Home Left

ଛତର ଯାତ୍ରାରେ ରକ୍ତରଞ୍ଜିତ ହେଲା ରାଜପଥ

ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଭବାନୀପାଟଣାରେ ମହାସମାରୋହରେ ଅନୁଷ୍ଠିତ ହୋଇଛି। ଭୋର ୫ଟାରୁ ମା’ଙ୍କ ଛତର ଜେନାଖାଲରୁ ବାହାରି ମନ୍ଦିର ଅଭିମୁଖେ ଅଛନ୍ତି। ଗତ ୨ବର୍ଷ ଧରି କରୋନା କଟକଣା ଯୋଗୁ ବିନା…

ପ୍ରେମ ପାଇଁ ପ୍ରେମିକଙ୍କ ଗଲା ଜୀବନ

ରାଉରକେଲା ଅଫିସ,୩।୧୦: ପ୍ରେମ ପାଇଁ ପ୍ରେମିକଙ୍କୁ ହତ୍ୟା କରି ଏକ କୋଇଲା ବୋଝେଇ ଟ୍ରେନ ବଗିରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗରେ ରାଉରକେଲା ପ୍ଲାଣ୍ଟସାଇଟ୍‌ ପୋଲିସ ୬ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଫଟାପାଇପ୍‌ ଅଞ୍ଚଳର ମୂଳବାସିନ୍ଦା ତଥା ଶିବଶଙ୍କର ନଗରରେ…

୧୪ ବର୍ଷରେ ତୁଳସୀନଗରପଡ଼ା ଦୁର୍ଗାପୂଜା

ବଲାଙ୍ଗୀର ଅଫିସ, ୩ା୧୦: ବଲାଙ୍ଗୀର ତୁଳସୀନଗରପଡା ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ ୧୪ ବର୍ଷରେ ପଦାର୍ପଣ କରିଛି। ତୁଳସୀନଗର ଦୁର୍ଗାପୂଜା କମିଟି ପକ୍ଷରୁ ତିନିଦିନାତ୍ମକ ଦୁର୍ଗାପୂଜା ଆରମ୍ଭ ହୋଇଛି। ଶନିବାର କମିଟି ପକ୍ଷରୁ କଳସ ଶୋଭାଯାତ୍ରା କରାଯାଇଥିଲା। କମିଟି ପକ୍ଷରୁ ନାରାୟଣ ମିଶ୍ର…

ଅସ୍ତ୍ରୋପଚାରର ୨୪ ଘଣ୍ଟା ନ ପୂରୁଣୁ ଆଖିବୁଜିଲା ଅସୁସ୍ଥ ଦନ୍ତା

ବାରିପଦା ଅଫିସ,୩ା୧୦: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ମସିଣାକାଟି ସଂରକ୍ଷିତ ଜଙ୍ଗଲରେ ଅଟକି ରହିଥିବା ଅସୁସ୍ଥ ଦନ୍ତାହାତୀର ଅସ୍ତ୍ରୋପଚାର କରିବାର ୨୪ ଘଣ୍ଟା ନ ପୂରୁଣୁ ମୃତ୍ୟୁ ଘଟିଛି। ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ସୋମବାର ସକାଳେ ଦନ୍ତାର ମୃତଦେହ ଉଦ୍ଧାର…

ନିଆରା ଉଦାହରଣ ସୃଷ୍ଟି କରିଛି ସାପ-ମଣିଷ ସମ୍ପର୍କ

ମାଲକାନଗିରି, ୩ା୧୦(ଡି.ଏନ.ଏ.): ସମ୍ପର୍କ କେବଳ ବାପ ପୁଅ, ମାଆ ଝିଅ ଓ ଝିଅପୁଅଙ୍କ ମଧ୍ୟରେ ହୋଇ ନ ଥାଏ। ପଶୁ, ପକ୍ଷୀ ଓ ସରିସୃପଙ୍କ ମଧ୍ୟରେ ବି ଗଢି ଉଠିଥାଏ। ମାଳକାନଗିରି ଜିଲାରେ ସାପ ମଣିଷ ମଧ୍ୟରେ ଗଢି ଉଠିଥିବା ପ୍ରେମ…

ମୂଷଳ ଧାରା ବର୍ଷାରେ ଭିଜି ଭାଷଣ ଦେଲେ ରାହୁଲ

ମହୀଶୁର,୩।୧୦: ଭାରତ ଯୋଡୋ ଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରବଳ ବର୍ଷା ମଧ୍ୟରେ କର୍ନାଟକର ମହୀଶୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସାଧାରଣ ସଭାରେ ରାହୁଲ ଏହା ମଧ୍ୟ କହିଛନ୍ତି, ଭାରତ ଯୋଡୋ ଯାତ୍ରା ମାଧ୍ୟମରେ…

ଦାନ୍ତ ବିନ୍ଧା ଓ କୋଷ

ଦାନ୍ତମୂଳ ବିନ୍ଧିବା ପଛରେ ଅନେକ କାରଣ ରହିଛି। ବିଶେଷ ଭାବରେ ଥଣ୍ଡାଜନିତ ସମସ୍ୟା ଲାଗି କିମ୍ବା ଦୀର୍ଘଦିନ ଧରି ଦାନ୍ତମୂଳରେ ଖାଦ୍ୟପଦାର୍ଥର ଅବଶିଷ୍ଟାଂଶ ଜମି ରହିଲେ ଏଭଳି ସମସ୍ୟା ଦେଖାଦେଇଥାଏ। ହେଲେ ଏହା ସହ ଆଉ ଏକ କଥାର ସଂଯୋଗ ରହିଛି।…

ନୀରୋଗ ଶରୀର ଅନ୍ତରାଳେ…

ସାରା ବିଶ୍ୱରେ ନିଜ ନିଜର ପାରମ୍ପରିକ ଚିକିତ୍ସା ବିଜ୍ଞାନ ରହିଥିବା ବେଳେ ଆମ ଭାରତବର୍ଷରେ ଆୟୁର୍ବେଦୀ ଚିକିତ୍ସା ବିଜ୍ଞାନ ବହୁ ପୁରାତନ। ଏପରି ଚିକିତ୍ସା ପ୍ରଣାଳୀକୁ ସର୍ବଶ୍ରେଷ୍ଠ ସ୍ବାସ୍ଥ୍ୟରକ୍ଷା ବିଜ୍ଞାନ ଭାବେ ପ୍ରାଧାନ୍ୟ ଦିଆଯାଉଅଛି। ଯୁଗ ଯେତେ ଆଧୁନିକ ହେଲେ ସୁଦ୍ଧା…

ଭାଜପା ସହ ଆମର ପ୍ରକୃତ ଲଢେଇ: ଥରୁର

ନୂଆଦିଲ୍ଲୀ,୩।୧୦: କଂଗ୍ରେସ ଅଧ୍ୟକ୍ଷ ପ୍ରାର୍ଥୀ ଶଶି ଥରୁର ଏବେ ପ୍ରଚାରରେ ବ୍ୟସ୍ତ ଅଛନ୍ତି। ସୋମବାର ସେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସହ ସହମତ ହୋଇ କହିଛନ୍ତି,ଉଭୟ ପରସ୍ପର ସହ ନୁହେଁ ବରଂ ଭାରତୀୟ ଜନତା ପାର୍ଟି (ଭାଜପା) ସହିତ ଲଢିବାକୁ…

କେନ୍ଦ୍ରମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହକଲା କୁଡୁମୀ ସେନା

ପାଟଣା,୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଛକରେ ସୋମବାର ଓଡ଼ିଶା କୁଡୁମୀ ସେନା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ସୂଚନାଯୋଗ୍ୟ, କୁଡୁମୀ ଜାତିକୁ ଆଦିବାସୀ ତାଲିକାଭୁକ୍ତ କରିବା ଦାବିରେ ଓଡ଼ିଶା କୁଡୁମୀ ସେନା ପକ୍ଷରୁ ବିଭିନ୍ନ…

ମାଲିକଙ୍କ ଗାଡ଼ି ହଡ଼ପ ଷଡ଼ଯନ୍ତ୍ର

ଖଲ୍ଲିକୋଟ,୩ା୧୦(ଡି.ଏନ.ଏ.):ମାଲିକର ବିଶ୍ୱାସରେ ବିଷ ଦେଇ ଜଣେ ଡ୍ରାଇଭର ଗାଡ଼ିକୁ ହଡପ କରିବା ପାଇଁ ନିଜେ ରଚିଥିଲା ମିଛ ଡକାୟତିର ଯୋଜନା। ଏହି ଘଟଣାର ଖଲ୍ଲିକୋଟ ପୋଲିସ ପର୍ଦ୍ଦାଫାସ କରି ଅଭିଯୁକ୍ତ ଡ୍ରାଇଭରଙ୍କୁ ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ପାଟପୁର…

ଏଠି ରାବଣଙ୍କୁ ଜ୍ୱାଇଁ ବୋଲି ମାନନ୍ତି ଗାଁ ଲୋକେ, ବିନା ଓଢଣାରେ ମୂର୍ତ୍ତି ସାମ୍ନାକୁ ଆସନ୍ତି ନାହିଁ ମହିଳା

ଚଳିତ ବର୍ଷ ରାବଣ ଦହନକୁ ନେଇ ସାରା ଦେଶରେ ଲୋକେ ଉତ୍ସାହର ସହ ଅପେକ୍ଷା ରଖିଛନ୍ତି । ହେଲେ ମଧ୍ୟ ପ୍ରଦେଶର ମନ୍ଦସୋର ଜିଲାରେ ଲୋକେ ରାବଣକୁ ଦହନ କରିବା ପରିବର୍ତ୍ତେ ସାରା ବର୍ଷ ରାବଣ ମୂର୍ତ୍ତିର ପୂଜା କରିଥାଆନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?