରୀଛାତ୍ର

ଭୁବନେଶ୍ୱର,୯।୧୦(ବ୍ୟୁରୋ):ଚଳିତ ଶିକ୍ଷାବର୍ଷରେ ଆବାସିକ ଜନଜାତି ଅନୁଷ୍ଠାନ କିସ୍‌ର ଛାତ୍ରୀଛାତ୍ର ଉଚ୍ଚକୋଟୀର ଶୈକ୍ଷିକ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ଓସିଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ୩୯୨ଜଣଙ୍କ ମଧ୍ୟରୁ କିସ୍‌ରୁ ୪ଜଣ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲାର ରାଇମାତ ଟୁଡୁ, ବଲାଙ୍ଗୀରର ମଣ୍ଟୁ…

ରାଜ୍ୟରେ ୫ ବର୍ଷରେ ୨୦ ହଜାର ମାନବାଧିକାର ଉଲ୍ଲଂଘନ ମାମଲା

  ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ରେ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ୨୦୨୧-୨୨ ଆର୍ଥିକବର୍ଷ ଶେଷ ସୁଦ୍ଧା ଓଏଚ୍‌ଆର୍‌ସିରେ ୧୭,୪୧୮ଟି ମାନବିକ ଅଧିକାର ଉଲ୍ଲଂଘନ ମାମଲା ରୁଜୁ ହୋଇଛି। ଗତ ୫ ବର୍ଷରେ ରାଜ୍ୟରେ ସମୁଦାୟ ୨୦,୫୮୧ ମାନବିକ ଅଧିକାର…

୯ବର୍ଷର ପୁତୁରାଙ୍କୁ ଚେଙ୍କ

କଟକ ଅଫିସ, ୯।୧୦: ମା’ଙ୍କ ଅକାଳ ବିୟୋଗ ପରେ ବାପା ୨ୟ ବିବାହ କଲେ। ହେଲେ ସେମାନଙ୍କଠାରୁ ଠିକ୍‌ରେ ଯତ୍ନ ନ ପାଇବାରୁ ଦାଦାଖୁଡ଼ୀଙ୍କୁ ଭରସା କଲେ। ସେମାନେ ମଧ୍ୟ ନିଷ୍ଠୁର ହୋଇଗଲେ। ପାଠପଢ଼ା ବୟସରେ କାମ ନ କରିବାରୁ ୯ବର୍ଷୀୟ…

ବିଲୁପ୍ତି ପଥେ ମୂଷାନଈ

ଏକଦା ପୁରୀର ଜୀବନରେଖା କୁହାଯାଉଥିବା ମୂଷାନଈ ବିଲୁପ୍ତ ହେବାକୁ ବସିଲାଣି। ଜବରଦଖଲ ଓ ବେଆଇନ କୋଠାବାଡ଼ି ନିର୍ମାଣ ଯୋଗୁ ଏହା ସଙ୍କୁଚିତ ହୋଇ ଏବେ ଏକ କ୍ଷୁଦ୍ର ଜଳାଶୟ ପାଲଟିଛି। ମୂଷାନଈର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ…

ଭାରତରେ ୱାନ ଡେ ଖେଳୁଥିବା ଡେଭିଡ ମିଲରଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼!

ନୂଆଦିଲ୍ଲୀ,୯ ।୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ୱାନ ଡେ ମ୍ୟାଚ ସିରିଜର ଦ୍ୱିତୀୟ ମୁକାବିଲା ରାଞ୍ଚିରେ ରବିବାର ଖେଳାଯାଇଛି । ଏହି ମୁକାବିଲା ପୂର୍ବରୁ ଦକ୍ଷିଣ ଆଫ୍ରିକା ଟିମର ଅନୁଭବି ଖେଳାଳୀ ଡେଭିଡ ମିଲରଙ୍କ ଉପରେ ଦୁଃଖର…

ଉତ୍ତର ପ୍ରଦେଶ ବନ୍ୟାରେ ବିଗିଡିଲା ସ୍ଥିତି ୬୦୦ ଗାଁ ପ୍ରଭାବିତ, ୭ ମୃତ

ଲକ୍ଷ୍ନୌ,୯ ।୧୦: ଲଗାଣ ବର୍ଷା ଯୋଗୁ ଉତ୍ତର ପ୍ରଦେଶରେ ବନ୍ୟା ପରିସ୍ଥିତି ଜଟିଳ ହୋଇ ପଡିଛି । ରାପ୍ତି ନଦୀରେ ଆସିଥିବା ବନ୍ୟା ଫଳରେ ଶ୍ରାବସ୍ତି ଓ ବଳରାମପୁର ଜିଲା ପ୍ରଭାବିତ ହୋଇଛି । ଏପଟେ ସରଜୁ ନଦୀରେ ଆସିଥିବା ବନ୍ୟାରେ…

ଗଞ୍ଜା ପାଇଁ ଏମିତି କରୁଛି ପେଣ୍ଠି, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ ଗଞ୍ଜାକୁ…

ଓଟିଇଟି ପାଇଁ ୧୦ରୁ ଆବେଦନ

କଟକ ଅଫିସ, ୮ା୧୦: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)-୨୦୨୨ ଦ୍ୱିତୀୟ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଆବେଦନ ତାରିଖ ଘୋଷଣା କରାଯାଇଛି। ଆସନ୍ତା ୧୦ରୁ ୧୯ ତାରିଖ ମଧ୍ୟରେ ପରିକ୍ଷାର୍ଥୀମାନେ ଆବେଦନ କରିପାରିବେ। ଏଥିପାଇଁ ବୋର୍ଡ ୱେବ୍‌ସାଇଟ୍‌ www.bseodisha.ac.inରେ ସମସ୍ତ…

ଭୂସ୍ଖଳନ ଅଞ୍ଚଳ ବୁଲି ଦେଖିଲେ ଅତିରିକ୍ତ ଜିଲାପାଳ

ଦାରିଙ୍ଗବାଡ଼ି,୮ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ହାତୀମୁଣ୍ଡା ପଞ୍ଚାୟତର କୁମ୍ଭାରିପଦର ଗ୍ରାମ ନିକଟରେ ହୋଇଥିବା ଭୂସ୍ଖଳନ ଅଞ୍ଚଳ ବୁଲି ଦେଖିଛନ୍ତି କନ୍ଧମାଳ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ। ତାଙ୍କ ସହ ସ୍ଥାନୀୟ ବିଡିଓ ଗଦାଧର ପାତ୍ର, ତହସିଲଦାର ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?