Home Left

ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୮।୧୦: ଉତ୍ତରପ୍ରଦେଶ, ହରିଆଣା ସମେତ ୬ଟି ରାଜ୍ୟରେ ନିର୍ବାଚନ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଉପନିର୍ବାଚନରେ ନିଜର ବିଜୟ ହାସଲ ପାଇଁ ବିଭିନ୍ନ ରାଜନୈତିକ ଦଳ ଅଣ୍ଟା…

ବାପାଙ୍କ ସ୍ବପ୍ନ ପୂରଣ କଲେ ପାପଡ଼ାହାଣ୍ଡିର ଚନ୍ଦନ

ପାପଡ଼ାହାଣ୍ଡି,୮।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସଦର ମହକୁମା ନୂଆସାହିର ଚନ୍ଦନ କୁମାର ନାୟକ ଚଳିତ ବର୍ଷ ଓସିଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନବରଙ୍ଗପୁର ଜିଲା ଓ ପାପଡ଼ାହାଣ୍ଡି ବ୍ଲକ ପାଇଁ ଗୌରବ ଆଣିଛନ୍ତି। ସେ ୧୪୯ ର଼୍ୟାଙ୍କ୍‌ରେ ରହିଛନ୍ତି। ୨…

୫ମ ସ୍ଥାନରେ ମାଲକାନଗିରିର ଦେବବ୍ରତ

ମାଲକାନଗିରି, ୮।୧୦ (ଡି.ଏନ.ଏ.): ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ମାଲକାନଗିରିର ଦେବବ୍ରତ ମହାରଣା ପଞ୍ଚମ ସ୍ଥାନ ଅଧିକାର କରି ଜିଲାପାଇଁ ଗୌରବ ଆଣିଛନ୍ତି। ସେ ସଦର ମହକୁମା କୁମୁଟିଗୁଡାର ଅବସରପ୍ରାପ୍ତ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରବିନ୍ଦ୍ର ମହାରଣାଙ୍କ ଜ୍ୟେଷ୍ଠପୁତ୍ର। କଠିନ…

ଦୁଇ ଦୁଇ ଥର ଓସିଏସ୍‌ରେ କୃତକାର୍ଯ୍ୟ, ବିନା କୋଚିଂରେ ସଫଳତା

ପାଟଣା,୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖୁଣ୍ଟାପଡ଼ା ପଞ୍ଚାୟତ ପିପିଳିଆ ଗ୍ରାମର ୩୯ ବର୍ଷୀୟ ଗିରିଜାନନ୍ଦନ ହିନ୍ଦୟାର ଦ୍ୱିତୀୟ ଥର ପାଇଁ ଓସିଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ର଼୍ୟାଙ୍କ ୧୦୧ରେ ଅଛନ୍ତି। ଏଥିପୂର୍ବରୁ ଗିରିଜା ୨୦୧୫ ରେ ଓସିଏସ୍‌ରେ କୃତକାର୍ଯ୍ୟ…

୧୦ କି.ମି. ଭାରରେ ବୁହାହେଲେ ରୋଗୀ

ମାଥିଲି,୮ା୧୦(ଡି.ଏନ୍‌.ଏ.): ରାଜ୍ୟ ସରକାର ସବୁ ଗ୍ରାମକୁ ପକ୍କା ରାସ୍ତା ଯୋଗାଇ ଦେଉଥିବା କହୁଛନ୍ତି। ମାତ୍ର ଦୁର୍ଗମ ଅଞ୍ଚଳରେ ଏପରି ଗ୍ରାମ ରହିଛି, ସେଠାକୁ ଏଯାଏ ପକ୍କା ରାସ୍ତାଟିଏ ନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଜଣା ଗାଡ଼ି ଧକ୍କାରେ ୭ ଗୋରୁଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୧୦: ଢେଙ୍କାନାଳ ଜିଲା କଣ୍ଟା ବଣିଆ ଥାନା ଅଞ୍ଚଳର ୫୫ ଜାତୀୟ ରାଜପଥରେ ଶନିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ୭ ଗୋରୁଙ୍କ ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରେ ୩ ଗାଈ, ୩…

ପୋଲିସ ଗାଡିକୁ ପିଟିଲା ଟ୍ରକ୍‌: ୩ ଗୁରୁତର

ବାରିପଦା ଅଫିସ,୮।୧୦: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣୀ ମଞ୍ଚାବନ୍ଧା ମଧ୍ୟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ପୋଲିସଗାଡି ସହ ଏକ ଘୁଷୁରୀ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି । ଗାଡିରେ…

ପଲିଥିନ ତଳେ ଜୀବନ

ଦଶମନ୍ତପୁର,୮ା୧୦ (ଡି.ଏନ.ଏ.): ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ଖଣ୍ଡିଏ ନାହିଁ । ଭଙ୍ଗା ଦଦରା ପଲିଥିନଟଣା ଛପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ୨ ପ୍ରାଣୀ। ଘର ଭିତରୁ ଚାହିଁଲେ ଦିନରେ ସୂର୍ଯ୍ୟ, ରାତିରେ ତାରା ଦେଖାଯାଉଛି। ବର୍ଷାଦିନେ ଅବସ୍ଥା ନ କହିବା ଭଲ। ବର୍ଷାପାଣି…

ମହିଳାଙ୍କୁ ସ୍ବାବଲମ୍ବୀ କରୁଛି ଟସର

ମାଲକାନଗିରି,୮।୧୦(ଡି.ଏନ.ଏ.): ମହିଳାଙ୍କୁ କିପରି ଅଧିକ ସ୍ବାବଲମ୍ବୀ କରାଯିବ ଏବଂ ସେମାନେ ଆତ୍ମନିର୍ଭରଶୀଳ ହୋଇପାରିବେ ସେହି ଲକ୍ଷ୍ୟ ନେଇ ଓଡ଼ିଶା ଜୀବିକା ମିଶନ ଏବଂ ମିଶନ ଶକ୍ତିର ପ୍ରଚେଷ୍ଟାରେ ଉପାନ୍ତ ଅଞ୍ଚଳରେ ପ୍ରତିଷ୍ଠା ହୋଇଛି ଟସର ତାଲିମ କେନ୍ଦ୍ର। ମାଲକାନଗିରି ଜିଲା କାଲିମେଳା…

ଗାଙ୍ଗୁଲିଙ୍କ ପରେ ସଭାପତି ଦୌଡରେ ରୋଜର୍‌ ବିନି

ନୂଆଦିଲ୍ଲୀ,୮।୧୦: ଭାରତର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ପରେ ରୋଜର୍‌ ବିନି ବିସିସିଆଇର ପରବର୍ତ୍ତୀ ସଭାପତି ହେବେ ବୋଲି ଚର୍ଚ୍ଚା ଜୋର ଧରିଛି। ଆସନ୍ତା ୧୮ ତାରିଖରେ ବିସିସିଆଇ ସଭାପତି ନେଇ ନିର୍ବାଚନ ହେବ। ୨୦୧୯ ଅକ୍ଟୋବର…

ଅନନ୍ୟ ପରମ୍ପରା ବଏଲ ଯାତ୍ରା

କୋଲାବିରା,୮ା୧୦ (ଡି.ଏନ.ଏ.): କୋଲାବିରାର ଅଧିଷ୍ଠାତ୍ରୀ ଦେବୀ ମା’ ଦକ୍ଷିଣକାଳୀଙ୍କ ପ୍ରସିଦ୍ଧ ବଏଲ ଯାତ୍ରା ଦଶମୀ ତିଥିରେ ସମ୍ପନ୍ନ ହୋଇଛି। କରୋନା ପାଇଁ ଦୁଇବର୍ଷ ଧରି ଯାତ୍ରା ବନ୍ଦ ରହିଥିଲା। ଏଥର ଦକ୍ଷିଣକାଳୀ ଦେବୀଙ୍କ ପ୍ରତୀକ ବାହନ ବରୁଆଙ୍କ ଦର୍ଶନ ପାଇଁ ଲୋକଙ୍କ…

ଫୁଟ୍‌ପାଥ ଉପରେ ରହିବନି ଫୁଡ୍‌ ଷ୍ଟଲ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଷ୍ଟ୍ରିଟ୍‌ ଫୁଡ୍‌ ଷ୍ଟଲ ପାଇଁ ବିଏମ୍‌ସିର ବିଜ୍ଞପ୍ତି ପ୍ରକାଶ ପାଇଛି । ରାସ୍ତା, ଫୁଟ୍‌ପାଥ, ଡ୍ରେନ୍‌ ଉପରେ ଖାଦ୍ୟ ଷ୍ଟଲ ରହିପାରିବନି। ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ନ ଥିଲେ ଖାଦ୍ୟ ପରିବେଷଣ ହୋଇପାରିବନି । ପାର୍କିଂ ପାଇଁ ଜାଗା ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?