ପିଏଚ୍.ଡି.ର ଆତ୍ମକଥା
ସାମ୍ପ୍ରତିକ ସମୟରେ, ଖବରକାଗଜ ଏବଂ ସୋସିଆଲ ମିଡିଆ ‘ପିଏଚ.ଡି. ଡିଗ୍ରୀ’ ପାଇଥିବା ବ୍ୟକ୍ତିବିଶେଷଙ୍କ ବିଷୟରେ ଘୋଷଣାରେ ପରିପୂର୍ଣ୍ଣ। ପ୍ରାୟତଃ, ଏହି ରିପୋର୍ଟ ଗୁଡ଼ିକ ଦର୍ଶାଏ ଯେ କାହାକୁ ସମ୍ମାନସୂଚକ ପିଏଚ.ଡି. ପ୍ରଦାନ କରାଯାଇଛି। ତଥାପି, ଅନେକ ପାଠକ ସମ୍ପୂର୍ଣ୍ଣ ଭାବରେ ବୁଝିପାରନ୍ତି…
ମନ୍ତ୍ରଣାଳୟ ସ୍ଥାନାନ୍ତର
ଅନେକ ଦଶନ୍ଧି ଧରି ରାଇସିନା ହିଲ୍ ଶାସନର ଏକ ପ୍ରତୀକ ଥିଲା। ଉତ୍ତର ଏବଂ ଦକ୍ଷିଣ ବ୍ଲକ୍ କ୍ଷମତାର କେନ୍ଦ୍ର ଥିଲା, ଯେଉଁଠାରେ ଫାଇଲଗୁଡ଼ିକର କାମ ଶୀଘ୍ର ହୋଇ ଶାସନ ପ୍ରକ୍ରିୟା ବିସ୍ତାରିତ କରୁଥିଲା। ମୁଖ୍ୟ ମନ୍ତ୍ରଣାଳୟଗୁଡ଼ିକ ନବନିର୍ମିତ କର୍ତ୍ତବ୍ୟ ଭବନ…
ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷାଫଳ
କଟକ,୧୭।୧(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ ଷ୍ଟାଣ୍ଡାର୍ଡ ଓଡ଼ିଆ ଭାଷା ପରୀକ୍ଷା ୨୦୨୫ର ଫଳ ଜାନୁଆରୀ ୧୭ ତାରିଖ (ଶନିବାର) ଅପରାହ୍ନ…
ପଶ୍ଚିମା ଝଡ଼ ପ୍ରଭାବ: ଦୁଇଦିନ ପରେ ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୧୭ା୧(ବନ୍ଦନା ସେଠୀ): ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ଶୀତ ଲହରି ଜାରି ରହିବ। ଏଥିପାଇଁ ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ପଶ୍ଚିମା ଝଡ଼ ପ୍ରଭାବରେ ଦୁଇଦିନ ପରେ ରାତି ତାପମାତ୍ରା ୨ରୁ…
ବିଜେଡି ନେତା, ଠିକାଦାର, ବାଲି ବ୍ୟବସାୟୀଙ୍କ ଘରେ ଚଢ଼ାଉ: ଆଲମିରା ଭର୍ତ୍ତି ଟଙ୍କା ଦେଖି ଇଡି ତାଜୁବ
ବ୍ରହ୍ମପୁର,(ସୁବାସ ଚନ୍ଦ୍ର ପାଢ଼ୀ)/ଭୁବନେଶ୍ୱର,୧୭ା୧(ସତ୍ୟଜିତ ରାଉତ): ଗଞ୍ଜାମ ଜିଲାର ବିଜେଡି ନେତାଙ୍କ ସମେତ ବହୁ ଠିକାଦାର ଓ ବାଲି ବ୍ୟବସାୟୀଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଶୁକ୍ରବାର ବଡ଼ଧରଣର ଏକାକାଳୀନ ଚଢ଼ାଉ କରାଯାଇଛି। ଏହି ସମୟରେ ଜଣେ ବ୍ୟବସାୟୀଙ୍କ ଘରୁ ଆଲମିରା…
ଏଥର ୨୪ ମାସର ପ୍ରସ୍ତୁତି: ଆଜି ପ୍ରାକ୍ ବଜେଟ ଆଲୋଚନା
ଭୁବନେଶ୍ୱର,୧୭ା୧ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକ ବର୍ଷ ଲାଗି ଶନିବାରଠାରୁ ପ୍ରାକ୍ ବଜେଟ ଆଲୋଚନା ଆରମ୍ଭ ହେବ। ଦୁଇଦିନ ଧରି ହେବାକୁଥିବା ଏହି ଆଲୋଚନା ସମୟରେ ବିଭାଗଗୁଡ଼ିକ ପକ୍ଷରୁ କିପରି ବଜେଟ ପ୍ରସ୍ତୁତ କରାଯାଇଛି ଏବଂ କେଉଁସବୁ ନୂତନ…
ବର୍ବରକାଣ୍ଡ : ଶ୍ରମିକଙ୍କୁ ତେଲ ଢାଳି ମାରିଦେଇଥିଲେ ଦିଆସିଲି, ତଦନ୍ତ ଆରମ୍ଭ କଲେ ପୋଲିସ, ଜିଲା ଶ୍ରମ ଅଧିକାରୀ
ଖଡ଼ିଆଳ,୧୭।୧(ସୁଜିତ କୁମାର ପ୍ରଧାନ) : ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଜୁନାପାଣି ଖଲିଆଭଟା ଗ୍ରାମର ବିଦ୍ୟାଧର ମାଝୀଙ୍କୁ ଟ୍ରେନରୁ ଉଠାଇ ନେଇ କରେଣ୍ଟ ଦେଇ ତେଲଢାଳି ଦିଆସିଲି ମାରି ଦେଇଥିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ଖବର ପ୍ରକାଶ ହେବା…
ବିଜେଡି ୨ ବିଧାୟକ ବିଦା ହେବା ପଛର ଭିତିରି କଥା: ଜାଣନ୍ତୁ କ’ଣ ଘଟିଲା
ଭୁବନେଶ୍ୱର,୧୭ା୧(ସୁନିତ୍ ମିଶ୍ର):ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ କାହିଁକି ନିଲମ୍ବନ କରାଗଲା ତାହାର ସ୍ପଷ୍ଟ ସୂଚନା ମିଳୁ ନ ଥିବାବେଳେ ଏହାର…
ବ୍ଲକ୍ ନଗର ସଭାପତି ବାଛିଲା ବିଜେଡି
ଭୁବନେଶ୍ୱର,୧୭ା୧(ସୁନିତ୍ ମିଶ୍ର): ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶୁକ୍ରବାର ୧୫ଟି ସାଙ୍ଗଠନିକ ଜିଲାର ନଗର ଏବଂ ଏହା ଅନ୍ତର୍ଗତ ବିଭିନ୍ନ ବ୍ଲକ୍ ସଭାପତିଙ୍କ ନାମ ଘୋଷଣା କରାଯାଇଛି। ଦଳର ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦେବୀପ୍ରସାଦ ମିଶ୍ରଙ୍କ ଦସ୍ତଖତରେ ଏଭଳି ୧୫ଟି ବିଜ୍ଞପ୍ତି…
ନବୀନଙ୍କୁ ଭେଟି ଏଭଳି ପ୍ରସ୍ତାବ ଦେଲେ ଅଖିଳେଶ ଯାଦବ, ଭାଜପା ଶୁଣିଲେ…
ଭୁବନେଶ୍ୱର,୧୭ା୧(ସୁନିତ୍ ମିଶ୍ର): ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି(ସପା)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଇତିମଧ୍ୟରେ ଅଖିଳେଶ ୩ଥର ଓଡ଼ିଶା ଆସିଲେଣି। କିଛିଦିନ ତଳେ ନୂଆପଡ଼ା ଉପନିର୍ବାଚନରେ ସମାଜବାଦୀ ପାର୍ଟି ପକ୍ଷରୁ…
୨୪ ଘଣ୍ଟା ପରେ ଫେରିଲା ଇଣ୍ଟରନେଟ ସେବା
ସୁନ୍ଦରଗଡ଼,୧୭ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୋ-ମାଂସ ବିକ୍ରିକୁ କେନ୍ଦ୍ର କରି ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ନାଗରିକ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କୁ ନେଇ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା।…
କାର ଦୁର୍ଘଟଣାରେ ଆଖିବୁଜିଲେ ବନ ବିଭାଗ ଅଧିକାରୀ
କଲ୍ୟାଣସିଂହପୁର,୧୬।୧(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବନ ବିଭାଗ ଅଧିକାରୀ ଚନ୍ଦନ ଗମାଙ୍ଗଙ୍କ ଶୁକ୍ରବାର ରାତିରେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ କଲ୍ୟାଣସିଂହପୁରରୁ ରାୟଗଡା ଅଭିମୁଖେ ଯିବା ସମୟରେ ରାମପୁର ବୁଲାଣି ଠାରେ ତାଙ୍କ କାର ଦୁର୍ଘଟଣା ଘଟିଥିଲା। ସେଥିରେ…
Archives


