ଜେଲରେ କଏଦୀଙ୍କ ଆତ୍ମହତ୍ୟା, ହାତରେ ଲେଖିଛନ୍ତି ଲଭ ୟୁ ମଞ୍ଜୁ
ସୋହେଲା,୧୦।୫((ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ସବ୍ଜେଲରେ ମଙ୍ଗଳବାର ଭୋର୍ ସାଢେ ୪ଟା ବେଳେ ଜଣେ ବିଚାରାଧୀନ କଏଦୀ ଗଳାରେ ଗାମୁଛା ଭିଡି ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ମେଲଛାମୁଣ୍ଡା ଥାନା ଅଧୀନ ପେଟୁପାଲି ଗ୍ରାମର ମନମୋହନ ରାଉତିଆ(୨୬) । ମୃତକ ଜଣକ…
ବାତ୍ୟା ‘ଅସାନି’କୁ ନେଇ ଚିନ୍ତାରେ ନଦୀକୂଳିଆ
ଚାନ୍ଦବାଲି,୧୦।୫(ଡି.ଏନ୍.ଏ.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏପରି କି ଧାମରା ସମେତ ବିଭିନ୍ନ ବନ୍ଦରରେ…
୧୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ୪୩୪୮୯ଜଣ ପିଲା ଅନୁପସ୍ଥିତ ଥିବା ପ୍ରସଙ୍ଗରେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ବିଷ୍ଣୁପଦ ସେଠୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୪୩,୪୮୯ଜଣ ଛାତ୍ରୀଛାତ୍ର କାହିଁକି ପରୀକ୍ଷା ଦେଉନାହାନ୍ତି ଓ କେଉଁ ସ୍କୁଲରୁ କେତେ…
ଆକ୍ସନ ପରେ ହରର ଫିଲ୍ମ କରିବେ ପ୍ରଭାସ, ମୂଖ୍ୟ ଭୂମିକାରେ ଏହି ଅଭିନେତ୍ରୀ
ସାଉଥ୍ ସୁପରଷ୍ଟାର ପ୍ରଭାସ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ‘ବାହୁବଳୀ’ ଏବଂ ‘ବାହୁବଳୀ ୨ ପରେ ଅଧିକ ଲୋକପ୍ରିୟତା ହାସଲ କରିଥିବା ପ୍ରଭାସଙ୍କ ପାଖରେ କେବେ ବି ପ୍ରୋଜେକ୍ଟର ଅଭାବ ରହିନି। ବର୍ତ୍ତମାନ ତାଙ୍କ ପାଖରେ ପ୍ରୋଜେକ୍ଟର ଲମ୍ବା ଲାଇନ୍ । ‘ଆଦିପୁରୁଷ’…
ଭାଜପା କାର୍ଯ୍ୟକ୍ରମରେ ସାମିଲ ହେବେ ରାହୁଲ ଦ୍ରାବିଡ
ଶିମ୍ଲା,୧୦।୫: ଚଳିତ ବର୍ଷ ଶେଷ ସୁଦ୍ଧା ହେବାକୁ ଥିବା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଛି। ଏହି ପରିପ୍ରେକ୍ଷୀରେ, ଆସନ୍ତା ୧୨ ରୁ ୧୫ ତାରିଖ ପର୍ଯ୍ୟନ୍ତ ଧର୍ମଶାଳାରେ ଭାଜପା ଯୁବା ମୋର୍ଚ୍ଚାର ଜାତୀୟ କାର୍ଯ୍ୟକାରିଣୀ…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣ…
ପୁଣି ବଢୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…
ଉଚ୍ଛେଦକୁ ବିରୋଧ କରି ଦେହରେ ଲଗାଇଲେ ନିଆଁ
ଚେନ୍ନାଇ,୧୦।୫: ଚେନ୍ନାଇର ରାଜା ଅନ୍ନାମଲାଇ ପୁରମ୍ ଅଞ୍ଚଳରେ ଜବରଦଖଲ ଉଚ୍ଛେଦକୁ ବିରୋଧ କରି ଜଣେ ୫୮ ବର୍ଷୀୟ ବ୍ୟକ୍ତି ଦେହରେ ନିଆଁ ଲଗାଇ ଦେଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟ ସରକାର ମୃତକଙ୍କ ପରିବାର ଲୋକଙ୍କୁ ୧୦…
ଶ୍ରୀଲଙ୍କାରେ ଗୃହଯୁଦ୍ଧ ପରିସ୍ଥିତି
କଲମ୍ବୋ,୧୦ ।୫: ଶ୍ରୀଲଙ୍କାରେ ଦେଖାଯାଇଥିବା ଗମ୍ଭୀର ଆର୍ଥିକ ସଙ୍କଟ ମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏହି ଘଟଣାର କିଛି ଘଣ୍ଟା ଭିତରେ ମହିନ୍ଦା ରାଜପାକ୍ସେଙ୍କ ସମର୍ଥକଙ୍କ ଦ୍ୱାରା ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କ କାର୍ଯ୍ୟାଳୟ…
ଜମ୍ମୁ-କଶ୍ମୀରରେ ଠାବ ହେଲା ଆତଙ୍କବାଦୀ ଶିବିର, ଏକେ ୪୭ର କିଛି ରାଉଣ୍ଡ ଗୁଳି ଜବତ
ଜମ୍ମୁ,୧୦ ।୫: ଜମ୍ମୁ-କଶ୍ମୀର ପୁଂଛ ଜିଲାର ଜଙ୍ଗଲ ଅଞ୍ଚଳରେ ଏକ ତଲାସି ଅଭିଯାନ କରାଯାଇଥିଲା । ଫଳରେ ସେଠାରେ ଥିବା ଆତଙ୍କବାଦୀ ଶିବିର ସମ୍ପର୍କରେ ସୂଚନା ମିଳିବା ସହ ଏକେ ୪୭ର କିଛି ରାଉଣ୍ଡ ଗୁଳି ଜବତ କରାଯାଇଥିବା ସୂଚନା ମିଳିଛି…
ବୁମ୍ରାଙ୍କ ଘାତକ ବୋଲିଂ ପରେ ସ୍ତ୍ରୀ କହିଲେ ମୋ ସ୍ବାମୀ…
ମୁମ୍ବାଇ,୧୦।୫: ଆଇପିଏଲ ୨୦୨୨ର ୫୬ତମ ମ୍ୟାଚ୍ରେ ଦୁଇଥର ବିଜେତା କୋଲକାତା ନାଇଟ ରାଇଡର୍ସ ପାଞ୍ଚଥର ବିଜେତା ମୁମ୍ବାଇ ଇଣ୍ଡିଆନ୍ସକୁ ୫୨ ରନ୍ରେ ପରାସ୍ତ କରି ଆଇପିଏଲରେ ପ୍ଲେ ଅଫରେ ପହଞ୍ଚିବା ଆଶା ଉଜ୍ଜିବୀତ ରଖିଛି। ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର…
ଶ୍ରୀଲଙ୍କା ସ୍ଥିତିକୁ ନେଇ ଟୁଇଟ୍ କଲା ଆମେରିକା
କଲମ୍ବୋ,୧୦ ।୫: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ସଙ୍କଟ କାରଣରୁ ସ୍ଥିତି ଏକଦମ ବିଗିଡି ଯାଇଛି । ଦେଶବ୍ୟାପି ଏବେ ସରକାରଙ୍କ ବିରୋଧରେ ପ୍ରଦର୍ଶନ ଜାରି ରହିଛି । ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେ ଇସ୍ତଫା ଦେବା ପରେ ବି ପ୍ରଦର୍ଶନକାରୀ ମନ୍ତ୍ରୀଙ୍କ…
Archives


