Home Left

ଶକ୍ତିଶାଳୀ ରକେଟ ପରୀକ୍ଷଣ କଲା ଇରାନ…

ତେହେରାନ, ୨୭।୬ : ଇରାନର ଗଣମାଧ୍ୟମର ଏକ ରିପୋର୍ଟ ଅନୁସାରେ ଇରାନ ଏକ ଶକ୍ତିଶାଳୀ ରକେଟ ଉତକ୍ଷେପଣ କରିଛି। ଇରାନ ରାଜ୍ୟ ଟେଲିଭିଜନ ରିପୋର୍ଟ ମୁତାବକ, ୟୁରୋପୀୟ ସଂଘ ସହିତ ପରମାଣୁ ଚୁକ୍ତିର ଗୋଟିଏ ଦିନ ପରେ ଏକ ସାଟେଲାଇଟ କ୍ୟାରିଅର୍‌…

ଅଶ୍ୱିନଙ୍କ ଜଲଓ୍ବା: ଅଭ୍ୟାସ ମ୍ୟାଚ୍‌ ଡ୍ର

ଲିସେଷ୍ଟର,୨୭।୬: ଭାରତ ଏବଂ ଲିସେଷ୍ଟରଶାୟାର୍‌ ମଧ୍ୟରେ ଅଭ୍ୟାସ ମ୍ୟାଚ ଡ୍ର’ରେ ଶେଷ ହୋଇଛି। ମ୍ୟାଚର ଚତୁର୍ଥ ଦିନରେ ଲିସେଷ୍ଟରଶାୟାର୍‌କୁ ଜିତିବା ପାଇଁ ୩୬୭ ରନ ସ୍କୋର କରିବାକୁ ଥିଲା। ଦଳ ୭ ଉଇକେଟ ହରାଇ ୨୧୯ ରନ ସଂଗ୍ରହ କରିଥିଲେ। ୬୬…

ହୁଡାଙ୍କ କମାଲ: ଭାରତ ବିଜୟୀ

ଡବଲିନ୍‌,୨୭।୬: ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ରେ ଭାରତ ଆୟାରଲାଣ୍ଡକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ବର୍ଷା ହେତୁ ପ୍ରାୟ ଅଢେଇ ଘଣ୍ଟା ବିଳମ୍ବରେ ମ୍ୟାଚ ଆରମ୍ଭ ହୋଇଥିଲା । ଅମ୍ପାୟାର ଓଭର କାଟି ମ୍ୟାଚକୁ ୧୨-୧୨ ଓଭରରେ…

୨୮ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ମୌସୁମୀ ପ୍ରବେଶ କରିବା ପରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ମଙ୍ଗଳବାରଠାରୁ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ମଙ୍ଗଳବାର ଝାରସୁଗୁଡ଼ା, ସୁନ୍ଦରଗଡ଼,…

ରାଜ୍ୟରେ ବଢ଼ିଚାଲିଛି କରୋନା, ଆଜି ୬୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୩୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୨ ଜଣ ଚିହ୍ନଟ ହୋଇଥିବା…

ମାନସିକସ୍ଥିତି ହରାଇ ଶିକୁଳିରେ ବିତୁଛି ଜୀବନ

କୁଜଙ୍ଗ,୨୭ା୬(ଡି.ଏନ୍‌.ଏ.): ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମାନସିକ ସ୍ଥିତି ହରାଇବା ପରେ ବାରମ୍ବାର ଆତ୍ମହତ୍ୟା ଉଦ୍ୟମ କରିବାରୁ ଓ ଘର ଛାଡି ପଳାଇବାକୁ ଉଦ୍ୟମ କରିବାକୁ ଜଣେ ଯୁବକଙ୍କୁ ମା’ ବାପା ଶିକୁଳିରେ ବାଧ୍ୟିବାକୁ ବାଧ୍ୟ ହୋଇଛନ୍ତି। ଅର୍ଥ ଅଭାବକରୁ ତାଙ୍କ ଚିକିତ୍ସା…

ରାସ୍ତା କାର୍ଯ୍ୟ ନିମ୍ନମାନର ଅଭିଯୋଗ

ବରୀ,୨୭ା୬(ଡି.ଏନ.ଏ.): ଭୌଗୋଳିକ ଦୃଷ୍ଟିକୋଣରୁ ବରୀ ବ୍ଲକ୍‌କୁ ଦୁଇ ଭାଗ କରିଛି ବ୍ରାହ୍ମଣୀ ନଦୀ। ଏହି ନଦୀର ବାମପାର୍ଶ୍ୱରେ ୧୬ଟି ପଞ୍ଚାୟତ ସହିତ ବରୀ ରାମଚନ୍ଦ୍ରପୁର ଥାନା, ତହସିଲ, ବ୍ଲକ୍‌, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଦମକଳ କେନ୍ଦ୍ର ଓ କଲେଜ ରହିଛି। ଫଳରେ ବିଭିନ୍ନ…

ଅଣ୍ଡରୱାର୍ଲଡର ପ୍ରଭାବରେ ବଲିଉଡ: ସୋନାଲି

ମୁମ୍ବାଇ: ବଲିଉଡର ବିଗତ ଦିନର ଆଗଧାଡିର ନାୟିକା ସୋନାଲି ବେନ୍ଦ୍ରେ ନିଜର ନିଖୁଣ ଅଭିନୟ ପାଇଁ ଦର୍ଶକଙ୍କ ମନରେ ତିଆରି କରିଛନ୍ତି ନିଜର ଏକ ସ୍ୱତନ୍ତ୍ର ପରିଚୟ । ଏବେ ସେ ଯଦିଓ ବଲିଉଡଠାରୁ ଟିକେ ଦୂରେଇ ରହିଛନ୍ତି ହେଲେ କିଛି…

ଓଭରଲୋଡିଂରେ ଲଘୁ ଖଣିଜ ଲୁଟ୍‌

ଯାଜପୁର ଅଫିସ,୨୭ା୬: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଆଇନଗତ ଅଧିକାର ନ ଥାଇ ବିଭିନ୍ନ ଲଘୁ ଖଣିଜ ଦ୍ରବ୍ୟ ବ୍ୟବହାର କରାଯାଉଛି। ଏଥିରେ ସମ୍ପୃକ୍ତ ଠିକାସଂସ୍ଥା ଓଡ଼ିଶା ମାଇନର ମିନେରାଲ୍ସ କନ୍‌ସେସନ(ଓଏମ୍‌ଏମ୍‌ସିଆର୍‌)ରୁଲ୍ସ-୨୦୧୬…

ଜିଲାପାଳଙ୍କ ନାଁରେ ଜାଲ୍‌ ଆକାଉଣ୍ଟ

କଟକ ଅଫିସ,୨୭ା୬: ସାଇବର ଠକଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ସାଧାରଣ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କୁ ସେମାନେ ଛାଡୁନାହାନ୍ତି। ବିଶେଷକରି ସୋସିଆଲ ମିଡିଆରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଲୋକଙ୍କଠାରୁ ଟଙ୍କା ଆଦାୟ ଓ ତଥ୍ୟ…

ବସ୍‌ ଧର୍ମଘଟ ନେଇ ଆଜି ଘୋଷଣା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ୧୦ ଦଫା ଦାବି ନେଇ ଆସନ୍ତା ୧ରୁ ଘରୋଇ ବସ୍‌ ମାଲିକ ସଂଘ ଧର୍ମଘଟ ଡାକରା ଦେଇଛନ୍ତି। ତେବେ ସେହିଦିନ ରଥଯାତ୍ରା ଥିବାରୁ ଧର୍ମଘଟ ହେଲେ ପରିସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି। ତେଣୁ ଘରୋଇ ବସ୍‌ ମାଲିକ ସଂଘ ସହ…

ଥାନାଧିକାରୀ, ଡିସିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

କଟକ ସଦର,୨୭ା୬(ଡି.ଏନ୍‌.ଏ.): ପୋଲିସଠାରୁ ନ୍ୟାୟ ନ ପାଇ କଟକ ଜିଲା କିଶନନଗର ଥାନା ପରିସରରେ ଗତ ଗୁରୁବାର ସ୍ଥାନୀୟ ସାଇକୋରୁଆ ଗ୍ରାମର ଗୁଣନିଧି ବିଶୋୟୀ ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ସଙ୍କଟାପନ୍ନ ଅବସ୍ଥାରେ କଟକ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri