Home Left

ଜ୍ୟାକ୍‌ଲିନଙ୍କୁ ଇଡିର ଜେରା

ନୂଆଦିଲ୍ଲୀ, ୨୮।୬: ବଲିଉଡ୍‌ ଅଭିନେତ୍ରୀ ଜ୍ୟାକ୍‌ଲିନ ଫର୍ନାଣ୍ଡିଜ୍‌ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁଖ୍ୟାଳୟରେ ହାଜର ହୋଇଛନ୍ତି। କନ୍‌ ମ୍ୟାନ୍‌ ସୁକେଶ ଚନ୍ଦ୍ରଶେଖର ମନି ଲଣ୍ଡରିଂ ମାମଲାରେ ଇଡି ଜ୍ୟାକ୍‌ଲିନ୍‌ଙ୍କୁ ଜେରା କରିଛି। ଏ ମାମଲାରେ ଜ୍ୟାକଲିନଙ୍କୁ ୨ରୁ ୩ ଥର…

ବଣ୍ଡାଘାଟିରେ ଖୋଲାଆକାଶ ତଳେ ସ୍କୁଲ

ମାଲକାନଗିରି,୨୮।୬(ଡି.ଏନ୍‌.ଏ.):ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ୫-ଟି ଅଧୀନରେ ହାଇସ୍କୁଲଗୁଡ଼ିକର ବିକାଶ ମଧ୍ୟ କରୁଛନ୍ତି। ହେଲେ ଉପାନ୍ତ ଆଦିବାସୀ ଅଞ୍ଚଳରେ ପ୍ରାଥମିକ ସ୍କୁଲ ଖୋଲା ଆକାଶ ତଳେ ଚାଲିଛି। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡ଼ାସ୍ଥିତ…

ମହାକାଶରେ ଚାଇନାର ସୌରଶକ୍ତି ପ୍ରକଳ୍ପ ଯୋଜନା

ବେଜିଂ,୨୮।୬: ମହାକାଶରେ ଚାଇନା ସୋଲାର ପାଓ୍ବାର ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ପ୍ରସ୍ତୁତି ଚଳାଇଛି। ୨୦୨୮ ସୁଦ୍ଧା ପ୍ଲାଣ୍ଟ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ଚାଇନା ଆଶା ରଖିଛି। ସୋଲାର ପାଓ୍ବାର ପ୍ଲାଣ୍ଟ ଜରିଆରେ ସୋଲାର ଏନର୍ଜି (ସୌର ଶକ୍ତି)କୁ ଇଲେକ୍ଟ୍ରିସିଟି…

ଏମ୍‌କେସିଜି ଶିଶୁ ରୋଗ ବିଭାଗରେ ୪ ପିଜି ସିଟ୍‌ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮/୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜର ଶିଶୁ ବିଭାଗ ପିଜି ସିଟ ବୃଦ୍ଧି କରାଯିବା ନେଇ ସୋମବାର ଜାତୀୟ ଭେଷଜ ପରିଷଦ(ଏନ୍‌ଏମ୍‌ସି)ର ଜଣିକିଆ ପ୍ରତିନିଧି ଏମ୍‌କେସିଜି ପରିଦର୍ଶନ କରିଛନ୍ତି। ବର୍ତ୍ତମାନ ଶିଶୁ ବିଭାଗରେ ୮ ପିଜି ସିଟ ରହିଥିବା ବେଳେ…

ଜି-୭ ନେତାଙ୍କୁ ଭେଟିଲେ ମୋଦି

ବର୍ଲିନ, ୨୮ା୬: ଜର୍ମାନୀର ଏଲ୍‌ମାଉଠାରେ ଆୟୋଜିତ ହେଉଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି। ରବିବାରଠାରୁ ଜର୍ମାନୀ ଗସ୍ତରେ ଥିବା ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍‌ରଁ,…

ଯୁଦ୍ଧ ବନ୍ଦ ପାଇଁ ଜେଲେନ୍‌ସ୍କିଙ୍କ ନିବେଦନ

କିଭ୍‌, ୨୮ା୬: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ସୋମବାର ଭର୍ଚୁଆଲ ମାଧ୍ୟମରେ ଜି-୭ ସମ୍ମିଳନୀକୁ ଉଦ୍‌ବୋଧନ ଦେଇଛନ୍ତି। ସେ ଜି-୭ ଦେଶଗୁଡ଼ିକୁ ଅଧିକ ସହାୟତା ମାଗିବା ସହ ଶୀତଋତୁ ପୂର୍ବରୁ ରୁଷିଆ ଜାରି ରଖିଥିବା ଯୁଦ୍ଧକୁ ଶେଷ କରିବା ନିମନ୍ତେ ପଦକ୍ଷେପ…

ରାଜ୍ୟରେ ୩୫% କମ୍‌ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ରାଜ୍ୟର ଚାଷୀମାନେ ମୁଖ୍ୟତଃ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଆନ୍ତି। ବର୍ଷା ନ ଥିବାରୁ ଚାଷୀ ହାତ ବାନ୍ଧି ବସିଛନ୍ତି। ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ରାଜ୍ୟକୁ ମୌସୁମୀ ପ୍ରବେଶ କରିଥିଲେ…

ଚାଇନାର ବିଆର୍‌ଆଇକୁ ଝଟକା

ଏଲମାଉ, ୨୮।୬: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍‌ ରୋଡ୍‌ ଇନିସିଏଟିଭ୍‌ (ବିଆର୍‌ଆଇ)କୁ ପ୍ରତିହତ କରିବା ପାଇଁ ଜି-୭ ରାଷ୍ଟ୍ର ମୁଖ୍ୟମାନେ ୬୦୦ ବିଲିୟନ ଡଲାରର ଏକ ଭିତ୍ତିଭୂମି ନିର୍ମାଣ ପ୍ରକଳ୍ପର ଯୋଜନା କରିଛନ୍ତି। ପାର୍ଟନରଶିପ୍‌ ଫର୍‌…

ଆମେରିକାରେ ଟ୍ରେନ୍ ଦୁର୍ଘଟଣା: ୨ ମୃତ, ୫୦ରୁ ଅଧିକ ଆହତ

ୱାଶିଂଟନ,୨୮ ।୬: ଆମେରିକାର ମିସୌରିରେ ଏକ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ହୋଇଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, ମିସୌରିରେ ଏକ ଟ୍ରେନ୍ ଲାଇନଚ୍ୟୁତ ହେବାରୁ ଦୁର୍ଘଟଣାର ଶିକାର ହୋଇଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୫୦ରୁ…

ଦୁବାଇରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ଟିମ୍‌ ଦୁବାଇରେ ପହଞ୍ଚତ୍ଛନ୍ତି। ଆସନ୍ତା ୨୯ରେ ସେଠାରେ ଇନ୍‌ଭେଷ୍ଟର୍ସ ମିଟ୍‌ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀ ବିଦେଶୀ ନିବେଶକଙ୍କ ସହ ସେଠାରେ ସିଧାସଳଖ ଆଲୋଚନା କରିବେ। ଖାଦ୍ୟ ପ୍ରକ୍ରିୟାକରଣରୁ ଡାଉନ୍‌ଷ୍ଟ୍ରିମ୍‌ ଇଣ୍ଡଷ୍ଟ୍ରିଜ୍‌ରେ…

ଯୌନକର୍ମୀଙ୍କୁ ଢାଲ କରି କୋଟିଏ ହଡ଼ପ

ଯାଜପୁର ଅଫିସ,୨୮ା୬:ମହିଳା ଯୌନକର୍ମୀଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ୨୦୦୮ରେ ପ୍ରଣୀତ ଲକ୍ଷ୍ୟଭେଦୀ ଯୋଜନା ଯାଜପୁର ଜିଲାରେ ଲକ୍ଷ୍ୟଭ୍ରଷ୍ଟ ହୋଇଛି। ଏହି ଯୋଜନାରେ ଜାଲ୍‌ କାଗଜପତ୍ର ପ୍ରସ୍ତୁତ କରି ଜିଲାରେ ୧୪୭୩ ଜଣ ମହିଳା ଯୌନକର୍ମୀ ଥିବା ଦର୍ଶାଇ କୋଟିଏରୁ…

ଗିରଫ ହେବେ ରେଞ୍ଜର, ଫରେଷ୍ଟର

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ବନ ବିଭାଗକୁ ପଡ଼ିଛି ଶନି ଦଶା। ଆଠଗଡ଼ ପରେ ଅନୁଗୋଳ ସାତକୋଶିଆ ବନଖଣ୍ଡରେ ହାତୀ ମଡ଼କ ଦେଖାଯାଇଛି। ସାତକୋଶିଆ ବନଖଣ୍ଡର ସଂଲଗ୍ନ ନରସିଂହପୁର ଜିଲିଣ୍ଡା ବନାଞ୍ଚଳରେ ୧୪ମାସ ତଳେ ୨୦ ବର୍ଷର ଦନ୍ତା ହାତୀକୁ ମାରି ଲୁଟେରାମାନେ ଦାନ୍ତ ଲୁଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri