Home Left

କେରଳ ସିପିଆଇ(ଏମ) କାର୍ଯ୍ୟାଳୟ ଉପରେ ବୋମା ମାଡ

ଥିରୁଭାନନ୍ତପୁରମ,୧ ।୭: କେରଳର ଥିରୁଭାନନ୍ତପୁରମରେ ଥିବା ସିପିଆଇ(ଏମ) ମୁଖ୍ୟାଳୟ ଉପରେ ବୋମା ମାଡ ହୋଇଛି । ବାଇକରେ ଆସି ଜଣେ ବ୍ୟକ୍ତି ଏହି ବୋମା ମାଡ କରି ଫେରାର ହୋଇଯାଇଥିବା ଜଣାପଡିଛି । ଏହି ଖବର ମିଳିବା ପରେ ପୋଲିସ ଘଟଣାର…

୫ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧ା୭(ବ୍ୟୁରୋ):ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଏବଂ ଉପକୂଳ…

ଓଡ଼ିଆ ବିଭାଗ ପ୍ରଫେସର ଗିରଫ

ଗୋପାଳପୁର,୧ା୭(ଡି.ଏନ.ଏ.):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଗୁରୁବାର ଓଡ଼ିଆ ବିଭାଗର ଜଣେ ପ୍ରଫେସରଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେ ହେଲେ ସଦାନନ୍ଦ ନାୟକ। ଯାଜପୁର ଅଞ୍ଚଳର ଛାତ୍ରୀ ଜଣକ ସ୍ନାତକୋତ୍ତରରେ ପଢ଼ୁଛନ୍ତି। ଗତ…

ଆଜିଠାରୁ ବର୍ମିଂହାମ୍‌ ଟେଷ୍ଟ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଲଣ୍ଡନ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପୁନଃନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହେଉଛି। ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ଚାରିଟି ମ୍ୟାଚ ଗତ ବର୍ଷ ଖେଳାଯାଇଥିଲା, କିନ୍ତୁ କରୋନା କାରଣରୁ ଶେଷ ମ୍ୟାଚ ଖେଳାଯାଇ ପାରି ନ ଥିଲା,…

ସିନ୍ଧେ ମୁଖ୍ୟମନ୍ତ୍ରୀ ହେବା ପରେ ଉଦ୍ଧବ ଠାକ୍‌ରେଙ୍କ ପ୍ରଥମ ପ୍ରତିକ୍ରିୟା

ମୁମ୍ବାଇ,୧।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟର ନୂତନ ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି ଲେଖିଛନ୍ତି, ମହାରାଷ୍ଟ୍ରର ନୂତନ ଭାବେ ନିଯୁକ୍ତ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ୍‌ଙ୍କୁ ଭବିଷ୍ୟତ ପାଇଁ ଶୁଭେଚ୍ଛା। ମହାରାଷ୍ଟ୍ରରେ…

ରାଜସ୍ଥାନରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଇଣ୍ଟରନେଟ ବନ୍ଦ

ଜୟପୁର,୧ ।୭: ଉଦୟପୁରର ଧାନମଣ୍ଡି ଥାନା ଅଞ୍ଚଳରେ ଟେଲର କହ୍ନେୟାଲାଲଙ୍କ ହତ୍ୟା ପରେ ପୋଲିସ-ପ୍ରଶାସନ ଆଲର୍ଟରେ ରହିଛି । ଶୁକ୍ରବାର ସେଠାରେ ଗୋଟିଏ ପଟେ ଜୁମେ ନମାଜ ଓ ଅନ୍ୟପଟେ ଉଦୟପୁରରେ ରଥଯାତ୍ରା ଥିବାରୁ ଅଧିକାରୀଙ୍କୁ କଡା ନିର୍ଦ୍ଦେଶ ଜାରି କରାଯାଇଛି…

ମିଳିଲା ପ୍ରେମ ପତ୍ର: ଶରଦ ପାୱାର

ମୁମ୍ବାଇ,୧ ।୭: ମହାରାଷ୍ଟ୍ରରେ ମହାବିକାଶ ଅଘାଡି ସରକାରର ପତ୍ତନ ପରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଆୟକର ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି । ଏହି ନୋଟିସ ପୁରୁଣା ନିର୍ବାଚନ ଶପଥପତ୍ରକୁ ନେଇ ବୋଲି ଜଣାପଡିଛି । ମୁମ୍ବାଇ ଆୟକର…

ପୋଷଣ ଯୋଜନା ଲାଭ ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ, ୩୦ା୬: କେନ୍ଦ୍ର ସରକାରଙ୍କ ପୋଷଣ ଯୋଜନାର ଲାଭ ପାଇବା ପାଇଁ ପିଲାଙ୍କ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଗୁରୁବାର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଏହା କୁହାଯାଇଛି। ପିଲାମାନଙ୍କ ମା’ଙ୍କ ବାୟୋମେଟ୍ରିକ୍‌ କାର୍ଡ ଦ୍ୱାରା ପୋଷଣ ଟ୍ରାକ୍‌ର…

ଶିକାରୀ ଗୁଳିରେ ଟଳିପଡ଼ିଲେ ଶିକାରୀ

ବୌଦ୍ଧ,୩୦।୬(ସ୍ବ.ପ୍ର.): ଜଙ୍ଗଲକୁ ଶିକାର କରିବାକୁ ଯାଇଥିବା ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ କାନପୁର ଗ୍ରାମର ସଞ୍ଜୀବ ଭୋଇଙ୍କର ଅନ୍ୟ ଜଣେ ଶିକାରୀଙ୍କ ଗୁଳିରେ ମୃତ୍ୟୁ ଘଟିଛି। ଦୁଇଦିନ ପରେ ବୁଧବାର ରାତିରେ ଘଟଣା ଜଣାପଡ଼ିଛି। ପରେ ପୋଲିସ ମୃତଦେହ ଜବତ କରିଛି।…

ଜୁଲାଇ ୨ରେ ବହୁମତ ସାବ୍ୟସ୍ତ କରିବେ ସିନ୍ଧେ

ମୁମ୍ବାଇ,୩୦।୬: ରାଜ୍ୟପାଳ ଭଗତ ସିଂ କୋଶିୟାରୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କୁ ଶନିବାର ଅର୍ଥାତ ଜୁଲାଇ ୨ ତାରିଖରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମହାରାଷ୍ଟ୍ର କ୍ୟାବିନେଟ ୨ ଦିନ ଅର୍ଥାତ୍‌ ଜୁଲାଇ ୨ ଏବଂ ୩ ପାଇଁ…

୨ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଜିଆର୍‌ଏସ୍‌

ପାଟଣା,୩୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ିକାପୁଡ଼ି ପଞ୍ଚାୟତର ଜିଆର୍‌ଏସ୍‌(ଗ୍ରାମ ରୋଜଗାର ସେବକ) ନିରାକର ମହାନ୍ତ ଗୁରୁବାର ରାତିରେ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଅନୁଯାୟୀ, ତୁରୁମୁଙ୍ଗା ବଜାରରେ ଜବକାର୍ଡ ରେଜିଷ୍ଟ୍ରେଶନ ସକାଶେ…

ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ଚାଲିଗଲା ବାପ-ପୁଅଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୩୦।୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ବନ୍ଧବାହାଲ-ବେଲପାହାଡ଼ ମୁଖ୍ୟରାସ୍ତା ଯୋରାବଗା ଛକ ନିକଟରେ ଗୁରୁବାର ରାତି ୮ଟାରେ ଏକ ପିକଅପ୍‌ ଭ୍ୟାନ୍‌ ମୋପେଡ ଗାଡ଼ିକୁ ଧକ୍କା ଦେଇଥିଲା। ଫଳରେ ମୋପେଡରେ ଥିବା ବାପ-ପୁଅଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri