Home Left

ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୭୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ଆଜି ରାଜ୍ୟରେ ୧୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୮।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

୬ବର୍ଷ ପରେ ପୁୁଣି ପରଦାକୁ ଫେରିବେ କରନ

ଅଭିନେତା କରନ ୱାହି ପ୍ରାୟ ୬ ବର୍ଷ ଧରି ଟିଭି ପରଦାରୁ ଦୂରେଇ ରହିଛନ୍ତି। ସେ ଖୁବ ଶୀଘ୍ର ‘ଚନ୍ନା ମେରେୟା’ ସହିତ ଛୋଟ ପରଦାକୁ ଫେରିବେ ବୋଲି ଜଣାପଡ଼ିଛି। ତେବେ ଯେତେବେଳେ କରନଙ୍କୁ ପଚରାଯାଇଥିଲା, ସେ କେତେ ଶୋ’ ରିଜେକ୍ଟ…

ଜୁବଲି ହିଲ୍ସ ଗଣବଳାତ୍କାର ମାମଲା : ଅଭିଯୁକ୍ତଙ୍କ ହେବ ଡିଏନ୍‌ଏ ଟେଷ୍ଟ

ହାଇଦ୍ରାବାଦ,୨୭ା୬: ହାଇଦ୍ରାବାଦ ଜୁବଲି ହିଲ୍ସ ନାବାଳିକା ଗଣବଳାତ୍କାର ମାମଲାରେ ଗିରଫ ଅଭିଯୁକ୍ତଙ୍କ ନମୁନା ସଂଗ୍ରହ କରାଯାଇ ଡିଏନ୍‌ଏ ପରୀକ୍ଷା କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ହାଇଦ୍ରାବାଦ ପୋଲିସ ମେ ୨୮ର ଏହି ଘଟଣାରେ ସ୍ଥାନୀୟ କୋର୍ଟ ଏବଂ ଜୁଭେନାଇଲ ଜଷ୍ଟିସ୍‌…

ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା

ଆନନ୍ଦପୁର,୨୮।୬(ସ୍ବ.ପ୍ର.): ରାଜନୈତିକ ଦୃଷ୍ଟିକୋଣରୁ କେନ୍ଦୁଝର ଜିଲାର ଘସିପୁରା ସ୍ପର୍ଶକାତର ନିର୍ବାଚନମଣ୍ଡଳୀ ଭାବେ ପରିଚିତ। ଏହି ନିର୍ବାଚନମଣ୍ଡଳୀ ଏବେ ବିଜେଡି ଅକ୍ତିଆରରେ ରହିଛି। ୨୦୦୯ରୁ ଏପର୍ଯ୍ୟନ୍ତ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଜେଡି ବିଧାୟକ ବଦ୍ରି ପାତ୍ର ଲଗାତର ଭାବେ ନିର୍ବାଚନ ଜିତିଆସୁଛନ୍ତି…

ଭାଜପାରେ ଯୋଗଦେଲେ କଂଗ୍ରେସ, ସିପିଆଇ ନେତା

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀ ଏବଂ ଭାଜପା ପ୍ରତି ଆସ୍ଥା ପ୍ରକଟ କରି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର କଂଗ୍ରେସ ଓ କମ୍ୟୁନିଷ୍ଟ ପାର୍ଟିର ବହୁ ପୁରୁଷ ଏବଂ ମହିଳା…

କ୍ଲିନ୍‌ସୁଇପ୍‌ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ

ଡବଲିନ୍‌,୨୮।୬: ଭାରତ ଏବଂ ଆୟାରଲାଣ୍ଡ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ମଙ୍ଗଳବାର ଅର୍ଥାତ୍‌ ଆଜି ଖେଳାଯିବ। ଟିମ ଇଣ୍ଡିଆ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ ଏଭଳି ପରିସ୍ଥିତିରେ ଭାରତ ଏହି ସିରିଜ ଜିତିବା ପାଇଁ…

ଅଗ୍ନିପଥ ଯୋଜନା ପ୍ରତ୍ୟାହାର କର: କଂଗ୍ରେସ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନାବାହିନୀରେ ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାକୁ ପ୍ରତ୍ୟାହାର ଦାବିରେ କଂଗ୍ରେସ ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରାଯାଇଛି। ଦଳ ତରଫରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ଓ୍ବାରି ଦିନ ୧୦ରୁ ୧ଟା ମଧ୍ୟରେ ଏହା ପାଳନ କରାଯାଇଛି। ପ୍ରଦେଶ କଂଗ୍ରେସ…

ଖୁସିଖବର ଦେବା ପରେ ଡିପି ବଦଳାଇଲେ ଆଲିଆ

ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଆଲିଆ ଭଟ୍ଟ। ଏହି ଗୁଡନ୍ୟୁଜ୍‌ ସେ ନିଜେ ପ୍ରଶଂସକଙ୍କ ଶେୟାର କରିଛନ୍ତି। ଏହି ଘୋଷଣା ପରେ ସେ ନିଜ ଇନ୍‌ଷ୍ଟାଗ୍ରାମ ଡିପି ମଧ୍ୟ ବଦଳାଇ ଦେଇଛନ୍ତି। ରଣବୀର କପୁରଙ୍କୁ ବିବାହ କରିବା ପରେ ଆଲିଆ…

ସୋନିଆଙ୍କ ବ୍ୟକ୍ତିଗତ ସଚିବଙ୍କ ନାଁରେ ବଳାତ୍କାର ମାମଲା

ନୂଆଦିଲ୍ଲୀ, ୨୮ା୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବ୍ୟକ୍ତିଗତ ସଚିବ ପି. ପି. ମାଧବନ(୭୧)ଙ୍କ ବିରୋଧରେ ଦିଲ୍ଲୀ ପୋଲିସ ସୋମବାର ଏକ ବଳାତ୍କାର ମାମଲା ରୁଜୁ କରିଛି। ଦିଲ୍ଲୀର ଜଣେ ୨୬ ବର୍ଷୀୟା ମହିଳା ମାଧବନଙ୍କ ବିରୋଧରେ ଶନିବାର ଉତ୍ତମନଗର ଥାନାରେ…

ଅଗ୍ନିପଥ: ବାୟୁସେନାରେ ୯୪ ହଜାର ଆବେଦନ

ନୂଆଦିଲ୍ଲୀ, ୨୮।୬: ସେନାରେ ଠିକା ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାରେ ଭାରତୀୟ ବାୟୁସେନା (ଆଇଏଏଫ୍‌)ରେ ୪ ଦିନରେ ୯୪,୨୮୧ ଜଣ ଆବେଦନ କରିଛନ୍ତି। ଶୁକ୍ରବାର ଆରମ୍ଭ ହୋଇଥିବା ପଞ୍ଜୀକରଣ ପ୍ରକ୍ରିୟା ଜୁଲାଇ ୫ ପର୍ଯ୍ୟନ୍ତ ଚାଲିବ। ରବିବାର ସୁଦ୍ଧା…

ରଥଯାତ୍ରାରେ ୧୦ ଲକ୍ଷ ମାସ୍କ ବଣ୍ଟାଯିବ

ପୁରୀ ଅଫିସ,୨୮।୬:ଦୁଇବର୍ଷର ବ୍ୟବଧାନ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାକୁ ଯାଉଛି। ତେବେ କରୋନା ସମ୍ପୂର୍ଣ୍ଣ ରୂପେ ନାଶ ହୋଇନାହିଁ। ତେଣୁ ସରକାର ପୁରୀକୁ ଆସୁଥିବା ଯାତ୍ରୀଙ୍କ ପାଇଁ ୧୦ ଲକ୍ଷ ମାସ୍କ ବଣ୍ଟନର ବ୍ୟବସ୍ଥା କରିଛନ୍ତି ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri