Home Left

ବିଦାୟ ନେଲେ ଜଗଜ୍ଜନନୀ

ଅନୁଗୋଳ ଅଫିସ/ ବଇଣ୍ଡା/ ବଅଁରପାଳ/ କଣିହାଁ / ଛେଣ୍ଡିପଦା, ୭।୧୦(ଡି.ଏନ.ଏ): ଅନୁଗୋଳ ସହରରେ ଧୁମ୍‌ଧାମରେ ପୂଜା ପାଳନ ପରେ ଗୁରୁବାର ମା’ ଦୁର୍ଗାଙ୍କୁ ବିଦାୟ ଦିଆଯାଇଛି। ସକାଳୁ ବିଳମ୍ବିତ ରାତି ଯାଏ ଏହି ଭସାଣି ଶୋଭାଯାତ୍ରା ଚାଲିଥିଲା। ପ୍ରଶାସନ ପକ୍ଷରୁ ବିଭିନ୍ନ…

ନିଜ ଉତ୍ତରାଧିକାରୀ ବାଛିବାକୁ ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲା କେନ୍ଦ୍ର

ନୂଆଦିଲ୍ଲୀ,୭।୧୦: ସୁପ୍ରିମକୋର୍ଟର ଆଗାମୀ ପ୍ରଧାନ ବିଚାରପତି ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଶୁକ୍ରବାର ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଲିତଙ୍କୁ ଏକ ଚିଠି ଲେଖିଛନ୍ତି। ଜଷ୍ଟିସ ଲଲିତ ନଭେମ୍ବର ୮ରେ ପ୍ରଧାନ ବିଚାରପତି ପଦରୁ ଅବସର ନେବେ। ନୂତନ ସିଜେଆଇର…

ଧାମନଗର ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୭ ତାରିଖରେ…

ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ। ଏହାକୁ ନେଇ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁଯାୟୀ, ନିର୍ବାଚନ ପାଇଁ ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୭ରେ ପ୍ରାର୍ଥିପତ୍ର…

କ୍ଷୟକ୍ଷତି ଘଟାଉଛନ୍ତି ୨୨ ହାତୀ

ଅନୁଗୋଳ ଅଫିସ,୭ା୧୦: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜକୁ ପଶି ଆସିଥିବା ଛତିଶଗଡ଼ର ୨୨ ହାତୀ ୨ ଦିନ ହେବ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଏହି ପଲରେ ଥିବା ୫ ଦନ୍ତା, ୧୨ ମାଈ ଓ ୫ ଛୁଆ ହାତୀ ଇଂକରବନ୍ଧ, ବସଲା,…

ଆସୁଛନ୍ତି ଧନଦାତ୍ରୀ: ପ୍ରତିଦିନ ଶ୍ରଦ୍ଧାଳୁଙ୍କୁ ଅନ୍ନ ପ୍ରସାଦ

ବଇଣ୍ଡା, ୭ା୧୦ (ଡି.ଏନ.ଏ.): ପାଖେଇ ଆସୁଛି ମା’ ଲକ୍ଷ୍ମୀଙ୍କ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ଠାକୁରଗଡ଼ ଗ୍ରାମ। ଚଳିତବର୍ଷ ଏଠାରେ ପୂଜା ୫୫ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ବେଳେ ଧୁମ୍‌ଧାମରେ ପାଳନ କରାଯିବାକୁ ଚାଲିଛି…

ଇରାନ ମହିଳାଙ୍କ ସପକ୍ଷରେ ବାହାରିଲେ ପ୍ରିୟଙ୍କା

ବଲିଉଡ ପରେ ହଲିଉଡରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଗ୍ଲୋବାଲ ୟୁନିସେଫ (ୟୁନିସେଫ) ଗୁଡଓ୍ବିଲ ଆମ୍ବାସାଡାର ଅଛନ୍ତି। ଫିଲ୍ମ ବ୍ୟତୀତ ପ୍ରିୟଙ୍କା ଚୋପ୍ରା ମଧ୍ୟ ସାମାଜିକ କାର୍ଯ୍ୟରେ ସକ୍ରିୟ ଅଂଶଗ୍ରହଣ କରନ୍ତି। ବର୍ତ୍ତମାନ ପ୍ରିୟଙ୍କା ଇରାନ ମହିଳା…

ବେଆଇନ କ୍ରଶର ପରିଦର୍ଶନ କଲେ ଡିଏଫ୍‌ଓ

କେନ୍ଦୁଝର,୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅଧୀନ ଖଣ୍ଟଘର ଗ୍ରାମରେ ଚାଲିଥିବା ବେଆଇନ କ୍ରଶର ଅଞ୍ଚଳକୁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ରଶର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବିନା ଅନୁମତିରେ ଏବଂ ପଥର ଖଣି…

ଲଗାଣ ବର୍ଷାରେ ଭାଙ୍ଗିଲା ମାଛୁଆ ପୋଲ

ମୋରଡ଼ା,୭ା୯(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଦାନ୍ତିଆମୁଁହାସ୍ଥିତ ମାଛୁଆ ପୋଲ ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଓ ବେତନଟୀ ବ୍ଲକକୁ ସଂଯୋଗ କରୁଥିବା ଏହି ପୋଲ ଦୀର୍ଘ ବର୍ଷ ଧରି ବିପଦସଙ୍କୁଳ ଅବସ୍ଥାରେ ଥିଲା।…

ଦିଲ୍ଲୀ ଅବକାରୀ ଦୁର୍ନୀତି: ପୁଣି ୩୫ ସ୍ଥାନରେ ଇଡି ଚଢାଉ

ନୂଆଦିଲ୍ଲୀ,୭।୧୦: ଦିଲ୍ଲୀରେ ହୋଇଥିବା ଅବକାରୀ ନୀତି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଟିମ୍‌ ସର୍ଚ୍ଚ ଅପରେସନ କରୁଛନ୍ତି। ଇଡି ଦଳ ଦିଲ୍ଲୀ, ପଞ୍ଜାବ ଏବଂ ହାଇଦ୍ରାବାଦ ସମେତ ୩୫ଟି ସ୍ଥାନରେ ଚଢାଉ କରୁଛି। ଦିଲ୍ଲୀର ଆମ…

ବିପଦସଙ୍କେତ ଉପରେ ଜଳକା

ରୂପସା,୭।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ବିପଦ ସଂକେତ ଉପରେ ଜଳସ୍ତର ପ୍ରବାହିତ ହେଉଛି। ୫ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ନଦୀପାଖରେ ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ ହୋଇଥିବା ଦେଖିବାକୁ…

ରିଲିଜ୍‌ ହେଲା ଫିଲ୍ମ ‘ଗୁଡବାଏ’

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗୁଡବାଏ’ ଶୁକ୍ରବାର ରିଲିଜ୍‌ ହୋଇଛି। ଯାହାକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଥିଲା। ଏହି ଫିଲ୍ମରେ ଅମିତାଭ ବଚ୍ଚନ, ରଶ୍ମିକା ମନ୍ଦାନାଙ୍କୁ ଦେଖିବାକୁ ମିଳିବ। ଏହା ହେଉଛି ରଶ୍ମିକାଙ୍କର ପ୍ରଥମ ହିନ୍ଦୀ ଫିଲ୍ମ। ଅମିତାଭ-ରଶ୍ମିକାଙ୍କ ବ୍ୟତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?