ଏଏସ୍ଆଇ ଅନୁମତି ଦେଇନି
ପୁରୀ ଅଫିସ,୧୦।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଲାଗି ରହିଥିବା ବିବାଦ ସୋମବାର ନୂଆ ମୋଡ଼ ନେଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍ଆଇ) ସଂସ୍ଥା ଅନୁମତି ଅନୁସାରେ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ନେଇ ପ୍ରଶାସନ ଯେଉଁ ଦମ୍ଭ ବାଢ଼ୁଥିଲା, ତାହା ଏବେ ମିଥ୍ୟା…
ଭାରତୀୟ ମୁଦ୍ରାରେ ସର୍ବକାଳୀନ ହ୍ରାସ
ନୂଆଦିଲ୍ଲୀ,୧୦ା୫:ଡଲାର ତୁଳନାରେ ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ ପରିଲକ୍ଷିତ ହୋଇଛି। ସୋମବାର ଶେୟାର ବଜାରର ପ୍ରଥମ କାରବାର ଦିବସର ଆରମ୍ଭ ସମୟରେ ୟୁଏସ୍ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୬୦ ପଇସା ହ୍ରାସ ସହିତ ୭୭.୫୦ ସ୍ତରରେ ପହଞ୍ଚିଛି। ବୈଶ୍ୱିକ ବଜାରରେ…
ବାତ୍ୟା ପ୍ରଭାବ ନାହିଁ
ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ପୁରୀଠାରୁ ଦକ୍ଷିଣ ଦିଗରେ ଏହା ୫୯୦ କି.ମି. ଦୂର ଏବଂ ବିଶାଖାପାଟଣାଠାରୁ ୪୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଘଣ୍ଟା ପ୍ରତି ୧୬ କିଲୋମିଟର…
ବୁମ୍ରାଙ୍କୁ ୫ ଉଇକେଟ୍ ସଫଳତା
ମୁମ୍ବାଇ, ୯।୫: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ପ୍ରଥମ ଥରପାଇଁ ୫ ଉଇକେଟ୍ ସଫଳତା ପାଇଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଯଶପ୍ରୀତ୍ ବୁମ୍ରା। ତାଙ୍କ ଘାତକ ବୋଲିଂ ବଳରେ ମୁମ୍ବାଇ ଆଇପିଏଲ୍ର ସୋମବାର ଅନୁଷ୍ଠିତ ମ୍ୟାଚରେ କୋଲକାତା ନାଇଟ…
ବିବାହ ଫସର ଫାଟିଲା: ବରବେଶରେ ଗିରଫ ହେଲେ ବଳାତ୍କାର ଅଭିଯୁକ୍ତ
ବରଗଡ଼ ଅଫିସ୍,୯।୫: ବରଗଡ଼ ଜିଲା ଭଟଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ଗଭର୍ବତୀ କରିବା ଅଭିଯୋଗରେ ଗତ ୨୦୧୭ ମସିହାରୁ ଫେରାର ଥିବା ଅଭିଯୁକ୍ତଙ୍କୁ ସୋମବାର ବରବେଶରେ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ଭଟଲି ଥାନା କେଲେଣ୍ଡାପାଲି…
ମୁମ୍ବାଇ ଆଗରେ ୧୬୬ ରନ୍ର ଟାର୍ଗେଟ୍
ମୁମ୍ବାଇ,୯।୫: ଆଇପିଏଲ-୨୦୨୨ର ୫୬ତମ ମ୍ୟାଚ୍ରେ ମୁମ୍ବାଇ ଆଗରେ ୧୬୬ ରନ୍ର ବିଜୟ ଲକ୍ଷ୍ୟ ରଖିଛି କୋଲକାତା ନାଇଟ୍ ରାଇଡର୍ସ ।ଏହି ମ୍ୟାଚ୍ରେ ମୁମ୍ବାଇ ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା ବ୍ୟାଟିଂ କରିଥିଲା। ତେବେ କୋଲକାତା…
ଶପଥ ନେଲେ ସୁପ୍ରିମକୋର୍ଟର ୨ ବିଚାରପତି
ନୂଆଦିଲ୍ଲୀ,୯।୫: ସୁପ୍ରିମକୋର୍ଟର ନବନିଯୁକ୍ତି ୨ ବିଚାରପତି ଜଷ୍ଟିସ ସୁଧାଂଶୁ ଧୁଲିଆ ଏବଂ ଜାମସେଦ ବି ପର୍ଡିଓ୍ବାଲା ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ଭାରତର ପ୍ରଧାନ ବିଚାରପତି ଏନ୍.ଭି. ରମନା ସୁପ୍ରିମକୋର୍ଟ…
ରିଲିଜକୁ ୪ ସପ୍ତାହ ପରେ ବି କମିନି କେଜିଏଫ୍ -୨ କ୍ରେଜ୍
ଫିଲ୍ମ କେଜିଏଫ୍ -୨ ବର୍ତ୍ତମାନ ଅଧିକ ଚର୍ଚ୍ଚାରେ ରହିଛି। ଫିଲ୍ମ ରିଲିଜକୁ ୪ ସପ୍ତାହ ହୋଇଥିଲେ ସୁଦ୍ଧା ଏହାର କ୍ରେଜ୍ କମି ନାହିଁ। ଫିଲ୍ମଟି ୧୦୦ କୋଟି, ୨୦୦କୋଟିକୁ ଅତିକ୍ରମ କରି ବର୍ତ୍ତମାନ ୪୦୦କୋଟି କ୍ଲବ୍ରେ ସାମିଲ ହୋଇଛି । ବିଶେଷ…
‘ଆଦିପୁରୁଷ’ ପରେ ହରର୍ ଫିଲ୍ମରେ ନଜର ଆସିବେ ପ୍ରଭାସ
ସୁପରଷ୍ଟାର ପ୍ରଭାସ ସାଉଥ୍ ଫିଲ୍ମର ଜଣେ ଜଣାଶୁଣା ଅଭିନେତା। ‘ବାହୁବଳୀ’ପରେ ତାଙ୍କ ପାଖରେ ପ୍ରୋଜେକ୍ଟର ଲମ୍ବା ଲାଇନ ଲାଗୁଛି। ‘ଆଦିପୁରୁଷ’ ପରେ ପ୍ରଭାସ ଅନ୍ୟ ଏକ ଫିଲ୍ମ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ନିକଟରେ ଖବର ସାମ୍ନାକୁ ଆସିଛି ଯେ, ସେ…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ମୁମ୍ବାଇ
ମୁମ୍ବାଇ,୯।୫: ଚଳିତ ଆଇପିଏଲର ପ୍ଲେଅଫ ରେସ୍ରୁ ବାଦ ପଡି ମୁମ୍ବାଇ ଇଣ୍ଡିଆନ୍ସ ନିଜର ୧୧ତମ ମ୍ୟାଚ୍ ଖେଳିବ। ମୁମ୍ବାଇ ଏବଂ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ଆଜି କଡ଼ା ଟକ୍କର ଚାଲିବ। ତେବେ ଏହି ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଟସ୍ ଜିତି…
ରାଜ୍ୟରୁ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କୋଭିଡ଼ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨ଲକ୍ଷ ୭୮ ହଜାର ୮୭୭ ଜଣ ସୁସ୍ଥ ହୋଇ ସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର…
ଗଭୀର ସମୁଦ୍ରରେ ଫସି ରହିଛନ୍ତି ୧୧ ମତ୍ସ୍ୟଜୀବୀ
ବ୍ରହ୍ମପୁର ଅଫିସ,୯। ୫: ଅଶାନ୍ତ ସମୁଦ୍ରରେ ଫସିରହିଛନ୍ତି ୧୧ ମତ୍ସ୍ୟଜୀବୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରେ। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀଏକ ଡଙ୍ଗାରେ ମାଛ ମାରିବାକୁ ସମୁଦ୍ର ଭିତରକୁ ଯାଇଥିଲେ। ଫେରିଲା ବେଳେ ଯାନ୍ତ୍ରିକ…
Archives


