Home Left

ପ୍ରାର୍ଥୀ ଘୋଷଣା ପରେ ରାଜନୈତିକ ଉଷ୍ମତା

ଝାରସୁଗୁଡ଼ା ଅଫିସ,୧୦ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୧୧ତାରିଖ ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ରହିଛି। ଇତିମଧ୍ୟରେ ୪ ରାଜନୈତିକ ଦଳ ବିଧିବଦ୍ଧ ଭାବେ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି। ବିଜେଡିରୁ ପୂର୍ବତନ ବିଧାୟକ ସ୍ବର୍ଗତ…

ଶ୍ରୀଲଙ୍କାରେ ସ୍ଥିତି ଅଣାୟତ୍ତ: ଏମ୍‌ପି ସମେତ ୫ ଜଣଙ୍କ ମୃତ୍ୟୁ

କଲମ୍ବୋ,୧୦।୫: ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ ନିଜ ପଦରୁ ଇସ୍ତଫା ଦେବା ପରେ ତାଙ୍କ ସମର୍ଥକମାନେ ବ୍ୟାପକ ହିଂସାକାଣ୍ଡ ଘଟାଇଛନ୍ତି। ରାଜପାକ୍‌ସେଙ୍କ ସମର୍ଥକ ଓ ସରକାରଙ୍କୁ ବିରୋଧ କରୁଥିବା…

ସବୁ ନେତାଙ୍କ ସହଯୋଗ ଲୋଡ଼ିଲେ ସୋନିଆ

ନୂଆଦିଲ୍ଲୀ,୧୦।୫: ରାଜସ୍ଥାନର ଉଦୟପୁରରେ ମେ’ ୧୩ରୁ ୧୫ କଂଗ୍ରେସର ଚିନ୍ତନ ଶିବିର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମସ୍ତ ନେତାଙ୍କ ସହଯୋଗ ଲୋଡ଼ିଛନ୍ତି। ସୋମବାର ଦଳୀୟ ମୁଖ୍ୟାଳୟରେ ସିଡବ୍ଲ୍ୟୁସିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।…

ଫିଲିପାଇନ୍ସ ରାଷ୍ଟ୍ରପତି ନିର୍ବାଚନ: ମାର୍କୋସ୍‌ ଜୁନିୟର ଆଗରେ

ମାନିଲା,୧୦।୫: ଫିଲିପାଇନ୍ସ ରାଷ୍ଟ୍ରପତି ନିର୍ବାଚନ ସୋମବାର ଅନୁଷ୍ଠିତ ହୋଇ ଭୋଟଗଣତି ଜାରି ରହିଛି। ସ୍ଥାନୀୟ ସମୟରାତି ରାତି ୧ଟା ୪୭ ସୁଦ୍ଧା ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ଭୋଟ ଗଣତି ହୋଇଥିବାବେଳେ ଫର୍ଡିନାଣ୍ଡ ମାର୍କୋସ ଜୁନିୟର ତାଙ୍କ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ତଥା ବର୍ତ୍ତମାନର…

ଲଖିମ୍‌ପୁର ଖେରି ମାମଲା:୪ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

ଲକ୍ଷ୍ନୌ,୧୦।୫: ଉତ୍ତରପ୍ରଦେଶର ଲଖିମପୁର ଖେରିରେ ଗତବର୍ଷ ଅକ୍ଟୋବରରେ ଆନ୍ଦୋଳନରତ ଚାଷୀଙ୍କ ଉପରେ ଗାଡ଼ି ମଡ଼ାଇ ୪ ଜଣଙ୍କୁ ହତ୍ୟା କରିବା ଓ ପରବର୍ତ୍ତୀ ହିଂସାରେ ଅନ୍ୟ ୪ ଜଣଙ୍କ ଜୀବନ ଯିବା ଘଟଣାରେ ୪ ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ସୋମବାର…

ବଢ଼ିଛି ଆତ୍ମବିଶ୍ୱାସ

ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଖାତନାମା ଅଭିନେତ୍ରୀ ସାମନ୍ଥା ରଥ ପ୍ରଭୁଙ୍କୁ ଆଉ କୌଣସି ପ୍ରକାର ଅଭିନୟ କରିବାକୁ ଡର ନାହିଁ। ଏକ ସାକ୍ଷାତ୍‌କାରରେ ସେ ଏ କଥା କହିଛନ୍ତି । ତେବେ ଏହା ପଛର କାରଣ ହେଉଛି ସୁପରହିଟ୍‌ ଫିଲ୍ମ…

ପୂଜା ସିଂଘଲଙ୍କୁ ଇଡି ସମନ

ରାଞ୍ଚି,୧୦।୫: ମନି ଲଣ୍ଡରିଂ ମାମଲାରେ ଝାଡଖଣ୍ଡ ଖଣି ସଚିବ ପୂଜା ସିଂଘଲଙ୍କୁ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳ (ଇଡି) ପକ୍ଷରୁ ସମନ ଜାରି କରାଯାଇଛି। ଜେରା ପାଇଁ ମଙ୍ଗଳବାର ଇଡି କାର୍ଯ୍ୟଳୟରେ ହାଜର ହେବାଲାଗି ସମନରେ ଉଲ୍ଲେଖ କରାଯାଇଛି। ମନି ଲଣ୍ଡରିଂ ଅଭିଯୋଗ…

ରାଜ୍ୟର ପ୍ରଥମ ସୋଲାର ପମ୍ପ ଅଚଳ

ଡେରାବିଶ, ୧୦ା୫ (ସ୍ବ.ପ୍ର.):ଗ୍ରାମାଞ୍ଚଳରେ ସାଧାରଣ ଲୋକଙ୍କ ପାନୀୟ ଜଳ କଷ୍ଟ ଦୂର କରିବାକୁ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ଜରିଆରେ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରିଛନ୍ତି। ଅକ୍ଷୟ ଶକ୍ତି ଦ୍ୱାରା ଲୋକଙ୍କୁ ପାନୀୟ ଜଳ ଯୋଗାଇବା ପାଇଁ ସୋଲାର…

ଅଭିନେତା ବିଜୟଙ୍କ ବିରୋଧରେ ଆରେଷ୍ଟ ଓ୍ବାରେଣ୍ଟ

ଥିରୁଭାନନ୍ତପୁରମ,୧୦।୫: ମାଲୟାଲମ ଅଭିନେତା ବିଜୟ ବାବୁଙ୍କ ବିରୋଧରେ ଇରକାକେୁଲମ କୋର୍ଟ ଆରେଷ୍ଟ ଓ୍ବାରେଣ୍ଟ ଜାରି କରିଛି। ବିଜୟ ଏବେ ଫେରାର୍‌ ଥିବାବେଳେ ଓ୍ବାରେଣ୍ଟ ପରେ ପୋଲିସ ତାଙ୍କୁ ଖୋଜିବା ଆରମ୍ଭ କରିଦେଇଛି। ସୂଚନାଯୋଗ୍ୟ ବିଜୟଙ୍କ ଫଟୋ ସମେତ ସମ୍ପୂର୍ଣ୍ଣ ମାମଲା ଅନ୍ତର୍ଜାତୀୟ…

ସମ୍ଭାବ୍ୟ ବାତ୍ୟା ନେଇ ସତର୍କତା

କେନ୍ଦ୍ରାପଡ଼ା ଅଫିସ,୧୦ା୫:କେନ୍ଦ୍ରାପଡ଼ା ଜିଲାରେ ସୋମବାର ଅପରାହ୍ନରୁ ଆକାଶ ମେଘାଚ୍ଛନ୍ନ ରହିଛି। ସାମୁଦ୍ରିକ ଝଡ଼କୁ ନେଇ ବିପଦ ନ ଥିବା ପ୍ରକାଶ ସତ୍ତ୍ୱେ କେନ୍ଦ୍ରାପଡ଼ା ତଟାଞ୍ଚଳବାସୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ ପାଇଁ ସଚେତନ କରାଯାଉଛି। ଜିଲାକୁ ରେଡ୍‌ ଆଲର୍ଟ ମଧ୍ୟରେ…

ଇଣ୍ଡିଗୋ ମାମଲା: ତଦନ୍ତ କରିବେ ସିନ୍ଧିଆ

ନୂଆଦିଲ୍ଲୀ,୧୦।୫: ରାଞ୍ଚତ୍ ବିମାନବନ୍ଦରରେ ଶନିବାର ଜଣେ ଭିନ୍ନକ୍ଷମ ନାବାଳକ ଯାତ୍ରୀଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ କର୍ତ୍ତୃପକ୍ଷ ବିମାନରେ ଚଢ଼ିବା ଲାଗି ଅନୁମତି ନ ଦେବା ଘଟଣା ସାମ୍‌ନାକୁ ଆସିବା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଭଳି ବ୍ୟବହାରକୁ ନିନ୍ଦା…

କ୍ୟାନସର ଓ ଥାଲାସେମିଆ ରୋଗୀଙ୍କୁ ମିଳିବ ମାସିକ ଅଢେଇ ହଜାରା ଟଙ୍କା ପେନସନ

ଅମ୍ବାଲା,୧୦ ।୫: ହରିୟାଣାର ଅମ୍ବାଲାରେ କ୍ୟାନସର ରୋଗୀଙ୍କ ପାଇଁ ଛାବନି ନାଗରିକ ହସ୍ପିଟାଲରେ ନିର୍ମିତ ଅଟଳ କ୍ୟାନସର କେୟାର ସେଣ୍ଟର ଜନତାଙ୍କୁ ସମର୍ପିତ କରାଯାଇଛି । ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ରାଜ୍ୟସଭା ଏମପି ଜେପି ନଡ୍ଡା ସୋମବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri