ପ୍ରହସନ ପାଲଟିଛି ପଲିଥିନ କଟକଣା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଆସନ୍ତା ଜୁଲାଇ ୧ରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍ ୟୁଜ୍) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯିବ। ରାଜ୍ୟରେ ଏହାକୁ ଲାଗୁ କରିବା ନେଇ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ…
ଖାଦ୍ୟାଭାବ ଆଶଙ୍କା
ଅସ୍ବାଭାବିକ ମୌସୁମୀ ଦେଶର ଖାଦ୍ୟ ସୁରକ୍ଷା ପ୍ରତି ବଡ଼ ବିପଦ ସୃଷ୍ଟି କରିବ ବୋଲି ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ମୁଦ୍ରାସ୍ଫୀତି ନିୟନ୍ତ୍ରଣ ଦିଗରେ ‘ସ୍ବାଭାବିକ ମୌସୁମୀ’ ପ୍ରାକୃତିକ ଭାବେ ବଡ଼ ଭୂମିକା ନେଇଥାଏ। ସ୍ବାଭାବିକ ବର୍ଷା ଫସଲ କରାଇ ଲୋକଙ୍କ…
କାମାକ୍ଷା ମନ୍ଦିର ଦର୍ଶନ କରିବାକୁ ଯାଉଥିବା ଶ୍ରଦ୍ଧାଳୁଙ୍କ ପାଇଁ ନୂଆଦିଲ୍ଲୀରୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
ନୂଆଦିଲ୍ଲୀ,୨୬ ।୬: କାମାକ୍ଷା ମନ୍ଦିର ଦର୍ଶନ କରିବାକୁ ଯାଉଥିବା ଶ୍ରଦ୍ଧାଳୁଙ୍କୁ ରେଲୱେ ଏକ ଉପହାର ଦେଇଛି । ଶ୍ରଦ୍ଧାଳୁଙ୍କ ପାଇଁ ରେଲୱେ ପକ୍ଷରୁ ଏକ ସ୍ୱତନ୍ତ୍ର ଟ୍ରେନ ଚଲାଇବାକୁ ନିଷ୍ପତ୍ତି ନିଆଯାଇଛି । ନୂଆଦିଲ୍ଲୀରୁ ଏହା ରବିବାର ଯାତ୍ରା ଆରମ୍ଭ କରିବ…
ଅନୁପ୍ରବେଶ ପାଇଁ ଜଗି ରହିଛନ୍ତି ୧୫୦ ଆତଙ୍କବାଦୀ
ଶ୍ରୀନଗର,୨୬ ।୬: ନିୟନ୍ତ୍ରଣ ରେଖାର ଆର ପଟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ହୋଇଥିବା ଭିନ୍ନ ଭିନ୍ନ ଲଞ୍ଚିଂ ପ୍ୟାଡରେ ପାଖାପାଖି ୧୫୦ ଆତଙ୍କବାଦୀ ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ କରିବାକୁ ଜଗି ରହିଥିବା ଜଣାପଡିଛି । ଏହାସହ ୫୦୦-୭୦୦ ଆତଙ୍କବାଦୀ ୧୧ ପ୍ରଶିକ୍ଷଣ ଶିବରରେ…
କ୍ୟାପଟେନ ରୋହିତ ଶର୍ମା କରୋନା ପଜିଟିଭ
ନୂଆଦିଲ୍ଲୀ,୨୬ ।୬: ଭାରତୀୟ କ୍ରିକେଟ ଟିମର କ୍ୟାପଟେନ ରୋହିତ ଶର୍ମା କରୋନାରେ ପୀଡ଼ିତ ହୋଇଛନ୍ତି । ଶନିବାର ତାଙ୍କର ରାପିଡ ଆଣ୍ଟିଜେନ ଟେଷ୍ଟ କରାଯାଇଥିବା ବେଳେ ସେ କରୋନା ସଂକ୍ରମିତ ଥିବା ଜଣାପଡିଥିଲା । ବିସିସିଆଇ ଟୁଇଟ କରି ଏହି ସୂଚନା…
ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ଅଭିଯୁକ୍ତ ଅଟକ
କେନ୍ଦୁଝର,୨୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ଖସାପଦା ଗ୍ରାମରେ ଏକ ହତ୍ୟା ଘଟଣାରେ ପୋଲିସ ଜଣେ ବ୍ୟକ୍ତିକୁ ଅଟକ ରଖି ପଚରାଉଚରା କରୁଛି। ମୃତକଙ୍କ ନାମ ଚଇତୁ ଦେହୁରୀ। ଅଟକ ଅଭିଯୁକ୍ତ ହେଉଛନ୍ତି ଆଲୁତୁମା ଗ୍ରାମର ପ୍ରହଲ୍ଲାଦ ଦେହୁରୀ। ପୂର୍ବ…
କାରଣ ଖୋଜୁଛି ପୋଲିସ: ରାଇମୋହନଙ୍କ ଝିଅ, ଜ୍ୱାଇଁ, ପୁତୁରାଙ୍କୁ ପୋଲିସର ପଚରାଉଚରା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ସିନେ ଓ ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ, ତିନି ଦଶନ୍ଧିର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା କୁହାଯାଉଛି। ହେଲେ ତାଙ୍କର ଏଭଳି ଚରମ ନିଷ୍ପତ୍ତି ପଛରେ କି କାରଣ ରହିଛି ସେ ନେଇ ନାନା କଳ୍ପନା…
ଶ୍ରୀମନ୍ଦିର କଳାହାଟ ଦ୍ୱାର ଲାଗି ଆସିଲା ୫୦୦ କେଜି ରୁପା ଚାଦର
ପୁରୀ ଅଫିସ,୨୫।୬: ଶ୍ରୀମନ୍ଦିରର କଳାହାଟ ଦ୍ୱାରକୁ ରୁପା ଛାଉଁଣି କରାଯିବ। ଏଥିଲାଗି ଶନିବାର ୫୦୦ କେଜି ରୁପା ଚାଦର ଅଣାଯାଇ ନିଳାଦ୍ରୀ ଭକ୍ତନିବାସରେ ରଖାଯାଇଛି। ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରି ଯିବେ। ଏହି ସମୟରେ ଉକ୍ତ…
ମରାମତି ବେଳେ ଚାର୍ଜ ହେଲା ୧୧ କେଭି, ପୋଡ଼ିଗଲେ କର୍ମଚାରୀ
ବଡ଼ବିଲ,୨୫ା୬(ସ୍ବ.ପ୍ର.): ଟାଟା ପାଓ୍ବରର ଖାମଖିଆଲି କାର୍ଯ୍ୟ ଯୋଗୁ କେନ୍ଦୁଝର ଜିଲା ବଡ଼ବିଲରେ କାର୍ଯ୍ୟରତ ଜଣେ କର୍ମଚାରୀ ବିଦ୍ୟୁତ୍ ଆଘାତରେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ଭବାନୀ ଶଙ୍କର ମହାନ୍ତ। ବିଦ୍ୟୁତ୍ ଆଘାତରେ ମୃତ୍ୟୁ ମୁଖରୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ…
ଖବର ପ୍ରକାଶ ପରେ ଚେତା ପଶିଲା: ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଜଳିବ ବିଜୁଳି
ରାଇରଙ୍ଗପୁର,୨୫।୬(ଡି.ଏନ୍.ଏ.): ଭାଜପା ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଜଳିବ ବିଜୁଳି। ଆଜିଯାଏ ବିଜୁଳି ସାତସପନ ପାଲଟିଥିବା ଏହି ଗାଁରେ ଏବେ ଖୁଣ୍ଟ ପୋତା ଆରମ୍ଭ ହୋଇଛି। ଅନ୍ଧାରରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କ ଗାଁ ନେଇ ଖବର ପ୍ରକାଶ ପାଇବା ପରେ…
ନକଲି ସିମେଣ୍ଟ କାରଖାନା ଉପରେ ଚଢ଼ାଉ, ୭ ଜଣଙ୍କୁ ବାନ୍ଧିଲା ପୋଲିସ
କଳିଙ୍ଗନଗର,୨୫ା୬(ଡି.ଏନ୍.ଏ.): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଗୋଲଗାଁ ନିକଟରେ ଏକ ନକଲି ସିମେଣ୍ଟ କାରଖାନାରେ ପୋଲିସ ଚଢ଼ାଉ କରିଛି। ଅପରପକ୍ଷରେ ଘଟଣାସ୍ଥଳରୁ ଟ୍ରକରେ ଲୋଡ଼ିଂ ହେଉଥିବା ସମୟରେ ପାଖାପାଖି ୨ ଶହ ବସ୍ତାରୁ ଊର୍ଦ୍ଧ୍ୱ ଅଲ୍ଟ୍ରାଟେକ୍ ନକଲି ସିମେଣ୍ଟ ଭର୍ତ୍ତି…
ଫେସବୁକ୍ରେ ପୋଷ୍ଟ ଲେଖି ଅଭିନେତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ
କୋଲକାତା: ଫିଲ୍ମଜଗତରୁ ଆତ୍ମହତ୍ୟା କରିବା ଖବର ଥମିବାର ନା ନେଉ ନାହିଁ। ଏବେ ଆଉ ଜଣେ ବଙ୍ଗୀୟ ଅଭିନେତ୍ରୀ ରାୟ ଦେବୋଲିନା ଦେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ହେଲେ ସୌଭାଗ୍ୟବଶତଃ ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ଅଭିନେତ୍ରୀ…
Archives


