Home Left

ପୁଣି ରାଜ୍ୟରେ ୬୮ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ରବିବାର ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୪୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ସମସ୍ୟାଘେରରେ ବାଉଁଶ କାରିଗର

ପଟ୍ଟାମୁଣ୍ଡାଇ,୨୬।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଉଁଶ କାରିଗରମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସମୟ ସହ ତାଳ ଦେଇ ଉଭୟ ଗ୍ରାମ ଓ ସହରାଞ୍ଚଳରେ ଦିନକୁ ଦିନ ବାଉଁଶ ତିଆରି ଉପକରଣର ଚାହିଦା କମିବାରେ ଲାଗିଛି। ଆଜିର ପ୍ଲାଷ୍ଟିକ୍‌…

୪ ଦିନ ପରେ ବି ଦୁର୍ବୃତ୍ତଙ୍କ ଟେର୍‌ ମିଳୁନି

ରଘୁନାଥପୁର,୨୬।୬(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରସିଦ୍ଧ ବିଭୂତି କ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ସମ୍ମୁଖରେ ଥିବା ୨ ନଂ. ଦାନବାକ୍ସରୁ ଗତ ମଙ୍ଗଳବାର ମଧ୍ୟରାତ୍ରିରେ ଦୁର୍ବୃତ୍ତମାନେ ୧୦ ଲକ୍ଷ ଟଙ୍କା ଚୋରିକରି ଫେରାର ହୋଇଯାଇଥିଲେ। ଏହା ମଧ୍ୟରେ ୪ ଦିନ…

ବୈଷୟିକ ସହାୟତା ପାଇଁ କଟକ ଗଲେ ଆଇଓ

ଜଗତ୍‌ସିଂହପୁର ଅଫିସ,୨୬।୬:  ଜଗତ୍‌ସିଂହପୁର ହସ୍ତଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଆକାଉଣ୍ଟରୁ ୪୬,୧୨,୯୦୦ ଟଙ୍କା ଗାଏବ ମାମଲା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଜାଲ୍‌ ଚେକ୍‌ ବଳରେ ବ୍ୟାଙ୍କ୍‌ ଅଫ୍‌ ବରୋଦା ଜଗତ୍‌ସିଂହପୁର ଶାଖାରୁ ଗତ ୧୭ ତାରିଖରେ କୋଲ୍‌କାତାସ୍ଥିତ ଇଣ୍ଡିଆନ…

ବିନା ଅନୁମତିରେ ଚାଲିଛି ପାଥୋଲାବ୍‌,ଏକ୍ସରେ କ୍ଲିନିକ୍‌

ପଟ୍ଟାମୁଣ୍ଡାଇ, ୨୬।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ ଛତୁ ଫୁଟିଲା ଭଳି ମାଳ ମାଳ ଖୋଲିଚାଲିଛି ପାଥୋଲାବ୍‌ ଓ ଏକ୍ସରେ କ୍ଲିନିକ୍‌। ସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷ ସମସ୍ତ ବିଷୟ ଜାଣୁଥିଲେ ମଧ୍ୟ ନୀରବଦ୍ରଷ୍ଟା ସଜିଛନ୍ତି। ଡିଏମ୍‌ଏଲ୍‌ଟିର ବିନା ଅମୁମତି ଓ ତାଙ୍କ…

ଟଙ୍କା ଫେରିପାଇବା ଆଶଙ୍କାରେ ଜମାକାରୀ

ଖୋର୍ଦ୍ଧା ଅଫିସ,୨୫ା୬: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବେଗୁନିଆ ବ୍ଲକ ରାଉତପଡ଼ା ଶାଖାରୁ ଜମାକାରୀଙ୍କ ୧.୫୦ କୋଟି ଟଙ୍କା ଆତ୍ମସାତ୍‌ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ତତ୍କାଳୀନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହି ଘଟଣାର ତଦନ୍ତ ଲାଗି ମେ’…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲେ

ବାରଙ୍ଗ,୨୬।୬(ଡି.ଏନ୍‌.ଏ.): ପ୍ରେମ ପାଇଁ ନିଜ ମଥାର ସିନ୍ଦୂର ପୋଛିଲା ସ୍ତ୍ରୀ। ଭୁଲିଗଲା ସାତଜନ୍ମର ସମ୍ପର୍କକୁ। ପ୍ରେମିକ ସହ ମିଶି ଅଗ୍ନିକୁ ସାକ୍ଷୀ ରଖି ବିବାହ କରିଥିବା ସ୍ବାମୀକୁ ହତ୍ୟା କଲା। ବାରଙ୍ଗ ଥାନା ଅନ୍ତର୍ଗତ ନେତଲଗଁା ନିକଟ କାଜୁ ଜଙ୍ଗଲରୁ ବୁଧବାର…

ଫିଲ୍ମ ‘ଏମରଜେନ୍ସି’ରେ ଇନ୍ଦିରା ଗାନ୍ଧୀଙ୍କ ଚରିତ୍ର ସହ ନିଜକୁ ଯୋଡିବାକୁ ଚାହୁଛନ୍ତି କଙ୍ଗନା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ନିଜର ସ୍ୱତନ୍ତ୍ର ଶୈଳିର ଅଭିନୟକୁ ନେଇ ଦର୍ଶକଙ୍କ ନିକଟରେ ତିଆରି କରିଛନ୍ତି ଏକ ଭିନ୍ନ ପରିଚୟ । ନିଜ ଅଭିନୟରେ ଲୌହ ମାନବୀ ବୋଲି ଧରି ନେଇଥିବା କଙ୍ଗନା ଏବେ ରାଜନୀତିର ଏକ ବହୁତ…

ବଡ଼ଦାଣ୍ଡର ୫୦ ସ୍ଥାନରେ ସିସିଟିଭି

ପୁରୀ ଅଫିସ,୨୬।୬: ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ପୋଲିସ ଓ ମାଜିଷ୍ଟ୍ରେଟ୍‌ ସମନ୍ବୟ ବୈଠକ ପୁରୀ ସଦ୍‌ଭାବନା ଗୃହରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି କହିଛନ୍ତି, ଚଳିତ ରଥଯାତ୍ରାରେ ବହୁ ଜନସମାଗମ…

ଗଜପତିଙ୍କୁ ଜଣାଇଲେ ଦଇତାପତି

ପୁରୀ ଅଫିସ,୨୬।୬:  ଆଷାଢ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ଶନିବାର ଅବସରରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଜ୍ୱରରେ ପଡ଼ିଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଏହି ଖବର ଶ୍ରୀନଅରରେ ଆଦ୍ୟ ସେବକ ଗଜପତି ମହାରାଜଙ୍କୁ ସୂଚନା ଦେବା ସହିତ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ପ୍ରସାଦ…

ରୁପା ଛାଉଣି ହେବ କଳାହାଟ ଦ୍ୱାର

ପୁରୀ ଅଫିସ,୨୬।୬: ଶ୍ରୀମନ୍ଦିରର ୮ ଦ୍ୱାର ମଧ୍ୟରୁ ବାକି ଗୋଟିଏ ରହିଯାଇଥିବା କଳାହାଟ ଦ୍ୱାର ଖୁବ୍‌ଶୀଘ୍ର ରୁପା ଛାଉଣି ହେବାକୁ ଯାଉଛି। ଏଥିପାଇଁ ଆବଶ୍ୟକ ରୁପାକୁ କଡ଼ା ସୁରକ୍ଷା ମଧ୍ୟରେ ଶନିବାର ଭକ୍ତନିବାସକୁ ପଠାଯାଇଛି। ଜିଲା କୋଷାଗାରରେ ରଖାଯାଇଥିବା ୫ଶହ କିଲୋଗ୍ରାମ୍‌ର…

ତୁଳସୀ ଚଉଁରା ନିକଟରେ ରଖନ୍ତୁ ନାହିଁ ଲିଭି ଯାଇଥିବା ଦୀପ, ଜାଣନ୍ତୁ…

ତୁଳସୀ ଏକ ପବିତ୍ର ଗଛ। ହିନ୍ଦୁ ଧର୍ମରେ ଏହାର ମାହାତ୍ମ୍ୟ ବେଶ୍‌ ଉଚ୍ଚରେ ରହିଛି। ସେଥିପାଇଁ ପ୍ରତ୍ୟେକ ହିନ୍ଦୁଙ୍କ ଘରେ ତୁଳସୀ ଚଉଁରାଟିଏ ଦେଖିବାକୁ ମିଳିଥାଏ। କୁହାଯାଏ, ହଠାତ୍‌ ତୁଳସୀ ଗଛ ଶୁଖିଗଲେ କିମ୍ବା ଝାଉଁଳିଗଲେ, ଏହାର ଏକ କାରଣ ଅଶୁଦ୍ଧତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri