Home Left

ଆଲିଆ ଖାଇଲେ ସାଦ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ଘରକୁ ଖୁବ୍‌ଶୀଘ୍ର ନୂଆ ଅତିଥି ଆସିବେ। ଆଜିକାଲି ଆଲିଆ ଗର୍ଭଧାରଣ ସମୟକୁ ବେଶ୍‌ ଉପଭୋଗ କରୁଛନ୍ତି। ଉଭୟ ଦମ୍ପତି ଆଗାମୀ ସନ୍ତାନକୁ ନେଇ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ଆଜି ଅର୍ଥାତ୍‌ ବୁଧବାର…

ଦଶହରା ରଥଯାତ୍ରାରେ ଯୋଗଦେଲେ ମୋଦି

କୁଲ୍ଲୁ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳ ପ୍ରଦେଶର କୁଲୁରେ ଥିବା ଦଶହରା ରଥଯାତ୍ରାରେ ଭାଗ ନେଇଥିଲେ। ଏହି ସମୟରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଏହାପୂର୍ବରୁ ହିମାଚଳ ଗସ୍ତର ଏକ ସାଧାରଣ…

ଅଜାନ ପାଇଁ ଭାଷଣ ବନ୍ଦ କଲେ ଅମିତ ଶାହା

ଶ୍ରୀନଗର,୫।୧୦: ବାରାମୁଳାରେ ଏକ ସାଧାରଣ ସଭାରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅଜାନ ବେଳେ ଭାଷଣ ବନ୍ଦ ରଖିଛନ୍ତି। ପ୍ରାର୍ଥନା ଶେଷ ହେବା ପରେ ସେ ଜନସାଧାରଣଙ୍କୁ ପଚାରିଥିଲେ ଯେ, ସେ ବର୍ତ୍ତମାନ ତାଙ୍କ କଥା ରଖିପାରିବେ ତ। ଲୋକଙ୍କଠାରୁ ପ୍ରତିକ୍ରିୟା…

ଆତଙ୍କବାଦୀ-ପୋଲିସ ଗୁଳିବିନିମୟ: ୧୦ ଦିନରେ ମଲେଣି ୧୧ ଆତଙ୍କବାଦୀ

ଶ୍ରୀନଗର,୫।୧୦: ଜମ୍ମୁ ଓ କଶ୍ମୀରର ଶୋପିଆଁ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ୩ ଜଣଙ୍କର ‘ଜୈଶ-ଏ-ମହମ୍ମଦ’ ସହିତ ସମ୍ପର୍କ…

ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ଉଡାଇଦେବାକୁ ଧମକ

ମୁମ୍ବାଇ,୫।୧୦: ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ବିସ୍ଫୋରଣ କରି ଉଡାଇ ଦେବାକୁ ବୁଧବାର ଧମକ ଦିଆଯାଇଛି। ହସ୍ପିଟାଲର ଏକ ଲ୍ୟାଣ୍ଡଲାଇନ୍‌ ନମ୍ବରକୁ ଜଣେ ବ୍ୟକ୍ତି କଲ୍‌ କରି ଏପରି ଧମକ ଦେଇଛନ୍ତି। ଏନେଇ ହସ୍ପିଟାଲ ପରିସରରେ ଆତଙ୍କ ଖେଳିଯାଇଛି। ଅଭିଯୋଗ ପରେ ମୁମ୍ବାଇ…

ମ୍ୟାନମାରରେ ଫସିରହିଥିବା ୪୫ ଭାରତୀୟଙ୍କୁ ଉଦ୍ଧାର କଲା ବୈଦେଶିକ ମନ୍ତ୍ରଣାଳୟ

ନାପିଦ୍ୱ,୫।୧୦: ମ୍ୟାନମାରରେ ଫସିରହିଥିବା ଅନେକ ଭାରତୀୟଙ୍କୁ ବୈଦେଶିକ ମନ୍ତ୍ରଣାଳୟ ଉଦ୍ଧାର କରିଛି। ମ୍ୟାନମାରରେ ନକଲି ଚାକିରି ରାକେଟରେ ଫସିରହିଥିବା ୪୫ ଭାରତୀୟଙ୍କୁ ଏପର୍ଯ୍ୟନ୍ତ ଉଦ୍ଧାର କରାଯାଇସାରିଛି ବୋଲି ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି। ପୂର୍ବରୁ ପ୍ରାୟ ୩୨ଜଣ ଭାରତୀୟଙ୍କୁ…

୯୮ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦଶଭୁଜା

ଝାରସୁଗୁଡ଼ା ଅଫିସ,୫ା୧୦- ଶିଳ୍ପସମୃଦ୍ଧ ଝାରସୁଗୁଡା ଜିଲାରେ ଚଳିତବର୍ଷ ମୋଟ ୯୮ ପୂଜା ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନା କରାଯାଇଛି। ଝାରସୁଗୁଡ଼ା ଥାନା ଅଞ୍ଚଳରେ ୨୦, ବ୍ରଜରାଜନଗରରେ ୧୬, ଲଇକେରାରେ ୧୬, ରେଙ୍ଗାଲିରେ ୯, ଝାରସୁଗୁଡା ସଦର ଥାନା ଅଞ୍ଚଳରେ ୮, ଓରିଏଣ୍ଟରେ ୮,…

ଗେହଲଟ୍‌ଙ୍କ ଅନୁଗତଙ୍କୁ ଭେଟିଲେ ସଚିନ: ଖୁବ୍‌ଶୀଘ୍ର ବସିପାରେ ବିଧାୟକ ଦଳ ବୈଠକ

ଜୟପୁର,୫।୧୦: ରାଜସ୍ଥାନର ରାଜନୈତିକ ସଙ୍କଟ ଭିତରେ କଂଗ୍ରେସ ନେତା ସଚିନ ପାଇଲଟ ବିରୋଧୀ ଗୋଷ୍ଠୀଙ୍କୁ ମନେଇବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଅନୁଗତ ଏବଂ ବିଧାୟକଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍‌ ବେଳେ ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ…

ମୁଲାୟମ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ,୫।୧୦: ସମାଜବାଦୀ ପାର୍ଟି(ଏସ୍‌ପି)ର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍‌ ସିଂହ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି ବୋଲି ବୁଧବାର ଏସ୍‌ପି ପକ୍ଷରୁ ଟୁଇଟ କରାଯାଇ ସୂଚନା ଦିଆଯାଇଛି। ଡାକ୍ତରଙ୍କ ଏକ ଟିମ୍‌…

ଇରଫାନ-ଗମ୍ଭୀରଙ୍କ ମଧ୍ୟରେ ଫାଇନାଲ ଲଢେଇ

ଇନ୍ଦୋର,୫।୧୦: ଲିଜେଣ୍ଡ୍‌ସ କ୍ରିକେଟ ଲିଗ ର ଦ୍ୱିତୀୟ ସିଜିନର ଅନ୍ତିମ ମ୍ୟାଚ ଆଜି ଖେଳାଯିବ। ଏଥିରେ ଭିଲୱାରା କିଙ୍ଗ୍ସ ଏବଂ ଇଣ୍ଡିଆ କ୍ୟାପିଟାଲର ଦଳ ମୁହାଁମୁହିଁ ହେବେ। କ୍ୱାଲିଫାୟର ମ୍ୟାଚରେ ଭିଲୱାରା କିଙ୍ଗ୍ସକୁ ପରାସ୍ତ କରିବା ପରେ ହିଁ ଇଣ୍ଡିଆ କ୍ୟାପିଟାଲ୍ସ…

ଧୋନୀଙ୍କ ପଦାଙ୍କ ଅନୁସରଣ କଲେ ରୋହିତ, ସମସ୍ତେ କଲେ ପ୍ରଶଂସା

ଇନ୍ଦୋର,୫।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଟିମ ଇଣ୍ଡିଆ ୨-୧ରେ ଜିତିଛି। ଏହି ସିରିଜରେ ଭାରତୀୟ ଦଳ ପ୍ରଥମ ଦୁଇଟି ମ୍ୟାଚ ଜିତି ଟ୍ରଫି ଜିତିଛି। ଏଥି ସହିତ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଇଥିବା…

ମିଳିଲା ଅନୁମତି: ରାଜଧାନୀର ୪ ସ୍ଥାନରେ ହେବ ରାବଣପୋଡି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୪ ସ୍ଥାନରେ ରାବଣପୋଡି ହେବ। ଅଗ୍ନିଶମ ବିଭାଗ ଏ ନେଇ ଅନୁମତି ଦେଇଛି। ରାଜଧାନୀର ବରମୁଣ୍ଡା, ଝାରପଡ଼ା, କୋରଡ଼କଣ୍ଟା ଏବଂ ପାହାଳ ପୂଜା କମିଟିକୁ ଅନୁମତି ଦିଆଯାଇଛି। ଏହାପରେ କମିଶନରେଟ ପୋଲିସ ପକ୍ଷରୁ କ୍ଷେତ୍ର ପରିଦର୍ଶନ କରାଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?