Home Left

ଅନଶନରେ ବସିଲେ ହିତାଧିକାରୀ

ବଇଣ୍ଡା,୪।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ପେଡିପଥର ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ପାଇଖାନା କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଝିଲ୍ଲୀମୁଣ୍ଡା ଗ୍ରାମର ଧରଣୀଧର ନାୟକ ଓ କେତେଜଣ ହିତାଧିକାରୀ ରବିବାର ଆଠମଲ୍ଲିକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନଶନ କରିଛନ୍ତି। ସେମାନେ ଅଭିଯୋଗ…

‘ଆଦିପୁରୁଷ’ ଟ୍ରେଲରକୁ ନେଇ ବିବାଦ: ଗୃହମନ୍ତ୍ରୀ ଦେଲେ ଚେତାବନୀ

ଭୋପାଳ,୪।୧୦: ବଲିଉଡ ଫିଲ୍ମ ‘ଆଦିପୁରୁଷ’ ଟ୍ରେଲରର ଏକ ଦୃଶ୍ୟକୁ ନେଇ ବିବାଦ ଦେଖାଦେଇଛି। ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ମଙ୍ଗଳବାର କହିଛନ୍ତି, ସେ ‘ଆଦିପୁରୁଷ’ ଟ୍ରେଲର ଦେଖିଛନ୍ତି। ଟ୍ରେଲରରେ ଏକ ଆପତ୍ତିଜନକ ଦୃଶ୍ୟ ଅଛି। ଏଥିରେ ହନୁମାନ ଜୀଙ୍କର ପୋଷାକ ଚମଡ଼ାରେ…

ଟି-୨୦ ବିଶ୍ୱକପ୍‌ରୁ ବାଦ୍‌ ପଡିବା ପରେ ମୁହଁ ଖୋଲିଲେ ବୁମ୍‌ରା

ନୂଆଦିଲ୍ଲୀ,୪।୧୦: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ୨୦୨୨ ଟି-୨୦ ବିଶ୍ୱକପ ପୂର୍ବରୁ ଭାରତ ଏକ ବଡ଼ ଝଟ୍‌କା ଲାଗିଛି। ଆହତ କାରଣରୁ ଷ୍ଟାର ଫାଷ୍ଟ ବୋଲର ଜଶପ୍ରୀତ ବୁମ୍‌ରାଙ୍କୁ ଟି-୨୦ ବିଶ୍ୱକପରୁ ବାଦ ଦିଆଯାଇଛି। ସୋମବାର ରାତିରେ ବିସିସିଆଇ ବୁମରାଙ୍କ ବିଶ୍ୱକପରୁ…

ମୋଦିଙ୍କ ରାଲିକୁ ଯିବା ପାଇଁ ଖବରଦାତାଙ୍କୁ ଦେବାକୁ ପଡ଼ିବ ଚରିତ୍ର ପ୍ରମାଣପତ୍ର

ଶିମଲା,୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବର ୫ରେ ହିମାଚଳ ପ୍ରଦେଶକୁ ଦିନିକିଆ ଗସ୍ତ କରିବେ। ଏହି ସମୟରେ ମୋଦି ବିଲାସପୁରରେ ଏମ୍ସ କ୍ୟାମ୍ପସ୍‌କୁ ଉଦ୍‌ଘାଟନ କରିବେ। ଏତଦ୍‌ ବ୍ୟତୀତ ଏକ ଜନସଭାକୁ ମୋଦି ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ…

ବୁଲିବାକୁ ଯାଇଥିଲେ କୋଲକାତା: ଲୁଟିନେଲେ ନଗଦ ଟଙ୍କା, ସୁନା ଅଳଙ୍କାର

ରାୟଗଡା ଅଫିସ,୪।୧୦: ପାର୍ବଣରେ ଚୋରି। ରାୟଗଡା ସହରର ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ବେହେରାଙ୍କ ଘରେ ଚୋରି ହୋଇଛି। ଘର ପରିବାର ଲୋକେ କୌଣସି କାମରେ କୋଲକତା ଯାଇଥିବା ବେଳେ ଆଲମିରା ଭାଙ୍ଗି ନଗଦ ୩ ଲକ୍ଷ ଟଙ୍କା ସହ ୫୦୦ଗ୍ରାମ…

ମା’ ଖମ୍ବେଶ୍ୱରୀଙ୍କ ସୁନାବେଶ

ଆସିକା,୪ା୧୦(ଡି.ଏନ.ଏ.): ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ପୀଠରେ ଗତ ସୋମବାରଠାରୁ ଦେବୀଙ୍କ ଶାରଦୀୟ ନବରାତ୍ର ପୂଜା ଲାଗି ମନ୍ଦିର ପରିସର ଉତ୍ସବ ମୁଖରିତ ହୋଇଛି। ରବିବାରଠାରୁ ଦେବୀଙ୍କ ସୁନାବେଶ ଆରମ୍ଭ ହୋଇଛି । ଏହି ବେଶ ଚାରିଦିନ ଧରି ବୁଧବାର…

୧୦ ଦିନ ଖୋଲାହୁଏ ମା’ ଦାଣ୍ଡୁମାରାମ୍ମାଙ୍କ ମନ୍ଦିର

ପାରଳାଖେମୁଣ୍ଡି,୪ା୧୦ (ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ରହିଛି ଭିନ୍ନ ପରମ୍ପରାର ଏକ ଦୁର୍ଗା ମନ୍ଦିର। ମନ୍ଦିରଟି ବର୍ଷକୁ ମାତ୍ର ୧୦ଦିନ ପାଇଁ ଖୋଲା ହୁଏ ଓ ପୂଜାନୀତି ଚାଲେ। ପୁରାତନ ଏହି ମନ୍ଦିରଟି ପାରଳା ରାଜ ପରିବାର…

ବୈଷ୍ଣୋ ଦେବୀଙ୍କ ଶରଣରେ ଅମିତ ଶାହା

ଶ୍ରୀନଗର,୪।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କାଟ୍ରାସ୍ଥିତ ମାତା ବୈଷ୍ଣୋ ଦେବୀଙ୍କ ଦରବାରରେ ପହଞ୍ଚି ମଥା ଟେକିଥିଲେ। ତାଙ୍କ ସହ ଜମ୍ମୁ କଶ୍ମୀର ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ଏବଂ ଅନ୍ୟ ପ୍ରଶାସନିକ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି।…

ଜୁରୁଡ଼ିରେ ମା’ଙ୍କ ଖଣ୍ଡା, ମୁକୁଟ ପୂଜା ପରମ୍ପରା

ଯୋଡ଼ା,୪ା୧୦(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ଉପତ୍ୟକାରେ ଚଳିତ ବର୍ଷ ଆଡ଼ମ୍ବରରେ ଶାରଦୀୟ ଦୂର୍ଗାପୂଜା ପାଳନ କରାଯାଉଛି। ଖଣି ଓ ଶିଳ୍ପର ରୁଗୁଣ ଅବସ୍ଥା ମଧ୍ୟରେ ଶ୍ରଦ୍ଧାଳୁଙ୍କ ଭାବାବେଗରେ ଉତ୍ସାହ କମି ନାହିଁ। ଖଣି କ୍ଷେତ୍ର ଜୁରୁଡ଼ି, ବାମେବାରୀ, ଜରିବାହାଲ ସମେତ…

ଭଦ୍ରକରେ ବସ୍‌ ଚଳାଚଳ ବନ୍ଦ

ଭଦ୍ରକ ଅଫିସ,୪।୧୦: ବସ୍‌କୁ ଅଟକାଇ ବଟି ଆଦାୟ କରିବା ସହ ଡ୍ରାଇଭର, କଣ୍ଡକ୍ଟରଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ମଙ୍ଗଳବାର ଭଦ୍ରକ ଜିଲାରେ ବସ୍‌ ଚଳାଚଳ ବନ୍ଦ ରହିଛି। ଜୋରଜବରଦସ୍ତ ବଟି ଆଦାୟ ହୋଉଥିବା ନେଇ ଅଭିଯୋଗ ହୋଇଥିବା ବେଳେ ପୋଲିସ କୌଣସି…

‘ହକିକି ଆଜାଦି ମାର୍ଚ୍ଚ’ ପାଇଁ ପ୍ରସ୍ତୁତ ହେଉଛନ୍ତି ଇମ୍ରାନ

ଇସଲାମାବାଦ୍‌,୪।୧୦: ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଥମିବାର ନାଁ ଧରୁନି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଦଳର ମୁଖ୍ୟ ଇମ୍ରାନ ଖାନ ବର୍ତ୍ତମାନ ଇସଲାମାବାଦରେ ‘ହକିକି ଆଜାଦି ମାର୍ଚ୍ଚ’ ପାଇଁ ପ୍ରସ୍ତୁତ ହେବାକୁ ଦଳର କର୍ମୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାନୁସାରେ,…

ଢିଙ୍କିକୁଟା ଚାଉଳ ଚୂନାରେ ହେଉଛି ଭୋଗ

କେନ୍ଦୁଝର/ଆନନ୍ଦପୁର,୪ା୧୦(ସ୍ବ.ପ୍ର): କେନ୍ଦୁଝର ଜିଲାର ସର୍ବପୁରାତନ ମା’ ଆଦ୍ୟ ଦୁର୍ଗାଦେବୀ ଅନୁଷ୍ଠାନ ପକ୍ଷରୁ ଆନନ୍ଦପୁର ପୌରପାଳିକା ୧୧ ନମ୍ବର ଓ୍ବାର୍ଡର ଫକୀରପୁରରେ ମା’ ଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହେଉଛି। ଅନୁଷ୍ଠାନ ପକ୍ଷରୁ ମୃଣ୍ମୟୀ ଦୁର୍ଗାପୂଜା ପ୍ରାୟ ଦେଢ଼ ଶହ ବର୍ଷ ଧରି ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?