Home Left

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଆନ୍ଧ୍ରଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ…

ବେଞ୍ଚ୍‌ ଷ୍ଟ୍ରେଙ୍ଗ୍‌ଥ ପରୀକ୍ଷା କରିବ ଭାରତ

ଇନ୍ଦୋର,୪ା୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି ୨୦ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ମଙ୍ଗଳବାର ଇନ୍ଦୋରର ହୋଲ୍‌କାର ଷ୍ଟାଡିୟମରେ ଖେଳାଯିବ। ୩ ମ୍ୟାଚ୍‌ବିଶିଷ୍ଟ ଏହି ଟି୨୦ ସିରିଜ୍‌କୁ ଭାରତ ଆଗୁଆ ଜିତିନେଇଥିବା ବେଳେ ଅନ୍ତିମ ମ୍ୟାଚ୍‌ରେ ବେଞ୍ଚ୍‌ ଷ୍ଟ୍ରେଙ୍ଗ୍‌ଥ ପରୀକ୍ଷଣ…

ଦଶହରାରେ ନିଜ ଜାତୀୟ ଦଳର ନାମ ଘୋଷଣା କରିପାରନ୍ତି କେସିଆର

ହାଇଦ୍ରାବାଦ,୪।୧୦: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଚଳେଇଥିବା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର) ଖୁବ୍‌ଶୀଘ୍ର ତାଙ୍କର ଜାତୀୟ ରାଜନୈତିକ ଦଳର ନାମ ଘୋଷଣା କରିପାରନ୍ତି। ଖବର ଅନୁଯାୟୀ, ଦଶହରାରେ ଦଳର ନୂତନ ନାମ ଘୋଷଣା…

ଦୀନେଶ କୁମାରଙ୍କୁ ଡବଲ ସ୍ବର୍ଣ୍ଣ

ଭୁବନେଶ୍ୱର,୪।୧୦ (କ୍ରୀଡ଼ା ପ୍ରତିନିଧି): ଗୁଜରାଟର ୬ ସହର ଅହମଦାବାଦ, ଗାନ୍ଧୀନଗର, ସୁରଟ, ଭଦୋଦରା, ରାଜକୋଟ ଓ ଭବନଗରରେ ଚାଲିଥିବା ଜାତୀୟ କ୍ରୀଡ଼ାର ୪ର୍ଥ ଦିବସରେ ସୋମବାର ଓଡ଼ିଶାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ସହ ମୋଟ୍‌ ୮ ପଦକ ମିଳିଛି। ସାଇକ୍ଲିଷ୍ଟ…

ଚର୍ଚ୍ଚାରୁ ମିଳିଲା ସୁଯୋଗ

ପାଟନା: ଆଇଏଏସ୍‌ ଅଫିସର୍‌ଙ୍କୁ ସାନିଟାରି ନ୍ୟାପ୍‌କିନ୍‌ ବିଷୟରେ ପ୍ରଶ୍ନ ପଚାରି ଚର୍ଚ୍ଚାକୁ ଆସିଥିବା ପାଟନାର ରିୟାଙ୍କୁ କମର୍ସିଆଲ ଆଡ୍‌ ପାଇଁ ସୁଯୋଗ ମିଳିଛି। ଏକ ନ୍ୟାପ୍‌କିନ୍‌ କମ୍ପାନୀ ରିୟାଙ୍କୁ ନେଇ ବିଜ୍ଞାପନ କରିବାକୁ ବାହାରିଛି। ଏଥିସହ ଡିଗ୍ରୀ ପର୍ଯ୍ୟନ୍ତ ରିୟାଙ୍କ ପାଠପଢ଼ା…

ପ୍ରାଣୀଙ୍କ ଉପସ୍ଥିତି ଅପରିହାର୍ଯ୍ୟ

ପରିବେଶର ସୁରକ୍ଷା ଏବଂ ମାନବ ସୁସ୍ଥତା ପାଇଁ ପ୍ରାଣୀମାନେ ପ୍ରକୃତିର ସମାନ ଗୁରୁତ୍ୱପୂର୍ଣ୍ଣ ଅଂଶବିଶେଷ। ପ୍ରକୃତିର ପରିବେଶକୁ ସନ୍ତୁଳିତ କରିବା ପାଇଁ ଇକୋସିଷ୍ଟମରେ ଥିବା ସମସ୍ତ ପ୍ରାଣୀ ଏକତ୍ରିତ ହୋଇଥାନ୍ତି। କେତେକ ପ୍ରାଣୀ ଆମକୁ ପୋଷକତତ୍ତ୍ୱ ଆଣିବାରେ ସାହାଯ୍ୟ କରୁଥିବାବେଳେ ଅନ୍ୟମାନେ…

ଗ୍ରୀସ୍‌ ଫେରିବ ହଜାରେ ବର୍ଷର ଗ୍ରନ୍ଥ

ଏଥେନ୍ସ: ଦୀର୍ଘ ୧୦୦ ବର୍ଷ ପରେ ହଜାରେ ବର୍ଷର ପୁରୁଣା ଗ୍ରନ୍ଥକୁ ଫେରି ପାଇବ ଗ୍ରୀସ୍‌। ବିଶ୍ୱ ଯୁଦ୍ଧ ସମୟରେ ଏହି ଗ୍ରନ୍ଥକୁ ବୁଲ୍‌ଗେରିଆ ଆର୍ମି ଏହାକୁ ଚୋରି କରି ନେଇଥିଲା। ୧୯୧୭ରେ ଗ୍ରୀସ୍‌ରୁ ୪ ଶହରୁ ଊର୍ଦ୍ଧ୍ୱ ଗ୍ରନ୍ଥ ଚୋରି…

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ଷ୍ଟିଲ୍‌ଥ ୨.୦ର ବଜାର ପ୍ରବେଶ

ନୂଆଦିଲ୍ଲୀ,୪।୧୦: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ସଂସ୍କରଣର ଉନ୍ମୋଚନ କରାଯାଇଛି। ଏପରିକି ଚଳିତ ବର୍ଷର ପାର୍ବଣ ଉପଲକ୍ଷେ ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ଷ୍ଟିଲ୍‌ଥ ୨.୦ର ବଜାର ପ୍ରବେଶ କରିଛି।…

ଇଣ୍ଡଲଜ୍‌ରେ ‘ମିଲ୍କ ଶେକ୍‌ ହେୟାର ସ୍ପା’

ଭୁବନେଶ୍ୱର,୪ା୧୦: ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ଥିବା ଇଣ୍ଡଲ୍‌ଜ ସାଲୁନ୍‌ ପରିସରରେ ଅନ୍ତର୍ଜାତୀୟ ହେୟାର କେୟାର ବ୍ରାଣ୍ଡ୍‌ ‘ମିଲ୍କ ଶେକ୍‌ ହେୟାର ସ୍ପା’ ସେଣ୍ଟର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଭୂମିକା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ଲଙ୍କା ଦହନ ପୂର୍ବରୁ ରାମଲୀଳା ମଞ୍ଚରେ ଭୟଙ୍କର ଅଗ୍ନିକାଣ୍ଡ

ଇଟାଓ୍ବା,୪।୧୦: ଉତ୍ତରପ୍ରଦେଶ ଇଟାଓ୍ବା ଜିଲା ଜନପଦର ଭର୍ଥାନାରେ ସୋମବାର ରାତିରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରାମଲୀଳା ମଞ୍ଚରେ ଅଗ୍ନିକାଣ୍ଡ ଘଟିବାରୁ ଭୟଭୀତ ହୋଇ ଲୋକମାନେ ଇତସ୍ତତ ହୋଇ ଦୌଡ଼ିବାକୁ ଲାଗିଥିଲେ। ଏହି ଘଟଣାରେ କେହି ମୃତାହତ ହୋଇଥିବା ସୂଚନା ମିଳି…

ବିଓଆଇ ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ

ଭୁବନେଶ୍ୱର,୪।୧୦:ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଓଆଇର ଆଞ୍ଚଳିକ ପ୍ରବନ୍ଧକ ଏସ୍‌ ମଳୟ ଦାସ, ଉପ-ଆଞ୍ଚଳିକ ପ୍ରବନ୍ଧକ ଅଶୋକ କୁମାର ଜେନାଙ୍କ ସମେତ ଆଞ୍ଚଳିକ କାର୍ଯ୍ୟାଳୟର ଅନ୍ୟ…

ପାକିସ୍ତାନ ଗସ୍ତରେ ଯିବାକୁ ଚାହୁଁଛନ୍ତି ଆରଜେଡି ଏମ୍‌ପି, କେନ୍ଦ୍ରଠାରୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୪।୧୦: ରାଷ୍ଟ୍ରିୟ ଜନତା ଦଳ (ଆରଜେଡି)ର ରାଜ୍ୟ ସଭା ଏମ୍‌ପି ମନୋଜ ଝାଙ୍କ ପାକିସ୍ତାନ ଗସ୍ତକୁ କେନ୍ଦ୍ର ସରକାର ଅନୁମତି ଦେବାକୁ ମନା କରି ଦେଇଛନ୍ତି। ମନୋଜ ଚଳିତ ମାସରେ ଅଟାରୀ-ୱାଘା ସୀମା ଦେଇ ଲାହୋର ଯିବାକୁ ଚାହୁଁଥିଲେ। ସେଠାରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?