ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଲେ ଫଟୋ ଖବରଦାତା ଅଶୋକ ପଣ୍ଡା,ରଥଯାତ୍ରା ଖବର ସଂଗ୍ରହ ପାଇଁ ଯାଉଥିଲେ ପୁରୀ
ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ କୁମାର ପଣ୍ଡାଙ୍କର ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ସେ ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ। ତେବେ ଆଜି ଅଶୋକ ରଥଯାତ୍ରା ଅବସରରେ…
ରାଜ୍ୟରେ ବଢ଼ିଚାଲିଛି କରୋନା: ଆଜି ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧୯ ଜଣ ଚିହ୍ନଟ ହୋଇଥିବା…
ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦାମ
ନୂଆଦିଲ୍ଲୀ,୧ ।୭: ଗ୍ୟାସ ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର । ଶାସ୍ତା ହୋଇଛି ଗ୍ୟାସ ସିଲିଣ୍ଡର ଦାମ । ଇଣ୍ଡିଆନ ଅଏଲ କର୍ପୋରେଶନ ବା ଆଇଓସିର େଓବସାଇଟରେ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦାମ…
ବାଲିକୁଦାରେ ମାଙ୍କଡ଼ ମଡ଼କ, ଚିନ୍ତାରେ ପ୍ରାଣୀପ୍ରେମୀ
ଜଗତ୍ସିଂହପୁର ଅଫିସ,୧ା୭: ଜଗତ୍ସିଂହପୁର ଜିଲା ବାଲିକୁଦା ବ୍ଲକ ସଂଗ୍ରାମପୁର ପଞ୍ଚାୟତ ଅନ୍ତର୍ଗତ ବୁଦ୍ଧିସାହି ଗାଁର ଗୋପାଳସାହିରେ ମାଙ୍କଡ଼ ମଡ଼କ ଦେଖିବାକୁ ମିଳିଛି। ଗୋଟିଏ ପରେ ଗୋଟିଏ କରି ୬ ମାଙ୍କଡ଼ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ଖେଳିଯାଇଛି। କାହିଁକି ଓ…
ନଳିତା, ଧନିଚା ବିହନ ନାହିଁ: ଚାଷୀ ହତାଶ
କେନ୍ଦ୍ରାପଡ଼ା ଅଫିସ,୧ା୭: ତନ୍ତୁଜାତୀୟ ଫସଲ ପାଇଁ କେନ୍ଦ୍ରାପଡ଼ା ଜିଲାର ସୁନାମ ରହିଛି। ୨୦୦୫ ମସିହାରେ ଜିଲାର ୨୧୫୨ ହେକ୍ଟର ଅଞ୍ଚଳରେ ନଳିତା ଓ ମେସ୍ତା ଚାଷ ହେଉଥିଲା। ଉପଯୁକ୍ତ ଭିତ୍ତିଭୂମି ଥିବାରୁ ଏହାର ପ୍ରଚାର ପ୍ରସାର ହୋଇ ୨୦୧୫ ମସିହାରେ ପ୍ରାୟ…
ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ
ମୁମ୍ବାଇ/ନୂଆଦିଲ୍ଲୀ,୧ା୭:ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ମହାରାଷ୍ଟ୍ରର ଉଦ୍ଧବ ଠାକ୍ରେ ସରକାରରେ ସହରାଞ୍ଚଳ ବିକାଶ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଆସିଥିବା ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଏବେ ମୁଖ୍ୟମନ୍ତ୍ରୀ। ଏହା ହେଉଛି ମହାରାଷ୍ଟ୍ର ରାଜନୀତିରେ ପ୍ରଥମାଶ୍ଚର୍ଯ୍ୟ। ଦ୍ୱିତୀୟ ବିସ୍ମୟକର କଥା…
ଇଡିରେ ହାଜର ହେବା ପୂର୍ବରୁ ଶିବସେନା କର୍ମୀଙ୍କୁ ସଞ୍ଜୟଙ୍କ ଅପିଲ
ମୁମ୍ବାଇ,୧ ।୭: ମହାରାଷ୍ଟ୍ରରେ ଦେଖାଦେଇଥିବା ରାଜନୈତିକ ଝଡ଼ ଶିବସେନା ନେତା ଏକନାଥ ସିନ୍ଧେଙ୍କ ଶପଥ ଗ୍ରହଣ ପରେ ଏକ ପ୍ରକାର ଶାନ୍ତ ପଡିଯାଇଛି । ହେଲେ ଏହି ସମ୍ପୂର୍ଣ୍ଣ ଘଟଣାକ୍ରମ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ର ଝଗଡ଼ାକୁ ଆହୁରି…
ପ୍ରଖ୍ୟାତ ନୃତ୍ୟଶିଳ୍ପୀ ଶୀଲା ବାଜଙ୍କ ପରଲୋକ
ହିନ୍ଦୀ ସିନେମାର ପ୍ରଖ୍ୟାତ ନୃତ୍ୟଶିଳ୍ପୀ ଶୀଲା ବାଜଙ୍କ ଦେହାନ୍ତ ହୋଇଛି। ସେ ମୁମ୍ବାଇରେ ଶେଷନିଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ସେ ଅତି କମରେ ୪୦ଟି ବଲିଉଡ ଫିଲ୍ମରେ କାମ କରିଥିଲେ। ସେ ଅଧିକାଂଶ ଫିଲ୍ମରେ…
ଇଂଲଣ୍ଡ ବିପକ୍ଷ ଟି-୨୦, ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଲୀ,୧।୭: ଇଂଲଣ୍ଡ ବିପକ୍ଷ ଦିନିକିଆ ଏବଂ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ସିରିଜ ପାଇଁ ଭାରତୀୟ ଦଳର ନିୟମିତ ଅଧିନାୟକ ରୋହିତ ଶର୍ମା ଫେରିଛନ୍ତି। ଭାରତୀୟ ଦଳର ଦାୟିତ୍ୱ ତାଙ୍କ ହାତରେ ରହିବ। ଇଂଲଣ୍ଡ ବିପକ୍ଷ…
ସଂଖ୍ୟା ଗରିଷ୍ଠତା ପାଇଁ ପ୍ରସ୍ତୁତ ହେଲେଣି ସିନ୍ଧେ, ମୁମ୍ବାଇ ଫେରିବେ ଅସନ୍ତୁଷ୍ଟ ବିଧାୟକ
ମୁମ୍ବାଇ,୧ ।୭: ମହାରାଷ୍ଟ୍ର ରାଜନୈତିକ ସଙ୍କଟର ଶେଷରେ ଅବସାନ ହୋଇଛି । ଭାରତୀୟ ଜନତା ପାର୍ଟି(ଭାଜପା) ସହ ହାତ ମିଳାଇ ଏକନାଥ ସିନ୍ଧେ ସରକାର ଗଠନ କରିବାକୁ ବାହାରିଛନ୍ତି । ଆଉ ସେ ନିଜେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ବି ନେଇ…
ଆନ୍ଧ୍ର ଦଖଲରେ କୋରାପୁଟର ତୁରୁକୁ
କୋରାପୁଟ,୧ା୭(ସ୍ବ.ପ୍ର. ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଳକର କୋଟିଆକୁ ଆନ୍ଧ୍ର ନିଜର ବୋଲି ଦର୍ଶାଇବାକୁ ଉଦ୍ୟମ ଜାରି ରଖିଛି। ଏହାକୁ ନେଇ ଓଡ଼ିଶା ସୁପ୍ରିମକୋର୍ଟ ଦ୍ୱାରସ୍ଥ ହୋଇଛି। ମାମଲା ବିଚାରାଧୀନ ଥିବା ବେଳେ ଆନ୍ଧ୍ର କୋଟିଆରେ ବିଭିନ୍ନ ସମୟରେ ପଶି ସୀମାନ୍ତବାସୀଙ୍କୁ…
ଭୂସ୍ବର୍ଗରେ ମାହାପୁରୁ
ଆମେ ଯେଉଁ ଲୋକରେ ବାସ କରୁଛେ, ସେହି ଲୋକର ସ୍ବର୍ଗ ହେଉଛି ଶ୍ରୀପୁରୁଷୋତ୍ତମ କ୍ଷେତ୍ର। ୟେ ମନଗଢ଼ା କଥା ନୁହେଁ। ମହର୍ଷିମାନଙ୍କର ଘୋଷଣା। ପ୍ରାଚୀନ ପୋଥିପତ୍ରରେ ଦରଜ ହୋଇଛି ‘ଭୂସ୍ବର୍ଗ’। ‘ଭୂସ୍ବର୍ଗଂ ସାମ୍ପ୍ରତଂ ହ୍ୟେଷ ପଥିତ ପୁରୁଷୋତ୍ତମଃ।’ ଏହା ସ୍କନ୍ଦ ପୁରାଣ(ଉ.ଖ.୬/୨୮)ର…
Archives


